Physical Address
Sai Samarpanam, Satya Vihar, Bhubaneswar

~ ଉତ୍କଳ ସାହିତ୍ୟ ସମାଜ ~ ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ପ୍ରଥମ ଦୁଇତୃତୀୟାଂଶ କାଳରେ ଓଡ଼ିଶାର ଜାତୀୟ ଜୀବନ ଅବହେଳା ଓ ଅବସାଦ ଜନିତ ବ୍ୟର୍ଥତାରେ ପାଣ୍ଡୁର । ନଅଙ୍କ ଦୁର୍ଭିକ୍ଷର ଚପେଟାଘାତ ଫଳରେ ଅର୍ଦ୍ଧାଧିକ ଓଡ଼ିଶା ଶ୍ମଶାନିତ । ଶତାବ୍ଦୀର ଶେଷାଂଶରେ ଓଡ଼ିଆ ଜାତି ମୋହନିଦ୍ରାରୁ ଉତ୍ଥିତ, ଆତ୍ମଚେତନା ଉଦବୁଦ୍ଧ, ଆତ୍ମଗଠନରେ…

ଲେଖା: ନିରଞ୍ଜନ ସାହୁ ବିଂଶ ଶତାବ୍ଦୀର ପ୍ରଥମ ଭାଗ ଓଡ଼ିଶାରେ ରେନେସାଁ କାଳର ଏକ ଉଲ୍ଲେଖନୀୟ ସମୟ । ଭାଷାଭିତ୍ତିରେ ରାଜ୍ୟ ଗଠନର ଆବଶ୍ୟକତା ଯେତିକି ଥିଲା, ସେତିକି ଥିଲା ଭାଷାକୁ ଭାରତୀୟ ସାହିତ୍ୟରେ ଉପଯୁକ୍ତ ମାନ୍ୟତା ଦେବା ପାଇଁ ସାଂସ୍କୃତିକ ଆନ୍ଦୋଳନ । ନଅଙ୍କ ଦୁର୍ଭିକ୍ଷ ପରେ ଆରମ୍ଭ ହୋଇଥିବା ଜାଗରଣ ଆହୁରି ଆଗକୁ…

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ ଉପସ୍ଥାପନା: ଶାନ୍ତନୁ କୁମାର ସାହୁ ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟ କେବଳ ଦେଶପ୍ରେମର କବିତାଗୁଛ କିମ୍ବା ସ୍ୱାଧୀନତା ସଂଗ୍ରାମର ଗୀତର ସଂଗ୍ରହ ନୁହେଁ। ଏହା ଓଡ଼ିଆ ଜାତିର ଆତ୍ମପରିଚୟ, ମାତୃଭାଷାର ସୁରକ୍ଷା, ବିଚ୍ଛିନ୍ନ ଓଡ଼ିଆ ଭୂଖଣ୍ଡର ଏକତ୍ରୀକରଣ, ବ୍ରିଟିଶ ଶାସନରୁ ମୁକ୍ତି ଏବଂ ସ୍ୱାଧୀନ ଭାରତର ମାନବୀୟ ମୂଲ୍ୟବୋଧର ଏକ ଦୀର୍ଘ…

ସାହିତ୍ୟ ଭାସ୍କର ମାୟାଧର ମାନସିଂହ: ଜଣେ ବିଚିତ୍ରବର୍ଣ୍ଣା ତୂଳୀକାର ଉପସ୍ଥାପନା: ନିରଞ୍ଜନ ସାହୁ ଓଡ଼ିଆ ସାହିତ୍ୟରେ ଅର୍ଦ୍ଧ ଶତାବ୍ଦୀ ଧରି (୧୯୨୩–୧୯୭୩) ଲେଖନୀ ଚାଳନା ହିଁ ମାନସିଂହଙ୍କ ସମସ୍ତ ରଚନାର ପରିପ୍ରକାଶ। ଅଠର ବର୍ଷ ବୟସରେ ପ୍ରଥମ କବିତା ସୃଷ୍ଟି ହୋଇଥିଲେ ମଧ୍ୟ ତାହା ପ୍ରକାଶିତ ହୋଇଥିଲା ୧୯୨୮ ମସିହାରେ ଉତ୍କଳ ସାହିତ୍ୟ ପତ୍ରିକାର ବୈଶାଖ…

~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ: ଜଣେ ବିଚିତ୍ରବର୍ଣ୍ଣା ତୂଳୀକାର ~ ଲେଖା: ନିରଞ୍ଜନ ସାହୁ ଉନ୍ନବିଂଶ ଶତାବ୍ଦୀର ମଧ୍ୟ ଭାଗରେ ଭାରତୀୟ ସାହିତ୍ୟରେ ରେନେନ୍ସା ବା ଅଭ୍ୟୁଦୟ ଯୁଗର ପଦଧ୍ଵନି ଶୁଣାଗଲାଣି। ଯାହା ଫଳରେ ଲୋକଂକ ଜୀବନ ଧାରାରେ ଆଭିମୁଖ୍ୟ ପରିବର୍ତ୍ତନ ସହ ନୂତନ ସମ୍ଭାବନା ସୃଷ୍ଟି ଓ ପ୍ରାଣ ପ୍ରବାହ ଗୁଂଜରିତ ହେବାକୁ…

