Physical Address
Sai Samarpanam, Satya Vihar, Bhubaneswar

ଲେଖା: ଋଷିରାଜ ପଟ୍ଟନାୟକ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସମସ୍ତ ସେବାୟତ ପୁରୀର ନୁହନ୍ତି। ଯେମିତି ପୁରୀ ବାହାରେ ରହିଛନ୍ତି ବଡ଼ଠାକୁରଙ୍କ ଘଣ୍ଟସେବକ । ସମଗ୍ର ଭଟ୍ଟିମୁଣ୍ଡା ହେଉଛି ସେବକମାନଙ୍କ ଆସ୍ଥାନ। ବର୍ଷସାରା ଶାଳରେ କଂସା-ବାସନ ତିଆରି କରି ଏମାନେ ବିକ୍ରୟ କରିଥା’ନ୍ତି । ଓଡ଼ିଶାର ଏକାଧିକ ଗ୍ରାମ ଯଥା – କଣ୍ଟିଲୋ, ରେମୁଣା, ଭୁବନ ଓ ତରଭା ଆଦି…

ଲେଖା: ବନ୍ଧନ ଦଳାଇ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରିସିଦ୍ଧ ରଥଯାତ୍ରାର ଅନ୍ତିମପର୍ବ ହେଉଛି “ନୀଳାଦ୍ରିବିଜେ” । ଗୁଣ୍ଡିଚା ମନ୍ଦିରରେ ନବଦିନାତ୍ମକ ଯାତ୍ରା ସାରି ବାହୁଡା ଦଶମୀ ଦିନ ଠାକୁର ମାନେ ଶ୍ରୀମନ୍ଦିରର ସିଂହଦ୍ୱାରକୁ ଫେରନ୍ତି ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ସାରି ପରିଶେଷରେ ଠାକୁରମାନେ ରତ୍ନସିଂହାସନକୁ ପ୍ରତ୍ୟାବର୍ତ୍ତନ କରନ୍ତି, ଏଣୁ ଏହାକୁ ‘ନୀଳାଦ୍ରି ବିଜୟ’ ବା…

ଲେଖା: ଦେବୀ ପ୍ରସାଦ ଦାସ ଆସ ବୁଲିଯିବା ଦାସିଆ ବାଉରୀ ପୀଠ । ଦାସିଆ ବାଉରୀ ଶ୍ରୀ ଜଗନ୍ନାଥଙ୍କ ଜଣେ ପରମ ଭକ୍ତ । କେତେକ ଐତିହାସିକ ଓ ପୌରାଣିକ ତଥ୍ୟରୁ ଯାହା ଜଣାଯାଏ, ୧୫୦୦ ଶତାବ୍ଦୀ ବେଳକୁ ପୁରୀ ଜିଲ୍ଲାର ପିପିଲି ଅଞ୍ଚଳସ୍ଥ ବାଲିଗାଁରେ ଗୋଟିଏ ଗରୀବ ତନ୍ତୀ ପରିବାରରେ ଦାସିଆ ବାଉରୀ ଜନ୍ମ ଗ୍ରହଣ…

ଲେଖା: ବନ୍ଧନ ଦଳେଇ ~ ବାହୁଡ଼ା ଯାତ୍ରା ଓ ସୁନାବେଶ ~ ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ । ମହାପ୍ରଭୁ ରଥରେ ଗୁଣ୍ଡିଚାଘରୁ ବଡ଼ଦେଉଳକୁ ଫେରିବେ, ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ଯାତ୍ରା ଅବା #ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି – “ନବମ୍ୟା ବାସୟେଦ୍ଦେବାନ୍…

ଲେଖା: ଋଷିରାଜ ପଟ୍ଟନାୟକ ଦ୍ଵିତୀୟ ଶ୍ରୀକ୍ଷେତ୍ର ଆମ ବାରିପଦା ନାମକରଣ ପଛର କଥା ! ମୟୂରଭଞ୍ଜ ଜିଲ୍ଲାର ପ୍ରାଣ କେନ୍ଦ୍ର ବାରିପଦା । ବର୍ତ୍ତମାନ ମୟୂରଭଞ୍ଜ ଜିଲ୍ଲାର ଜିଲ୍ଲା ମୁଖ୍ୟାଳୟ ବା ସଦର ମହକୁମା ହେଉଛି ଏହି ବାରିପଦା । ଓଡ଼ିଶାର ଉତ୍ତରାଞ୍ଚଳରେ ସମୁଦ୍ର ପତନରୁ ୩୬ ମିଟର (୧୧୮ଫୁଟ) ଉଚ୍ଚରେ ଅବସ୍ଥିତ ଥିବା ଏହି…

