Search Results for ସିଂହଦ୍ଵାର

ପତିତପାବନ

ଲେଖା: ଦେବ ତ୍ରିପାଠୀ ନୀଳକନ୍ଦର ବାସୀ ଜଗତର ନାଥଙ୍କୁ ଦର୍ଶନ କରିବା ଅଭିଳାଷରେ ଶ୍ରୀକ୍ଷେତ୍ରକୁ ଛୁଟି ଆସନ୍ତି ଅସୁମାରୀ ଭକ୍ତ, ଦୁନିଆର କୋଣ ଅନୁକୋଣରୁ । ମାତ୍ର ବଡ଼ଦେଉଳର ଗର୍ଭଗୃହରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନର ସୌଭାଗ୍ୟ ସମସ୍ତଙ୍କୁ ମିଳେନା । ଯେଉଁ ଭାବାବେଗୀ ଭକ୍ତମାନେ ନିୟମତଃ ଶ୍ରୀମନ୍ଦିରକୁ ପ୍ରବେଶ କରି ପାରନ୍ତି ନାହିଁ, ସେମାନେ ଅରୁଣସ୍ତମ୍ଭ ନିକଟରେ…

ଅରୁଣସ୍ତମ୍ଭ

ଲେଖା: ଦେଵ ତ୍ରିପାଠୀ ପାବନଧାମ ନୀଳାଚଳ ଶ୍ରୀକ୍ଷେତ୍ରରେ ପାଦଦେଇ ଭକ୍ତଟିଏ ଶରଧାବାଲିକୁ ମୁଣ୍ଡିଆମାରେ, ଧୂଳି କଣିକାଏ ନେଇ ମୁଣ୍ଡରେ ବୋଳେ । ନୀଳକନ୍ଦରବାସୀ ବଡ଼ଠାକୁର ବଳଭଦ୍ର, ମା’ ସୁଭଦ୍ରା ଆଉ କାଳିଆ ସାଆନ୍ତଙ୍କୁ ଦର୍ଶନ ପାଇଁ ମନ ହୁଏ ବ୍ୟାକୁଳ, ବଡ଼ଦେଉଳର ପତିତପାବନ ବାନା ତା’କୁ ହାତଠାରି ଡାକେ । ଭକ୍ତ ତରତର ହୋଇ ଧାଇଁଯାଏ…

ଓଡ଼ିଆ ସାହିତ୍ୟର ଜ୍ଞାନସିଦ୍ଧ ଭୀଷ୍ମ ପିତାମହ ସେନାପତି ଫକିରମୋହନ

ପତ୍ର ପାଇବା ଓ ଉତ୍ତର ଦେବାରେ ଦି' ପଇସା ଖର୍ଚ୍ଚ, କିନ୍ତୁ ସେଇ ଦି' ପଇସାର ମୂଲ୍ୟ ବୋଧହୁଏ ଗୋଦାବରୀଶଙ୍କ ପାଇଁ  ଥିଲା ଦୁଇ ଲକ୍ଷ ଟଙ୍କାରୁ ଅଧିକ i କାରଣ ଫକୀରମୋହନକ ପରି ମହାସିନ୍ଧୁଙ୍କ ସଙ୍ଗେ ତାଙ୍କ ଜୀବନର କ୍ଷୁଦ୍ର ପାଣିଟୋପାଟିକୁ ନେଇ ମିଶାଇ ପାରିଥିଲା ସେଇ ପତ୍ର . .

ବେଜେଲଗେଟ ହତ୍ୟାକାଣ୍ଡ

ଉପସ୍ଥାପନା: ନିରଞ୍ଜନ ସାହୁ ଓଡ଼ିଶାର ରଣପୁର । ତଦନାନ୍ତୀନ ରଣପୁର ରାଜ୍ୟ। ପ୍ରଜା ଆନ୍ଦୋଳନରେ ଭୀତତ୍ରସ୍ତ ରାଜା ଏବଂ ବ୍ରିଟିଶ ଶାସନ। ପ୍ରଜାମାନଙ୍କର ଅସନ୍ତୋଷ ଦିନୁଁ ଦିନ ଦାନା ବାନ୍ଧୁଥାଏ। ଦିବାକର ପରିଡ଼ା ଓ ରଘୁନାଥ ମହାନ୍ତିଙ୍କ ନିଷ୍ଠାପର ଉଦ୍ୟମ ଫଳରେ ପ୍ରଜାମଣ୍ଡଳ ଆନ୍ଦୋଳନ ଅଭୂତପୂର୍ବ ରୂପ ନେଉଥାଏ। ସେହି କଥା ଚିନ୍ତା କରି ରାଜା…

ମା’ ଚର୍ଚ୍ଚିକା

ଲେଖା: ଦେଵ ତ୍ରିପାଠୀ “ବାଙ୍କୀଗଡେ ମା’ ଚର୍ଚ୍ଚିକା ସିନ୍ଦୂର ମଣ୍ଡିତା, ଅଷ୍ଟଚଣ୍ଡୀ ମଧ୍ୟେ ନାମ ଉତ୍କଳ ବନ୍ଦିତା,  ଭକ୍ତଙ୍କ ହିତ ସାଧନେ ବାଙ୍କୀଗଡ଼େ ଉଭା ଯୁଗେ ଯୁଗେ ମା’ ଚର୍ଚ୍ଚିକା ବିରାଜନ୍ତି ଶୋଭା, ଭକ୍ତଙ୍କୁ କୋଳକୁ ଟାଣି, କପାଳରେ ହାତ ଦେଇ ବରଷନ୍ତି କୃପାଜଳ ଅବିରତ II” ମାତୃଶକ୍ତି ଯୁଗେ ଯୁଗେ ବନ୍ଦନୀୟା । ସେ…

ରଘୁନାଥଜୀଉ ପୀଠ

ଲେଖା: ଦେଵ ତ୍ରିପାଠୀ ଆସନ୍ତୁ ବୁଲିଯିବା ଶ୍ରୀକ୍ଷେତ୍ର !  ଏ ଏକ ସିଦ୍ଧପୀଠ ! ଏ ବିଶ୍ୱର ଏକ ବିରଳ ପୀଠ ଯେଉଁଠି ଦାରୁ ବିଗ୍ରହ ରୂପେ ପୂଜିତ ମହାପ୍ରଭୁ ଶ୍ରୀରାମଚନ୍ଦ୍ର, ଶ୍ରୀଲକ୍ଷ୍ମଣ, ଜଗଦ୍ଧାତ୍ରୀ ଦେବୀ ସୀତା ତଥା ମହାବୀର ଶ୍ରୀହନୁମାନ ! ଏ ପୀଠ ଶ୍ରୀରାମଚନ୍ଦ୍ରଙ୍କ ଶ୍ରୀକ୍ଷେତ୍ର ! ରଘୁନାଥଜୀଉ ପୀଠ ! ଏଠାରେ…

ବ୍ୟୋମକେଶ ତ୍ରିପାଠୀ

~ ବ୍ୟୋମକେଶ ତ୍ରିପାଠୀ ~ ଲେଖା: ଅମୃତେଶ ଖଟୁଆ ଗୋଟିଏ ସାକ୍ଷାତକାରରେ ସେ କହିଥିଲେ, “Theatre is mediation to me. . . I have a long straight nose and I would like to follow the long, straight path.” ଦେହାବସାନ ପୂର୍ବରୁ ଭୁବନେଶ୍ଵରରେ ବିଦଗ୍ଧ ବିଶ୍ଵନାଟକ ପ୍ରଯୋଜନା…