Search Results for: ଲୋକଗୀତ

ମହାମନିଷୀଗଣ

ଓଡିଶା ସଙ୍ଗୀତ ଜଗତର ରାଣୀ ଡଃ ଶ୍ୟାମାମଣି ଦେଵୀ (Dr. Shyamamani Devi)

ପିଲାଟି ଦିନରୁ ସେ ଥିଲେ ସଙ୍ଗୀତ ପ୍ରତି ସମର୍ପିତ, ହେଲେ ରକ୍ଷଣଶୀଳ ସମାଜ କରିଥିଲା ତାଙ୍କର ପଥରୋଧ । ସେ କିନ୍ତୁ ଥିଲେ ଦୃଢନିଶ୍ଚିତ, ସଙ୍ଗୀତ ଥିଲା ତାଙ୍କ ଜୀବନ, ସେ ପଛକୁ ହଟିଥାନ୍ତେ ବା କେମିତି ! ପ୍ରବଳ ଆଗ୍ରହ ଓ ସଙ୍ଗୀତ ପ୍ରତି ନିଷ୍ଠା ସହିତ ଆଶୀର୍ବାଦ ହେଲା ପିତା ଏବଂ କକାଙ୍କ ସୁସମୟ ପ୍ରେରଣା । ଆଉ ଜୀବନରେ ପଛକୁ ଫେରି ନ ଥିବା ସେଇ ଛୋଟ ଝିଅଟି ଦିନେ ବନିଗଲା କେତେ କେତେ କଣ୍ଠଶିଳ୍ପୀଙ୍କ ପ୍ରେରଣା । ସେ ବନିଗଲା ଓଡିଶୀ ସଙ୍ଗୀତ, ପଲ୍ଲୀସଙ୍ଗୀତ ଏବଂ ଆଧୁନିକ ଓଡ଼ିଆ ସଙ୍ଗୀତଜଗତର ଏକ ଶ୍ରଦ୍ଧାଶୀଳ ନାମ . .

ଆମ କଥା

ଚକୁଳିଆ ପଣ୍ଡା

ସଂଗ୍ରହ ଓ ଉପସ୍ଥାପନା: ଦେଵ ତ୍ରିପାଠୀ ବୈଶାଖର ଉତ୍ତପ୍ତ ଆକାଶ, ସୂର୍ଯ୍ୟରୁ ଝରୁଛି ଅବା ତରଳା ତମ୍ବାର ସୁଅ । ଗାଁ ଦାଣ୍ଡର ଧୂଳି ତତଲା ଡହଡହ

Scroll to Top