ଗୋବିନ୍ଦଚନ୍ଦ୍ର ଶୂରଦେଓ
ଲେଖା: ଦେଵ ତ୍ରିପାଠୀ ଦିନ ପରେ ଦିନ, ମାସ ପରେ ମାସ, ଋତୁ ପରେ ଋତୁ, ବର୍ଷ ପରେ ବର୍ଷ ଯାଉଛି, କିନ୍ତୁ ଉତ୍କଳ ଜନନୀଙ୍କ ଦୁଃଖରେ […]
ଲେଖା: ଦେଵ ତ୍ରିପାଠୀ ଦିନ ପରେ ଦିନ, ମାସ ପରେ ମାସ, ଋତୁ ପରେ ଋତୁ, ବର୍ଷ ପରେ ବର୍ଷ ଯାଉଛି, କିନ୍ତୁ ଉତ୍କଳ ଜନନୀଙ୍କ ଦୁଃଖରେ […]
ଲେଖା: ଦେଵ ତ୍ରିପାଠୀ କାଶୀନାଥ ପୂଜାପଣ୍ଡା । ଓଡ଼ିଶୀ ସଙ୍ଗୀତ କ୍ଷେତ୍ରରେ ଏକ ଶ୍ରଦ୍ଧାଶୀଳ ସ୍ମରଣୀୟ ନାମ । ବାଳୁତ ବୟସରୁ କାଶୀନାଥ ଥିଲେ ସଙ୍ଗୀତମନସ୍କ ।
ସେ ଥିଲେ ସୁରର ସମ୍ରାଟ, ତାଙ୍କ ସୁରରେ ଥିଲା ଅପୂର୍ବ ଶିହରଣ, ଶ୍ରୋତାର ମନରେ ଆଣୁଥିଲା ପୁଲକ, ସେ ଗଢିଥିଲେ ସୁରର କୋଣାର୍କ, ସେ ଥିଲେ ଓଡ଼ିଆ ଶାସ୍ତ୍ରୀୟ ସଙ୍ଗୀତର ମଉଡ଼ମଣି, ସେ ଥିଲେ ସୁରମଣି ପଦ୍ମଶ୍ରୀ ପଣ୍ଡିତ ଡଃ ରଘୁନାଥ ପାଣିଗ୍ରାହୀ . .
ଲେଖା: ଦେଵ ତ୍ରିପାଠୀ “ଛି ଛି ମଦ ପିଇବି ନାହିଁ ଲୋ କଳାପାଣି ପରି ଦିଶେ, ସେଇ କଳାପାଣି ପେଟରେ ପଡ଼ିଲେ ଚଉଦ ଭୂବନ ଦିଶେ” ଏପରି
ବ୍ରାହ୍ମଣ ହୋଇ ଥିବା କାରଣରୁ ପାରମ୍ପରିକ ଯୁଦ୍ଧବିଦ୍ୟା ଶିକ୍ଷା ନ କରି ମଧ୍ୟ ଦେଶମାଟିର ସମ୍ମାନ ଓ ସ୍ବାଭିମାନ ପାଇଁ ସେ ଶାସ୍ତ୍ର ଛାଡି ହାତରେ ଧରିଥିଲେ ଶସ୍ତ୍ର । ପଣ୍ଡିତରୁ ବନିଯାଇଥିଲେ ଯୋଦ୍ଧା, ସଂଗଠକରୁ ସେ ହୋଇଥିଲେ ଅଗ୍ରଣୀ ସେନାନାୟକ . .
