Physical Address
Sai Samarpanam, Satya Vihar, Bhubaneswar

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (୬ଷ୍ଠ ପର୍ବ) ~ ଆପଣମାନଙ୍କ ସଦିଚ୍ଛା ସ୍ପର୍ଶରେ ସଙ୍ଘାତ ଓ ସଂଘର୍ଷର ଦିନଗୁଡ଼ିକ ଗୋଟିଏ ବୈଶାଖର ଝାଞ୍ଜି ଭଳି ତା ଭିତରେ ଗତି କରି ସାରିବା ପରେ ସୁଦ୍ଧା ବ୍ୟଗ୍ର ଗୋଧୂଳିର ମଧୁର ସଞ୍ଜ ପହରର ମଲ୍ଲୀଫୁଲ ପରି ପୁଣି ଆମ ଉଦ୍ୟମର ସାର୍ଥକ ସୁରଭି ମହକି ଉଠିଛି…

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (ପ୍ରଥମ) ~ ଅନ୍ତରଙ୍ଗ କଳିଙ୍ଗର ପ୍ରଥମ ଅବଦାନ ! ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ ! ଅତି ସାଧାରଣ ଲୋକଙ୍କ ସମାଜ ଭିତରେ ମଝିରେ ମଝିରେ ଅସାଧାରଣ ଲୋକ ଜନ୍ମଗ୍ରହଣ କରନ୍ତି ! ଆଉ ସେମାନେ ସାଜନ୍ତି ମାନବଜାତିର ପଥପ୍ରଦର୍ଶକ ! ଦିଅନ୍ତି ବିପୁଳଶକ୍ତି, ନୂତନ ଜୀବନ ଏବଂ…

~ ମନମୋହନ ମହାପାତ୍ର ~ ଲେଖା: ଅମୃତେଶ ଖଟୁଆ ଜୀବନ ସ୍ଵତଃ ଚଳମାନ । ଏହାର ପ୍ରଚ୍ଛନ୍ନ ସୃଜନଶିଳ୍ପୀର କଳାତ୍ମକ ନିଦର୍ଶନରେ ବିଧିବଶ ଯେଉଁ ଚିତ୍ରଣର ସମୀଚୀନ ସୂତ୍ରପାତ ପୂର୍ବତଃ ଘଟସୂତ୍ର ହୋଇ ବିହିତ ପ୍ରସଙ୍ଗକ୍ରମେ ଆନୁକୂଲ୍ୟ ଘେନି ରହିଥାଏ, ତାହା ଯେପରି ଏହାକୁ ସାର୍ଥକତା ପ୍ରତି ନିଶ୍ଚିତଭାବ ପ୍ରଦାନ କରିବ । ଓଡ଼ିଆ ଜନମାନସର…

ଲେଖା: ତେଜସ୍ବ ତ୍ରିପାଠୀ ~ ସୁରମଣି ରଘୁନାଥ ପଣିଗ୍ରାହୀ ~ ସଂଗୀତର ସାତ ସୁର ଥିଲା ତାଙ୍କ ରସନାଗ୍ର ନର୍ତ୍ତକ l ତାଙ୍କ ଦଶାବତାର ଗାୟନରେ ଶ୍ରୋତା ହୁଅନ୍ତି ସମ୍ମୋହିତ l ସେ ଉତ୍କଳର ଅଳଙ୍କାର ଆଉ ଉତ୍କଳୀୟଙ୍କ ଅଂହକାର l ସେ ଆଉ କେହି ନୁହନ୍ତି ସଙ୍ଗୀତର ମଣି ସୁରମଣି ରଘୁନାଥ ପଣିଗ୍ରାହୀ l…

ଲେଖା: ଦେଵ ତ୍ରିପାଠୀ ୧୯୭୪ ମସିହା । ମହାରାଷ୍ଟ୍ରର କେଉଁ ଏକ ମଫସଲ ଅଞ୍ଚଳରେ ଚିତ୍ରାୟିତ (ସୁଟିଂ) ହେଉଛି କଳାଧଳା କଥାଚିତ୍ରଟିଏ, ନିମ୍ନ ମଧ୍ୟବିତ୍ତ ପରିବାରର ତରୁଣୀଟିର ଜୀବନରେ ସଂଘର୍ଷ ଓ ସଂଘାତର କାହାଣୀକୁ ନେଇ । ତତ୍କାଳୀନ ହିନ୍ଦି ଚଳଚ୍ଚିତ୍ର ଜଗତର ଆଗଧାଡ଼ିର ଅଭିନେତ୍ରୀ ରାଖି ଅଭ୍ୟାସଗତ ଭାବେ ମୁହଁରେ ରୂପଚର୍ଯ୍ୟାର ସମସ୍ତ ଆବଶ୍ୟକୀୟ…

