Search Results for: ସ୍ବତନ୍ତ୍ର ପ୍ରଦେଶ ଗଠନ

ମହାମନିଷୀଗଣ

କର୍ମବୀର ଗୌରୀଶଙ୍କର

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷ ତୃତୀୟାଂଶ ଓଡ଼ିଶାର ଜାତୀୟ ଜୀବନ ପକ୍ଷରେ ଏକ ନବଜାଗରଣର କାଳ । ନଅଙ୍କ ଦୁର୍ଭିକ୍ଷର ଆଘାତ, ପାଶ୍ଚାତ୍ୟ ଶିକ୍ଷା […]

ମହାମନିଷୀଗଣ

ସତ୍ୟବାଦୀ ବାଣୀମଞ୍ଚର ମନସ୍ବୀସ୍ରଷ୍ଟା ସନ୍ଥ ପଣ୍ଡିତ ନୀଳକଣ୍ଠ ଦାସ 

ଆନନ୍ଦ ଦାଶ ଓ ହାରାଦେବୀଙ୍କ କୋଳମଣ୍ଡନ କଲା ପୁତ୍ରସନ୍ତାନଟିଏ। ସାତଟି କନ୍ୟା ସନ୍ତାନର ଜନକଜନନୀ ବାଲିଆର ନୀଳକଣ୍ଠେଶ୍ଵର ମହାଦେବଙ୍କ ପାଖରେ ଅଧିଆ ପଡି ସନ୍ତାନଟିଏ ପାଇଥିବାରୁ ପୁଅର ନାଁ ସରାଗରେ ଦେଲେ ନୀଳକଣ୍ଠ । କିନ୍ତୁ ଦାଶ ଦମ୍ପତି କି ଜାଣିଥିଲେ ସେ ପିଲା ଦିନେ ନିଜ ନାମକୁ ସାର୍ଥକ କରି ‘ନୀଳକଣ୍ଠ’ ବନିଯିବ — ସମାଜର କଳୁଷପଙ୍କର ବିଷକୁ ପିଇ ପିଇ ! ସମାଜର ତାଡନା ସହି ସହି . .

ଇତିହାସ

ଉତ୍କଳ ସମ୍ମିଳନୀ

ଲେଖା: ନିରଞ୍ଜନ ସାହୁ ୧୯୦୩ ମସିହାର ଡିସେମ୍ବର ମାସ ତିରିଶ ଓ ଏକତ୍ରିଶ ତାରିଖ । କଟକ ସହରର ଇଦଗାପଡ଼ିଆ ଲୋକାରଣ୍ୟ । କ୍ଷୁଦ୍ରତର ହୋଇ ଯାଇଥିବା

ମହାମନିଷୀଗଣ

ଭୁବନାନନ୍ଦ ଦାସ 

ଲେଖା: ଦେଵ ତ୍ରିପାଠୀ ଆମ ରାଜ୍ୟର ସେ ଏପରି ଜଣେ ବରପୁତ୍ର, ଯିଏ ଭାରତୀୟ ପାର୍ଲ୍ୟାମେଣ୍ଟର ପିତା ରୂପେ ସମ୍ମାନିତ; ଦକ୍ଷ ଇଞ୍ଜିନିୟର ଭାବେ ସେ ଏକଦା

ଜଣା ଅଜଣା

ଓଡ଼ିଆ ଭାଷାଭାଷୀ ଅଞ୍ଚଳର ଏକତ୍ରୀକରଣ

ଲେଖା: ଦେଵ ତ୍ରିପାଠୀ ଉନ୍ନବିଂଶ ଶତାବ୍ଦୀର ମଧ୍ୟଭାଗରୁ ଗଞ୍ଜାମରେ ଓଡ଼ିଆ ମାନଙ୍କ ଜାଗରଣ ତେଜିଉଠିଲା । ମାନ୍ଦ୍ରାଜ ସରକାର ଜନମତର ପ୍ରାବଲ୍ୟକୁ ସହ୍ୟ କରି ନପାରି ୧୮୮୩

ମହାମନିଷୀଗଣ

ଶ୍ରୀବତ୍ସ ପଣ୍ଡା 

ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆମ ରାଜ୍ୟର ଜାତୀୟ ଜୀବନରେ ସମାଜସଂସ୍କାର, ଅସ୍ପୃଶ୍ୟତା ନିବାରଣ, ନାରୀଶିକ୍ଷା, ଓଡ଼ିଆ ଭାଷାର ସୁରକ୍ଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ,

ମହାମନିଷୀଗଣ

ନୀଳମଣି ବିଦ୍ୟାରତ୍ନ

ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .

Scroll to Top