ଆଦିକବି ସାରଳା ଦାସ
ମାଟି ସହିତ ମାଟି ହୋଇ ଜୀଉଁଥିବା ଶ୍ରୀଅକ୍ଷର ବିବର୍ଜିତ ସେଇ ଯୁବକଟି ଦିନେ ଓଡ଼ିଆ ଭାଷା ସାହିତ୍ୟର ସ୍ବର୍ଣ୍ଣମୟ ସୌଭାଗ୍ୟକୁ ଡାକିଆଣିଲା; ଆଉ ସମଗ୍ର ଓଡ଼ିଆଜାତିର ପ୍ରତିନିଧିରୂପେ ଜଣେ ସେଇ ଜ୍ଞାନୀ, ସନ୍ଥ, ତତ୍ତ୍ଵଦର୍ଶୀ ଯୁବକବିର ସୃଜନୀ ପ୍ରତିଭା ହେଲା ଅନୁପ୍ରାଣିତ . .
ମାଟି ସହିତ ମାଟି ହୋଇ ଜୀଉଁଥିବା ଶ୍ରୀଅକ୍ଷର ବିବର୍ଜିତ ସେଇ ଯୁବକଟି ଦିନେ ଓଡ଼ିଆ ଭାଷା ସାହିତ୍ୟର ସ୍ବର୍ଣ୍ଣମୟ ସୌଭାଗ୍ୟକୁ ଡାକିଆଣିଲା; ଆଉ ସମଗ୍ର ଓଡ଼ିଆଜାତିର ପ୍ରତିନିଧିରୂପେ ଜଣେ ସେଇ ଜ୍ଞାନୀ, ସନ୍ଥ, ତତ୍ତ୍ଵଦର୍ଶୀ ଯୁବକବିର ସୃଜନୀ ପ୍ରତିଭା ହେଲା ଅନୁପ୍ରାଣିତ . .
ବିଶ୍ୱଭ୍ରାତୃପ୍ରେମର ଜୁଆର ତୋଳୁଥିବା ସେଇ ମହାନ କବିଙ୍କ କବିତାରେ ଛନ୍ଦର ଲାଳିତ୍ୟ, ମଧୁର ପଙ୍କ୍ତି, ପ୍ରକୃତିର ନୈସର୍ଗିକ ଶୋଭାବର୍ଣ୍ଣନା ଓ ଧ୍ୱନିରେ ସଙ୍ଗୀତର ସୁର ତାଙ୍କୁ ସ୍ୱଭାବକବିର ମାନ୍ୟତା ପ୍ରଦାନ କରିଆସିଛି I କେତେବେଳେ ସେ ଲେଖିଛନ୍ତି ପ୍ରଣୟର ବଲ୍ଲରୀ, ପୁଣି କେବେ ସରଳ ଗ୍ରାମ୍ୟ ଚିତ୍ରର ଲୋଟଣି ତାଙ୍କ କବିତାର କଲ୍ଲୋଳ I କେବେ ରାଧାନାଥ ଯୁଗୀୟ ପ୍ରକୃତି ବର୍ଣ୍ଣନା ତ କେବେ ପୁଣି ଭଗବତ ଭାବନାର ସମନ୍ୱୟ, କେବେ ପୁଣି ପୁରାତନ ଯୁଗୀୟ ଛନ୍ଦରେ ଛନ୍ଦମୟ, କେବେ ବିଶ୍ୱଭ୍ରାତୃପ୍ରେମର ଧାରା ତାଙ୍କ କବିତାର ଆଦର୍ଶ . .
ଲେଖା: ନିରଞ୍ଜନ ସାହୁ “ବାଧିଲା ଜାଣି କ୍ଷମା କର ନୋହିଲେ ରମାରମଣ ଦଣ୍ଡେ ଦିଅ ଟାଳି। ତୁମ୍ଭକୁ ଜଗନ୍ନାଥ ଆଜ ମୋ ମନୋରଥ ଭରତି କରି ଦେବି
ଲେଖା: ଦେଵ ତ୍ରିପାଠୀ ଦିନ ପରେ ଦିନ, ମାସ ପରେ ମାସ, ଋତୁ ପରେ ଋତୁ, ବର୍ଷ ପରେ ବର୍ଷ ଯାଉଛି, କିନ୍ତୁ ଉତ୍କଳ ଜନନୀଙ୍କ ଦୁଃଖରେ
ଲେଖା: ଦେଵ ତ୍ରିପାଠୀ “ଛି ଛି ମଦ ପିଇବି ନାହିଁ ଲୋ କଳାପାଣି ପରି ଦିଶେ, ସେଇ କଳାପାଣି ପେଟରେ ପଡ଼ିଲେ ଚଉଦ ଭୂବନ ଦିଶେ” ଏପରି
ଲେଖା: ଦେଵ ତ୍ରିପାଠୀ “ଭଲ କରି ନାଆ ବୁହାରେ ନାଉରୀ ଝିଅକୁ ମାଡ଼ୁଛି ଡ଼ର, ଏତେ କାଳେ ଜାଇ ନାଆରେ ବସୁଛି ଯିବ ବୋଲି ଶାଶୁଘର II”
ଲେଖା: ଦେଵ ତ୍ରିପାଠୀ ଏକବିଂଶ ଶତାବ୍ଦୀରେ “ଆମେ ଓଡ଼ିଆ, ଆମ ଭାଷା ଓଡ଼ିଆ ଏବଂ ଆମ ରାଜ୍ୟ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ” ବୋଲି ଆମେ ଆଜି କେଡେ
ଆନନ୍ଦ ଦାଶ ଓ ହାରାଦେବୀଙ୍କ କୋଳମଣ୍ଡନ କଲା ପୁତ୍ରସନ୍ତାନଟିଏ। ସାତଟି କନ୍ୟା ସନ୍ତାନର ଜନକଜନନୀ ବାଲିଆର ନୀଳକଣ୍ଠେଶ୍ଵର ମହାଦେବଙ୍କ ପାଖରେ ଅଧିଆ ପଡି ସନ୍ତାନଟିଏ ପାଇଥିବାରୁ ପୁଅର ନାଁ ସରାଗରେ ଦେଲେ ନୀଳକଣ୍ଠ । କିନ୍ତୁ ଦାଶ ଦମ୍ପତି କି ଜାଣିଥିଲେ ସେ ପିଲା ଦିନେ ନିଜ ନାମକୁ ସାର୍ଥକ କରି ‘ନୀଳକଣ୍ଠ’ ବନିଯିବ — ସମାଜର କଳୁଷପଙ୍କର ବିଷକୁ ପିଇ ପିଇ ! ସମାଜର ତାଡନା ସହି ସହି . .
ହେ ପ୍ରଭୁ, ଭବିଷ୍ୟତରେ ମୋତେ ଆଉ ପୁଅ ଦିଅନା, ନହେଲେ ସଂସାର ବନ୍ଧନରେ ମୁଁ ଦୁନିଆଁ ଭୁଲିଯିବି . . !
ଉପେନ୍ଦ୍ର ଭଞ୍ଜଙ୍କ ସବୁ କ୍ଲିଷ୍ଟତା ଓ ଦୁର୍ବୋଧ୍ୟତା ସତ୍ତ୍ୱେ, ତାହାର ଅନ୍ତର୍ନିହିତ ସାଙ୍ଗୀତିକତା ଓଡ଼ିଆଙ୍କ ହୃଦୟରେ ଓ ଓଡ଼ିଶାର ପୁରପଲ୍ଲୀରେ ଜନସାଧାରଣଙ୍କୁ ଆଦୃତ କରି ରଖିଅଛି। ତାଙ୍କର ପ୍ରଭାବ ଦୀର୍ଘ ଦୁଇ ଶତାବ୍ଦୀ ଧରି କ୍ଲାନ୍ତହୀନ ଭାବେ ଆଗକୁ ଆଗକୁ ଚାଲିଛି। ସେଇଥିପାଇଁ ସେ ଯଶଦେହୀ, କବିସମ୍ରାଟ . .