Search Results for କୁଳବୃଦ୍ଧ ମଧୁସୂଦନ ଦାସ

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ “ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ ଖେଳି ଉଠେ ସଘନେ, ପ୍ରାଚୀ ଗଗନ ଶିରେ ଭାସି କନକ ନୀରେ ଆସ ତପନ ଉଇଁ ଏ ଉତ୍କଳ ଭୁବନେ ||” “ଏ ବିଦ୍ୟାଳୟ ଧନରେ ଗଢା ହେଉ ନାହିଁ। ରକ୍ତମାଂସ ମସ୍ତିଷ୍କରେ ଗଢାଯାଉଛି।”…

ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (ପ୍ରଥମ) ~ ଅନ୍ତରଙ୍ଗ କଳିଙ୍ଗର ପ୍ରଥମ ଅବଦାନ ! ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ ! ଅତି ସାଧାରଣ ଲୋକଙ୍କ ସମାଜ ଭିତରେ ମଝିରେ ମଝିରେ ଅସାଧାରଣ ଲୋକ ଜନ୍ମଗ୍ରହଣ କରନ୍ତି ! ଆଉ ସେମାନେ ସାଜନ୍ତି ମାନବଜାତିର ପଥପ୍ରଦର୍ଶକ ! ଦିଅନ୍ତି ବିପୁଳଶକ୍ତି, ନୂତନ ଜୀବନ ଏବଂ…

ଜାତି ଐରାବତ

∼ କବି ଲେଖନୀରେ ଜାତି ଐରାବତ ∼ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ଜାତି ପାଇଁ ତାଙ୍କର ଅପରିମେୟ ଅବଦାନ ସୂଚୀ । ତଥାପି ତାଙ୍କ କ୍ଷେତ୍ରରେ “ଅବଦାନ” ଏକ କ୍ଷୁଦ୍ର ଅଭିଧା ବୋଲି ପ୍ରତ୍ୟୟ ହୁଏ । #ମଧୁସୂଦନ ଏପରି ଏକ ନାମ ଶୁଣିଲେ ଅବିଭକ୍ତ ଓଡ଼ିଆ ପ୍ରାଣପ୍ରବାହ ମଧ୍ୟରେ ଅମୃତମୟ ସ୍ବାଭିମାନ ସ୍ରୋତ…

ଗଜପତି ପ୍ରତାପରୁଦ୍ର ଦେବ

ଲେଖା: ଅମ୍ବିକା ପଟ୍ଟନାୟକ ~ ଅକାରଣେ ନିନ୍ଦିତ ଗଜପତି ପ୍ରତାପରୁଦ୍ର ଦେବ ~ 1479ର କଥା l ପରମହଂସନାଥ ମହାଦେବଙ୍କ ଦର୍ଶନ ନିମିତ୍ତ ଓଡ଼ିଶା ଗଜପତି ପୁରୁଷୋତ୍ତମ ଦେବ ଆସନ୍ନ ପ୍ରସବା ପଦ୍ମାବତୀ ପାଟ ମହାଦେଈଙ୍କ ସହ ଯାଉଛନ୍ତି l ମନ୍ଦିର ନିକଟରେ ପାଟମହାଦେଈଙ୍କ ପ୍ରସବ ବେଦନା l ପୁତ୍ରବଧୂତୁଲ୍ୟା ପାଟମହାଦେଈଙ୍କ ଉଲଗ୍ନ ଶରୀର ଦେଖିବେ…

ବିଛନ୍ଦଚରଣ ପଟ୍ଟନାୟକ

ଲେଖା: ଅମ୍ବରୀଶ ମଙ୍ଗରାଜ ~ ସାରସ୍ୱତ ସ୍ରଷ୍ଟା #ବିଛନ୍ଦଚରଣ_ପଟ୍ଟନାୟକ ~ କୁଳବୃଦ୍ଧ, ଦେଶପ୍ରାଣ, ଜାତୀୟ ଗୌରବ ମଧୁସୂଦନ ଦାସ ଏକଦା ଜଣେ ଉଦୀୟମାନ ଯୁବକଙ୍କୁ କହିଥିଲେ ତୁମେ ହିଁ ମୋର ଯୋଗ୍ୟ ଉତ୍ତରାଧିକାରୀ ହୋଇ ପାରିବ | ସେ ଯୁବକ ଆଉ କେହି ନୁହନ୍ତି ସେ ଥିଲେ ପ୍ରଜ୍ଞାପ୍ରାଣ #ପ୍ରାଚୀ ସମ ପବିତ୍ର ବିଛନ୍ଦଚରଣ ପଟ୍ଟନାୟକ…

