Search Results for ଓଡ଼ିଆ ଭାଗବତ

ପ୍ୟାରୀମୋହନ ଆଚାର୍ଯ୍ୟ

ଲେଖା: ଅମ୍ବିକା ପଟ୍ଟନାୟକ ~ ପ୍ୟାରୀମୋହନ ଆଚାର୍ଯ୍ୟ ~ “ରଥେ, ଯେଉଁ କାର୍ଯ୍ୟରେ ପ୍ରବୃତ୍ତ ହୋଇଅଛ, ସେଥିରେ ସାବଧାନ ପୂର୍ବକ କାର୍ଯ୍ୟ କରିବ l ସାକ୍ଷୀମାନେ ଯେମନ୍ତ ଯଥାର୍ଥ ବର୍ଣ୍ଣନା କରନ୍ତି, ସେଥିପ୍ରତି ଚେଷ୍ଟାର ତ୍ରୁଟି କରିବ ନାହିଁ l ସାକ୍ଷୀମାନେ ସତ କହିବେ କି ନାହିଁ ବଡ଼ ସନ୍ଦେହର ବିଷୟ l କମିଶନର ସାହେବଯେ…

ହେରାପଞ୍ଚମୀ

ଲେଖା: ସତ୍ୟଜିତ ପଣ୍ଡା ~ ହେରାପଞ୍ଚମୀ ~ ହେରାପଞ୍ଚମୀ, ହେରା ଅର୍ଥ ଦେଖିବା, ମାଆ ହେରାପଞ୍ଚମୀ ତିଥିରେ ପ୍ରଭୁଙ୍କୁ ଟିକେ ଦେଖିବେ। ଓଡ଼ିଆ ଘରର ପରମ୍ପରା, ସଂସ୍କୃତି। ସ୍ଵାମୀ ଦୁଃଖଦେଲେ ସ୍ତ୍ରୀ ଟିକେ ରାଗିଯାଇ ରାଗ ସୁଜେଇବା ପାଇଁ କଳି କରେ। ଓଡ଼ିଆ ଘରର କଥା ଏଇ ହେରାପଞ୍ଚମୀ। ଆରେ . . ! ଏ…

ଗୋପାଳଚନ୍ଦ୍ର ପ୍ରହରାଜ

ଲେଖା: ଦେଵ ତ୍ରିପାଠୀ “ପାଇଲି ଅସଲ ଚିଜ ହେଉ ତାହା ଛଡ଼ା, ନିରୋଳ ଓଡ଼ିଆ କଥା ଥିଲା ମୋର ଲୋଡା, ପଢିଲି ସାହିତ୍ୟ ବସି ପହରେକ ଆଜ, ଠିକ୍ ଠିକ୍ ଗାଇ ଯାଇଛନ୍ତି ପ୍ରହରାଜ . . “ ଯାହାଙ୍କ ପ୍ରଶଂସାରେ ବ୍ୟାସକବି ଫକୀରମୋହନ ଏପରି ଶତମୁଖ ହୋଇପଡ଼ିଥିଲେ, ସେଇ ମହାନ ସ୍ରଷ୍ଟା କିନ୍ତୁ ଆମ…

ରାଜା ସୋମନାଥ ସିଂହ

~ ରାଜା ସୋମନାଥ ସିଂହ ~ ଲେଖା: ଅମୃତେଶ ଖଟୁଆ ସମଗ୍ର ଓଡିଶାରେ ଯେତେବେଳେ ନାନାବିଧ ସ୍ଵାଧୀନତାର ସ୍ଵରୋତ୍ତଳିତ ହୁଏ, ସେତେବେଳେ କଦମ୍ଵବଂଶୀୟ ଅନୁଗୋଳ ଗଡଜାତର ଶେଷ ରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ମହୀୟାନ ଆତ୍ମତିତିକ୍ଷାର କଥା ଉଠେ । “କିଞ୍ଚିତ ଦୟା ନୋହିଲା କମଳ ଲୋଚନ ପ୍ରଭୁ ଥାଉ ଥାଉ ମୋ କର୍ମ ବିଫଳ…

ଅବଳା

ଲେଖା: ନିରଞ୍ଜନ ସାହୁ ଭାରତୀୟ ସ୍ଵାଧୀନତା ସଂଗ୍ରାମକୁ ଆମ ଓଡ଼ିଶାର ବରୀ ଅଞ୍ଚଳର ଅବଦାନ କୌଣସି ଗୁଣରେ କମ୍ ନୁହେଁ । ୧୯୪୨ ମସିହା ଅଗଷ୍ଟ ମାସରେ  ଗାନ୍ଧିଜୀଙ୍କ ଆହୂତ ‘ଭାରତଛାଡ଼’ ଆନ୍ଦୋଳନ ସାରା ଭାରତରେ ମୁଣ୍ଡ ଟେକି ଉଠିଥାଏ । ବିଦେଶୀ ଇଂରେଜଙ୍କୁ ଏ ଦେଶରୁ ହଟାଇବା ସହ ସ୍ଵରାଜ ପ୍ରତିଷ୍ଠା କରିବାର ସ୍ଵପ୍ନକୁ…

ପାଲା

ଲେଖା: ନିରଞ୍ଜନ ସାହୁ ପାଲା ! ଓଡ଼ିଶାର ନିଜସ୍ଵ ଲୋକସଂସ୍କୃତି !        ସଂସ୍କୃତି ଏକ ବେଗଗାମୀ ସ୍ରୋତସ୍ଵିନୀ । ଏହା ଚିର ପ୍ରବହମାନ । ଉନ୍ନତ ଚିନ୍ତା, ମାର୍ଜିତ ରୁଚି, ଶାଳୀନତା ଯୁକ୍ତ ପରମ୍ପରା – ଏ ସବୁକୁ ନେଇ ପ୍ରକାଶିତ ହୁଏ ସଂସ୍କୃତି । ପର୍ବତ କନ୍ଦରରୁ କଳକଳ ନାଦ କରି ବହି ଆସୁଥିବା…

ପହିଲି ରଜ

ସୌରଭିତ ସୃଷ୍ଟି: ଡ. ସଚ୍ଚିଦାନନ୍ଦ ରାଉତରାୟ ବହୁବିଧ ସଂସ୍କୃତି, ପରମ୍ପରା ଓ ପାର୍ବଣର ଅନୁଭବ କେବଳ ଓଡ଼ିଶାରେ ହିଁ ଉପଲବ୍ଧ ହୋଇଥାଏ। ସଂସ୍କୃତି-ପରମ୍ପରାରେ ମଗ୍ନ ଏହି ମାଟିର ଅଧିବାସୀ ମାନେ ବିଭିନ୍ନ ପର୍ବପର୍ବାଣି ପାଳନରେ ଦେଶରେ ଆଗୁଆ । ସେଇଥିପାଇଁ ଏଠି ବାର ମାସରେ ତେର ପର୍ବ ! ରଜପର୍ବ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି…

ରାଜା ଶ୍ୟାମାନନ୍ଦ ଦେ

ଲେଖା: ନିରଞ୍ଜନ ସାହୁ ସମାଜସେବା, ସ୍ବଦେଶପ୍ରୀତି, ବଦାନ୍ୟତାର ପ୍ରତୀକ ଏହି ରାଜନ୍ ଙ୍କୁ ୧୮୮୭ ମସିହା ଫେବୃଆରୀ ମାସ ୧୬ ତାରିଖରେ ବ୍ରିଟିଶ ସରକାର ଅତ୍ୟନ୍ତ ପ୍ରୀତ ହୋଇ ଦେଇଥିଲେ ଏକ ସନନ୍ଦ: ROYAL MEMORIAL BEARING SANAND To Raja Shyamananda Dey of Balasore, Orissa I hereby confer upon you…

ଗଙ୍ଗାଧର ମେହେରଙ୍କ ଆତ୍ମଜୀବନୀ

ସୌରଭିତ ସୃଷ୍ଟି: ଗଙ୍ଗାଧର ମେହେର (ଗଙ୍ଗାଧର ମେହେର ଓଡ଼ିଆ ସାହିତ୍ୟର ଜଣେ ପ୍ରଖ୍ୟାତ କବି । ଭାରତୀୟ ସାହିତ୍ୟରେ ମଧ୍ୟ ସେ ଜଣେ ଯଶସ୍ଵୀ କବି ଭାବେ ପରିଚିତ। ତାଙ୍କର ଜୀବନୀ ସେ ଅତି ସଂକ୍ଷିପ୍ତ ଭାବରେ ରଚନା କରିଛନ୍ତି । ଉତ୍କଳ ଖଣ୍ଡର ସେହି ମହାନ କବି ଗଙ୍ଗାଧର ମେହେରଙ୍କ ଆତ୍ମଜୀବନୀ ଉପସ୍ଥାପନା କରି…

ଚାନ୍ଦିନୀଚୌକ

ଲେଖା: ଦେଵ ତ୍ରିପାଠୀ ଆମ କଟକ ସହରର ବାଲିଗୋଡ଼ି, ମାଟିରେ ଯେପରି ମିଶି ରହିଛି ଇତିହାସର ମହକ, ଆମ ଜନମାନସରେ ସେମିତି ଉଜ୍ଜୀବିତ ରହିଛି ଅସୁମାରୀ ଲୋକକଥା । ସେମିତି କିଛି କଥା ଆମ ଦର୍ପଣୀ ରାଜାଙ୍କୁ ନେଇ ! ଚାନ୍ଦିନୀଚୌକର ପ୍ରାଣବନ୍ତ ଇତିହାସକୁ ନେଇ ! ସଉକିଆ ହେଲେ ମଧ୍ୟ ଦର୍ପଣୀ ରାଜା ଥିଲେ…