ପଣ୍ଡିତ ଗୋବିନ୍ଦ ରଥ
ଲେଖା: ନିରଞ୍ଜନ ସାହୁ ~ ସଂଗ୍ରାମୀ ସାରସ୍ଵତସାଧକ ପୁସ୍ତକ ପ୍ରକାଶକ ଖାଣ୍ଟି ଓଡିଆ ପଣ୍ଡିତ ଗୋବିନ୍ଦ ରଥ ~ ଉନବିଂଶ ଶତାବ୍ଦୀର ଶେଷ ଦଶନ୍ଧି ସମୟରେ ଓଡ଼ିଶାରେ […]
ଲେଖା: ନିରଞ୍ଜନ ସାହୁ ~ ସଂଗ୍ରାମୀ ସାରସ୍ଵତସାଧକ ପୁସ୍ତକ ପ୍ରକାଶକ ଖାଣ୍ଟି ଓଡିଆ ପଣ୍ଡିତ ଗୋବିନ୍ଦ ରଥ ~ ଉନବିଂଶ ଶତାବ୍ଦୀର ଶେଷ ଦଶନ୍ଧି ସମୟରେ ଓଡ଼ିଶାରେ […]
ବାସ୍ତବରେ ପୂର୍ବ ସ୍ମୃତିକୁ ମନେ ପକେଇ ବାହୁନି ବାହୁନି କାନ୍ଦୁଥିବା କନ୍ୟାର କାନ୍ଦଣା ଗୀତର ଗୁଞ୍ଜରଣରେ ଆଖ ପାଖରେ ଏକ ଦୁଃଖର ବାତାବରଣ ସୃଷ୍ଟି ହୋଇ ଥାଏ । ଏହି କାନ୍ଦଣା ଗୀତ ଶୁଣୁଥିବା ଲୋକର ଆଖିରୁ ଆପେ ଆପେ ଲୁହ ଝରି ଯାଇ ଥାଏ । ଏପରି ଲୋକ ଗୀତ ଆଜି ବି କିଛି କିଛି ଗ୍ରାମରେ ବଞ୍ଚିରହିଛି ଏବଂ ବଞ୍ଚେଇ ରଖିଥିବା ଲୋକମାନେ ସତରେ ଅନନ୍ୟ ସମ୍ମାନର ହକଦାର . .
ଲେଖା: ନିରଞ୍ଜନ ସାହୁ “ଦେବଶିଶୁ ଚଳେ ନରକର ଅଭିସାରେ ଭଗବାନ ତୁମେ ନିଦ୍ରିତ କେଉଁଠାରେ? ନିରଞ୍ଜନ ମୁଁ ଆସିଥିଲି ପରା, ଆନନ୍ଦ ବିତରଣେ, ବାଣ୍ଟିବି ବୋଲି ଅମୃତ
“ଏ ଜଗତ ଜନ ହତ ହୋଇଗଲେ କାହିଁ ପ୍ରଚରିବି ମୁହିଁ ?” ଜଗତଜନ ଶାନ୍ତ, ସ୍ନେହ, ସମତା, ମମତାରେ ବାନ୍ଧି ହୋଇ ରହିଲେ ବ୍ୟକ୍ତିର ଜୀବନ ମଧୁମୟ ହୁଏ । ଜଙ୍ଗଲ ପୋଡ଼ିଗଲେ ଗଛର ଅସ୍ତିତ୍ବ ରହେନା । ବ୍ରହ୍ମାଣ୍ଡ ସୁରକ୍ଷିତ ହେଲେ ପିଣ୍ଡ ପଲ୍ଲବିତ ହୁଏ । ତେଣୁ ଭୀମ ଚିନ୍ତାକଲେ, ଅନ୍ୟାୟ ଅତ୍ୟାଚାରର ଗରଳ ସେ ପିଇଯିବେ । ଶୋଷଣ କଷଣର ବିଷରେ ସେ ପାରିହେବେ, ନର୍କଗାମୀ ହେବେ, କେବଳ ଏଇଥିପାଇଁ ଯେ ଜଗତ ଉଦ୍ଧାର ପାଉ, ବିଶ୍ୱବାସୀ ରକ୍ଷା ପାଆନ୍ତୁ ଭେଦ, ବାଦ, ଛଳରୁ . . । ତାଙ୍କରି କଣ୍ଠରେ ପ୍ରତିଧ୍ୱନିତ ହୁଏ ସେଇ କାଳଜୟୀ କାରୁଣ୍ୟର ବାଣୀ ଓ ଆତ୍ମୋତ୍ସର୍ଗର ମନ୍ତ୍ର . .
