ଉଛବ ମଳିକ (ନିମାପଡ଼ା ଗୁଳିକାଣ୍ଡ)
ଲେଖା: ନିରଞ୍ଜନ ସାହୁ ଏହା ଥିଲା ୧୯୪୨ ମସିହା ସେପ୍ଟେମ୍ବର ମାସ ୧୬ ତାରିଖ ଦିନ ଭାରତ ଛାଡ଼ ଆନ୍ଦୋଳନ ସମୟରେ ଏକ ବିୟୋଗାନ୍ତକ ନାଟକରେ ଅଭିନୀତ […]
ଲେଖା: ନିରଞ୍ଜନ ସାହୁ ଏହା ଥିଲା ୧୯୪୨ ମସିହା ସେପ୍ଟେମ୍ବର ମାସ ୧୬ ତାରିଖ ଦିନ ଭାରତ ଛାଡ଼ ଆନ୍ଦୋଳନ ସମୟରେ ଏକ ବିୟୋଗାନ୍ତକ ନାଟକରେ ଅଭିନୀତ […]
ଲେଖା: ଦେଵ ତ୍ରିପାଠୀ ୧୮୭୦ ସନ୍, ସରକାରୀ ବିଦ୍ୟାଳୟ, ବାଲେଶ୍ଵର ସହର । ନଅଙ୍କ ଦୁର୍ଭିକ୍ଷର ବହୁ ପୂର୍ବରୁ ଓଡ଼ିଶା ମାଟିରେ ଚାଲି ଆସୁଥିବା ଓଡ଼ିଆ ଭାଷା
ଲେଖା: ସନ୍ତୋଷ ପଟ୍ଟନାୟକ ଗଞ୍ଜାମରେ ଅଷ୍ଟାଦଶ ଶତାଦ୍ଦୀର ପଞ୍ଚମ ଦଶକରୁ ବିଂଶ ଶତାବ୍ଦୀର ମଧ୍ୟଭାଗ ଯାଏଁ ଲୋକନାଟକର ପଦଚିହ୍ନ ଥିଲା । ଏହି ସମୟକୁ ଗଞ୍ଜାମ
ଦାଣ୍ଡ ଲିପା ହୋଇଥିବ ଗୋବରରେ, ଚିତ୍ର ହୋଇଥିବ ନାନାବର୍ଣ୍ଣୀ ମୁରୁଜରେ । ସେଇ ମୁରୁଜଅଙ୍କା ଚିତ୍ର ଉପରେ ବିରାଜମାନ ହେବେ ରାଧାକୃଷ୍ଣ, ବିମାନରେ ବିଜେ କରି । ଘର ଘର ବୁଲି ଭୋଗ ଖାଇ ଯିବେ ପ୍ରଭୁ । ଫଗୁରେ ଚହଟିବ ସଭିଙ୍କ ମସ୍ତକ । ଡାଲାରେ ସଜାଯାଇଥିବ, ଦୁବ, ଅରୁଆ ଚାଉଳ, ଆମ୍ବଡ଼ାଳ, ନଡ଼ିଆ । ପୂର୍ଣ୍ଣକଳସ ବସିଥିବ, ଚଣାଲଡୁର ଭୋଗ ପ୍ରସ୍ତୁତ ହୋଇଥିବ । ପେଡ଼ିରେ ସାଇତା କର୍ପୁର ଦିଆ ସଫାଲୁଗା ପିନ୍ଧି ସଜ ହୋଇଥାନ୍ତି ବୋଉ, ବଡ଼ବୋଉ . .
