Search Results for ଉତ୍କଳ ସାହିତ୍ୟ

ଜାତୀୟକବି ବୀରକିଶୋର

ଲେଖା: ଦେଵ ତ୍ରିପାଠୀ ~ ଜାତୀୟକବି ବୀରକିଶୋର ଦାସ ~ ୧୯୨୧ ମସିହା । #କଟକ । ଲୋକଙ୍କ ମନରୁ ଲିଭିନି #ଜାଲିଆନାୱାଲାବାଗ ର ଅନିର୍ବଚନୀୟ କରାଳ ଯଜ୍ଞର ଦୃଶ୍ୟ ! କଟକଠାରୁ କେତେ ହଜାର କିଲୋମିଟର ଦୂରର ସେଇ ହୃଦୟଥରା ଦୃଶ୍ୟରେ ଓଡ଼ିଆଙ୍କ ହୃଦୟ ମଧ୍ୟ ହୋଇଥିଲା ବହୁଧା ବିଦୀର୍ଣ୍ଣ ! ସେଭଳି ସନ୍ଧିକ୍ଷଣରେ…

ଆମ୍ବିଳିଝରିର ପ୍ରାଚୀନ କୂଅ

ଲେଖା: ଶ୍ରୀକାନ୍ତ ସିଂହ ~ ଆମ୍ବିଳିଝରିର ପ୍ରାଚୀନ କୂଅ ~ ଐତିହାସିକ କଟକ ନଗରୀରୁ ପ୍ରାୟ ଦଶ କି.ମି. ଦୂରରେ ବିରୂପା ନଦୀ ତଟରେ ଅନନ୍ୟ ପ୍ରାଚୀନ ନଗରୀ #ଚୌଦ୍ଵାର ! ଦିନ ଥିଲା, ବିରୂପା ତଟରେ ସେ ଭୂଖଣ୍ଡରେ ଦିନେ ଏକ ସମୃଦ୍ଧ ସଭ୍ୟତା ବିକଶିତ ହୋଇ, ଉତ୍କଳର ଶିଳ୍ପ, କଳା, ସ୍ଥାପତ୍ୟ, ସାହିତ୍ୟ,…

ମସ୍ତରାମ ମଠ

ଲେଖା: ଶ୍ରୀକାନ୍ତ ସିଂହ ~ ମସ୍ତରାମ ମଠ ~ ବିପୁଳ ଓ ବ୍ୟାପକ ସନାତନ ଧର୍ମ କେଉଁ ଆବାହମାନ କାଳରୁ ଆର୍ଯ୍ୟଭୂମି ଭାରତରେ ଅନୁସୃତ ହୋଇଆସୁଛି । ଏହି ଧର୍ମଧାରାକୁ ଅକ୍ଷୁର୍ଣ୍ଣ ଓ ଅବ୍ୟାହତ ରଖିବା ପାଇଁ ଆମର ମଠଗୁଡ଼ିକ ସର୍ବଦା ତତ୍ପର। ସନାତନ ଧର୍ମର ଭିନ୍ନ ଭିନ୍ନ ସିଦ୍ଧାନ୍ତ, ଓ ସମ୍ପ୍ରଦାୟ ତତ୍ଜାତୀୟ ମଠଗୁଡ଼ିକରେ…

ଉତ୍ତରେଶ୍ୱର ମହାଦେବ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଉତ୍ତରେଶ୍ୱର ମହାଦେବ ମନ୍ଦିର ~ ଐତିହାସିକ କଟକ ନଗରୀରୁ ପ୍ରାୟ ଦଶ କି.ମି. ଦୂରରେ ବିରୂପା ନଦୀ ତଟରେ ଅନନ୍ୟ ପ୍ରାଚୀନ ନଗରୀ #ଚୌଦ୍ଵାର ! ଦିନ ଥିଲା, ବିରୂପା ତଟରେ ସେ ଭୂଖଣ୍ଡରେ ଦିନେ ଏକ ସମୃଦ୍ଧ ସଭ୍ୟତା ବିକଶିତ ହୋଇ, ଉତ୍କଳର ଶିଳ୍ପ, କଳା, ସ୍ଥାପତ୍ୟ, ସାହିତ୍ୟ,…

ନନ୍ଦିକେଶ୍ଵରୀ

~ ନନ୍ଦିକେଶ୍ଵରୀ ~ ସୌରଭିତ ସୃଷ୍ଟି: କବିବର ରାଧାନାଥ ରାୟ ଊନବିଂଶ ଶତାବ୍ଦୀର ଉପୋଦ୍ଘାତରେ ଯେତେବେଳେ ଓଡ଼ିଆ ମାଟି ନବଜାଗରଣ ପର୍ଯ୍ୟାୟରେ ପଦକ୍ଷେପ ଜନିତ ସାରସ୍ଵତ ଓ ସାଂସ୍କୃତିକ ପୃଷ୍ଠଭୂମିରେ ଆବର୍ତ୍ତିତ ହେଉଥିଲା, ସେହି ସମୟରେ ଓଡ଼ିଆ ଜନପ୍ରାଣକୁ ପରମୁଖାପେକ୍ଷୀ ସତ୍ତାର କବଳିତ ଶାଙ୍କୋଳିରୁ ମୁକ୍ତି ଦେଇଥିଲେ ଆମ୍ଭର ପରମ ସଦାଶୟମାନଙ୍କ ସମୁଚ୍ଚୟୀ ପ୍ରଯତ୍ନର ସ୍ଵେଦଲଗା…