ମନମୋହନ ଚୌଧୁରୀ

ଲେଖା: ନିରଞ୍ଜନ ସାହୁ ୧୯୨୪ ମସିହା ଏପ୍ରିଲ ମାସ ତିନି ତାରିଖ । କଟକ ଟାଉନହଲ୍’ରେ ପାଳିତ ହେଉଥାଏ ବ୍ରିଟିଶ ସରକାରଙ୍କ ନାରକୀୟ ହତ୍ୟାକାଣ୍ଡ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଦିବସ । ସଭାସ୍ଥଳ ଭରପୂର । ଗୋଟିଏ ନଅ ବର୍ଷର ବାଳକ ତା’ର ସାତ ବର୍ଷର ଭଉଣୀକୁ ସାଙ୍ଗରେ ଧରି ଆଗଧାଡିର ଶ୍ରୋତା । ବିଶିଷ୍ଟ ସ୍ବାଧିନତା…

ମୋହିନୀମୋହନ ସେନାପତି

ଲେଖା: ନିରଞ୍ଜନ ସାହୁ ଗତାନୁଗତିକ ପ୍ରବନ୍ଧ ଲେଖାରେ ଗୋଟିଏ ବ୍ୟତିକ୍ରମର ଉଦ୍ଦ୍ରେକ ହେଲା ଉତ୍କଳ ସାହିତ୍ୟ ପତ୍ରିକାରେ ୧୯୦୪ ମସିହାର ପ୍ରଥମ ସଂଖ୍ୟାରେ । ପ୍ରାବନ୍ଧିକଙ୍କର ହେତୁବାଦୀ ଚିତ୍ତ ଧର୍ମର ଆବରଣ ଭେଦ କରି ନାସ୍ତିକତାରେ ଉପନୀତ ହୋଇଥିଲା ଗୋଟିଏ ପ୍ରବନ୍ଧ । ସାରା ପାଠକ ମହଲରେ ତଡ଼ିତ୍ ବେଗରେ ପ୍ରସାରିତ ହୋଇଗଲା ପ୍ରବନ୍ଧର ବିଷୟବସ୍ତୁ…

କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତି

ଲେଖା: ଅମ୍ବିକା ପଟ୍ଟନାୟକ ଲୋକସଭା ନିର୍ବାଚନର ଦାମାମା ବାଜୁଥବା ବେଳେ ନିର୍ଲିପ୍ତ ଭାବେ ସେଇ ପ୍ରାର୍ଥୀ ଏକ ଗଳ୍ପ ଲେଖି ଶ୍ରୀ ମନୋଜ ଦାସଙ୍କୁ କହି ପାରନ୍ତି “ଆପଣ ଥିଲେ ବୋଲି ଗପଟି ଲେଖି ପାରିଲି !” କେତେଦୂର ସାହିତ୍ୟ ମନସ୍କ ନହେଲେ ଜଣେ ଏଭଳି କରି ପାରିବେ? “ଅନ୍ଧ ଦିଗନ୍ତର ନିଧି ଦାସ ପରି ଚରିତ୍ର ମୁଁ…

ଗଦ୍ୟଶିଳ୍ପୀ ଫକୀରମୋହନ

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀରେ ଭାରତରେ ନବଜାଗରଣ ବା ରେନେସାଁର ପ୍ରବାହ ଐତିହାସିକମାନେ ନିର୍ଣ୍ଣୟ କରିଛନ୍ତି । ଆଧୁନିକ ଯୁଗରେ ମନୁଷ୍ୟର ନୂତନ ଚିନ୍ତାଧାରାର ଉତ୍ସ ହିଁ ରେନେସାଁ । ମଧ୍ୟଯୁଗୀୟ ଭାରତୀୟ ଚିନ୍ତା ପ୍ରଧାନତଃ ଈଶ୍ୱର ଓ ଧର୍ମକୈନ୍ଦ୍ରିକ । ଏହି ଚିନ୍ତାର ବିପରୀତଧର୍ମୀ ଭାବେ ହିଁ ଆରମ୍ଭ ହୋଇଥିଲା ନବଜାଗରଣ ବା…

ଆନନ୍ଦ ଚନ୍ଦ୍ର ଜେନା

ଲେଖା: ନିରଞ୍ଜନ ସାହୁ “ପଡ଼ିବ ଯଦି ଦରକାର, ଲେଖିବି ସବୁ ଅତ୍ୟାଚାର । ହାକିମ ଚିଡ଼ିଲେ ଚିଡ଼ନ୍ତୁ, ରାଇଜ ଭିତରୁ ତଡ଼ନ୍ତୁ । ତନୁରୁ ମାଉଁସ ଝାଡ଼ନ୍ତୁ, ଅଥବା ମସ୍ତକ ମୋଡ଼ନ୍ତୁ । ଜୀବନ ପଛେ ଗଲେ ଯାଉ, କଥନେ ନ ଡ଼ରିବି ଆଉ । ମରଣ ପଛେ ମୋତେ ହେଉ, କାହାରି ବିପଦ ନ…