Physical Address
Sai Samarpanam, Satya Vihar, Bhubaneswar

~ ନାଟ୍ୟକାର ରାମଚନ୍ଦ୍ର ମିଶ୍ର ~ ଲେଖା: ଅମୃତେଶ ଖଟୁଆ “ବାଆ ସିରିସିରି ବହିଲା ଅନା, ବାଆ ସିରିସିରି ବହିଲା, ଛାଇ ତଳେ ଦିହ ଶୀତେଇ ଉଠିଲା …

~ ସଂସ୍କାରକ ଶ୍ରୀବତ୍ସ ପଣ୍ଡା ~ ଲେଖା: ଅମୃତେଶ ଖଟୁଆ “ଅଜ୍ଞ ସାଧାରଣ ନିନ୍ଦାକୁ ନ ଡ଼ରି, ପାଆନ୍ତୁ ସଂସ୍କାର କରି ସତ୍ବର, କେହି ମୂଢ଼ମତି କଲେ ହେଁ ଆପତ୍ତି ଅବଶ୍ୟ ସହାୟ ହେବେ ଈଶ୍ୱର।” ମୁକ୍ତିମଣ୍ଡପ ବିରୋଧରେ ଅନ୍ଧପରାଏ ସକଳେ ଯେତେବେଳେ ଥାଆନ୍ତି ତୂଷ୍ଣୀଭୂତ, ଏକା ସେତେବେଳେ ଏହି ‘ନିବେଦନ’ ସ୍ଵରରେ ଛଳନାକ୍ତ ରକ୍ଷଣଶୀଳତାକୁ…

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷ ତୃତୀୟାଂଶ ଓଡ଼ିଶାର ଜାତୀୟ ଜୀବନ ପକ୍ଷରେ ଏକ ନବଜାଗରଣର କାଳ । ନଅଙ୍କ ଦୁର୍ଭିକ୍ଷର ଆଘାତ, ପାଶ୍ଚାତ୍ୟ ଶିକ୍ଷା ଓ ସଭ୍ୟତାର ନବବାଣୀ ନିହିତ ପ୍ରେରଣା ଜାତିର ଯୁଗବ୍ୟାପୀ ସୁଷୁପ୍ତି, ନିଷ୍କ୍ରିୟତା, ସ୍ୱାର୍ଥପରତା ଭାଂଗି ଦେଇ ଏହାକୁ ଆତ୍ମସଚେତନ ଓ କର୍ମତପ୍ତର କରିଥିଲା ।ଅତଏବ ସମାଜ ନିମନ୍ତେ…

ଲେଖା: ଓଁ ଅଭିଜ୍ଞାନ ସାହୁ ବାଉନୁ ବଜ଼ାର ତେପନ ଗଳିର ସହର ହେଲା ଏଇ କଟକ । ଆଗରେ କ ପଛରେ କ । ଯିଏ ଏହାର ଭେଦ ପାଇଛି ସେ ବର୍ତ୍ତିଯାଇଛି । ଆଜିବି ବେଶି ଇଂଲିଶ ଝାଡୁଥିବା ଲୋକଙ୍କୁ ରାସ୍ତାରେ ଦେଖିଲେ ଲୋକେ ଥଟ୍ଟାରେ କହନ୍ତି ସ୍ୱାଧୀନତା ପୂର୍ବରୁ ଏ ଇଂରେଜ କଟକ…

ଲେଖା: ଦେଵ ତ୍ରିପାଠୀ ~ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ~ ଭଦ୍ରକ । ଜିଲ୍ଲା ସମ୍ମିଳନୀ । ତତ୍କାଳୀନ ନବଜାଗ୍ରତ ଉତ୍କଳର ଅପ୍ରତିଦ୍ଵନ୍ଦୀ ନେତା ସନ୍ଥମହାତ୍ମା ଭାରତମଣି ଗୋପବନ୍ଧୁ ସେ ସଭାରେ ଉପସ୍ଥିତ । ସଭାର ପ୍ରାରମ୍ଭରେ ଗାନ ହେଲା ଆବାହନୀ ସଙ୍ଗୀତ: “ଉଡାଇ ନିଶାଣ, ବଜାଇ ଭେରୀ ଜଗାଇ ବିପୁଳ ପୁଲକ କମ୍ପ, ମନ୍ତ୍ରପୂତ…

ଉପସ୍ଥାପନା: ନିରଞ୍ଜନ ସାହୁ ସେ ଭୂମି ବୈଷ୍ଣବ କ୍ଷେତ୍ର। ପୂର୍ବ ଭାରତର ବୃନ୍ଦାବନ। ଶତାବ୍ଦୀ ଶତାବ୍ଦୀ ଧରି କଳ୍ପଦୃମ ସଦୃଶ ।ଐତିହାସିକ, ଭୌଗୋଳିକ, ପୌରାଣିକ ଓ ସାଂସ୍କୃତିକ ଦୃଷ୍ଟିକୋଣରୁ ଏହି କ୍ଷେତ୍ର ରମ୍ୟ । ଏହାର ବ୍ୟାପକତା, ବିବିଧ ରୂପତା, ସମନ୍ଵୟତା, ଉଦାର ହୃଦୟତା, ପୌରାଣିକ ଭିତ୍ତି, ଭକ୍ତି ରସାପ୍ଳୁତ ପରିବେଶ ଅବର୍ଣ୍ଣନୀୟ । ଏ…

ଲେଖା: ଦେଵ ତ୍ରିପାଠୀ ଚଣ୍ଡୀମାତା, ଧବଳେଶ୍ଵର, ସିଦ୍ଧେଶ୍ୱର, ସର୍ପେଶ୍ୱର, ଅମରେଶ୍ୱର, ଗଡ଼ଗଡେଶ୍ୱର ପରି ବହୁବିଦିତ ପ୍ରାଚୀନ ମନ୍ଦିରଗୁଡିକ ପାଇଁ ଖ୍ୟାତିମାନ୍ ମହାନଗର କଟକରେ ମଧ୍ୟ ରହିଛି କେତୋଟି ପ୍ରାଚୀନ ଗଣେଶ ମନ୍ଦିର, ତନ୍ମଧ୍ୟରୁ କେଉଁଟି ମୋଗଲ ଓ ମରହଟ୍ଟା ସମୟର, ତ କେଉଁଟି କଳାମୁଗୁନି ପଥରର, ଆଉ କେଉଁଟି ଶଙ୍ଖମର୍ମର, ପୁଣି କେଉଁଟି ଅତ୍ୟନ୍ତ ବିରଳ…