Physical Address
Sai Samarpanam, Satya Vihar, Bhubaneswar

ଉପସ୍ଥାପନା: #ଶ୍ରୀକ୍ଷେତ୍ର_ଇତିହାସ ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହେଉଥିବା ଏହି ଚନ୍ଦନଯାତ୍ରା ମହୋତ୍ସବରେ ଶ୍ରୀମନ୍ଦିରରେ କେତେକ ସ୍ୱତନ୍ତ୍ର ନୀତି ପାଳନ କରାଯାଇଥାଏ ! ~ ଚନ୍ଦନଯାତ୍ରା ~ ଉକ୍ତ ଦିନ ଶ୍ରୀଗ୍ରହମାନଙ୍କ ସକାଳଧୂପ ଶେଷ ହେବାପରେ ତିନି ବାଡରେ ମଇଲମ ହୋଇ ମହାସ୍ନାନ କରାଯାଏ ! ଏହାପରେ ପୂର୍ବଦିନ ଠାରୁ ଅଧିବାସିତ ହୋଇଥିବା ଚନ୍ଦନ ପିଙ୍ଗଣ…

ଲେଖା: ନିରଞ୍ଜନ ସାହୁ ଭାରତବର୍ଷର ଉତ୍କଳ ଖଣ୍ଡରେ ବହୁ ସାଧୁ, ସନ୍ଥ ଜନ୍ମ ନେଇ ଏହାର ସଂସ୍କୃତି, ଧର୍ମ, ସାମାଜିକ ପ୍ରଥା, ସାହିତ୍ୟ ଇତ୍ୟାଦିକୁ ପ୍ରଭାବିତ କରିବା ସହ ଅନେକ କିଛି ଦାନ କରିଯାଇଛନ୍ତି । ଦେଶର ପ୍ରତ୍ୟେକ ରାଜ୍ୟ, ଅଞ୍ଚଳରେ ଏମାନଙ୍କ ସଂଖ୍ୟା ମଧ୍ୟ କମ୍ ନୁହେଁ । ତେବେ ଆଲୋଚନା, ପର୍ଯ୍ୟାଲୋଚନାର କ୍ଷେତ୍ରକୁ…

ଲେଖା: ଅମ୍ବିକା ପଟ୍ଟନାୟକ “ତୋର ଗର୍ଭୁ ଜାତ ହେଲା ମାତ୍ରେ ସୁତ ମୋର ଇନ୍ଦ୍ର ପଦ ଲୋଡ଼ିବ l ଆଝୁଂ ପେଟ ଚିରି ପକାଇଲେ ମାରି, ଇନ୍ଦ୍ର ପଦୁଁ କିଏ ତଡି଼ବ l “ ସତ୍ୟଯୁଗ, ଯଜ୍ଞବରାହ ହିରଣ୍ୟାକ୍ଷ ବଧ କରି ଭୂଦେବୀଙ୍କୁ ଉଦ୍ଧାର କରିଛନ୍ତି l ସାନଭାଇ ହିରଣ୍ୟ କଶ୍ୟପ ବରପ୍ରାପ୍ତି ନିମିତ୍ତ ତପସ୍ୟା…

ଲେଖା: ନିରଞ୍ଜନ ସାହୁ “ଚକା ନୟନକୁ ପତିତ କେହି, ଡକାଇ ଖର ନିଶ୍ଵାସ ପକାଇ ଡକା ପକାଇ ଗରୁଡ଼ ପଛରେ, ବକାରି ! ମୋ ଆର୍ତ୍ତ ଶୁଣ ସତ୍ଵରେ ହେ ଡକ୍କା ବାଜୁଛି ମହିମା ହେ, ଠକାରି କରି କର୍ଣ୍ଣେ ଗିର ନ ଶୁଣ, କାହିଁକି ବିଚିତ୍ରକର୍ମା ହେ” । ସର୍ବନିୟନ୍ତା ଶ୍ରୀଜଗନ୍ନାଥଙ୍କ ଗରୁଡ଼ ସ୍ତମ୍ଭ…

ଲେଖା: ଅଂଶୁମାନ ମହାରଣା ଗୁପ୍ତ ବୃନ୍ଦାବନ ଭାବରେ ପରିଚିତ ରେମୁଣାରେ ଶ୍ରୀ କ୍ଷୀରଚୋରା ଗୋପୀନାଥଙ୍କ ବିଜେସ୍ଥଳ। ବୃନ୍ଦାବନରେ ତିନୋଟି ଅଲଗା ଅଲଗା ମନ୍ଦିରରେ ରାଧାଗୋପୀନାଥ, ରାଧାଗୋବିନ୍ଦ ଏବଂ ରାଧାମଦନମୋହନ ପୂଜା ପାଉଥିବା ବେଳେ ରେମୁଣାରେ ଗୋଟିଏ ମନ୍ଦିରରେ ଗୋଟିଏ ମଣ୍ଡପରେ ଗୋପୀନାଥ ଗୋବିନ୍ଦ ଏବଂ ମଦନମୋହନ ଏକତ୍ର ପୂଜା ପାଉଥିବା ହେତୁ ଏହା ପୂର୍ବ ଭାରତର…