~ ନିମାଇଁ ଚରଣ ~ ଲେଖା: ଅମୃତେଶ ଖଟୁଆ “ଚକାଡୋଳା କିମ୍ପା ଡକା, କିମ୍ପା ଡକା ନ ଶୁଣ… ଡକାବଜା ପ୍ରଭୁ ଥକା ହୋଇ ବସି ବିକଶିଲ ତୁମ୍ଭେ ଏ କେଉଁ ଗୁଣ।” ସୁରମାଧୁରୀର ପଟାନ୍ତର ଏକ ହିଁ ଜଗନ୍ନାଥ… ବିଦଗ୍ଧକବି ଅଭିମନ୍ୟୁ ମଧ୍ୟ ଏହିପରି ମାନପୂର୍ବକ ଥର କହି ଦେଇଥିଲେ – “ଦୁଃଖୀ ଜଣାଇଲେ…

~ ନିତ୍ୟାନନ୍ଦ ମହାପାତ୍ର ~ ଲେଖା: ଅମୃତେଶ ଖଟୁଆ ଓଡ଼ିଶାର ସ୍ଵାଧୀନତା ସଂଗ୍ରାମ ପର୍ଯ୍ୟାୟ ସହ ଏହାର ସାମାଜିକ ଓ ସାହିତ୍ୟିକ ପଟ୍ଟଭୂମିରେ ଜଣେ ସ୍ଵତନ୍ତ୍ର ବ୍ୟକ୍ତିତ୍ଵ ଥିଲେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠପୁତ୍ର ନିତ୍ୟାନନ୍ଦ ମହାପାତ୍ର। ସାହିତ୍ୟର କର୍ଣ୍ଣଧାର ଯେ ତାଙ୍କ ଲେଖନୀ, ତାଙ୍କ ‘ହିଡ଼ମାଟି’ର ଦେହକୁ ଫୁଟାଇଥିବା କଳିକା ଯେ ତାଙ୍କ ଏକମାତ୍ର…

~ ଭିକାରୀ ବଳ ~ ଲେଖା: ଅମୃତେଶ ଖଟୁଆ “ମାନ ଉଦ୍ଧାରଣ କର ହେ କାରଣ…”, “ଆହେ ନୀଳଗିରି…”, “ଚାଲ ସଖି ଆମ୍ଭେ ଦର୍ଶନ କରିବା…”, “ପୀତବାସ, ନିଃଶ୍ଵାସକୁ ନାହିଁରେ ବିଶ୍ଵାସ….”, “ମନରେ ହରିଭଜନ….”, “ଜଗାକାଳିଆ ନୀଳାଚଳିଆ…”, “ହରିବୋଲ ସଙ୍ଗେ ହୁଳହୁଳି ଦିଅ ହୋ ଭକତେ….” , “ମନ ପାରାରେ, ଶ୍ରୀକ୍ଷେତ୍ର ଯିବୁ ଉଡି ଉଡି…”…

ଲେଖା: ଶିବାଶିଷ ମହାପାତ୍ର ତନ୍ତ୍ର, ମନ୍ତ୍ର ଏବଂ ମନ୍ଦିରର ସହର ସୁବର୍ଣ୍ଣପୁର । ଅତି ପୁରାତନ ତଥା ପ୍ରାଚୀନ ଲୋକକଥା ଏବଂ କିମ୍ବଦନ୍ତୀରେ ଭରପୁର ସୁବର୍ଣ୍ଣପୁର ଜିଲ୍ଲାର ଇତିହାସ । ଐତିହାସିକଙ୍କ ମତ ଅନୁସାରେ ପ୍ରାଚୀନ ସହର କଟକ ଠାରୁ ମଧ୍ୟ ପୁରାତନ ସୁବର୍ଣ୍ଣପୁର ସହରର ସଭ୍ୟତା । ପର୍ଶୁରାମଙ୍କ ଭୂମି ତଥା ପଶ୍ଚିମ ଲଙ୍କା…

ଲେଖା: ଦେଵ ତ୍ରିପାଠୀ ଆମ ଓଡ଼ିଆ ସଂସ୍କୃତିରେ ମାଟି କେଡ଼େ ପବିତ୍ର ! ଶୁଭକାମରେ ମାଟିର କଳସୀ ବସେ, ମାଟିର ପ୍ରଦୀପ ଜଳେ, ମଲାବେଳେ ମୁହଁରେ ଦିଆଯାଏ ମୁଠାଏ ମାଟି, ଦେବୀଙ୍କ ମୂର୍ତ୍ତି ତିଆରି ପାଇଁ ମହାନଦୀ କୂଳରୁ ମାଟି ଉଠାଇ ଅନୁକୂଳ ହୁଏ, ମାଟି ଆମର ଅଗ୍ରପୂଜ୍ୟ। ଏଇ ମାଟିକୁ ନେଇ ଅପୂର୍ବ ରସମାଧୁର୍ଯ୍ୟର…