Physical Address
Sai Samarpanam, Satya Vihar, Bhubaneswar

~ ବଳଦେବ ଉପାସନା ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଉତ୍କଳ ଭୂମିରେ ବଳଦେବ ଉପାସନାର ପରମ୍ପରା ପ୍ରାଚୀନ l ଶ୍ରୀମନ୍ଦିରରେ ବଳଦେବ ଉପାସନା ସହ ଉତ୍କଳର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଏହି ମହନୀୟ ଉପାସନା ଆଦୃତ l ଓଡ଼ିଶାର ପ୍ରାଚୀନ ବଳଦେବ ବିଗ୍ରହଙ୍କ ମଧ୍ୟରେ କେନ୍ଦ୍ରାପଡ଼ାର ଆରାଧ୍ୟ ଦେବ ଶ୍ରୀ ସିଦ୍ଧ ବଳଦେବଜୀଉ, ଢେଙ୍କାନାଳର ଅଧିଷ୍ଠାତା…

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (ଚତୁର୍ଥ-୨) ~ ଆମ ମାଟିର ଅଗଣିତ ପ୍ରେରଣାପ୍ରଦ ମଣିଷଙ୍କୁ ପୂଜା କରିବାର ଧାରାରେ ଆମେ ଆଗେଇ ଚାଲିଛୁ ! ସେମାନଙ୍କ ଉନ୍ମୁଖ ଚେତନା, ଉତ୍ସର୍ଗୀକୃତ ଆତ୍ମା, ମୌଳିକ ବିଚାର ଓ ପ୍ରେରଣାର ତାଡ଼ନାରେ ଅଭିଭୂତ ଅନ୍ତରଙ୍ଗ କଳିଙ୍ଗ ! ସେଇ ପ୍ରତିଭାଧର ମନୁଷ୍ୟଗଣଙ୍କ ସମ୍ମାନରେ ଅନ୍ତରଙ୍ଗ କଳିଙ୍ଗ ନେଇଛି…

~ ତ୍ରିଲୋଚନେଶ୍ୱର ମହାଦେବ ମନ୍ଦିର ~ ଲେଖା: ତ୍ରିଲୋଚନ ସ୍ୱାଇଁ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ। ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର। ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ କଳାରେ…

~ ଲଙ୍ଗୁଳୀ ମଠ ~ ଲେଖା: ଶ୍ରୀକାନ୍ତ ସିଂହ ଭାରତର ସର୍ବକାଳୀନ ପ୍ରାଚୀନ ସହରମାନଙ୍କ ମଧ୍ୟରୁ ଅନ୍ୟତମ ହେଉଛି ଆମର ଏଇ କଟକ ନଗର । ମହାନଦୀ କୂଳ କଟକର ଏହି ଅଞ୍ଚଳରେ ମାନବ ସଭ୍ୟତାର ଅଭ୍ୟୁଦୟ କେବେ ହୋଇଥିଲା, ଏହି ପ୍ରଶ୍ନର ଯୁକ୍ତିଯୁକ୍ତ ଓ ଯଥାର୍ଥ ଉତ୍ତର କାହାରି ପାଖରେ ନାହିଁ; ଏ ସମ୍ପର୍କରେ…

~ ଶ୍ରୀବତ୍ସ ପଣ୍ଡା ~ ଲେଖା: ଅମୃତେଶ ଖଟୁଆ “ଅଜ୍ଞ ସାଧାରଣ ନିନ୍ଦାକୁ ନ ଡ଼ରି, ପାଆନ୍ତୁ ସଂସ୍କାର କରି ସତ୍ବର, କେହି ମୂଢ଼ମତି କଲେ ହେଁ ଆପତ୍ତି ଅବଶ୍ୟ ସହାୟ ହେବେ ଈଶ୍ୱର।” ସେଦିନ ମହୋଦୟ ଆନ୍ଧ୍ରପ୍ରଦେଶର ସବରେଜିଷ୍ଟ୍ରାର ଥିବାବେଳେ ସେଠି ଜଣେ ଉତ୍କଳୀୟ ବ୍ରାହ୍ମଣ ବାଳବିଧବାର ପୁନର୍ବିବାହ କରାଇଥିଲେ । ଏଥି ସକାଶେ…

