ପର୍ଦ୍ଦାକଳା
ଲେଖା: ଦେଵ ତ୍ରିପାଠୀ ଭୁବନେଶ୍ୱରରୁ କଣ୍ଟିଲୋ ଯିବା ରାସ୍ତାରେ ପଡ଼େ ଧଳାପଥର ବୋଲି ଗାଁଟିଏ । ଶାନ୍ତ ସୁଧାର ଗାଁଟି ଦିନେ ଥିଲା ଏକ ଅପୂର୍ବ ସୂକ୍ଷ୍ମକଳାର […]
ଲେଖା: ଦେଵ ତ୍ରିପାଠୀ ଭୁବନେଶ୍ୱରରୁ କଣ୍ଟିଲୋ ଯିବା ରାସ୍ତାରେ ପଡ଼େ ଧଳାପଥର ବୋଲି ଗାଁଟିଏ । ଶାନ୍ତ ସୁଧାର ଗାଁଟି ଦିନେ ଥିଲା ଏକ ଅପୂର୍ବ ସୂକ୍ଷ୍ମକଳାର […]
ଲେଖା: ଦେଵ ତ୍ରିପାଠୀ ନିହାତି ପିଲାଦିନର କଥା । ଗାଁକୁ କେବେ ଯାତ୍ରା ଆସିଲେ ଘରେ ଘରେ ବନ୍ଧୁବାନ୍ଧବ ପହଞ୍ଚିଯା’ନ୍ତି । ଆମେ ପିଲାମାନେ ଖରାବେଳୁ ସଞ୍ଜ
ଲେଖା: ଦେଵ ତ୍ରିପାଠୀ ସାଲ୍ୱନନ୍ଦିନୀ ସାଳନ୍ଦୀ ବା ଓଡ଼ିଶାର ଦ୍ଵିତୀୟ ସୂର୍ଯ୍ୟମନ୍ଦିର – ବିରଞ୍ଚିନାରାୟଣ ମନ୍ଦିର ଭଦ୍ରକର ସମ୍ପୂର୍ଣ୍ଣ ପରିଚୟ ନୁହେଁ । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ
ଲେଖା: ଦେଵ ତ୍ରିପାଠୀ ଖାଦ୍ୟ ! ପୁନଶ୍ଚ ଭିନ୍ନ ଓ ସ୍ବାଦିଷ୍ଟ ! କାହାର ବା ଲୋଭ ନ ହେବ ! ଯେଉଁଠି ଖାଦ୍ୟ ସ୍ବାଦିଷ୍ଟ, ସେଇଠି
ଲେଖା: ଦେଵ ତ୍ରିପାଠୀ ଅଧୁନା ଓଡ଼ିଶାର ଯେଉଁ ଅଞ୍ଚଳଟି ବିଗତ କେଇ ଦଶନ୍ଧି ଧରି, କ୍ଷୁଧା ଓ ଦାରିଦ୍ର୍ୟର ତାଡ଼ନାରେ ମା’ଟିଏ କୋଳର ଶିଶୁକୁ ବିକିବା ଓ
ଲେଖା: ଦେବ ତ୍ରିପାଠୀ ଗାଁ ମାଟିର ତୁଟାଇ ଶିରୀ ସହର ଚାହେଁ ଉଙ୍କି, ବଗଡା ଭାତ ରୁଚୁନି ଆଉ ଅଲୋଡ଼ା ଆଜି ଢିଙ୍କି II ଦିନକୁଦିନ ଯନ୍ତ୍ରସଭ୍ୟତା
ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .
ଇତିହାସର ବହୁ ଚର୍ଚ୍ଚିତ ମହାତ୍ମା ଅବା ମହାନାୟକ ମାନଙ୍କୁ ମନେପକାଇବା ବେଳେ ଅନ୍ତରାଳେ ରହିଯାଏ ଭାରତୀୟ ସ୍ବାଧୀନତା ସଂଗ୍ରାମର କେତେ କେତେ ଅକୁହା କାହାଣୀ, ଦୁର୍ଗମ ପାହାଡ଼ ଜଙ୍ଗଲ ଘେରା ଶ୍ଵାପଦସଙ୍କୁଳ ରାସ୍ତାରେ ରାଷ୍ଟ୍ରୀୟ ଜୀବନ ଆଡ଼କୁ ଏହି ଅଳ୍ପଜ୍ଞାତ ମୁକ୍ତିସଂଗ୍ରାମର ସେତୁ ଯୋଡିଥିବା ନାୟକମାନଙ୍କ କାହାଣୀ ଓ ଗାଥା । ଆମେ ଭୁଲିଯାଉ ସେହି ବୀରପୁରୁଷଙ୍କ ଆତ୍ମୋତ୍ସର୍ଗ ଓ ଆହୂତିର ଅଭୁଲା ଆଲେଖ୍ୟ !