Physical Address
Sai Samarpanam, Satya Vihar, Bhubaneswar

ଲେଖା: ତେଜସ୍ୱ ତ୍ରିପାଠୀ ~ ଦେଶୋ ନାସ୍ତି ମହୀତଳେ ~ ତୁଙ୍ଗ-ଶିଖରୀ, କୁଞ୍ଜ-କାନନ, ପୁଣ୍ୟ-ଜଳଧିର ତ୍ରିବେଣୀ ସଂଗମ ଆମ ଉତ୍କଳ l ପୂତ ପୟୋନିଧିର ପବିତ୍ରଜଳ ସ୍ପର୍ଶରେ ପ୍ରତି ଧୂଳି କଣା ଏହାର ପତିତପାବନୀ l ଏ ସେହି ଭୂମି ଯେଉଁଠାରେ ପାଦ ପକେଇ ଶିବଙ୍କ ବ୍ରହ୍ମହତ୍ୟା ପାପମୋଚନ ହୋଇଛି ଆଉ ଚଣ୍ଡା ଶୋକ ଧର୍ମାଶୋକ…

ସୌରଭିତ ସୃଷ୍ଟି: କବିକୁଳକଞ୍ଜ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ~ ବୈଦେହୀଶ ବିଳାସ ~ ମହାକାବ୍ୟ “ବୈଦେହୀଶ ବିଳାସ” ମହାକବି କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କର ସର୍ବଶ୍ରେଷ୍ଠ ଅବଦାନ। ଭାବର ଗାମ୍ଭୀର୍ଯ୍ୟରେ, ଭାଷାର ମାଧୁର୍ଯ୍ୟରେ, ଛନ୍ଦର ଲାଳିତ୍ୟରେ, ଅପରୂପ ଶବ୍ଦବିନ୍ୟାସ ଓ ଆଳଙ୍କାରିକ ଶୈଳୀରେ ଏହା ପ୍ରାଚୀନ ଉତ୍କଳ ସାହିତ୍ୟର ଏକ ଅମୂଲ୍ୟ ରତ୍ନ। କେବଳ ଉତ୍କଳ ସାହିତ୍ୟ…

ଲେଖା: ସୁଦର୍ଶନ ଆଚାର୍ଯ୍ୟ ~ ଗୋପାଳଚନ୍ଦ୍ର ପ୍ରହରାଜ ବ୍ୟକ୍ତି ଓ ବ୍ୟକ୍ତିତ୍ଵ ~ ପାରଳାଖେମୁଣ୍ଡିର ଅଦ୍ଭୁତକର୍ମା ପଣ୍ଡିତ ଗୋପୀନାଥ ନନ୍ଦଶର୍ମାଙ୍କ ରଚନାବଳୀ ସଂଗ୍ରହ ଅବସରରେ ଦିନେ କୌତୂହଳବଶତଃ କଟକ ଫେରିବା ରାସ୍ତାରେ ବାଣପୁରର ସ୍ୱନାମଧନ୍ୟ ସ୍ୱର୍ଗତ ଡାକ୍ତର ରାଧାଚରଣ ପଣ୍ଡାଙ୍କ ଘରେ ଯାଇ ପହଞ୍ଚିଲି । ସେ ଥିଲେ ପଣ୍ଡିତ ନନ୍ଦଶର୍ମାଙ୍କ ପ୍ରିୟ ଛାତ୍ର ।…

ଲେଖା: ନିରଞ୍ଜନ ସାହୁ ~ ଭଞ୍ଜ ପରିକ୍ରମା: ବହୁ ମତ, ସହସ୍ର ସମ୍ମତ, ସାମାନ୍ୟ ବିଦ୍ୱେଷ ~ “ପୁରା କବିନାଂ ଗଣନା ପ୍ରସଙ୍ଗେ, କନିଷ୍ଠିକାଧିଷ୍ଠିତ କାଳିଦାସଃ, ଅଦ୍ୟପି ତତ୍ତୁଲ୍ୟ କବେର ଭାବାତ୍, ଅନାମିକା ସାର୍ଥବତୀ ବଭୁବ ।” କୌଣସି କାବ୍ୟମର୍ମଜ୍ଞ ସମାଲୋଚକ ସଂସ୍କୃତ କବିମାନଙ୍କର ମୂଲ୍ୟାଙ୍କନ ପ୍ରସଙ୍ଗରେ ଆଲୋଚନା କରିବାକୁ ଯାଇ କାଳିଦାସଙ୍କୁ ଶ୍ରେଷ୍ଠ କବି…

ଲେଖା: ନିରଞ୍ଜନ ସାହୁ ଓଡ଼ିଆ, ଭାରତୀୟ ତଥା ଆନ୍ତର୍ଜାତୀୟ ସାହିତ୍ୟ କ୍ଷେତ୍ରରେ ସୁପରିଚିତ ସମ୍ଭ୍ରାନ୍ତଶିଳ୍ପୀ ଶ୍ରୀ ମନୋଜ ଦାସ । ମହୋଦୟେଷୁ, ଆଧୁନିକ ଓଡ଼ିଆ, ଭାରତୀୟ ତଥା ଆନ୍ତର୍ଜାତୀକ ସ୍ତରରେ ଆପଣ ଏକ ସୁପରିଚିତ ତଥା ସମ୍ଭ୍ରାନ୍ତ ଶିଳ୍ପୀ। ଯୋଗଜନ୍ମା କଥାଶିଳ୍ପୀ ଫକୀରମୋହନଙ୍କର ଉତ୍ତରଣ ପର୍ବର ଜଣେ ସାର୍ଥକ ଉତ୍ତର ପୁରୁଷ। ମହାନ ଭାରତୀୟ ପରମ୍ପରା, ପୁରୋଦୃଷ୍ଟି…

ଲେଖା: ଦେଵ ତ୍ରିପାଠୀ ~ କବିସମ୍ରାଟ ପଦବୀ ~ ଦୀର୍ଘଦିନ ଧରି ଓଡ଼ିଶାର ସାହିତ୍ୟିକ ଓ ସାଂସ୍କୃତିକ ଜଳବାୟୁରେ ରାଜକବି ଉପେନ୍ଦ୍ରଭଞ୍ଜଙ୍କୁ #କବିସମ୍ରାଟ ଓ #ସଙ୍ଗୀତସମ୍ରାଟ ରୂପେ ପ୍ରମାଣିତ କରା ହୋଇଆସୁଛି ! ତେବେ କବି କ’ଣ ତାଙ୍କର ଜୀବଦ୍ଦଶାରେ ଉକ୍ତ ପଦବୀ ଗଜପତି ରାଜଦରବାରରୁ ଲାଭ କରିଥିଲେ ? କିଏ ଦେଇଥିଲେ ଏଇ କବିସମ୍ରାଟ ଉପାଧି…

ସୌରଭିତ ସୃଷ୍ଟି: କଵିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ~ ତିଗିରିଆ ଗଡ଼ (କୁମ୍ଭାରଚକ) ~ ବାଙ୍କୀରେ ପଢ଼ୁଥିବାବେଳେ ମହାନଦୀ ପାରହୋଇ ଛୁଟିମାନଙ୍କରେ ମୁଁ ବଡ଼ାମ୍ବା ଓ ତିଗିରିଆକୁ ଯାଏଁ । ତିଗିରିଆରେ ବାପାଙ୍କ ମାମୁଁଘର । ବାପାଙ୍କ ମାମୁଁପୁଅ ଭାଇ ରାମକୃଷ୍ଣ ପଟ୍ଟନାୟକେ ଥାଆନ୍ତି #ଦିଆନ । ଚମ୍ପକ ଦ୍ବାଦଶୀ ଯାତ୍ରାଟା ତିଗିରିଆର ପ୍ରଧାନ ଉତ୍ସଵ ।…

ଲେଖା: ଦେଵ ତ୍ରିପାଠୀ “ସହସ୍ର ବହିତ୍ର ପୁଣି ଶୁକ୍ଳ କରି ବାରିଧି ଉରସେ ଚଳିଲା, ଦୋହଲି ମନ୍ଦେ ପବମାନ ମଧୁର ପରଶେ ! ଦମ୍ଭଭରେ, ସିନ୍ଧୁପାରେ ଖୋଜିବାକୁ ଅଜ୍ଞାତ ବିଦେଶ, ଦେବାକୁ ଜଗତଜନେ ଜଗତର ଅଜ୍ଞାତ ସନ୍ଦେଶ ସ୍ଥାପିବାକୁ ତୋହରି ମା’ ଯୁଗ-ଯୁଗ ବ୍ୟାପିନୀ କିରତି ଅୟି ଭାଗ୍ୟବତୀ !” (ଡ. ମାୟାଧର ମାନସିଂହ) ଦିନ…

ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ…

ଲେଖା: ନିରଞ୍ଜନ ସାହୁ ଗତାନୁଗତିକ ପ୍ରବନ୍ଧ ଲେଖାରେ ଗୋଟିଏ ବ୍ୟତିକ୍ରମର ଉଦ୍ଦ୍ରେକ ହେଲା ଉତ୍କଳ ସାହିତ୍ୟ ପତ୍ରିକାରେ ୧୯୦୪ ମସିହାର ପ୍ରଥମ ସଂଖ୍ୟାରେ । ପ୍ରାବନ୍ଧିକଙ୍କର ହେତୁବାଦୀ ଚିତ୍ତ ଧର୍ମର ଆବରଣ ଭେଦ କରି ନାସ୍ତିକତାରେ ଉପନୀତ ହୋଇଥିଲା ଗୋଟିଏ ପ୍ରବନ୍ଧ । ସାରା ପାଠକ ମହଲରେ ତଡ଼ିତ୍ ବେଗରେ ପ୍ରସାରିତ ହୋଇଗଲା ପ୍ରବନ୍ଧର ବିଷୟବସ୍ତୁ…