Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶିବାଶିଷ ମହାପାତ୍ର ତନ୍ତ୍ର, ମନ୍ତ୍ର ଏବଂ ମନ୍ଦିରର ସହର ସୁବର୍ଣ୍ଣପୁର । ଅତି ପୁରାତନ ତଥା ପ୍ରାଚୀନ ଲୋକକଥା ଏବଂ କିମ୍ବଦନ୍ତୀରେ ଭରପୁର ସୁବର୍ଣ୍ଣପୁର ଜିଲ୍ଲାର ଇତିହାସ । ଐତିହାସିକଙ୍କ ମତ ଅନୁସାରେ ପ୍ରାଚୀନ ସହର କଟକ ଠାରୁ ମଧ୍ୟ ପୁରାତନ ସୁବର୍ଣ୍ଣପୁର ସହରର ସଭ୍ୟତା । ପର୍ଶୁରାମଙ୍କ ଭୂମି ତଥା ପଶ୍ଚିମ ଲଙ୍କା…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ପାରିବାସୁଦେଇପୁର ନୃସିଂହ ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ନୃସିଂହନାଥ ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ…

ଲେଖା: ଅମ୍ବିକା ପଟ୍ଟନାୟକ “ତୋର ଗର୍ଭୁ ଜାତ ହେଲା ମାତ୍ରେ ସୁତ ମୋର ଇନ୍ଦ୍ର ପଦ ଲୋଡ଼ିବ l ଆଝୁଂ ପେଟ ଚିରି ପକାଇଲେ ମାରି, ଇନ୍ଦ୍ର ପଦୁଁ କିଏ ତଡି଼ବ l “ ସତ୍ୟଯୁଗ, ଯଜ୍ଞବରାହ ହିରଣ୍ୟାକ୍ଷ ବଧ କରି ଭୂଦେବୀଙ୍କୁ ଉଦ୍ଧାର କରିଛନ୍ତି l ସାନଭାଇ ହିରଣ୍ୟ କଶ୍ୟପ ବରପ୍ରାପ୍ତି ନିମିତ୍ତ ତପସ୍ୟା…

~ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ ~ ଲେଖା: ଅମୃତେଶ ଖଟୁଆ ଜଣେ ଅଜସ୍ରସ୍ରାବୀ ସଦାଧ୍ୟାୟୀ ପ୍ରାବନ୍ଧିକ ଓ ସାହିତ୍ୟିକ ରୂପେ ତାଙ୍କର ସର୍ଜନଶୀଳତା ଅପରିମିତ। ସ୍ଵାଧୀନୋତ୍ତର ଓଡିଶାରେ ଓଡିଶାର ସଂସ୍କୃତି ଓ ଇତିହାସ ସମେତ ଜଗନ୍ନାଥ ତତ୍ତ୍ଵ, ଜୀବନୀ ସାହିତ୍ୟରେ ସୁପ୍ରଚୁର କୃତୀତ୍ଵ ଛାଡି ଯାଇଥିଲେ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ। ଏକାଧାରରେ ସେ ଥିଲେ ଜଣେ…

~ କଳିଙ୍ଗ ସ୍ଥାପତ୍ୟରେ ