Search Results for ଉତ୍କଳ ସାହିତ୍ୟ

ଆମ ଗ୍ରାମୀଣ ସଂସ୍କୃତି

ଲେଖା: ଅକ୍ଷୟ ଓଝା ସେ ସମୟର କଥା । ଘରେ ପୁଅ କିମ୍ବା ଝିଅ ଟିଏ ହେଲେ ଛ’ ଦିନରେ ଷଷ୍ଠୀ ଦେବୀ ପୂଜା ଓ ଏକୋଇଶି ଦିନରେ ସତ୍ୟନାରାୟଣ ପୁଜା କରି ନବାଗତ ସନ୍ତାନର ଜନ୍ମ ମହୋତ୍ସବ ପାଳନ କରାଯାଉ ଥିଲା । ମାମୁଁଘରୁ ଭିନ୍ନ ଭିନ୍ନ ପ୍ରକାର ପୁଜା ଉପକରଣ, ନୂଆ କପଡ଼ା,…

ଶାସ୍ତ୍ରୀୟ ଓଡ଼ିଆ ଭାଷା

ଲେଖା: ଶିଶିର ସାହୁ ମନୋଜ କଳିଙ୍ଗଦେଶର ରାଷ୍ଟ୍ରଭାଷା ଶାସ୍ତ୍ରୀୟ ଓଡ଼ିଆ ଭାଷାର ଅନ୍ଯ ନାମ ଜାଣିଛନ୍ତି କି ? ଆମ କଳିଙ୍ଗଦେଶର ରାଷ୍ଟ୍ରଭାଷା ଶାସ୍ତ୍ରୀୟ ଓଡ଼ିଆ ଭାଷା ଅନେକ ନାମର ଅଧିକାରୀ । ଏହି ଭାଷାର ସମ୍ବଲପୁରୀ, ଦେଶିଆ, ବାଥୁଡୀ଼, ଭତ୍ରୀ, ହଲଵୀ, ସାଦ୍ରୀ, ଅଘରିଆ, ଗଞ୍ଜାମୀ, ଢେଙ୍କାନାଳୀ, ସୁନ୍ଦରଗଡୀ, ଷଡ଼ଶୀ, ବାଲେଶ୍ଵରୀ, ମେଦିନୀପୁରୀ, କୁପିଆ,…

ଦାରୁ

ଲେଖା: ଶିଶିର ସାହୁ ମନୋଜ “ଦାରୁ” ଭାରୋପୀୟ ଭାଷାପରିଵାରର ଶବ୍ଦ ନା ଏକ ଆଷ୍ଟ୍ରୋଏସୀୟ ଶବ୍ଦ ? ଖଡି଼ଆ, ମୁଣ୍ଡା ଓ ହୋ ଆଦି ଜନଜାତୀୟ ଭାଷାରେ ଗଛକୁ ଦାରୁ କୁହାଯାଏ ବୋଲି କିଛି ଲୋକ ଭାଵନ୍ତି ଏହି ଦାରୁ ଶବ୍ଦଟି ଜନଜାତୀୟ ମୂଳର ଶବ୍ଦ ହୋଇଥିଵ । ତେବେ ଋକଵେଦ ଓ ମହାଭାରତ ଇତ୍ଯାଦି…

ବୋଇତ

ଲେଖା: ଶିଶିର ସାହୁ ମନୋଜ ପ୍ରାଚୀନ କାଳରୁ ଓଡ଼ିଆରେ ପ୍ରଚଳିତ ହିଁ ନୁହେଁ ଵରଂ ଅତି ପ୍ରଚଳିତ ହୋଇ ଆସିଛି ବୋଇତ ଶବ୍ଦ । ଭାରତର ଅନ୍ୟ କୌଣସି ପ୍ରାଦେଶିକ ଭାଷାରେ ଏହି ଶବ୍ଦ ନାହିଁ ।  ୧. ହିନ୍ଦୀରେ – ନୈହର, ନୟା, କସ୍ତୀ, କିସ୍ତୀ ଶବ୍ଦ ରହିଛି ୨. ବଙ୍ଗଳାରେ ତୋରୀ, ଡୋଙ୍ଗା,…

ରାଜା ଆର୍ତ୍ତତ୍ରାଣ ଦେବ

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶା ଇତିହାସର ଯୁଗାନ୍ତକାରୀ ବ୍ୟକ୍ତିତ୍ଵ ଖଡ଼ିଆଳ ରାଜା ଆର୍ତ୍ତତ୍ରାଣ ଦେବ । ଲୋକେ କୁହନ୍ତି ଗଡ଼ଜାତ ରାଜାମାନେ ଥିଲେ ନିର୍ଦ୍ଦୟ, କରୁଥିଲେ ଅକଥନୀୟ ଅତ୍ୟାଚାର, ତେବେ ଏକଥା କଣ ଠିକ୍ ?? ଇତିହାସର ପୃଷ୍ଠା ଖୋଲିଲେ ଜଣାପଡ଼େ କେବଳ ଦିଲ୍ଲୀ, ଜୟପୁରର ରାଜ୍ୟ ତଥା ରାଜାମାନେ ନଥିଲେ ସମୃଦ୍ଧ, ସାହିତ୍ୟିକ, କଳାପ୍ରେମୀ…

