Search Results for "ମାୟାଧର ମାନସିଂହ

ପଣ୍ଡିତ ଗୋପବନ୍ଧୁ

ଲେଖା: ବୁଦ୍ଧଦେବ ପ୍ରଧାନ ଉଣେଇଶ ଶହ ଅଠେଇଶ ଜୁନ ସତର ତାରିଖ, ତିଥି ଅନୁସାରେ ଆଷାଢ଼ ଅମାବାସ୍ୟା, ନେତ୍ରଉତ୍ସବରେ “ସମାଜ” ସେହିଦିନ ଠାରୁ ଶ୍ରାଦ୍ଧ ପାଳନ କରୁଛି I ଓଡ଼ିଆ ଜାତି ପାଇଁ ସ୍ମୃତି ବହନକାରୀ ସ୍ମୃତିତର୍ପଣ ଦିବସ, ଆତ୍ମସମୀକ୍ଷାର ଦିବସ I ଓଡ଼ିଆ ଜାତିର ଚୀର ନମସ୍ୟ, ଚୀର ପୂଜନୀୟ, ନମସ୍ୟ ଦୂରଦ୍ରଷ୍ଟା ମହାମନୀଷୀ…

କେଦାରନାଥ ମହାପାତ୍ର

ଲେଖା: ନିରଞ୍ଜନ ସାହୁ କଥାରେ ଅଛି, “ଆଳୁ ଖୋଳୁ ଖୋଳୁ ମହାଦେବ !” ମନରେ ଆଶା ବାନ୍ଧିଥିବା ଗୋଟିଏ କ୍ଷୁଦ୍ରାତିକ୍ଷୁଦ୍ର ବସ୍ତୁ ପାଇଁ ଶ୍ରମ କରିବା ବେଳକୁ ତା’ଠାରୁ ଅନେକ କିଛି ଅଧିକ ମିଳିଗଲେ ଆଶା ଆଉଟିକେ ବଢ଼େ, ସମ୍ଭାବନା ଦୁଇ ଗୁଣ ହୋଇଯାଏ ଏବଂ ମହାନନ୍ଦ ଭରିଯାଏ ମନରେ । ଏବେ ଟିକେ ଆସନ୍ତୁ…

ଫକୀରମୋହନ ଯୁଗ

ଉପସ୍ଥାପନା: ଦେଵ ତ୍ରିପାଠୀ ଓଡ଼ିଆ ଭାଷାସାହିତ୍ୟର ‘ଆଧୁନିକ ଯୁଗ’ ଖ୍ରୀଷ୍ଟୀୟ ଉନବିଂଶ ଶତାବ୍ଦୀର ନବମ ଦଶକ (୧୮୮୦ ଖ୍ରୀଷ୍ଟାବ୍ଦ)ଠାରୁ ସାମ୍ପ୍ରତିକ କାଳ ପର୍ଯ୍ୟନ୍ତ ବ୍ୟାପ୍ତ । ବହୁ ସାହିତ୍ୟ ସମାଲୋଚକ କବିବର ରାଧାନାଥ ରାୟଙ୍କ ନାମାନୁସାରେ ଏହି ଯୁଗକୁ ‘ରାଧାନାଥ ଯୁଗ’ ଭାବରେ ଅଭିହିତ କରନ୍ତି । କାରଣ ଏ ଯୁଗର ଶ୍ରେଷ୍ଠ କବି ହେଉଛନ୍ତି…

କବି ଗୁରୁପ୍ରସାଦ ମହାନ୍ତି

~ କବି ଗୁରୁପ୍ରସାଦ ମହାନ୍ତି ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ସାହିତ୍ୟର ସବୁଜ ଯୁଗ ପରିଯନ୍ତେ ଆସିଛି ଆଧୁନିକ ସାହିତ୍ୟର ଏକ ବିଶିଷ୍ଟ ଯୁଗ। କବି ସୌଭାଗ୍ୟ କୁମାର ମିଶ୍ର, କବି ଦୁର୍ଗାମାଧବ ମିଶ୍ର, କବି ଜ୍ଞାନୀନ୍ଦ୍ର ବର୍ମା, କବି ଗୁରୁପ୍ରସାଦ ମହାନ୍ତି, କବି ଜାନକୀବଲ୍ଲଭ ମହାନ୍ତି (ଭରଦ୍ଵାଜ), କବି ଶ୍ରୀନିବାସ ଉଦ୍ଗାତାଙ୍କ ଭଳି…

କୋଣାର୍କ

ସୌରଭିତ ସୃଷ୍ଟି: ଡ. ମାୟାଧର ମାନସିଂହ ମହାନ କବି ଡ. ମାୟାଧର ମାନସିଂହଙ୍କ ଅମଳିନ କବିତା କୋଣାର୍କ I ~ କୋଣାର୍କ ~ ହେ କୋଣାର୍କ ବିଗତ ଯୌବନା ମୌନ-ଦୁଃଖେ ସୈକତ ଶୟନା ତୋର ଏହି ଜୀର୍ଣ୍ଣ ଦେହେ ଅଦ୍ୟାପି ଗୋ ବିମୁଗ୍‌ଧ ନୟନେ ଚାହେଁ ବିଶ୍ୱ, କରୁଣାରେ ତେଜି ଅଶ୍ରୁ ତୋ ଦୁଃଖ-ଶୟନେ ଜଗତର…