ଡ. ଦିନନାଥ ପାଠୀ

ଲେଖା: ଅମ୍ବିକା ପଟ୍ଟନାୟକ ~ ଦିଗପହଣ୍ଡିର ଡ୍ରଇଂମାଷ୍ଟ୍ରେ: ଡ. ଦିନନାଥ ପାଠୀ ~ ସେ ଥିଲେ ଏକାଧାରରେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚିତ୍ରକର, ଲେଖକ, ଗବେଷକ, ଅଧ୍ୟାପକ, ସଂଗଠକ, ସମ୍ପାଦକ, କଳା ଐତିହାସିକ, ଅନୁଷ୍ଠାନ ନିର୍ମାତା, କବି ଏବଂ ସର୍ବୋପରି ଓଡ଼ିଶାର କଳା, ସଂସ୍କୃତି ଓ ଭାସ୍କର୍ଯ୍ୟ ପ୍ରତି ସମ୍ପୂର୍ଣ୍ଣ ସମର୍ପିତ ଏକ ନିଷ୍ଠାପର ଆତ୍ମା l ତଥାପି…

କଟକର ଶ୍ରୀଚୈତନ୍ୟ ମଠ

ଲେଖା: ଶ୍ରୀକାନ୍ତ ସିଂହ ~ କଟକର ଶ୍ରୀଚୈତନ୍ୟ ମଠ ~ ବିପୁଳ ଓ ବ୍ୟାପକ ସନାତନ ଧର୍ମ କେଉଁ ଆବାହମାନ କାଳରୁ ଆର୍ଯ୍ୟଭୂମି ଭାରତରେ ଅନୁସୃତ ହୋଇଆସୁଛି ଏହି ଧର୍ମଧାରାକୁ ଅକ୍ଷୁର୍ଣ୍ଣ ଓ ଅବ୍ୟାହତ ରଖିବାପାଇଁ ମଠଗୁଡ଼ିକ ସର୍ବଦା ତତ୍ପର ରହିଆସିଛନ୍ତି । ଆଦି ଶଙ୍କରାଚାର୍ଯ୍ୟ ପ୍ରଥମେ ମଠ ସଂସ୍କୃତିର ପରିକଳ୍ପନା ଓ ପ୍ରତିଷ୍ଠା କରିଥିଲେ…

ମଧୁବାବୁ ସଙ୍ଗେ ଲଢ଼ିବି

ସୌରଭିତ ସୃଷ୍ଟି: କାଳନ୍ଦୀଚରଣ ପାଣିଗ୍ରାହୀ ~ ମଧୁବାବୁ ସଙ୍ଗେ ଲଢ଼ିବି ~ ଆମ ଗାଁ ଉପ୍ରା ସ୍କୁଲର ହେଡ଼ମାଷ୍ଟର ରାମ କକେଇ ଥିଲେ ଭୟ ଓ ଆତଙ୍କର ଏକ ପ୍ରତିମୂର୍ତ୍ତି । ସ୍କୁଲଘରେ ସେ ଚିତ୍କାର କଲାବେଳେ ଗାଁଆଟା ଯାକ ଦୁଲୁକି ଉଠେ । ଛାତ୍ରଛାତ୍ରୀଙ୍କଠାରୁ ଆରମ୍ଭ କରି ତାଙ୍କର ମାତାପିତା ଅଭିଭାଵକ ପର୍ଯ୍ୟନ୍ତ କାହାକୁ…

ଉଦୟନାଥ ଷଡ଼ଙ୍ଗୀ

ଲେଖା: ଶିଶିର ସାହୁ ମନୋଜ ସଂଗ୍ରାମୀକଵି ଶ୍ରୀ ଉଦୟନାଥ ଷଡ଼ଙ୍ଗୀ ! ଓଡ଼ିଶାରେ ଏମିତି ଅନେକ କଵି ଲେଖକ ଓ ସ୍ଵାଧୀନତା ସଂଗ୍ରାମୀ ଜନ୍ମ ଲଭିଛନ୍ତି ଯାହାଙ୍କ ଵିଷୟରେ ଵର୍ତ୍ତମାନର ଯୁଵପିଢି଼ ଜାଣିଵା ତ ଦୂରେ ଥାଉ ତାଙ୍କ ନାମ ସୁଦ୍ଧା ଜାଣି ନଥାନ୍ତି । ଏକଵିଂଶ ଶତାବ୍ଦୀରେ ଓଡ଼ିଶାର ଯୁଵପିଢି଼ କ୍ରମଶଃ ହିନ୍ଦୀ ଓ…

ମନମୋହନ ଚୌଧୁରୀ

ଲେଖା: ନିରଞ୍ଜନ ସାହୁ ୧୯୨୪ ମସିହା ଏପ୍ରିଲ ମାସ ତିନି ତାରିଖ । କଟକ ଟାଉନହଲ୍’ରେ ପାଳିତ ହେଉଥାଏ ବ୍ରିଟିଶ ସରକାରଙ୍କ ନାରକୀୟ ହତ୍ୟାକାଣ୍ଡ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଦିବସ । ସଭାସ୍ଥଳ ଭରପୂର । ଗୋଟିଏ ନଅ ବର୍ଷର ବାଳକ ତା’ର ସାତ ବର୍ଷର ଭଉଣୀକୁ ସାଙ୍ଗରେ ଧରି ଆଗଧାଡିର ଶ୍ରୋତା । ବିଶିଷ୍ଟ ସ୍ବାଧିନତା…