Search Results for ଆମେ ଓଡ଼ିଆ

ଅଭିମନ୍ୟୁ ସାମନ୍ତସିଂହାର

ଲେଖା: ନିରଞ୍ଜନ ସାହୁ  ~ ଅଭିମନ୍ୟୁ ସାମନ୍ତସିଂହାର ~   ଓଡ଼ିଆ ସାହିତ୍ୟରେ ରୀତି ଯୁଗର ଅଳଙ୍କାରିକ କବିମାନଙ୍କ ମଧ୍ୟରେ ଏକ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଵୀକୃତ ଅଭିମନ୍ୟୁ ସାମନ୍ତସିଂହାର । ଭାରତୀୟ ସାହିତ୍ୟର ବିଶିଷ୍ଟ ସାହିତ୍ୟିକ ସମାଲୋଚକ ଡ. ବି.ସି.ମଜୁମଦାରଙ୍କ ମୂଲ୍ୟାଙ୍କନ ଥିଲା ଏହିପରି – “In the matters of rhetorical composition he excels…

ଭଗବତୀ ଚରଣ ପାଣିଗ୍ରାହୀ

ଲେଖା: ନିରଞ୍ଜନ ସାହୁ ~ ଭଗବତୀ ଚରଣ ପାଣିଗ୍ରାହୀ ~ ୧୯୧୭ ମସିହା ପରେ ପରେ ଅର୍ଥାତ୍ ସୋଭିଏତ ଋଷର ଅକ୍ଟୋବର ବିପ୍ଳବର ପୃଷ୍ଠଭୂମି ଉପରେ ଏକ ମହତ୍ତ୍ୱପୂର୍ଣ୍ଣ ଅଧ୍ୟାୟର ସୂତ୍ରପାତ ହୁଏ ସମଗ୍ର ବିଶ୍ଵରେ । ବିଶ୍ୱବାସୀଙ୍କ ମନରେ ସୃଷ୍ଟି କରାଏ ନୂତନ ପ୍ରତ୍ୟୟ, ଆଶା ଓ ଆଶ୍ଵାସନା । ମୁକ୍ତି, ସ୍ଵାଧୀନତା ଓ…

ଭକ୍ତକବି ମଧୁସୂଦନ

ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ ଲେଖୁଛେ କିମ୍ବା ନିଜକୁ ଓଡ଼ିଆ ବୋଲି କହି ଗର୍ବିତ ଅନୁଭବ କରୁଛେ, ତାହା ପଛରେ ଅନେକ ମହାନ ଓ ମହତ ପୁରୁଷ ମାନଙ୍କର ନିସ୍ଵାର୍ଥପର ସେବା ମନୋବୃତ୍ତି ଓ ବଳିଦାନ ଲୁଚି ରହିଛି . . ! ସେହି ଭଳି ନିସ୍ଵାର୍ଥପର…

ଚୈତ୍ର ପୂର୍ଣ୍ଣିମା

ଲେଖା: ବନ୍ଧନ ଦଳେଇ ଆମେ ଓଡ଼ିଆ ହେଉଛୁ “ବାର ମାସରେ ତେର ଯାତରା”, “ପୁନେଇଁ ପରବ”, “ଯାନିଯାତରା” ପାଳିବାର ଅନନ୍ୟ ସଂସ୍କୃତି ଓ ପରମ୍ପରାରେ ଭୂଷିତ। ଚୈତ୍ର ମାସର ଶେଷଦିନ ଚୈତ୍ର ପୂର୍ଣ୍ଣିମା । ଏହି ଚୈତ୍ର ମାସ ଯାକ ଶକ୍ତିପୀଠମାନ ଚଳଚଞ୍ଚଳ ହୋଇଉଠନ୍ତି। ପଣା, ପାଣି, ଝୁଣା, ଧୁପରେ ମହକି ଉଠେ ମନ୍ଦିର ପ୍ରକୋଷ୍ଠମାନ। ଲାଲିମନ୍ଦାର…

ରାଜକୃଷ୍ଣ ବୋଷ

ଲେଖା: ନିରଞ୍ଜନ ସାହୁ ଗାନ୍ଧୀବାଦୀ ନେତା, ପରୋପକାରୀ, ଦେଶପ୍ରେମୀ, ଓଡ଼ିଶାର ଉନ୍ନତି ପାଇଁ ସତତ ଚେଷ୍ଟିତ ନେତା, ଓଜସ୍ଵିନୀ ଜ୍ୱାଳାମୁଖୀ ବକ୍ତା, ଦୁସ୍ଥ ଆର୍ତ୍ତଜନତାର ସେବକ, ସାହସୀ, ଖାଣ୍ଟି ଓଡ଼ିଆ, ଓଡ଼ିଶାର ପ୍ରଥମ ରାଜନୈତିକ ବନ୍ଦୀ ରାଜକୃଷ୍ଣ ବୋଷ । ୧୯୨୧ ମସିହା ଜାନୁଆରୀ ମାସ ୨୪ ତାରିଖ। କଟକର କାଠଯୋଡ଼ି ବାଲିରେ ସ୍ଵାଧୀନତା ପାଇଁ…

ଅବଳା

ଲେଖା: ନିରଞ୍ଜନ ସାହୁ ଭାରତୀୟ ସ୍ଵାଧୀନତା ସଂଗ୍ରାମକୁ ଆମ ଓଡ଼ିଶାର ବରୀ ଅଞ୍ଚଳର ଅବଦାନ କୌଣସି ଗୁଣରେ କମ୍ ନୁହେଁ । ୧୯୪୨ ମସିହା ଅଗଷ୍ଟ ମାସରେ  ଗାନ୍ଧିଜୀଙ୍କ ଆହୂତ ‘ଭାରତଛାଡ଼’ ଆନ୍ଦୋଳନ ସାରା ଭାରତରେ ମୁଣ୍ଡ ଟେକି ଉଠିଥାଏ । ବିଦେଶୀ ଇଂରେଜଙ୍କୁ ଏ ଦେଶରୁ ହଟାଇବା ସହ ସ୍ଵରାଜ ପ୍ରତିଷ୍ଠା କରିବାର ସ୍ଵପ୍ନକୁ…

ଗୋଦାବରୀ ଦେବୀ

ଲେଖା: ନିରଞ୍ଜନ ସାହୁ ୧୯୩୪ ମସିହା ମଇ ମାସ ୩୧ ତାରିଖର ରୌଦ୍ରଦଗ୍ଧ ମଧ୍ୟାହ୍ନ । ଯାଜପୁର ବରୀ ଅଞ୍ଚଳର ବାଗଦା ଗ୍ରାମର ଚୌଧୁରୀ ବାମନ ଚରଣ ଦାସଙ୍କ ଚଉପାଢ଼ୀ । ସେତେବେଳର ଲଙ୍ଗଳା ଫକୀର ବାପୁଜୀ ବିଶ୍ରାମ ନେଉଥାନ୍ତି ଚଉପାଢ଼ୀ ଉପରେ । ଟିକେ ଦୂରରେ ଥାଆନ୍ତି ଓଡ଼ିଆ ଜାତିର ଚିର ନମସ୍ୟ ଗୋପବନ୍ଧୁ…

ଉତ୍କଳ ଭାରତୀ

ଲେଖା: ନିରଞ୍ଜନ ସାହୁ “ପ୍ରଚଣ୍ଡ ମାର୍ତ୍ତଣ୍ଡ ତାପେ ଦଗ୍ଧକ୍ଲିଷ୍ଟ କ୍ଲାନ୍ତି ପଥଶ୍ରାନ୍ତ ପାନ୍ଥେ ଦେଉ ଛାୟା ଅବିଶ୍ରାନ୍ତ ମହତ ହିତ ବ୍ରତର ଏ କି ତୋ ଦୃଷ୍ଟାନ୍ତ ! ଶିଖାଅ ହେବି ତୋ ସମ ସୁବିନୀତ ନମ୍ର ମନ ଅକାତରେ ଭବସେବା ଯାଉଥିବି କରି ମୋ କ୍ଷୁଦ୍ର ଆୟାସେ ବହୁ କ୍ଲେଶ ନେବି ହରି ପ୍ରତିଦାନେ…

ଗୋପାଳବଲ୍ଲଭ ଦାସ

ଲେଖା: ନିରଞ୍ଜନ ସାହୁ “ମୁଁ ସାତ ଆଠ ବର୍ଷର ହୋଇଥାଏ । ଧୋବଣୀ ଲୁଗା ନେଇ ଆସିଲା । ମୁଁ ତାକୁ ପଚାରିଲି — ତୁ କି ଜାତି ? ମୋର ଏତିକି କଥା ବାପା ଶୁଣିପାରିଲେ । ସଙ୍ଗେ ସଙ୍ଗେ ମୋ ପାଖକୁ ଚାଲି ଆସି କହିଲେ, “ଶାଶୁଖାଇ ! ଜାତିକଥା କାହାକୁ ପଚାରନ୍ତି…

ଚନ୍ଦ୍ରମୋହନ ମହାରଣା

ଲେଖା: ନିରଞ୍ଜନ ସାହୁ ଜାତୀୟ ଚରିତ୍ର ଗଠନରେ ଶିକ୍ଷା ହିଁ ଏକ ସୁଦୃଢ଼ ଭିତ୍ତି, ଏହା ସର୍ବଥା ସ୍ଵୀକାର୍ଯ୍ୟ । ଜାତୀୟ ଚରିତ୍ର ବ୍ୟତୀତ ଜାତୀୟ ଜୀବନ ଶୁଦ୍ଧ, ପୂତ, କ୍ରିୟାଶୀଳ ଓ ଶକ୍ତିଶାଳୀ ହୋଇ ନପାରେ । ଜାତି, ଧର୍ମ, ସମ୍ପ୍ରଦାୟ ନିର୍ବିଶେଷରେ ଲୋକଙ୍କୁ ଶିକ୍ଷିତ, ସଂଗଠିତ, ଐକବଦ୍ଧ କରିପାରିଲେ ଜାତୀୟ ଶିକ୍ଷାର ବିକାଶ…