କେଉଁଠି ବ୍ୟବସାୟକୁ ନେଇ, ଅବା କେଉଁଠି ପାନରସିକଙ୍କ ପାଇଁ ଅବା କେଉଁଠି ଦିଅଁଙ୍କ ନୀତି ସହ ଯୋଡ଼ି ହୋଇ ପାନର ମହନୀୟତା ପ୍ରସ୍ଫୁଟିତ ହୋଇଥିଲା; କେଉଁଠି ପାନ ବ୍ୟବସାୟୀମାନେ ଯାବତୀୟ Value Addition କରିବା ସହିତ ନିଜ ନିଜର ବଜାର ଅଂଶ ବଢାଇ ପାରିବାର ସୁଯୋଗ ପାଇଥିଲେ, ମାତ୍ର ବ୍ୟାସଭୂମି ବାଲେଶ୍ଵର ଜିଲ୍ଲାର ପାନଚାଷୀ ଲଢିଚାଲିଥିଲେ ସଂଗ୍ରାମ, ନିଜ ପାନବରଜ ସୁରକ୍ଷା ପାଇଁ, ପାନ ଓ ବରଜକୁ ନେଇ ଯେଉଁ ଆବେଗରେ ବାନ୍ଧି ହୋଇଯାଇଥିଲେ, ସେଇ ଆବେଗଟିକକକୁ ଆବୋରି ଧରି କେତେ ସଂଘର୍ଷ କରିନାହାଁନ୍ତି ସେମାନେ . .
ଲେଖା: ନିରଞ୍ଜନ ସାହୁ “ହେ ଗୌରୀଶଙ୍କର ଧନ୍ୟ ତୁମର ସାହସ, ଦୀପିକା ଲେଖୁଛ ବସି ତିରିଶ ବରଷ । ନ ମାନି ବିପଦ ବାଧା ନ ଚାହିଁ
ଲେଖା: ଋଷିରାଜ ପଟ୍ଟନାୟକ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସମସ୍ତ ସେବାୟତ ପୁରୀର ନୁହନ୍ତି। ଯେମିତି ପୁରୀ ବାହାରେ ରହିଛନ୍ତି ବଡ଼ଠାକୁରଙ୍କ ଘଣ୍ଟସେବକ । ସମଗ୍ର ଭଟ୍ଟିମୁଣ୍ଡା ହେଉଛି ସେବକମାନଙ୍କ ଆସ୍ଥାନ।
ଏକୋଇଶିଆ ଦିନ ଶିଶୁପୁତ୍ର ଏ କୋଳରୁ ସେ କୋଳ ହେଉଛି, କେତେ ବେଳକେ ଆସିଲା ମା’ ପାର୍ବତୀଙ୍କ କୋଳକୁ ! ଛାତିରେ ଜାକି ଧରିଲେ ପୁଅକୁ, ମନେପଡି ଯାଉଛି ନାହାକଙ୍କ କଥା ପଦକ, “ଏ ପୁଅ ଦିନେ ବଡ଼ ମଣିଷ ହେବ, ଅସାଧ୍ୟ ସାଧ୍ୟ କରିବ, କାଳକାଳକୁ ନାଁ ରଖିବ . .
ଶ୍ରୀଚୈତନ୍ୟଙ୍କୁ କେନ୍ଦ୍ର କରି ଦଳଗତ ଭାବରେ ଭାଗବତ ପାରାୟଣ, ନଗର କୀର୍ତ୍ତନ ଓ କୃଷ୍ଣନାମ ଭଜନ ଓ ମନନ ନିତ୍ୟ ପରିବେଷିତ ହେଉଥିଲା ଜଗନ୍ନାଥ ଦାସଙ୍କ ତତ୍ୱାବଧାନରେ। କୃଷ୍ଣନାମରେ ଭାବ ସମାଧୀସ୍ଥ ହୋଇଯାଉଥିଲେ ଶ୍ରୀଗୌରଙ୍ଗ। ଚେତନାଶୂନ୍ୟ ହୋଇ ଯାଉଥିଲେ ସେ। ଜଗନ୍ନାଥ ତାଙ୍କ କର୍ଣ୍ଣରେ କୃଷ୍ଣନାମ ଉଚ୍ଚାରଣ ପୂର୍ବକ ସ୍ୱଭାବିକ ଅବସ୍ଥାକୁ ଫେରାଇ ଆଣୁଥିଲେ . .
ସୌରଭିତ ସୃଷ୍ଟି: ଗୋଦାବରୀଶ ମହାପାତ୍ର ଓଡ଼ିଆ ଜାତିର ସେ ଘଡିସନ୍ଧି ମୁହୂର୍ତ୍ତରେ ସୃଷ୍ଟି ହୋଇଥିଲା କେତେ କେତେ ଜାଗରଣର କବିତା, ଯାହା ଉତ୍କଳୀୟ ନବଜାଗରଣର ତୂର୍ଯ୍ୟନାଦ ଭଳି