ଆନନ୍ଦ ଦାଶ ଓ ହାରାଦେବୀଙ୍କ କୋଳମଣ୍ଡନ କଲା ପୁତ୍ରସନ୍ତାନଟିଏ। ସାତଟି କନ୍ୟା ସନ୍ତାନର ଜନକଜନନୀ ବାଲିଆର ନୀଳକଣ୍ଠେଶ୍ଵର ମହାଦେବଙ୍କ ପାଖରେ ଅଧିଆ ପଡି ସନ୍ତାନଟିଏ ପାଇଥିବାରୁ ପୁଅର ନାଁ ସରାଗରେ ଦେଲେ ନୀଳକଣ୍ଠ । କିନ୍ତୁ ଦାଶ ଦମ୍ପତି କି ଜାଣିଥିଲେ ସେ ପିଲା ଦିନେ ନିଜ ନାମକୁ ସାର୍ଥକ କରି ‘ନୀଳକଣ୍ଠ’ ବନିଯିବ — ସମାଜର କଳୁଷପଙ୍କର ବିଷକୁ ପିଇ ପିଇ ! ସମାଜର ତାଡନା ସହି ସହି . .
ଏକୋଇଶିଆ ଦିନ ଶିଶୁପୁତ୍ର ଏ କୋଳରୁ ସେ କୋଳ ହେଉଛି, କେତେ ବେଳକେ ଆସିଲା ମା’ ପାର୍ବତୀଙ୍କ କୋଳକୁ ! ଛାତିରେ ଜାକି ଧରିଲେ ପୁଅକୁ, ମନେପଡି ଯାଉଛି ନାହାକଙ୍କ କଥା ପଦକ, “ଏ ପୁଅ ଦିନେ ବଡ଼ ମଣିଷ ହେବ, ଅସାଧ୍ୟ ସାଧ୍ୟ କରିବ, କାଳକାଳକୁ ନାଁ ରଖିବ . .
ଲେଖା: ଦେଵ ତ୍ରିପାଠୀ ବିରୂପା ନଦୀକୂଳରେ ଯେଉଁ ମହିୟସୀ ନାରୀଙ୍କ ଆତ୍ମୋତ୍ସର୍ଗ ଯେ ସ୍ବାଧୀନ ତଥା ସ୍ବର୍ଣ୍ଣିମ ଉତ୍କଳ ଗଠନ ପାଇଁ ଅଭିପ୍ରେରିତ କରିଥିଲା, ସମ୍ପୃକ୍ତ ଅଞ୍ଚଳଟି
ଲେଖା: ଇଂ ବିଜୟ କେତନ ସାହୁ ~ ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ – ଏକ ଦୃଷ୍ଟିପାତ (Part 1) ~ ଓଡିଶା ଜନଜୀବନର
ଲେଖା: ଅରବିନ୍ଦ ମହାନ୍ତି ଉତ୍କଳୀୟ ପ୍ରଣିପତ୍ୟ ସନ୍ଥ ମହାପୁରୁଷ ଯଶୋବନ୍ତ ଦାସ ! ୧୫ଶହ ଶତାବ୍ଦୀରେ ଗଜପତି ପ୍ରତାପରୁଦ୍ର ଦେବଙ୍କ ଶାସନ କାଳରେ, ଉତ୍କଳୀୟ ବୈଷ୍ଣବ ପ୍ରଚାରକ
ଲେଖା: ଦେଵ ତ୍ରିପାଠୀ ଚାନ୍ଦି ତାରକସିର କଳାକାରୀ ! ଷାଠିଏ ଦଶକର କଥା । ମହମ୍ମଦିଆ ବଜାରର ଗଳିରାସ୍ତାରେ ବୁଲୁଥିଲେ କେଇଜଣ ବିଦେଶୀ ପର୍ଯ୍ୟଟକ । ଆଶା, କିଛି