Search Results for "ମାୟାଧର ମାନସିଂହ

କୃଷ୍ଣପ୍ରସାଦ ବସୁ

~ କୃଷ୍ଣପ୍ରସାଦ ବସୁ ~ ଲେଖା: ଅମୃତେଶ ଖଟୁଆ “ଉଠ ଗୋ ଉତ୍କଳ-କମଳା,                           ଧନଧାନ୍ୟ ବରାଭୟ-ଦାୟିନୀ ତବ ଶଙ୍ଖ-କମଳ-ଦଳବାରି ଢାଳ                                 କଳକଳ ସେ ଏହି ମେଦିନୀ।            ଜନନୀ ଗୋ, କେତେ ଯୁଗ ବିତିଗଲାଣି   ବଣିଜ କୃଷକ, ଶିଳ୍ପୀ ମୁଖଶାଳା, ଉତ୍କଳ କଙ୍କାଳ ହେଲାଣି।” ଓଡ଼ିଆମାଟିର ସ୍ଵନାମଧନ୍ଯ କଳାବିତ୍। ଉଚ୍ଚ ବୁନିଆଦି ବଂଶଜଙ୍କ…

ଗରିବ ପୁଅ

ସୌରଭିତ ସୃଷ୍ଟି: ଉତ୍କଳଚନ୍ଦ୍ର ପଣ୍ଡିତ ଉପେନ୍ଦ୍ର ତ୍ରିପାଠୀ ପଣ୍ଡିତ ଉପେନ୍ଦ୍ର ତ୍ରିପାଠୀ ଓଡ଼ିଆ ସାହିତ୍ୟର ଜଣେ ପ୍ରଖ୍ୟାତ କବି । ଓଡ଼ିଆ ଶିଶୁ ସାହିତ୍ୟ ରଚନା କ୍ଷେତ୍ରରେ ସେ ଥିଲେ ଅନ୍ୟତମ ବତୀଖୁଣ୍ଟ ସଦୃଶ। ଡ. ମାୟାଧର ମାନସିଂହଙ୍କ ଭାଷାରେ “ଉପେନ୍ଦ୍ର ତ୍ରିପାଠୀ ଓଡ଼ିଆ ସାହିତ୍ୟର ଅନାବାଦୀ ଜମିକୁ ଚାଷ କରି ଏକ ଉତ୍ତମ ଖଳାରେ…

ବିଦ୍ୟୁତପ୍ରଭା ଦେବୀ

~ ବିଦ୍ୟୁତପ୍ରଭା ଦେବୀ ~ ଲେଖା: ଅମୃତେଶ ଖଟୁଆ “ତୁମେ –      ଆସିଲେ ଅଚିରାତେ,      ଉଗ୍ର ପଦାଘାତେ ବହ୍ନିଶିଖା ଜାଳି ଘୋଟଇ ଘୋର ତ୍ରାସ-              ତୁମରି ପ୍ରତାପରେ,              ବିଶ୍ଵ ଥରହରେ, ନାଚଇ ବାଲୁ-ବୁକେ କୁହୁକ ଜଳାଭାସ। ଯେଦିନ ପୁଣି ଆସ, ଖେଲାଇ ଘନ ରାସ ଧରଣୀ-କାନେ ପଡେ ବରଷା ଗୀତ…

ଶ୍ୟାମସୁନ୍ଦର ରାଜଗୁରୁ

~ ଶ୍ୟାମସୁନ୍ଦର ରାଜଗୁରୁ ~ ଲେଖା: ଅମୃତେଶ ଖଟୁଆ “ବିଚକ୍ଷଣ ରାଜଗୁରୁ ହେ ଶ୍ୟାମସୁନ୍ଦର, ଆଦ୍ୟ ଗ୍ରାଜୁଏଟ ତୁମ୍ଭେ ଗଞ୍ଜାମ ଜିଲ୍ଲାର। ଗଞ୍ଜାମ ବାସୀଏ ଏଣୁ ଥିଲେ ଆଶା କରି, ସର୍ବକାର୍ଯ୍ୟେ ହେବ ତୁମ୍ଭେ ଅଗ୍ରଣୀ ଏପରି।             ସେଥିରୁ ଚିହ୍ନ ସ୍ଵରୂପ ବୋଲା ଯାଇପାରେ, ସଭାପତି ହେଲ ଆଦ୍ୟ ଗଞ୍ଜାମ ସଭାରେ। ×     ×     …

ମା’ ଓଡ଼ିଶା

ସୌରଭିତ ସୃଷ୍ଟି: ଡ଼ଃ ମାୟାଧର ମାନସିଂହ କବିଭୂମି, ଶିଳ୍ପଧାତ୍ରୀ ତୁହିଟି ମା’ ! ବିଶ୍ଵେ ଗରବିଣୀ ! ବୀରମାତା ଉତ୍କଳ ଜନନୀ । ଆଦିମ ତାପସ ଗର୍ଭୁ ଯେବେ ଗୋ ମା’ ବିକାଶ ତୋହରି, ପ୍ରଥମ ଚୂମ୍ବନ – ବ୍ରୀଡା ରବି ଦେଲା ତୋ ଅଙ୍ଗରେ ଭରି, ଆସିଲା ବସନ୍ତ ତହୁଁ କରିବାକୁ ତୋ ବକ୍ଷରେ…