ଲେଖା: ନିରଞ୍ଜନ ସାହୁ ~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ “ପ୍ରଥମ ଯୌବନରେ ବାପା-ମାଆ-ଭାଇ-ଭଉଣୀଙ୍କ ଉପସ୍ଥିତି ସତ୍ତ୍ୱେ ଏକ ନିସଂଗତା ପ୍ରତ୍ୟେକ ଜୀବନରେ ଆସେ — ଏହା ପ୍ରାୟ ସାର୍ବଜନୀନ । ତେବେ ପିତୃ-ମାତୃ-ଭ୍ରାତୃହୀନ ଏକ ନିସଂଗ ତରୁଣକୁ ଯେଉଁମାନେ ସଖ୍ୟ ଦାନ କରି ତାକୁ ଅନୁଗୃହୀତ କଲେ, ତାଙ୍କର ମହିମ୍ନ ସ୍ତବ ଗାଇବା…

ଲେଖା: ନିରଞ୍ଜନ ସାହୁ ~ ଜଣେ ଉପେକ୍ଷିତ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ “ଗୋଟିଏ କଥା ମନରେ ଉଠେ, ଯେଉଁ ଦେଶ ଓ ସମାଜରେ ମୂର୍ଖ ପୂଜାପାନ୍ତି ଓ ପଣ୍ଡିତେ ଉପାସେ ମରନ୍ତି, ଯେଉଁଠି ଉପର ପାହାଚର ଲୋକ ତଳ ପାହାଚର ଲୋକକୁ ଉଠେଇନେବା ପରିବର୍ତ୍ତେ ଗୋଇଠା ମାରି ଚାପିଦେବାରେ କୃତକୃତ୍ୟ ବୋଧ କରନ୍ତି, ଯେଉଁଠି…

ବେଳଥାଉ ଚେତ ବଞ୍ଚୁ ଉତ୍କଳ ଲେଖା: ସନ୍ତୋଷ ପଟ୍ଟନାୟକ କବି ସନ୍ତୋଷ ପଟ୍ଟନାୟକ I ଆମ ସମୟର ଜଣେ ଉଦୀୟମାନ କବି, ମାଟି ମା’ର ବନ୍ଦନା ଆଉ ତାଙ୍କରି ମନର ବେଦନା ଉତ୍କଳ ମାଟିକୁ ନେଇ ବେଳଥାଉ ଚେତ ବଞ୍ଚୁ ଉତ୍କଳ କବିତାରେ . . ଓଡ଼ିଆର ସ୍ପର୍ଦ୍ଧା ପାଇଁ ନିଖୋଜ ସୁଭାଷ କୁଟ…

ଉପସ୍ଥାପନା: ଅମୃତେଶ ଖଟୁଆ ~ ବନ୍ଦେ ଉତ୍କଳ ଜନନୀ ~ ଔପଚାରିକ ରୂପେ ରାଜ୍ୟ ସଙ୍ଗୀତର ମାନ୍ୟତା ପାଇଛି କାନ୍ତକବିଙ୍କ “ବନ୍ଦେ ଉତ୍କଳ ଜନନୀ”। ସମଗ୍ର ଓଡିଶା ଓ ବିଭିନ୍ନ ସ୍ଥାନରେ ୩୧ ମଇ, ୨୦୨୦ ରେ ଏହାର ଏକତ୍ର ଗାନ ପରେ ଏହାର ଗାରିମା ନଭଶ୍ଚୁମ୍ଭୀ ହୋଇଛି । ଯେପରି ବ୍ରିଟିଶ ଶାସନକ୍ରମେ ଅତ୍ୟାଚାରରେ…

ଲେଖା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ ~ ‘‘ହାତ ଚାଖଣ୍ଡେ ଖୋଳିବ ଗାତ, ପତର ଖଣ୍ଡିକେ ନ ଦେବ ହାତ, ଚାଖଣ୍ଡେ ମାପି ଭାଙ୍ଗିବ ଭଣ୍ଡା, ତେବେ ସେ ଦେଖିବ କଦଳୀ ପେଣ୍ଡା ।” ଏମିତି ଆମ ଗାଁ ଗହଳିରେ କେତେ ବଚନ ଶୁଣୁ ! କଦଳୀ ଚାଷକୁ ନେଇ ଇଏ ଆମ #ଲୋକଗୀତ…