Search Results for: ବାଙ୍କୀ

ପର୍ଯ୍ୟଟନ କ୍ଷେତ୍ର

ମା’ ଚର୍ଚ୍ଚିକା

ଲେଖା: ଦେଵ ତ୍ରିପାଠୀ “ବାଙ୍କୀଗଡେ ମା’ ଚର୍ଚ୍ଚିକା ସିନ୍ଦୂର ମଣ୍ଡିତା, ଅଷ୍ଟଚଣ୍ଡୀ ମଧ୍ୟେ ନାମ ଉତ୍କଳ ବନ୍ଦିତା,  ଭକ୍ତଙ୍କ ହିତ ସାଧନେ ବାଙ୍କୀଗଡ଼େ ଉଭା ଯୁଗେ ଯୁଗେ […]

ମହାମନିଷୀଗଣ

ନୀଳମଣି ବିଦ୍ୟାରତ୍ନ

ବଙ୍ଗଳା, ବିହାର ଓ ତେଲେଙ୍ଗାମାନଙ୍କର ଓଡ଼ିଆ ଭାଷା ପ୍ରତି ଯେଉଁ ଅସୂୟା ଭାବ ଥିଲା, ତାହାକୁ ସେମାନଙ୍କ ଆଗରେ ବୀରଦର୍ପରେ ବଖାଣିବା ନିମନ୍ତେ ସେ ଓଡ଼ିଆ ଭାଷାର ସ୍ଥାୟିତ୍ୱ ଓ ଅବିନଶ୍ୱର ରୂପକୁ ପ୍ରତିଷ୍ଠିତ କରାଇଥିଲେ । ଏଇ ମାଟିର ଭାଷା ବଦଳରେ ସମ୍ବଲପୁରରେ ହିନ୍ଦୀଭାଷା ଏବଂ ଗଞ୍ଜାମରେ ତେଲୁଗୁଭାଷା ପ୍ରୟୋଗର ଘୋର ବିରୋଧ ତଥା ପତ୍ରିକା ମାଧ୍ୟମରେ ସଂଗ୍ରାମର ବାର୍ତ୍ତାପ୍ରେରଣ କରି ସେ ମଧ୍ୟ ଆକ୍ରୋଶର ଶିକାର ହୋଇଥିଲେ ହୀନମନା ହିନ୍ଦୀଭାଷୀ ଓ ତେଲେଙ୍ଗାମାନଙ୍କର । କେବଳ ଦେଶଗଠନ ପାଇଁ ଯେ ତାଙ୍କର ଭୂମିକା ଥିଲା ଗୁରୁତ୍ଵପୂର୍ଣ୍ଣ ତାହା ନୁହେଁ, ବ୍ରିଟିଶ ସରକାର ବିରୋଧରେ ପତ୍ରିକା ମାଧ୍ୟମରେ ରଣହୁଙ୍କାର ଦେଇ ଓ ଜନଜାଗରଣ ସୃଷ୍ଟି କରି ସେ ବ୍ରିଟିଶ ସରକାରର ବନିଯାଇଥିଲେ ମହାଶତ୍ରୁ . .

Scroll to Top