Search Results for: ଉତ୍କଳ

ମହାମନିଷୀଗଣ

ଗୀତଗୋବିନ୍ଦ ପାଣିଗ୍ରାହୀ (Raghunath Panigrahi)

ସେ ଥିଲେ ସୁରର ସମ୍ରାଟ, ତାଙ୍କ ସୁରରେ ଥିଲା ଅପୂର୍ବ ଶିହରଣ, ଶ୍ରୋତାର ମନରେ ଆଣୁଥିଲା ପୁଲକ, ସେ ଗଢିଥିଲେ ସୁରର କୋଣାର୍କ, ସେ ଥିଲେ ଓଡ଼ିଆ ଶାସ୍ତ୍ରୀୟ ସଙ୍ଗୀତର ମଉଡ଼ମଣି, ସେ ଥିଲେ ସୁରମଣି ପଦ୍ମଶ୍ରୀ ପଣ୍ଡିତ ଡଃ ରଘୁନାଥ ପାଣିଗ୍ରାହୀ . .

ମହାମନିଷୀଗଣ

ଜୟୀ ରାଜଗୁରୁ

ବ୍ରାହ୍ମଣ ହୋଇ ଥିବା କାରଣରୁ ପାରମ୍ପରିକ ଯୁଦ୍ଧବିଦ୍ୟା ଶିକ୍ଷା ନ କରି ମଧ୍ୟ ଦେଶମାଟିର ସମ୍ମାନ ଓ ସ୍ବାଭିମାନ ପାଇଁ ସେ ଶାସ୍ତ୍ର ଛାଡି ହାତରେ ଧରିଥିଲେ ଶସ୍ତ୍ର । ପଣ୍ଡିତରୁ ବନିଯାଇଥିଲେ ଯୋଦ୍ଧା, ସଂଗଠକରୁ ସେ ହୋଇଥିଲେ ଅଗ୍ରଣୀ ସେନାନାୟକ . .

ମହାମନିଷୀଗଣ

ସତ୍ୟବାଦୀ ବାଣୀମଞ୍ଚର ମନସ୍ବୀସ୍ରଷ୍ଟା ସନ୍ଥ ପଣ୍ଡିତ ନୀଳକଣ୍ଠ ଦାସ 

ଆନନ୍ଦ ଦାଶ ଓ ହାରାଦେବୀଙ୍କ କୋଳମଣ୍ଡନ କଲା ପୁତ୍ରସନ୍ତାନଟିଏ। ସାତଟି କନ୍ୟା ସନ୍ତାନର ଜନକଜନନୀ ବାଲିଆର ନୀଳକଣ୍ଠେଶ୍ଵର ମହାଦେବଙ୍କ ପାଖରେ ଅଧିଆ ପଡି ସନ୍ତାନଟିଏ ପାଇଥିବାରୁ ପୁଅର ନାଁ ସରାଗରେ ଦେଲେ ନୀଳକଣ୍ଠ । କିନ୍ତୁ ଦାଶ ଦମ୍ପତି କି ଜାଣିଥିଲେ ସେ ପିଲା ଦିନେ ନିଜ ନାମକୁ ସାର୍ଥକ କରି ‘ନୀଳକଣ୍ଠ’ ବନିଯିବ — ସମାଜର କଳୁଷପଙ୍କର ବିଷକୁ ପିଇ ପିଇ ! ସମାଜର ତାଡନା ସହି ସହି . .

ଉତ୍କଳୀୟ ନୌବାଣିଜ୍ୟ

ପାଲୁରୁ ବନ୍ଦର

ଲେଖା: ଦେଵ ତ୍ରିପାଠୀ ଦିନ ଥିଲା ! ସଦାଭାଇବ୍ରାଣ୍ଟ ରେଶମନଗରୀ ବ୍ରହ୍ମପୁରଠାରୁ ୩୨କି.ମି. ଦୂର ଉତ୍ତର-ପୂର୍ବ ଋଷିକୂଲ୍ୟା ନଦୀତୀରର ସାମାନ୍ୟ ଉପର ପଟେ ଅବସ୍ଥିତ ବନ୍ଦରଟି ଦେଇ

ମେଳା ଓ ଯାନିଯାତ୍ରା, ପର୍ବ ପର୍ବାଣୀ

ଶାସ୍ତ୍ର ଓ କିମ୍ବଦନ୍ତୀରେ ରଜପର୍ବ

ଉତ୍କଳୀୟ ସାଂସ୍କୃତିକ ପରମ୍ପରା ସୁପ୍ରାଚୀନ ନିର୍ଦିଷ୍ଟ ଶୃଙ୍ଖଳାବୋଧ ସମନ୍ୱିତ ଚେତନା ସହିତ ଉଡ୍ର ସଂସ୍କୃତିର ମୌଳିକତା, ବୈଦିକ ସଂସ୍କୃତିର ଗାମ୍ଭୀର୍ଯ୍ୟ, ବୈଷ୍ଣବ ପରମ୍ପରାର ଆତ୍ମୀୟତା ତଥା ଚୈତନ୍ୟ ପରମ୍ପରାର ସତ୍ତ୍ୱପ୍ରେମର ଅପୂର୍ବ ସମନ୍ୱୟରେ ଉନ୍ମେଷିତ ଓ ବିକଶିତ ହୋଇ ମହାର୍ଘ ପରିବେଶ ମଧ୍ୟରେ ଗୌରବାନ୍ୱିତ ହୋଇଛି ପ୍ରାଚୀନ ଉକ୍ରଳୀୟ ପର୍ବର୍ବାଣିସବୁ . .

ମହାମନିଷୀଗଣ

କବିକୁଳ କଞ୍ଜ ଉପଇନ୍ଦ୍ର ଭଞ୍ଜ

ଉପେନ୍ଦ୍ର ଭଞ୍ଜଙ୍କ ସବୁ କ୍ଲିଷ୍ଟତା ଓ ଦୁର୍ବୋଧ୍ୟତା ସତ୍ତ୍ୱେ, ତାହାର ଅନ୍ତର୍ନିହିତ ସାଙ୍ଗୀତିକତା ଓଡ଼ିଆଙ୍କ ହୃଦୟରେ ଓ ଓଡ଼ିଶାର ପୁରପଲ୍ଲୀରେ ଜନସାଧାରଣଙ୍କୁ ଆଦୃତ କରି ରଖିଅଛି। ତାଙ୍କର ପ୍ରଭାବ ଦୀର୍ଘ ଦୁଇ ଶତାବ୍ଦୀ ଧରି କ୍ଲାନ୍ତହୀନ ଭାବେ ଆଗକୁ ଆଗକୁ ଚାଲିଛି। ସେଇଥିପାଇଁ ସେ ଯଶଦେହୀ, କବିସମ୍ରାଟ . .

Scroll to Top