ମାଦଳାପାଞ୍ଜି

ଲେଖା: ନିରଞ୍ଜନ ସାହୁ ~ ମାଦଳାପାଞ୍ଜିର ରଚନାକାଳ ~      ବିଭିନ୍ନ ସମାଲୋଚକଗଣ ସେମାନଙ୍କ ସନ୍ଦର୍ଭ ମାନଙ୍କରେ ପ୍ରମାଣିତ କରି ସାରିଛନ୍ତି ଯେ, ମାଦଳାପାଞ୍ଜି ଏକ ପର୍ଯ୍ୟାୟକ୍ରମିକ ରଚନା । ସେଥିପାଇଁ ଓଡ଼ିଶାରେ ପ୍ରଚଳିତ ବିଭିନ୍ନ ଶବ୍ଦମାନଙ୍କର ବ୍ୟବହାର (ସମୟକ୍ରମେ) ଏଥିରେ ଦେଖିବାକୁ ମିଳିଥାଏ । ତେବେ ଏହା ନିଶ୍ଚିତ ଯେ, ଏହା ଏକ ପ୍ରାଚୀନତମ ଗଦ୍ୟ…

ଲୋକନାଟ୍ୟ ଲୋକନୃତ୍ଯ ଓ ଲୀଳାର ଭୂମି ଗଞ୍ଜାମ

ଲେଖା: ସନ୍ତୋଷ ପଟ୍ଟନାୟକ   ଗଞ୍ଜାମରେ ଅଷ୍ଟାଦଶ ଶତାଦ୍ଦୀର ପଞ୍ଚମ ଦଶକରୁ ବିଂଶ ଶତାବ୍ଦୀର ମଧ୍ୟଭାଗ ଯାଏଁ ଲୋକନାଟକର ପଦଚିହ୍ନ ଥିଲା । ଏହି ସମୟକୁ ଗଞ୍ଜାମ ଲୋକନାଟକର ସୁବର୍ଣ୍ଣ ଯୁଗ ବୋଲି କୁହାଯାଇପାରେ । ସବୁ ଗାଁରେ ମଠମନ୍ଦିର ଥିଲା । ପୂଜାପାର୍ବଣ ଅନୁଷ୍ଠିତ ହେଉଥିଲା । ଧର୍ମୀୟ ଉତ୍ସବରେ ଲୋକନାଟ୍ୟ ପରିବେଷିତ ହେଉଥିଲା…

ସ୍ୱଭାବକବି ଗଙ୍ଗାଧର ମେହେର

ବିଶ୍ୱଭ୍ରାତୃପ୍ରେମର ଜୁଆର ତୋଳୁଥିବା ସେଇ ମହାନ କବିଙ୍କ କବିତାରେ ଛନ୍ଦର ଲାଳିତ୍ୟ, ମଧୁର ପଙ୍କ୍ତି, ପ୍ରକୃତିର ନୈସର୍ଗିକ ଶୋଭାବର୍ଣ୍ଣନା ଓ ଧ୍ୱନିରେ ସଙ୍ଗୀତର ସୁର ତାଙ୍କୁ ସ୍ୱଭାବକବିର ମାନ୍ୟତା ପ୍ରଦାନ କରିଆସିଛି I କେତେବେଳେ ସେ ଲେଖିଛନ୍ତି ପ୍ରଣୟର ବଲ୍ଲରୀ, ପୁଣି କେବେ ସରଳ ଗ୍ରାମ୍ୟ ଚିତ୍ରର ଲୋଟଣି ତାଙ୍କ କବିତାର କଲ୍ଲୋଳ I କେବେ ରାଧାନାଥ ଯୁଗୀୟ ପ୍ରକୃତି ବର୍ଣ୍ଣନା ତ କେବେ ପୁଣି ଭଗବତ ଭାବନାର ସମନ୍ୱୟ, କେବେ ପୁଣି ପୁରାତନ ଯୁଗୀୟ ଛନ୍ଦରେ ଛନ୍ଦମୟ, କେବେ ବିଶ୍ୱଭ୍ରାତୃପ୍ରେମର ଧାରା ତାଙ୍କ କବିତାର ଆଦର୍ଶ . .

ପ୍ରାଦେଶିକ

ସୌରଭିତ ସୃଷ୍ଟି: ପ୍ରେମିକକବି ଡ. ମାୟାଧର ମାନସିଂହ ଆଜି ଯଦି ଗୋପବନ୍ଧୁ ଥାଆନ୍ତେ ? ଆଜି ସତ୍ୟସାଧକ ଦେବାତ୍ମା ଗୋପବନ୍ଧୁ ଥିଲେ, ହୁଏତ ଜଣେ ନକ୍ସଲ ଭାବେ ଆମେ ତାଙ୍କୁ ଦେଖୁଥାଆନ୍ତୁ, ଆଜି ସମାଜରେ ଗୋପବନ୍ଧୁ ନିଜର ମାନମହତ ହରେଇଥାଆନ୍ତେ । ଏବେ ଏହା ଆମ ମନରେ ଏକ ପ୍ରଶ୍ନବାଚୀ । ଏହି କ୍ରମରେ ଓଡ଼ିଆଭାଷା…