Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ନିହାତି ପିଲାଦିନର କଥା । ଗାଁକୁ କେବେ ଯାତ୍ରା ଆସିଲେ ଘରେ ଘରେ ବନ୍ଧୁବାନ୍ଧବ ପହଞ୍ଚିଯା’ନ୍ତି । ଆମେ ପିଲାମାନେ ଖରାବେଳୁ ସଞ୍ଜ ନଇଁବା ଯାଏଁ ମାତିଯାଉ ବେଲୁନ ଆଉ କଣ୍ଢେଇ କିଣିବାରେ । ସଞ୍ଜ ନଇଁଗଲେ ସପମଶିଣା, ଚଟେଇ ଖଣ୍ଡେ କାଖରେ ଜାକି ଧାଇଁ ଯାଉ ଯାତ୍ରାପଡିଆକୁ, ପରିବାର ଲୋକ…

ଲେଖା: ଦେଵ ତ୍ରିପାଠୀ ଇଏ ବୋଧହୁଏ ବିଶ୍ୱର ଏକମାତ୍ର ସ୍ଥାନ ଯେଉଁଠି ମହାପ୍ରଭୁ ଶ୍ରୀରାମ, ମା’ ସୀତା ଏବଂ ମହାବୀର ଲକ୍ଷ୍ମଣଙ୍କ ଦ୍ଵାରା ତିନୋଟି ଶିବଲିଙ୍ଗ ସ୍ଥାପନା ହେବାର ଜନଶ୍ରୁତି ରହିଛି । କଟକରୁ ନରସିଂହପୁର ଯିବା ରାସ୍ତାରେ ବୈଦେଶ୍ୱର ନିକଟରେ ରହିଛି ଏହି ରାମନାଥ, ବୈଦ୍ୟନାଥ ଓ ସିଂହନାଥ ଶିବମନ୍ଦିର । ପ୍ରଭୁ ରାମଚନ୍ଦ୍ରଙ୍କ…

ଲେଖା: ଦେବ ତ୍ରିପାଠୀ ଗାଁ ମାଟିର ତୁଟାଇ ଶିରୀ ସହର ଚାହେଁ ଉଙ୍କି, ବଗଡା ଭାତ ରୁଚୁନି ଆଉ ଅଲୋଡ଼ା ଆଜି ଢିଙ୍କି II ଦିନକୁଦିନ ଯନ୍ତ୍ରସଭ୍ୟତା ଭିତରେ ପେଷି ହୋଇ ଯାଉଥିବା ମଣିଷ ହରାଇବସୁଛି ନିଜର କର୍ମଦକ୍ଷତା । ଏହି ସମାଜ ଆଧୁନିକତା ଛଳରେ ସହରୀସଭ୍ୟତା ସହ ନିଜକୁ ତଉଲି ଚାଲିବାର ଉଦ୍ୟମ କରିଛି…