Search Results for: ଜଗନ୍ନାଥ

ମହାମନିଷୀଗଣ

ମଢି ଅସ୍ତ୍ରାଗାର ପୋଡି (Madhi Rebellion)

ଲେଖା: ନିରଞ୍ଜନ ସାହୁ ୧୯୪୨ ମସିହା ଅଗଷ୍ଟ ମାସ ଛବିଶ ତାରିଖ। ସେତେବେଳେ ଭାରତ ଛାଡ଼ ଆନ୍ଦୋଳନରେ ସାମିଲ ହେଉଥାନ୍ତି ଅସଂଖ୍ୟ ଜନସାଧାରଣ। ଓଡ଼ିଶାର ବିଭିନ୍ନ ସ୍ଥାନରେ […]

ମହାମନିଷୀଗଣ

ଗୋବିନ୍ଦ ତେଜ

ଲେଖା: ଅମ୍ରିତେଶ ଖଟୁଆ “ଗୋଟିଏ ଓଡିଆ ଚଳଚ୍ଚିତ୍ର କେବଳ ଯେ ଓଡିଆ ଭାଷା ପାଇଁ ହେଉଛି, ତାହା ନୁହେଁ। ଆଉ ମୁଁ ମଧ୍ୟ ଚଳଚ୍ଚିତ୍ର କରିବାର ଏକମାତ୍ର

ମେଳା ଓ ଯାନିଯାତ୍ରା, ପର୍ବ ପର୍ବାଣୀ

ରଜପର୍ବ ଓ ଭୂମାତା (Raja Parba)

ଲେଖା: ଅରବିନ୍ଦ ମହାନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନ୍ୟତମା ଶକ୍ତି ରୂପେ ଦେବୀ ବସୁଧା ବା ଭୂଦେବୀଙ୍କ ପରିଚୟ। ସମଗ୍ର ସଂସାରକୁ ଧାରଣ କରିଥିବା ହେତୁ ସେ ମଧ୍ୟ

ଶ୍ରୀଜଗନ୍ନାଥ

ଝୁଲଣଯାତ୍ରା (Jhulana Jatra)

ଲେଖା: ବନ୍ଧନ ଦଳାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଲୀଳା ପୁରୁଷୋତ୍ତମ ଶ୍ରୀକୃଷ୍ଣ ରୂପରେ ସମ୍ବୋଧିତ। ଶ୍ରୀଚୈତନ୍ୟଙ୍କ ଦୃଷ୍ଟିରେ ମହାପ୍ରଭୁ ହେଉଛନ୍ତି ଶ୍ରୀରାଧା ଶ୍ରୀକୃଷ୍ଣଙ୍କର ମିଳିତ ବିଗ୍ରହ ପ୍ରେମ ପୁରୁଷ

ମହାମନିଷୀଗଣ

ଓଡ଼ିଆ କାବ୍ୟରେ ମୋହ ମୁଦଗର ରଚୟିତା ଭକ୍ତଚରଣ ଦାସ (Bhakta Charan Das)

ସଂସାର ଅଳିକ । ସାରା ଜଗତ ମିଥ୍ୟା, ସମସ୍ତ  ଜାଗତିକ ପଦାର୍ଥ ଅନିତ୍ୟ। ଜୀବନ ଯୌବନ କ୍ଷଣସ୍ଥାୟୀ । ଘୋର ଜଞ୍ଜାଳମୟ ଏ ଭବସାଗର। ଚଉରାଅଶୀ ଆଙ୍ଗୁଳ ଚର୍ମ ଘେରି ରହିଥିବା ଏ ଦେହ ଭିତରଟା ନାରଖାର। ଧନ ସମ୍ପତ୍ତି ମୂଲ୍ୟହୀନ, କିନ୍ତୁ ଘୋର ଆସକ୍ତି ମଣିଷର ଏଇଥିପାଇଁ । ଏହାହିଁ ଚିରନ୍ତନ ସତ୍ୟ ! ଏସବୁକୁ ଭଲ ଭାବରେ ହୃଦୟଙ୍ଗମ କରି ଜୀବନ ପ୍ରତି ଅନାସକ୍ତ ଭାବ ଉଦ୍ଦ୍ରେକ ହୋଇଥିଲା ଜଣେ ମହାନ୍ ଓଡ଼ିଆ କବିଙ୍କର . .

ମହାମନିଷୀଗଣ

ଆଦିକବି ସାରଳା ଦାସ

ମାଟି ସହିତ ମାଟି ହୋଇ ଜୀଉଁଥିବା ଶ୍ରୀଅକ୍ଷର ବିବର୍ଜିତ ସେଇ ଯୁବକଟି ଦିନେ ଓଡ଼ିଆ ଭାଷା ସାହିତ୍ୟର ସ୍ବର୍ଣ୍ଣମୟ ସୌଭାଗ୍ୟକୁ ଡାକିଆଣିଲା; ଆଉ ସମଗ୍ର ଓଡ଼ିଆଜାତିର ପ୍ରତିନିଧିରୂପେ ଜଣେ ସେଇ ଜ୍ଞାନୀ, ସନ୍ଥ, ତତ୍ତ୍ଵଦର୍ଶୀ ଯୁବକବିର ସୃଜନୀ ପ୍ରତିଭା ହେଲା ଅନୁପ୍ରାଣିତ . .

ମହାମନିଷୀଗଣ

ଓଡିଶା ସଙ୍ଗୀତ ଜଗତର ରାଣୀ ଡଃ ଶ୍ୟାମାମଣି ଦେଵୀ (Dr. Shyamamani Devi)

ପିଲାଟି ଦିନରୁ ସେ ଥିଲେ ସଙ୍ଗୀତ ପ୍ରତି ସମର୍ପିତ, ହେଲେ ରକ୍ଷଣଶୀଳ ସମାଜ କରିଥିଲା ତାଙ୍କର ପଥରୋଧ । ସେ କିନ୍ତୁ ଥିଲେ ଦୃଢନିଶ୍ଚିତ, ସଙ୍ଗୀତ ଥିଲା ତାଙ୍କ ଜୀବନ, ସେ ପଛକୁ ହଟିଥାନ୍ତେ ବା କେମିତି ! ପ୍ରବଳ ଆଗ୍ରହ ଓ ସଙ୍ଗୀତ ପ୍ରତି ନିଷ୍ଠା ସହିତ ଆଶୀର୍ବାଦ ହେଲା ପିତା ଏବଂ କକାଙ୍କ ସୁସମୟ ପ୍ରେରଣା । ଆଉ ଜୀବନରେ ପଛକୁ ଫେରି ନ ଥିବା ସେଇ ଛୋଟ ଝିଅଟି ଦିନେ ବନିଗଲା କେତେ କେତେ କଣ୍ଠଶିଳ୍ପୀଙ୍କ ପ୍ରେରଣା । ସେ ବନିଗଲା ଓଡିଶୀ ସଙ୍ଗୀତ, ପଲ୍ଲୀସଙ୍ଗୀତ ଏବଂ ଆଧୁନିକ ଓଡ଼ିଆ ସଙ୍ଗୀତଜଗତର ଏକ ଶ୍ରଦ୍ଧାଶୀଳ ନାମ . .

Scroll to Top