ତୁଳସୀ ଅପା

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶାର ଆରାଧ୍ୟ ଦେବତା ଜଗନ୍ନାଥଙ୍କ ଅତିପ୍ରିୟ ତୁଳସୀ । ଆଜିର ଦିନରେ କେନ୍ଦୁଝର ଜିଲ୍ଲା ବଡ଼ବିଲ ନିକଟସ୍ଥ ବଣଜଙ୍ଗଲ ଘେରା ଏକ ଆଦିବାସୀ ଅଧ୍ୟୁଷିତ ଗ୍ରାମ କାଇଁଶିରେ ଭାରତ ସ୍ବାଧୀନ ହେବାର ଗୋଟିଏ ମାସ ପୁର୍ବରୁ ଜନ୍ମ ଗ୍ରହଣ କରିଥିଲେ ସେହି ତୁଳସୀ, ଯାହାଙ୍କୁ ସମସ୍ତେ ଜାଣନ୍ତି ପଦ୍ମଶ୍ରୀ ତୁଳସୀ ମୁଣ୍ଡା…

ଭାଷାସଂଗ୍ରାମୀ ଧରଣୀଧର ମିଶ୍ର

  ଲେଖା: ଶିବାଶିଷ ମହାପାତ୍ର “କଷ୍ଟ କଲେ କୃଷ୍ଣ ମିଳେ ଏ ସାର ବଚନ, ମନେ ରଖିଥିବ ସଦା ଆହେ ଶିଶୁ ଗଣ ।” ୧୮୬୮ ମସିହାର ସମ୍ବଲପୁର କଥା । ସେତେବେଳର ଏହି ଅଞ୍ଚଳରୁ ବାହାରିଥିଲେ ଗୋଟିଏ ବାଳକ ମନରେ ଅଦମ୍ୟ ଅଭିଳାଷ ଏବଂ ମ୍ୟାଟ୍ରିକ ପରୀକ୍ଷା ପାସ କରିବାର ଆଶା ନେଇ ।…

ଘୁମୁରା

ଲେଖା: ଦେଵ ତ୍ରିପାଠୀ ଆମ ଓଡ଼ିଶାର ଯେଉଁ ଅଞ୍ଚଳଟି ବିଗତ କେଇ ଦଶନ୍ଧି ଧରି, କ୍ଷୁଧା ଓ ଦାରିଦ୍ର୍ୟର ତାଡ଼ନାରେ ମା’ଟିଏ କୋଳର ଶିଶୁକୁ ବିକିବା ଓ ନାରୀଟିଏ ଦେହ ବିକିବାକୁ ନେଇ ସମଗ୍ରବିଶ୍ଵରେ ବଦନାମୀ ବ୍ରାଣ୍ଡ ‘କେବିକେ’ର ଅଂଶଭାବେ ପରିଚିତ, ସେ ଅଞ୍ଚଳର ନାମ କଳାହାଣ୍ଡି । ଅପରପକ୍ଷରେ, କଳାର ଦେଶ ଉତ୍କଳର ବୈଚିତ୍ର୍ୟମୟ,…

ଗୋଲୋକ ବିହାରୀ ଧଳ

ଲେଖା: ନିରଞ୍ଜନ ସାହୁ “ମନୁଷ୍ୟ ସିନା ଜିଭରେ କଥା କୁହେ, କିନ୍ତୁ ଆଖିରେ କ’ଣ କଥା କହେ ? ଆଶା ଓ ଭାଷା ଉଭୟ ବି ଆଖିରେ ପ୍ରକାଶ କରେ । ପୁଣି ଖାଲି ଆଶା ନୁହେଁ, ଗୋପନ ଆଶା ବି । ସମସ୍ତେ ଜାଣନ୍ତି ଆଶାକୁ ପ୍ରକାଶ କରିବା ପାଇଁ ଭାଷା ତିଆରି ।…

କନିକା କୋଠି

ଲେଖା: ଦେଵ ତ୍ରିପାଠୀ ୧୯୦୩ ମସିହା । ମାନ୍ଦ୍ରାଜରେ କଂଗ୍ରେସ ଅଧିବେଶନରେ ଓଡ଼ିଆ ପ୍ରତିନିଧି ତଥା ସ୍ବାଭିମାନୀ ଓଡ଼ିଆ ମଧୁବାବୁ ଯୋଗଦେଇ ବିଭିନ୍ନ ପ୍ରଦେଶରେ ଥିବା ଓଡ଼ିଆମାନଙ୍କୁ ଏକ ଶାସନାଧୀନ କରାଇବାର ପ୍ରସ୍ତାବ ରଖିଥିଲେ । ତେଲୁଗୁ ପ୍ରତିନିଧିଗଣ ଏକଜୁଟ ହୋଇ ଗଞ୍ଜାମ ଜିଲ୍ଲା ଓ ମାନ୍ଦ୍ରାଜ ପ୍ରଦେଶର କୌଣସି ଅଂଶ ଓଡ଼ିଶା ସହ ମିଶିବ…