Search Results for ଜଗତସିଂହପୁର

ଶ୍ରୀ ତ୍ରିଲୋଚନେଶ୍ୱର

ଲେଖା: ତ୍ରିଲୋଚନ ସ୍ୱାଇଁ ~ କୁଣ୍ଡେଶ୍ୱରର ଶ୍ରୀ ତ୍ରିଲୋଚନେଶ୍ୱର  ମନ୍ଦିର ~ ଝଙ୍କଡ଼ର ଶାରଳା ଓ ଗୋରଖନାଥଙ୍କ ପୀଠ ବ୍ୟତୀତ ଜଗତସିଂହପୁର ଜିଲ୍ଲାରେ ଆଉ କେତୋଟି ପ୍ରାଚୀନ ପୀଠ ରହିଛି l ସେଥିମଧ୍ୟରୁ ବାଲିଆ ଗୋପୀନାଥପୁରର ଭଗବତୀ ପୀଠ ବା ଭୁବନେଶ୍ୱର ମହାଦେବ ମନ୍ଦିର ଏବଂ ବାଲିକୁଦା ବ୍ଲକ୍ ଅନ୍ତର୍ଗତ କୁନ୍ଦଗ୍ରାମ ବା କୁଣ୍ଡେଶ୍ୱରର ଶ୍ରୀ…

ଉଦୟନାଥ ଷଡ଼ଙ୍ଗୀ

ଲେଖା: ଶିଶିର ସାହୁ ମନୋଜ ସଂଗ୍ରାମୀକଵି ଶ୍ରୀ ଉଦୟନାଥ ଷଡ଼ଙ୍ଗୀ ! ଓଡ଼ିଶାରେ ଏମିତି ଅନେକ କଵି ଲେଖକ ଓ ସ୍ଵାଧୀନତା ସଂଗ୍ରାମୀ ଜନ୍ମ ଲଭିଛନ୍ତି ଯାହାଙ୍କ ଵିଷୟରେ ଵର୍ତ୍ତମାନର ଯୁଵପିଢି଼ ଜାଣିଵା ତ ଦୂରେ ଥାଉ ତାଙ୍କ ନାମ ସୁଦ୍ଧା ଜାଣି ନଥାନ୍ତି । ଏକଵିଂଶ ଶତାବ୍ଦୀରେ ଓଡ଼ିଶାର ଯୁଵପିଢି଼ କ୍ରମଶଃ ହିନ୍ଦୀ ଓ…

ଖମଖମାଲୋ

ଲେଖା: ଶିଶିର ସାହୁ ମନୋଜ ପଶ୍ଚିମ ଓଡ଼ିଶାର ଲୁପ୍ତ ଖେଳ ଖମଖମାଲୋ ! ଗଡ଼ଜାତ ଓଡ଼ିଶାରେ ପୂର୍ଵେ ‘ଖମଖମାଲୋ’ ବୋଲି ଏକ ଖେଳ ଖେଳାଯାଉଥିଲା । ସାଧାରଣତଃ ଏହା ପିଲାମାନଙ୍କର ଖେଳ ଏଵଂ ଖମ୍ବ ଵା ଖୁମ୍ବ ଏ ଖେଳର ଏକ ମହତ୍ତ୍ୱପୂର୍ଣ୍ଣ ଅଂଶ ହୋଇଥିଵାରୁ ଏହାର ନାମ ଖମଖମାଲୋ ରଖାଯାଇଥିଲା । ଏ ଖେଳର…

କେଦାରନାଥ ମହାପାତ୍ର

ଲେଖା: ନିରଞ୍ଜନ ସାହୁ କଥାରେ ଅଛି, “ଆଳୁ ଖୋଳୁ ଖୋଳୁ ମହାଦେବ !” ମନରେ ଆଶା ବାନ୍ଧିଥିବା ଗୋଟିଏ କ୍ଷୁଦ୍ରାତିକ୍ଷୁଦ୍ର ବସ୍ତୁ ପାଇଁ ଶ୍ରମ କରିବା ବେଳକୁ ତା’ଠାରୁ ଅନେକ କିଛି ଅଧିକ ମିଳିଗଲେ ଆଶା ଆଉଟିକେ ବଢ଼େ, ସମ୍ଭାବନା ଦୁଇ ଗୁଣ ହୋଇଯାଏ ଏବଂ ମହାନନ୍ଦ ଭରିଯାଏ ମନରେ । ଏବେ ଟିକେ ଆସନ୍ତୁ…

ବରାହୀ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ଶାକ୍ତ ପରମ୍ପରା ଓ ଉପାସନାରେ ସପ୍ତମାତୃକାଙ୍କ ସ୍ୱରୂପ ଚିତ୍ରଣ ଓ ରୂପ କଳ୍ପନା ପରବର୍ତ୍ତୀ ସମୟରେ ତନ୍ତ୍ର ସାଧନାକୁ ଜନ୍ମ ଦେଇଥିଲା l କୁହାଯାଏ ଶୁମ୍ଭ ନିଶୁମ୍ଭକୁ ନିପାତ କଲାବେଳେ ଦେଵୀ ଦୁର୍ଗାଙ୍କ ଶରୀରରୁ ସପ୍ତମାତୃକାଙ୍କ ଉଦ୍ଗମ ହୋଇଥିଲା ବା ଆବିର୍ଭୁତା ହୋଇଥିଲେ l ଦେବତାଙ୍କ ନାରୀଶକ୍ତି ସ୍ୱରୂପ ହେଉଛନ୍ତି ଏହି…

