ଜଳନ୍ଧର ଦେବ
ଲେଖା: ନିରଞ୍ଜନ ସାହୁ ବିଦ୍ୟା ଓ ସଂସ୍କୃତି ସଚେତନ ବାମଣ୍ଡା ରାଜ୍ୟରେ ଊନବିଂଶ ଶତାବ୍ଦୀର ଦ୍ଵିତୀୟାର୍ଦ୍ଧରେ ଜନ୍ମ ନେଇଥିଲେ ଓଡ଼ିଆ ସାହିତ୍ୟର ଏକ ବିସ୍ମୟ ପ୍ରତିଭା।ସାର୍ ବାସୁଦେବ […]
ଲେଖା: ନିରଞ୍ଜନ ସାହୁ ବିଦ୍ୟା ଓ ସଂସ୍କୃତି ସଚେତନ ବାମଣ୍ଡା ରାଜ୍ୟରେ ଊନବିଂଶ ଶତାବ୍ଦୀର ଦ୍ଵିତୀୟାର୍ଦ୍ଧରେ ଜନ୍ମ ନେଇଥିଲେ ଓଡ଼ିଆ ସାହିତ୍ୟର ଏକ ବିସ୍ମୟ ପ୍ରତିଭା।ସାର୍ ବାସୁଦେବ […]
ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .