Physical Address
Sai Samarpanam, Satya Vihar, Bhubaneswar

ଲେଖା: କୁଳମଣି ଷଡ଼ଙ୍ଗୀ ~ ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ~ ମାତ୍ର ଯଶୋଦେହେ ତୁମ୍ଭେ ଆୟୁଷ୍ମାନ ! ସାମନ୍ତ ଚନ୍ଦ୍ରଶେଖରଙ୍କ ମହାଯାତ୍ରାର କିଛି ମହାର୍ଘ ମୁହୂର୍ତ୍ତ ! ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର (ପଠାଣି ସାମନ୍ତ) ଉନବିଂଶ ଶତାବ୍ଦୀର ଜଣେ ଶ୍ରେଷ୍ଠ ଜ୍ୟୋତିର୍ବିଜ୍ଞାନୀ ଥିଲେ। ତତ୍କାଳୀନ ଗଡଜାତ ଖଣ୍ଡପଡାର ରାଜବଂଶରେ 1835 ମସିହା…

ଲେଖା: ଅମ୍ବିକା ପଟ୍ଟନାୟକ ~ ହାସ୍ୟସ୍ରଷ୍ଟା ନୀଳକଣ୍ଠ “ଫତୁରାନନ୍ଦ” ~ ଅନେକ ଦିନ ତଳେ ଭୁବନେଶ୍ୱରରେ ଜଣେ ଭଦ୍ରବ୍ୟକ୍ତି ପଚାରିଲେ “ଏ ରିକ୍ସା, ସଚିବାଳୟ ଯିବୁ କି?” “ମୁଁ ରାସ୍ତା ଜାଣିନି ବାବୁ l” “ଆରେ ସେକ୍ରେଟାରୀଏଟ କୋଉଠି ଜାଣିନୁ?” “ଗଲା ଆଉ, ସେଇକଥା କହୁନା ବାବୁ, ତମେ ଇଂଲିଶ କହିଲେ ମୁଁ ବୁଝିବି କିପରି? “…

ଲେଖା: ନିରଞ୍ଜନ ସାହୁ ~ ସତ୍ୟନାରାୟଣ ପାଲା ~ ଓଡ଼ିଶାର ପାଲା ବହୁ ପ୍ରାଚୀନ । ପରବର୍ତ୍ତୀ ସମୟରେ ସତ୍ୟପୀର ପାଲା ଓଡ଼ିଶାରେ ପ୍ରବେଶ କରିଥିବା ସହଜେ ଅନୁମେୟ । କିନ୍ତୁ ସତ୍ୟନାରାୟଣ ପାଲା , ଯାହା ଓଡ଼ିଶାର ଆତ୍ମା, ତାହାର ଉଦ୍ଭବ ଗଂଗବଂଶ ରାଜୁତି ସମୟର । ଗବେଷକ ନୀଳମଣି ମିଶ୍ରଙ୍କ ଏହି ଉକ୍ତିକୁ…

ଲେଖା: ଅମ୍ବିକା ପଟ୍ଟନାୟକ ~ ଗୋପାଳ ଚନ୍ଦ୍ର ପ୍ରହରାଜ ~ ୧. ନେତାମାନେ ଓଡିଶା ମାତାକୁ କେତେବେଳେ ପାଟପତନୀ, କେତେବେଳେ ପିଚାପାଡ଼ିଆ ଶାଢ଼ୀ, କେତେ ବେଳେ କେଳୁଣୀ କଛା, କେତେବେଳେ ଗାଉନ, କେତେ ବେଳେ ବାହୁ ଖଡ଼ୁ, କେତେବେଳେ ବ୍ରାସଲେଟ ଏବଂ କେତେ ବେଳେ ଯାହା ମନ ତାହା ପିନ୍ଧେଇ ମଞ୍ଚ ଉପରେ ତାମସା କରନ୍ତି…

ଲେଖା: ଅମ୍ବିକା ପଟ୍ଟନାୟକ ~ ଉତ୍କଳେ ପ୍ରଣିପତ୍ୟ ସନ୍ଥ ଅଭିରାମ ପରମହଂସ ~ ପାଞ୍ଚ ମନଟି ଯାକୁ କହି l ପଞ୍ଚମ ଜର୍ଜ ସେ ଅଟଇ l ଗୋରା ପଲଟନଟି ଯେହି l ପଚିଶ ପ୍ରକୃତି ଅଟଇ l ଏହିଟି ବିଦେଶୀ ଅଟନ୍ତି l ସ୍ୱରାଜ୍ୟ ଉଜାଡିଣ ଦ୍ୟନ୍ତି l ଯେହୁ ଅଟେ ମହତ ଆତ୍ମା…

ଲେଖା: ଦେଵ ତ୍ରିପାଠୀ ~ କବିସମ୍ରାଟ ପଦବୀ ~ ଦୀର୍ଘଦିନ ଧରି ଓଡ଼ିଶାର ସାହିତ୍ୟିକ ଓ ସାଂସ୍କୃତିକ ଜଳବାୟୁରେ ରାଜକବି ଉପେନ୍ଦ୍ରଭଞ୍ଜଙ୍କୁ #କବିସମ୍ରାଟ ଓ #ସଙ୍ଗୀତସମ୍ରାଟ ରୂପେ ପ୍ରମାଣିତ କରା ହୋଇଆସୁଛି ! ତେବେ କବି କ’ଣ ତାଙ୍କର ଜୀବଦ୍ଦଶାରେ ଉକ୍ତ ପଦବୀ ଗଜପତି ରାଜଦରବାରରୁ ଲାଭ କରିଥିଲେ ? କିଏ ଦେଇଥିଲେ ଏଇ କବିସମ୍ରାଟ ଉପାଧି…

ଲେଖା: ନିରଞ୍ଜନ ସାହୁ ~ ଐତିହାସିକ ପଣ୍ଡିତ କୃପାସିନ୍ଧୁ ମିଶ୍ର ~ ଇତିହାସ ଏକ ନିରବଚ୍ଛିନ୍ନ ଘଟଣା ପ୍ରବାହର ବର୍ଣ୍ଣନା । ଜାତି ପରେ ଜାତି, ବଂଶ ପରେ ବଂଶ ଓ ବ୍ୟକ୍ତି ପରେ ବ୍ୟକ୍ତିର କ୍ରମନ୍ଵୟତା ଓ ଘଟଣାର ଆବୃତ୍ତି, ପୁନରାବୃତ୍ତି ମଧ୍ୟରେ ସତ୍ୟ ଓ ପ୍ରାମାଣିକତା ହିଁ ଇତିହାସ । ଯୁଗ କ୍ରମରେ,…

ଲେଖା: ଶ୍ରୀକାନ୍ତ ସିଂହ ~ ମସ୍ତରାମ ମଠ ~ ବିପୁଳ ଓ ବ୍ୟାପକ ସନାତନ ଧର୍ମ କେଉଁ ଆବାହମାନ କାଳରୁ ଆର୍ଯ୍ୟଭୂମି ଭାରତରେ ଅନୁସୃତ ହୋଇଆସୁଛି । ଏହି ଧର୍ମଧାରାକୁ ଅକ୍ଷୁର୍ଣ୍ଣ ଓ ଅବ୍ୟାହତ ରଖିବା ପାଇଁ ଆମର ମଠଗୁଡ଼ିକ ସର୍ବଦା ତତ୍ପର। ସନାତନ ଧର୍ମର ଭିନ୍ନ ଭିନ୍ନ ସିଦ୍ଧାନ୍ତ, ଓ ସମ୍ପ୍ରଦାୟ ତତ୍ଜାତୀୟ ମଠଗୁଡ଼ିକରେ…

ଲେଖା: ଅମ୍ବିକା ପଟ୍ଟନାୟକ ~ ସାହିତ୍ୟିକ ଚନ୍ଦ୍ରଶେଖର ରଥ ~ “ନୀଳକଣ୍ଠ ତ୍ରିପାଠୀ ୟାପ ପଣ୍ଡିତ ! ମାତ୍ର କି ପଣ୍ଡିତ ସେ ? ସେଇଟା କଣ ଜାଣେ ?… କାହାକୁ ଭଲା ଜଣା ଅଛି?.. ଏ ପରା ଚକ୍ରକୂଟ ମାୟା l ପଣ୍ଡିତ ଅପଣ୍ଡିତ ସମସ୍ତେ ଅଠାକାଠି ର ଶୁଆ l ଅଳ୍ପ ବହୁତ ସମସ୍ତେ…

ଗବେଷଣା ଓ ଉପସ୍ଥାପନା: ଡ. ସୁରେନ୍ଦ୍ର କୁମାର ମହାରଣା ~ ଆମ ଲୋକସାହିତ୍ୟ ~ (ଭାଗ ୨) ଆମେ ଜାଣୁ ଆମ ଲୋକସାହିତ୍ୟ ଅବା ଲୋକଗୀତର ରଚୟିତା ଜଣେ ନୁହେଁ, ଅଗଣିତ । ପୁଣି ଏହା କୌଣସି ଏକ ନିର୍ଦ୍ଦିଷ୍ଟ ଦଳ ବା ସମ୍ପ୍ରଦାୟର ନୁହେଁ । ଏହା ଅନେକ ଗ୍ରାମ୍ୟ ଅଶିକ୍ଷିତ ଜନତାଙ୍କ ବିଚକ୍ଷଣ…