ଲେଖା: ନିରଞ୍ଜନ ସାହୁ “ବାଧିଲା ଜାଣି କ୍ଷମା କର ନୋହିଲେ ରମାରମଣ ଦଣ୍ଡେ ଦିଅ ଟାଳି। ତୁମ୍ଭକୁ ଜଗନ୍ନାଥ ଆଜ ମୋ ମନୋରଥ ଭରତି କରି ଦେବି ଗାଳି, ହେ କୃପାନିଧି।” ଭଗବାନଙ୍କ ପକ୍ଷପାତିତା ବିରୁଦ୍ଧରେ ଏକ ଭକ୍ତିପ୍ରାଣ ହୃଦୟରେ ଉଦବେଳନ ! ଜଗନ୍ନାଥଙ୍କୁ ଗାଳି ଦେଇ ନିଜ ମନୋରଥ ଭରତି କରିଥିବା ଭକ୍ତକବି ଜଣେ…

ଲେଖା: ଅରବିନ୍ଦ ମହାନ୍ତି ଅକ୍ଷୟ ତୃତୀୟା ଠାରୁ ଶ୍ରୀକ୍ଷେତ୍ର ସହିତେ ଏକାମ୍ରକ୍ଷେତ୍ର, କନକପୁରର ଦେବୀ ଶାରଳାଙ୍କ ଚନ୍ଦନ ଯାତ୍ରା ଆରମ୍ଭ ହୁଏ। ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନଯାତ୍ରା ପାଳନ କରାଯାଏ । ଏହା ହେଉଛି ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଶ୍ରୀକ୍ଷେତ୍ରେ ଚନ୍ଦନ ଯାତ୍ରା ଏହା ଅକ୍ଷୟ…

ଲେଖା: ଅରବିନ୍ଦ ମହାନ୍ତି ବର୍ଷର ପ୍ରଥମ ମାସ ବୈଶାଖ। ଏହା ଗ୍ରୀଷ୍ମ ଋତୁର ପ୍ରାରମ୍ଭ ମାସ ଅଟେ। ଚୈତ୍ର ପୂର୍ଣ୍ଣିମା ପରଠାରୁ ଏହା ଆରମ୍ଭ ହୋଇଥାଏ ଓ ଶେଷ ହୁଏ ଚନ୍ଦନ ପୂର୍ଣ୍ଣିମା ବା ବୈଶାଖ ପୂର୍ଣ୍ଣିମାରେ। ସନାତନ ଧର୍ମରେ ପ୍ରଚଳିତ ଚାରି ଗୋଟି ପବିତ୍ର ମାସ (ଆଷାଢ, କାର୍ତ୍ତିକ, ମାଘ, ବୈଶାଖ) ମଧ୍ୟରୁ ମଧ୍ୟ…

ଲେଖା: ଦେଵ ତ୍ରିପାଠୀ ସୁଧାଭକ୍ତିର ଉଦ୍ଗାତା ମହାକବି ଜୟଦେବ ! ଥିଲେ ଜଣେ ଯୁବସାଧୁ । ଗୃହସ୍ଥାଶ୍ରମୀ । ଦିନରାତି ବିଭୁଭକ୍ତିରେ ମଗ୍ନ ରହୁଥିଲେ ସେ । ତାଙ୍କ ହୃଦୟସାଗରରେ ଖେଳୁଥିଲା ଶ୍ରୀରାଧାକୃଷ୍ଣଙ୍କ ମାଧୁର୍ଯ୍ୟରସର ବିବିଧ ଲୀଳାତରଙ୍ଗ । ନିତିଦିନ ଯେଉଁ ଲୀଳା ଅନୁଭବ କରନ୍ତି ତା’କୁ ସୁଲଳିତ ସଂସ୍କୃତ ଛନ୍ଦରେ ଲିପିବଦ୍ଧ କରି ସେ…

ଲେଖା: ସୁଶାନ୍ତ ସାହୁ ହୋଇପାରେ ଏହା ଏକ ବିବାଦୀୟ ପ୍ରଶ୍ନ, ମାତ୍ର ବିବାଦରୁ ହିଁ ଇତିହାସର ଅନେକ ସ୍ବର୍ଣ୍ଣିମ ସତ୍ୟ ଆବିଷ୍କୃତ ହୋଇପାରିଛି। ନିକଟ ଅତୀତରେ ରସଗୋଲା ଘଟଣାକୁ ଉଦାହରଣ ସ୍ୱରୂପ ନିଆଯାଇ ପାରେ। ପୋଥିଗତ ତତ୍ବ ହିଁ ପ୍ରକୃତ ସତ୍ୟ ଏହା ଆମେ ସହଜରେ ମାନି ନେଉ କାରଣ ଆମ ଓଡ଼ିଆଙ୍କଠାରେ ଅନୁସନ୍ଧାନ ମନୋବୃତ୍ତିର…