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ଚଳଚ୍ଚିତ୍ରରେ ସୁବର୍ଣ୍ଣଯୁଗର ଅବଧାରକ ନିତାଇ ପାଲିତ । ସେ ଥିଲେ ଓଡ଼ିଆ କଥାଚିତ୍ର ଜଗତର ଜଣେ ପ୍ରଥିତଯଶା ନାୟକ, ପ୍ରଯୋଜକ, ନିର୍ଦ୍ଦେଶକ ତଥା କାହାଣୀକାର । ସେ ହିଁ ନେଇ ପାରିଥିଲେ ଓଡ଼ିଆ ଚଳଚ୍ଚିତ୍ରକୁ ଜାତୀୟସ୍ତରକୁ, ଗୋଟିଏ ପରେ ଗୋଟିଏ କ୍ଲାସିକ ସ୍ତରର ଚଳଚ୍ଚିତ୍ରମାନ ନିର୍ମାଣ କରି ସେ ଓଡ଼ିଶା…

~ ସାରଦା ପ୍ରସନ୍ନ ନାୟକ ~ ଲେଖା: ଅମୃତେଶ ଖଟୁଆ “ସଞ୍ଜ ସକାଳେ ତୁମ ଛବି ଖୋଜେ ନୀରଭିଜା ନୟନରେ, ଜଗତର ନାଥ ଆହେ ଜଗନ୍ନାଥ ଆକୁଳ ଅନ୍ତରେ ଖୋଜେ . .” “ମନେ ଭରି ଅଭିମାନ ଯାଏ ଛାଡି ବୃନ୍ଦାବନ ରୁଷିଛି ରାଇ ପରାଣ ଝୁରେ ପାଷାଣ . .” “ଆଉ ଚାନ୍ଦ ଲାଗି…

ଲେଖା: ନିରଞ୍ଜନ ସାହୁ କଥାରେ ଅଛି, “ଆଳୁ ଖୋଳୁ ଖୋଳୁ ମହାଦେବ !” ମନରେ ଆଶା ବାନ୍ଧିଥିବା ଗୋଟିଏ କ୍ଷୁଦ୍ରାତିକ୍ଷୁଦ୍ର ବସ୍ତୁ ପାଇଁ ଶ୍ରମ କରିବା ବେଳକୁ ତା’ଠାରୁ ଅନେକ କିଛି ଅଧିକ ମିଳିଗଲେ ଆଶା ଆଉଟିକେ ବଢ଼େ, ସମ୍ଭାବନା ଦୁଇ ଗୁଣ ହୋଇଯାଏ ଏବଂ ମହାନନ୍ଦ ଭରିଯାଏ ମନରେ । ଏବେ ଟିକେ ଆସନ୍ତୁ…

ଲେଖା: ନିରଞ୍ଜନ ସାହୁ ଭାରତବର୍ଷର ଉତ୍କଳ ଖଣ୍ଡରେ ବହୁ ସାଧୁ, ସନ୍ଥ ଜନ୍ମ ନେଇ ଏହାର ସଂସ୍କୃତି, ଧର୍ମ, ସାମାଜିକ ପ୍ରଥା, ସାହିତ୍ୟ ଇତ୍ୟାଦିକୁ ପ୍ରଭାବିତ କରିବା ସହ ଅନେକ କିଛି ଦାନ କରିଯାଇଛନ୍ତି । ଦେଶର ପ୍ରତ୍ୟେକ ରାଜ୍ୟ, ଅଞ୍ଚଳରେ ଏମାନଙ୍କ ସଂଖ୍ୟା ମଧ୍ୟ କମ୍ ନୁହେଁ । ତେବେ ଆଲୋଚନା, ପର୍ଯ୍ୟାଲୋଚନାର କ୍ଷେତ୍ରକୁ…

~ ରାମକୃଷ୍ଣ ନନ୍ଦ ~ ଲେଖା: ଅମୃତେଶ ଖଟୁଆ ଓ ଦେଵ ତ୍ରିପାଠୀ ଆହେ ଦୟାମୟ ବିଶ୍ଵବିହାରୀ । ଘେନ ଦୟାବହି ମୋ’ର ଗୁହାରି। ଜଳ, ସ୍ଥଳ, ବନ, ଗିରି, ଆକାଶ, ତୁମ ଲୀଳା ସବୁଠାରେ ପ୍ରକାଶ। ଇଏ କେବଳ ଭକ୍ତିକବିତାଟିଏ ତ ନ ଥିଲା, ଥିଲା ଲକ୍ଷ ଲକ୍ଷ ଓଡ଼ିଆଙ୍କ ପାଇଁ ଭାବପ୍ରବଣତା, ଶିଶୁକିଶୋରଙ୍କ…