Physical Address
Sai Samarpanam, Satya Vihar, Bhubaneswar

ସୌରଭିତ ସୃଷ୍ଟି: ନୃସିଂହ ଚରଣ ସାହୁ ଛାତ୍ରାବସ୍ଥାରୁ ସେ ଓଡ଼ିଆ ସାହିତ୍ୟ, ସଂସ୍କୃତି ଅନୁରାଗୀ । ଜନ୍ମମାଟି ପାଇଁ କିଛି କରିବାର ଆକାଙକ୍ଷା ପ୍ରବଳ । ଐଶ୍ୱରୀୟ ଆଶୀର୍ବାଦ ତାଙ୍କୁ ଆଉଟିକେ ବାଟ କଢ଼େଇ ଆଣିଲା । ହାଇସ୍କୁଲ ଛାତ୍ର ଥିବାବେଳେ ସାନିଧ୍ୟ ଲାଭ କଲେ ଅଦ୍ୱିତୀୟ ଗାନ୍ଧୀବାଦୀ ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କର । ପରିଚିତ…

ଉପସ୍ଥାପନା: ନିରଞ୍ଜନ ସାହୁ ~ ମୁଁ ଓଡ଼ିଆରେ କାହିଁକି ଲେଖିବି ~ ସବୁ ଦେଶର ଲେଖକ-ଜାତି ଦରିଦ୍ର ! Suffering is the badge of our tribe! ଲାଞ୍ଛନା ଆମ୍ଭମାନଙ୍କର ଲାଞ୍ଛନ । ଲାଞ୍ଛନା ଓ ଦୁଃଖ, ସାଧନା ଓ ଅନୁଭୂତିର ଜନନୀ ଓ ଧାତ୍ରୀ । ସାଧନା ଓ ଅନୁଭୂତି ସାହିତ୍ୟ-ସୃଷ୍ଟିର ମେରୁଦଣ୍ଡ…

ଉପସ୍ଥାପନା: ନିରଞ୍ଜନ ସାହୁ ~ ମୁଁ ଓଡ଼ିଆ ଜାତିକୁ ଭଲପାଏ ~ ଡ. ମାୟାଧର ମାନସିଂହ କେବଳ ଜଣେ ସଫଳ କାବ୍ୟ ସ୍ରଷ୍ଟା ନୁହନ୍ତି । ଓଡ଼ିଆ ସାହିତ୍ୟରେ ବିବିଧ ବିଭାଗରେ ଲେଖନୀ ଚାଳନା କରି ସାର୍ଥକତା ଲାଭ କରିଥିବା ଜଣେ ସୁପରିଚିତ ଓ ସୁପ୍ରତିଷ୍ଟିତ ଲେଖକ ଆମର ସର୍ବପୂଜ୍ୟ ଭାବରେ ବିଦିତ ଡ. ମାୟାଧର…

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ପତ୍ରପତ୍ରିକା ପ୍ରକାଶନର ଇତିହାସ ଦେଢଶହ ବର୍ଷରୁ ଅଧିକ ହେଲେ ମଧ୍ୟ ଦୁଇଶହ ବର୍ଷରୁ କମ୍ । ଓଡ଼ିଶାର #ସାଂସ୍କୃତିକ_ପ୍ରାଣକେନ୍ଦ୍ର_କଟକ ହିଁ ଏହି ନବ ଆନ୍ଦୋଳନର ପ୍ରାଣପ୍ରତିଷ୍ଠାତା ଓ ଦିଗଦ୍ରଷ୍ଟା । ଶିକ୍ଷାବିକାଶ ଆନ୍ଦୋଳନରେ ଅଢ଼େଇ ହଜାର ବର୍ଷରୁ ଅଧିକ କାଳ ଧରି ଗଢ଼ିଉଠିଥିବା ଏଇ ସହରର ଭୂମିକା ନିଶ୍ଚିତ ଭାବେ…

ଉପସ୍ଥାପନା: ଶିଶିର ସାହୁ ମନୋଜ ବଙ୍ଗାଳି ଓଡ଼ିଆ ଭାଷାଯୁଦ୍ଧ ଲାଗିଥିଵାଵେଳେ ଓଡ଼ିଆ ଲୋକଙ୍କ ପାଖରେ କ’ଣ କ’ଣ ଥିଲା ? ବଙ୍ଗଳା ଓଡ଼ିଆର ଉପଜାତି ଥିଲା ନା ଓଡ଼ିଆ ବଙ୍ଗଳାର ଉପଜାତି ଥିଲା ? ―ଭାଷା― ୧. ଉଡ୍ର ବୋଲି ୨୪୦୦ ଵର୍ଷ ପୁରାତନ ଗୋଟିଏ ଜାତି ଓ ତହିଁର ଭାଷାର ପ୍ରାମାଣିକ ଐତିହାସିକ ସାକ୍ଷ୍ଯ…

