Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀରେ ଭାରତରେ ନବଜାଗରଣ ବା ରେନେସାଁର ପ୍ରବାହ ଐତିହାସିକମାନେ ନିର୍ଣ୍ଣୟ କରିଛନ୍ତି । ଆଧୁନିକ ଯୁଗରେ ମନୁଷ୍ୟର ନୂତନ ଚିନ୍ତାଧାରାର ଉତ୍ସ ହିଁ ରେନେସାଁ । ମଧ୍ୟଯୁଗୀୟ ଭାରତୀୟ ଚିନ୍ତା ପ୍ରଧାନତଃ ଈଶ୍ୱର ଓ ଧର୍ମକୈନ୍ଦ୍ରିକ । ଏହି ଚିନ୍ତାର ବିପରୀତଧର୍ମୀ ଭାବେ ହିଁ ଆରମ୍ଭ ହୋଇଥିଲା ନବଜାଗରଣ ବା…

ଲେଖା: ଅମ୍ବିକା ପଟ୍ଟନାୟକ “ତୋର ଗର୍ଭୁ ଜାତ ହେଲା ମାତ୍ରେ ସୁତ ମୋର ଇନ୍ଦ୍ର ପଦ ଲୋଡ଼ିବ l ଆଝୁଂ ପେଟ ଚିରି ପକାଇଲେ ମାରି, ଇନ୍ଦ୍ର ପଦୁଁ କିଏ ତଡି଼ବ l “ ସତ୍ୟଯୁଗ, ଯଜ୍ଞବରାହ ହିରଣ୍ୟାକ୍ଷ ବଧ କରି ଭୂଦେବୀଙ୍କୁ ଉଦ୍ଧାର କରିଛନ୍ତି l ସାନଭାଇ ହିରଣ୍ୟ କଶ୍ୟପ ବରପ୍ରାପ୍ତି ନିମିତ୍ତ ତପସ୍ୟା…

~ ରାମକୃଷ୍ଣ ନନ୍ଦ ~ ଲେଖା: ଅମୃତେଶ ଖଟୁଆ ଓ ଦେଵ ତ୍ରିପାଠୀ ଆହେ ଦୟାମୟ ବିଶ୍ଵବିହାରୀ । ଘେନ ଦୟାବହି ମୋ’ର ଗୁହାରି। ଜଳ, ସ୍ଥଳ, ବନ, ଗିରି, ଆକାଶ, ତୁମ ଲୀଳା ସବୁଠାରେ ପ୍ରକାଶ। ଇଏ କେବଳ ଭକ୍ତିକବିତାଟିଏ ତ ନ ଥିଲା, ଥିଲା ଲକ୍ଷ ଲକ୍ଷ ଓଡ଼ିଆଙ୍କ ପାଇଁ ଭାବପ୍ରବଣତା, ଶିଶୁକିଶୋରଙ୍କ…

ଲେଖା: ଦେଵ ତ୍ରିପାଠୀ କବିମଞ୍ଜୁଳ କୃଷ୍ଣପ୍ରସାଦ ବସୁ ! “ମୋତେ ଦୁନିଆଁ କହୁଛି ପାତକୀ ! ତୁମେ ଜାଣ ପ୍ରଭୁ କିସ ମୁଁ ହୋଇଛି ବିଛୁଆତି ଅବା କେତକୀ ?” ଅଭିମାନଭରା ହୃଦୟରେ ଜୀବଦ୍ଦଶାରେ କେବେ ଲେଖିଥିଲେ ସେ ଏଇପଦକ ! ଜୀବନର ଶେଷ ସମୟ ଯାଏଁ ଏଇ ଆଶାରେ ସେ ଜୀଇଁ ଥିଲେ,…

ଲେଖା: ଦେଵ ତ୍ରିପାଠୀ ୧୪ ଫେବୃଆରୀ, ୧୮୫୮ ମସିହା । ଶ୍ରୀଗିଡ଼ା ଘାଟି, ସମ୍ବଲପୁର-ନାଗପୁର ମାର୍ଗ । ଘାଟି ମଧ୍ୟରେ ନିଜର ପ୍ରତୀକ୍ଷିତ ଶତ୍ରୁକୁ ସମୂଳେ ବିନାଶ କରିବା ଲକ୍ଷ୍ୟରେ ଆଗେଇ ଚାଲିଛନ୍ତି ସମ୍ବଲପୁର ସେନାଛାଉଣୀର କ୍ୟାପଟେନ ଆଇ. ସି. ବାର୍ଲୋ, ସୁସଜ୍ଜିତ ବ୍ରିଟିଶ ଓ ପାହାଡ଼ିଆ ସୈନ୍ୟସାମନ୍ତଙ୍କ ସହିତ ! ହୃଦୟରେ ଗ୍ଳାନି, ଅପମାନ,…