~ ଲକ୍ଷେଶ୍ଵର ମନ୍ଦିର ଓ କୁଆଖାଇ ~ ଲେଖା: ଅମୃତେଶ ଖଟୁଆ ନିଃସର୍ଗର ଦେଶ ଉତ୍କଳ । ଅସ୍ମିତାର ଆଗ୍ନେୟ ତେଜପୁଞ୍ଜରେ ଏହାର ଦଗ୍ଧକନକ ସଦୃଶ ପ୍ରାକୃତିକ ନିଚ୍ଛକତା ଓ ସୁଷମାସମୃଦ୍ଧି ସମଗ୍ର ଭାରତବର୍ଷରେ ଅନବଦ୍ୟ ସୌନ୍ଦର୍ଯ୍ୟର ବିଜ୍ଞାପକ ଅଟେ । ଏହାର ମୃତ୍ତିକାର ମୂର୍ତ୍ତିମନ୍ତ ପରିଗ୍ରହ ଭାବସମୁଦ୍ରର ରସସମ୍ବେଦୀ ତଟିନୀମାନଙ୍କ ଦ୍ବାରା ପରିପାଳିତ । ଏହାର…

~ ବାଲିପାଟଣା ଗ୍ରାମାଞ୍ଚଳରେ ଗୋଧୂଳିର ଐତିହ୍ୟ ~ ଲେଖା: ଅମୃତେଶ ଖଟୁଆ ଗ୍ରୀଷ୍ମ ଅବକାଶ ଆରମ୍ଭ ହେବାକୁ ଅନେକ ଦିନ ହେଇଯିବଣି । ଗ୍ରୀଷ୍ମଦଗ୍ଧ ଅପରାହ୍ଣରେ ତପ୍ତ ଧରଣୀ କାଞ୍ଚନ ଭଳି ଖଞ୍ଜି ହେଇ ଯିବା ଭଳି ମନେ ହୁଏ ସନ୍ଧ୍ୟା ହେବାର ବେଳେ । ଦୂରବିସ୍ତୃତ ଦିଗ୍ ବଳୟରେ ଅସ୍ତାୟମାନ ନିଦାଘ ରବି ବୃକ୍ଷାବଳୀକୁ ଆଢୁଆଳ…

ଲେଖା: ଅମ୍ବିକା ପଟ୍ଟନାୟକ ~ ବିଲୁପ୍ତଐତିହ୍ୟ: ଶିଶୁପାଳଗଡ଼ ~ “ତକୀ ଖାଁର ଲସ୍କର ମାନେ ଶିଶୁପାଳଗଡ଼ ସୀମା ମାଡିବାକୁ ପ୍ରଥମେ ଭରସୁ ନ ଥିଲେ l ଅତୀତରେ ବହୁ ଦନ୍ତା ଦନ୍ତା ଫୌଜଦାର ଶିଶୁପାଳଗଡ଼ର ପାଇକମାନଙ୍କ ମାଡ଼ରେ ମୁହଁ ମାଡ଼ି ପଡ଼ିଛନ୍ତି l କଳାପାହାଡ଼ ସୁଦ୍ଧା ଶିଶୁପାଳଗଡ଼ ଯୋଗୁଁ ଲିଙ୍ଗରାଜ ମନ୍ଦିରରେ ଟିପ ଦେଇ ପାରି…

ଲେଖା: ରୁଦ୍ର ନାରାୟଣ ସାହୁ ~ ନବତଳ ପ୍ରାସାଦ ବାରବାଟୀ ଦୁର୍ଗ ~ ବାରବାଟୀ ଦୁର୍ଗ ମଧ୍ୟରେ ରାଜା ମୁକୁନ୍ଦଦେବ ଗୋଟିଏ ପ୍ରକାଣ୍ଡ ନବତଳ ପ୍ରାସାଦ ନିର୍ମାଣ କରାଇ ତହିଁରେ ବାସ କରୁଥିଲେ ଏବଂ ଆଶ୍ଚର୍ଯ୍ୟର କଥା ଏହା ଯେ ପ୍ରାସାଦଟି ଏଡ଼େ ପ୍ରକାଣ୍ଡ ଏବଂ ତାହା ପୁଣି ଧଳାମୁଗୁନି ପଥରରେ ନିର୍ମିତ ହୋଇଥିଲା ।…

ଲେଖା: ତେଜସ୍ୱ ତ୍ରିପାଠୀ ~ ଦେଶୋ ନାସ୍ତି ମହୀତଳେ ~ ତୁଙ୍ଗ-ଶିଖରୀ, କୁଞ୍ଜ-କାନନ, ପୁଣ୍ୟ-ଜଳଧିର ତ୍ରିବେଣୀ ସଂଗମ ଆମ ଉତ୍କଳ l ପୂତ ପୟୋନିଧିର ପବିତ୍ରଜଳ ସ୍ପର୍ଶରେ ପ୍ରତି ଧୂଳି କଣା ଏହାର ପତିତପାବନୀ l ଏ ସେହି ଭୂମି ଯେଉଁଠାରେ ପାଦ ପକେଇ ଶିବଙ୍କ ବ୍ରହ୍ମହତ୍ୟା ପାପମୋଚନ ହୋଇଛି ଆଉ ଚଣ୍ଡା ଶୋକ ଧର୍ମାଶୋକ…