ଲେଖା: ଶିଶିର ସାହୁ ମନୋଜ କଳିଙ୍ଗଦେଶର ରାଷ୍ଟ୍ରଭାଷା ଶାସ୍ତ୍ରୀୟ ଓଡ଼ିଆ ଭାଷାର ଅନ୍ଯ ନାମ ଜାଣିଛନ୍ତି କି ? ଆମ କଳିଙ୍ଗଦେଶର ରାଷ୍ଟ୍ରଭାଷା ଶାସ୍ତ୍ରୀୟ ଓଡ଼ିଆ ଭାଷା ଅନେକ ନାମର ଅଧିକାରୀ । ଏହି ଭାଷାର ସମ୍ବଲପୁରୀ, ଦେଶିଆ, ବାଥୁଡୀ଼, ଭତ୍ରୀ, ହଲଵୀ, ସାଦ୍ରୀ, ଅଘରିଆ, ଗଞ୍ଜାମୀ, ଢେଙ୍କାନାଳୀ, ସୁନ୍ଦରଗଡୀ, ଷଡ଼ଶୀ, ବାଲେଶ୍ଵରୀ, ମେଦିନୀପୁରୀ, କୁପିଆ,…

ଲେଖା: ଶିଶିର ସାହୁ ମନୋଜ ଆମସ୍ ସଟନ୍ ୧୮୩୧ ମସିହାରେ ପ୍ରଥମେ ଓଡ଼ିଆ ଵ୍ଯାକରଣ ସମ୍ବନ୍ଧୀୟ ପୁସ୍ତକ ‘Introductory Grammar of Oriya Language’ ଲେଖିଥିଲେ ! ଏଥିରେ ସେ ଆମ ଓଡ଼ିଆ ଭାଷା ଏବଂ ବଙ୍ଗାଳି ଭାଷା ମଧ୍ଯରେ ପ୍ରଭେଦ ଦର୍ଶେଇଵାକୁ ଯାଇ କହିଛନ୍ତି: “ବଙ୍ଗାଳୀ ପାଟି ଲଗେଇ ସ୍ତ୍ରୀ ଲୋକଙ୍କ ପରି ଶବ୍ଦ…

ଲେଖା: ନିରଞ୍ଜନ ସାହୁ ମହାତ୍ମାଗାନ୍ଧୀ ଓ ନେତାଜୀଙ୍କ ସ୍ଵାଧୀନତା ପାଇଁ ଆହ୍ଵାନ ଦେବା ପୂର୍ବରୁ ପ୍ରଥମେ ୧୮୫୭ ମସିହାରେ ଭାରତୀୟ ସିପାହୀ ମାନେ ଇଂରେଜ ସରକାରଙ୍କ ବିରୁଦ୍ଧରେ ବିଦ୍ରୋହ ଆରମ୍ଭ କରିଥିଲେ । ତତ୍କାଳୀନ ଓଡ଼ିଶା ରାଜ୍ୟ ଅନ୍ତର୍ଗତ ସିଂହଭୂମି ଜିଲ୍ଲାରେ ସିପାହୀ ବିଦ୍ରୋହ ତଥା ଦେଶରୁ ଇଂରେଜମାନଙ୍କୁ ବିତାଡ଼ିତ କରିବା ପାଇଁ ଯେଉଁ ସଂଗ୍ରାମ…

ଲେଖା: ନିରଞ୍ଜନ ସାହୁ ଜଣେ ପ୍ରଥିତଯଶା ସାହିତ୍ୟକାର ଭାବେ ସୁରେନ୍ଦ୍ର ମହାନ୍ତି ଓଡ଼ିଆ ସାହିତ୍ୟର ଚିରନ୍ତନ ଗର୍ବ। ଗଳ୍ପ, ଉପନ୍ୟାସ, ନାଟକ, ଜୀବନୀ, ଆତ୍ମଜୀବନୀ, ସାହିତ୍ୟ ସମାଲୋଚନା, ପ୍ରବନ୍ଧ, ମୁକ୍ତ ଆଙ୍ଗିକଧର୍ମୀ ଗଦ୍ୟ ଇତ୍ୟାଦିରୁ ତାଙ୍କ ପ୍ରତିଭାକୁ ଆକଳନ କରାଯାଇପାରେ। ~ ଅନନ୍ୟ ସୃଷ୍ଟିସମ୍ଭାର ~ ‘ନୀଳଶୈଳ’, ‘ଅନ୍ଧଦିଗନ୍ତ’, ‘ଶତାବ୍ଦୀର ସୂର୍ଯ୍ୟ’, ‘କୁଳବୃଦ୍ଧ’, ‘ନୀଳାଦ୍ରି ବିଜୟ’,…

ଲେଖା: ନିରଞ୍ଜନ ସାହୁ “ଦେବଶିଶୁ ଚଳେ ନରକର ଅଭିସାରେ ଭଗବାନ ତୁମେ ନିଦ୍ରିତ କେଉଁଠାରେ? ନିରଞ୍ଜନ ମୁଁ ଆସିଥିଲି ପରା, ଆନନ୍ଦ ବିତରଣେ, ବାଣ୍ଟିବି ବୋଲି ଅମୃତ ଏହି ପୃଥିବୀର କଣେ କଣେ ?” ଡକ୍ଟର ମାୟାଧର ମାନସିଂହ । ଚଳିତ ଶତାବ୍ଦୀର ଓଡ଼ିଆ ସାହିତ୍ୟରେ ଜଣେ ଅନନ୍ୟ ସ୍ରଷ୍ଟା। କାବ୍ୟ, କବିତା, ନାଟକ, ପ୍ରବନ୍ଧ,…