ଲେଖା: ନିରଞ୍ଜନ ସାହୁ ଆଜିକୁ ୧୯୫ ବର୍ଷ ତଳର ଏକ କୋଠାର କାହାଣୀ। ଏହି କୋଠା ଆଜି ପର୍ଯ୍ୟନ୍ତ ବଡ଼କୋଠା ଭାବେ ପରିଚିତ ସମଗ୍ର ଓଡ଼ିଶାରେ । ସ୍ମୃତିରେ ଏବେ ରହିଥାଇପାରେ, ହେଲେ ସମଗ୍ର ଦେଶର ଏହା ଥିଲା ସେ ସମୟର ଏକ ପବିତ୍ର ତୀର୍ଥ । ଏହାର ଇତିହାସ ହୁଏତ ଏବେ ଆମ ଭଳି…

ଲେଖା: ଅକ୍ଷୟ ଓଝା ପରମ ଶାସ୍ତ୍ର ଭାଗବତ। ଅଭ୍ୟାସ କରୁଥିବ ନିତ୍ୟ।। ଆଗ କାଳରେ ପ୍ରତ୍ୟେକ ଗାଆଁରେ ଭାଗବତ ଟୁଙ୍ଗି ଥିଲା । ସଞ୍ଜ ନଇଁ ଆସିଲେ ଗାଆଁର ଝିଅ ବୋହୂମାନେ ଦୀପଟିଏ ଜାଳି ଦେଉଥିଲେ ଭାଗବତ ଘରେ । ପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତିଟିଏ କିମ୍ବା ତ୍ରୀମୂର୍ତ୍ତି ପ୍ରଭୁ ଜଗନ୍ନାଥ ବଳଭଦ୍ର ସୁଭଦ୍ରାଙ୍କ ମୂର୍ତ୍ତି ପାଖରେ…

~ କୃଷ୍ଣପ୍ରସାଦ ବସୁ ~ ଲେଖା: ଅମୃତେଶ ଖଟୁଆ “ଉଠ ଗୋ ଉତ୍କଳ-କମଳା, ଧନଧାନ୍ୟ ବରାଭୟ-ଦାୟିନୀ ତବ ଶଙ୍ଖ-କମଳ-ଦଳବାରି ଢାଳ କଳକଳ ସେ ଏହି ମେଦିନୀ। ଜନନୀ ଗୋ, କେତେ ଯୁଗ ବିତିଗଲାଣି ବଣିଜ କୃଷକ, ଶିଳ୍ପୀ ମୁଖଶାଳା, ଉତ୍କଳ କଙ୍କାଳ ହେଲାଣି।” ଓଡ଼ିଆମାଟିର ସ୍ଵନାମଧନ୍ଯ କଳାବିତ୍। ଉଚ୍ଚ ବୁନିଆଦି ବଂଶଜଙ୍କ…
ଲେଖା: ଦେଵ ତ୍ରିପାଠୀ “ଶ୍ରୀକ୍ଷେତ୍ର ନବରେ ମହାଐଶ୍ୱର୍ଯ୍ୟରେ ଥିଲେ ହେଁ କମଳାସାଇଁ, ବାଇଶି ପାହାଚ ନ ଉଠିବା ଯାଏଁ ଆନନ୍ଦ ନ ପାଏ କାହିଁ II” ଗଜପତି ବୀରକିଶୋର ଦେବଙ୍କ ଏହି ପଦ କେତୋଟିରେ ହିଁ କୋଟି କୋଟି ଜଗନ୍ନାଥପ୍ରାଣ ଓଡ଼ିଆଙ୍କର ଅନ୍ତରର ସଂଗୁପ୍ତ ବାର୍ତ୍ତା ପ୍ରତିଫଳିତ – ବଡ଼ଦେଉଳର ବାଇଶି ପାହାଚକୁ ନେଇ ।…

ଲେଖା: ନିରଞ୍ଜନ ସାହୁ “ନିଜର ଜନନୀ ଓ ଜନ୍ମଭୂମି ଏ ଦୁହେଁ ସ୍ଵର୍ଗ ଅପେକ୍ଷା ବଡ଼ ଅଟନ୍ତି। ଆମ୍ଭମାନଙ୍କ ମାତୃଭୂମି ଉତ୍କଳ ଦେଶ ନିଜର ଅଭାବ ମୋଚନାର୍ଥେ ଆମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ହୋଇଛନ୍ତି। ତାହାଙ୍କର ଡାକ ନ ଶୁଣି ଆମ୍ଭେମାନେ କି ନିଶ୍ଚିତ ହୋଇ ରହିପାରୁ ? ଯେତେଦିନ ପର୍ଯ୍ୟନ୍ତ ତାଙ୍କର ଅଭାବ ମୋଚନ ନ…