ଲେଖା: ଦେଵ ତ୍ରିପାଠୀ ଏକବିଂଶ ଶତାବ୍ଦୀରେ “ଆମେ ଓଡ଼ିଆ, ଆମ ଭାଷା ଓଡ଼ିଆ ଏବଂ ଆମ ରାଜ୍ୟ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ” ବୋଲି ଆମେ ଆଜି କେଡେ
ଆନନ୍ଦ ଦାଶ ଓ ହାରାଦେବୀଙ୍କ କୋଳମଣ୍ଡନ କଲା ପୁତ୍ରସନ୍ତାନଟିଏ। ସାତଟି କନ୍ୟା ସନ୍ତାନର ଜନକଜନନୀ ବାଲିଆର ନୀଳକଣ୍ଠେଶ୍ଵର ମହାଦେବଙ୍କ ପାଖରେ ଅଧିଆ ପଡି ସନ୍ତାନଟିଏ ପାଇଥିବାରୁ ପୁଅର ନାଁ ସରାଗରେ ଦେଲେ ନୀଳକଣ୍ଠ । କିନ୍ତୁ ଦାଶ ଦମ୍ପତି କି ଜାଣିଥିଲେ ସେ ପିଲା ଦିନେ ନିଜ ନାମକୁ ସାର୍ଥକ କରି ‘ନୀଳକଣ୍ଠ’ ବନିଯିବ — ସମାଜର କଳୁଷପଙ୍କର ବିଷକୁ ପିଇ ପିଇ ! ସମାଜର ତାଡନା ସହି ସହି . .
ହେ ପ୍ରଭୁ, ଭବିଷ୍ୟତରେ ମୋତେ ଆଉ ପୁଅ ଦିଅନା, ନହେଲେ ସଂସାର ବନ୍ଧନରେ ମୁଁ ଦୁନିଆଁ ଭୁଲିଯିବି . . !
ଉତ୍ତରପ୍ରଦେଶ ରାଜ୍ୟର ବହୁଳାଂଶ ଓ ବିହାର ପ୍ରଦେଶର କେତେକାଂଶରେ ଅନ୍ୟ ରାଜ୍ୟର ପାନ ତୁଳନାରେ ଲୋକପ୍ରିୟତା ହାସଲ କରିପାରିଥିଲା ଆମ ହିଞ୍ଜିଳିକାଟୁ ତଥା ଆଖପାଖ ଅଞ୍ଚଳର ପାନ ! ବନାରସୀ ପାନ ବୋଲି ଯେଉଁ ନାମ ଡ଼ାକ, ସେଇ ପାନ କହିଲେ ମୁଖ୍ୟତଃ ଗଞ୍ଜାମର ପାନପତ୍ରକୁ ହିଁ ବୁଝାଇଥାଏ, ପାନର ମସଲା ଅବଶ୍ୟ ଭିନ୍ନ . .
କେଉଁଠି ବ୍ୟବସାୟକୁ ନେଇ, ଅବା କେଉଁଠି ପାନରସିକଙ୍କ ପାଇଁ ଅବା କେଉଁଠି ଦିଅଁଙ୍କ ନୀତି ସହ ଯୋଡ଼ି ହୋଇ ପାନର ମହନୀୟତା ପ୍ରସ୍ଫୁଟିତ ହୋଇଥିଲା; କେଉଁଠି ପାନ ବ୍ୟବସାୟୀମାନେ ଯାବତୀୟ Value Addition କରିବା ସହିତ ନିଜ ନିଜର ବଜାର ଅଂଶ ବଢାଇ ପାରିବାର ସୁଯୋଗ ପାଇଥିଲେ, ମାତ୍ର ବ୍ୟାସଭୂମି ବାଲେଶ୍ଵର ଜିଲ୍ଲାର ପାନଚାଷୀ ଲଢିଚାଲିଥିଲେ ସଂଗ୍ରାମ, ନିଜ ପାନବରଜ ସୁରକ୍ଷା ପାଇଁ, ପାନ ଓ ବରଜକୁ ନେଇ ଯେଉଁ ଆବେଗରେ ବାନ୍ଧି ହୋଇଯାଇଥିଲେ, ସେଇ ଆବେଗଟିକକକୁ ଆବୋରି ଧରି କେତେ ସଂଘର୍ଷ କରିନାହାଁନ୍ତି ସେମାନେ . .