ପ୍ରାଣକୃଷ୍ଣ ପଢ଼ିହାରୀ

ଲେଖା: ନିରଞ୍ଜନ ସାହୁ ୧୯୩୪ ମସିହାରେ ଆରମ୍ଭ ହେଲା ଗାନ୍ଧିଜୀଙ୍କ ପଦଯାତ୍ରା ଓଡ଼ିଶାର ପୁରୀରୁ । ପୁରୀରୁ କାଜିପାଟଣା ଆସିବା ରାସ୍ତାରେ ତେଲେଙ୍ଗାପେଣ୍ଠରେ ରହିଲେ ବାପୁ । ରହଣିର ସବୁ ବ୍ୟବସ୍ଥା କରୁଥିଲେ ମା’ ରମାଦେବୀ ଓ ତାଙ୍କର ଜଣେ ସହକର୍ମୀ । ଟିକେ ଅବସର ପାଇଲେ ଗାନ୍ଧିଜୀଙ୍କୁ କିଛି ପ୍ରଶ୍ନ କରିବାକୁ ମନସ୍ଥ କଲେ…

ନବକୃଷ୍ଣ ଚୋୖଧୁରୀ

ଲେଖା: ବିଶ୍ୱଜିତ ରାଉତରାୟ ବିଂଶ ଶତାବ୍ଦୀର ଆରମ୍ଭରେ ଓଡ଼ିଶା ମାଟିରେ ଜଣେ ଯୁଗପୁରୁଷଙ୍କର ଜୀବନଯାତ୍ରା ଆରମ୍ଭ ହୋଇଥିଲା। ସାଲ ଥିଲା ୧୯୦୧ । ଜଗତସିଂହପୁରର ଏକ ଅଜଣା ପଲ୍ଲୀରେ ଜନ୍ମଲାଭ କରିଥିଲେ ସେ । ପିଲାଟି ଦିନରୁ ପାଠରେ ସେ ଭାରି ଆଗୁଆ । ସେହି କାଳରେ ଯେଉଁ ବୟସର ପିଲାମାନେ ଅବଧାନଠାରେ ଖଡିଛୁଆଁ ଆରମ୍ଭନ୍ତି…

ଅଳକାଶ୍ରମ

ଲେଖା: ଦେଵ ତ୍ରିପାଠୀ ଜଗତସିଂହପୁରର ମାଛଗାଁ ମୁଖ୍ୟ କେନାଲର ଦକ୍ଷିଣ ପାର୍ଶ୍ଵ ଓ ମୃତ ଅଳକା ନଦୀର ଉତ୍ତର ପାର୍ଶ୍ୱରେ ଥିବା ଐତିହାସିକ ସୋମନାଥ ହାଟ ନିକଟସ୍ଥ ବିସ୍ତୀର୍ଣ୍ଣ ଆମ୍ବତୋଟା। ଧୂଳିମାଟିର ସନ୍ଥ ଗୋପବନ୍ଧୁ ଚୌଧୁରୀ, ଜାତୀୟକବି ବୀରକିଶୋର, ନବକୃଷ୍ଣ ଚୌଧୁରୀ, ନିତ୍ୟାନନ୍ଦ କାନୁନଗୋ, ଭାଗିରଥ ମହାପାତ୍ର, ସରଳାଦେବୀ, ନୀଳମଣି ପ୍ରଧାନ, ପ୍ରାଣକୃଷ୍ଣ ପଢ଼ିଆରୀ, ଭିକାରୀଚରଣ…

ପଶ୍ଚିମେଶ୍ବର

ଲେଖା: ଶ୍ରୀକାନ୍ତ ସିଂହ ଅସୁମାରୀ କିର୍ତ୍ତୀରାଜି ଓ କଳା ଭାସ୍କର୍ଯ୍ୟରେ ସମୃଦ୍ଧ ଆମ ଏ ରାଜ୍ୟ ଓଡ୍ରଦେଶ ଓଡ଼ିଶା, ଉତ୍କଳ ବା ଉତ୍କୃଷ୍ଟ କଳାର ଦେଶ କଳିଙ୍ଗ l ପ୍ରାଗ ଐତିହାସିକ ଯୁଗୀୟ ପାହାଡ଼ ଖୋଲରେ ଥିବା ଆଦି ମାନବର ଚିତ୍ରଲେଖ ବା ତା’ର ଅଙ୍କା ବଙ୍କା ଲିପି ହେଉ ଅବା ଖ୍ରୀଷ୍ଟପୂର୍ବୀୟ ଅନେକ ଗୁମ୍ଫାର…

ତ୍ରିଲୋଚନେଶ୍ୱର

ଲେଖା: ଶ୍ରୀକାନ୍ତ ସିଂହ ହିରଣ୍ୟଗର୍ଭା ଆମ କଳିଙ୍ଗ-ଉତ୍କଳ, ଆମ ଓଡିଶାର କୋଣ ଅନୁକୋଣରେ ଅନେକ ଐତିହ୍ୟ, ଅନେକ କୀର୍ତ୍ତିରାଜି l ସେଥି ମଧ୍ୟରୁ ଜଗତସିଂହପୁର ଜିଲ୍ଲାର ସର୍ଵ ପୁରାତନ ଶୈବ ପୀଠ ହେଉଛି କୁଣ୍ଡେଶ୍ୱର ଗ୍ରାମରେ ଥିବା ଅଷ୍ଟମ ଶତାବ୍ଦୀରେ ନିର୍ମିତ ତ୍ରିଲୋଚନେଶ୍ୱର ମହାଦେବ ମନ୍ଦିର (Trilochaneswar Temple) l ଏହି ମନ୍ଦିରଟି ଲିଙ୍ଗରାଜ ମନ୍ଦିର…