ଭକ୍ତକବି ମଧୁସୂଦନ

~ ଭକ୍ତକବି ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ଅମୃତ ପ୍ରତ୍ୟାଶୀ ଋଷିପ୍ରାଣ ମହାମହିମ ଭକ୍ତକବି ମଧୁସୂଦନ । ସୃଷ୍ଟିର ଅମୃତମୟ ପରିକଳ୍ପନାରେ ଶତଜିହ୍ଵ ତାଙ୍କ ଅତୀନ୍ଦ୍ରିୟ ଅମୃତମୟ ପ୍ରାଣ ଆଜି ବି ଶତକୋଟି ଓଡ଼ିଆମାନଙ୍କ ପ୍ରାଣରନ୍ଧ୍ରରେ ଉଜ୍ଜୀବିତ। ସ୍ନେହ ସୋହାଗର ବଳୟ ଭିତରେ ତାଙ୍କ ଅମରାତ୍ମାକୁ ଜଣେଇବା ଅମର୍ତ୍ତ୍ୟ ବାର୍ତ୍ତାର ପାଥେୟ । “ଅଖିଳ…

କବିମଞ୍ଜୁଳ

ଲେଖା: ଦେଵ ତ୍ରିପାଠୀ   କବିମଞ୍ଜୁଳ କୃଷ୍ଣପ୍ରସାଦ ବସୁ ! “ମୋତେ ଦୁନିଆଁ କହୁଛି ପାତକୀ ! ତୁମେ ଜାଣ ପ୍ରଭୁ କିସ ମୁଁ ହୋଇଛି ବିଛୁଆତି ଅବା କେତକୀ ?” ଅଭିମାନଭରା ହୃଦୟରେ ଜୀବଦ୍ଦଶାରେ କେବେ ଲେଖିଥିଲେ ସେ ଏଇପଦକ ! ଜୀବନର ଶେଷ ସମୟ ଯାଏଁ ଏଇ ଆଶାରେ ସେ ଜୀଇଁ ଥିଲେ,…

ବନ୍ଦେ ଉତ୍କଳ ଜନନୀ 

ସୌରଭିତ ସୃଷ୍ଟି: ଡ. ମାୟାଧର ମାନସିଂହ ବନ୍ଦେ ଉତ୍କଳ ଜନନୀ  ଶ୍ୟାମ-ଶିଖରୀ-ଶିରା ସିନ୍ଧୁ ବିଧୌତା ପଵନ-ନଦ-ନଦୀ-ତରଙ୍ଗ-ଧୌତା ଶଵଳିତ ସୁନ୍ଦର ଧରଣୀ ବନ୍ଦେ ଉତ୍କଳ ଜନନୀ ।୧। ମନ୍ଦିରମୟୀ ତଵ କପୋଳ ତଳେ, କେତେ ଶହ ଵର୍ଷ ର କାହାଣୀ ଝଳେ, ଯେତେ ଇତିହାସ ଗତ ନୟନ ତଳେ, ନାହିଁଛି ଜଗତେ ତା’ର ସ୍ମରଣୀ, ବନ୍ଦେ ଉତ୍କଳ…

କଵିଚନ୍ଦ୍ର

ଲେଖା: ଶିଶିର ସାହୁ ମନୋଜ ଵର୍ତ୍ତମାନ ଯୁଗରେ କାଳିଚରଣ ପଟ୍ଟନାୟକ ଜନସମାଜ ମଧ୍ୟରେ କଵିଚନ୍ଦ୍ର ଭାବେ ପରିଚିତ ତେବେ ତାଙ୍କ ପୂର୍ଵରୁ ଆହୁରି ଅନେକ ସାହିତ୍ୟ ସ୍ରଷ୍ଟା କଵିଚନ୍ଦ୍ର ଉପାଧି ଲାଭକରିଛନ୍ତି । ୧. କଵିଚନ୍ଦ୍ର ନାରାୟଣ ଶର୍ମା ● କଵିଚନ୍ଦ୍ର ନାରାୟଣ ଶର୍ମା ଅଷ୍ଟମ ଶତାଦ୍ଦୀର ଜନୈକ କଵି । ଏ ‘ଏକାମ୍ରଚନ୍ଦ୍ରିକା’ ଗ୍ରନ୍ଥର…

ଓଡି଼ଆ ପର୍ଯ୍ୟଟନ ସାହିତ୍ୟ

ଉପସ୍ଥାପନା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷବେଳକୁ ଭାରତରେ ନବଯୁଗର ପ୍ରବର୍ତ୍ତନ ହେଲା କହିଲେ ଅତ୍ୟୁକ୍ତି ହେବନାହିଁ । ଶିକ୍ଷାର ପ୍ରସାର, ଗମନାଗମନର ସୁବିଧା, ଡାକବ୍ୟବସ୍ଥାର ଉନ୍ନତି, ମୁଦ୍ରଣଯନ୍ତ୍ରର ସ୍ଥାପନ ହେତୁ ବିଭିନ୍ନ ଅଞ୍ଚଳର ଅଧିବାସୀଙ୍କ ମଧ୍ୟରେ ମାନସିକ ନୈକଟ୍ୟ ସ୍ଥାପିତ ହେଲା । ସାମାଜିକ ଦୃଷ୍ଟିଭଙ୍ଗୀରେ ପରିବର୍ତ୍ତନ ସଞ୍ଚାରିତ ହେବା ସହ ଜାତିଗତ ବନ୍ଧନ,…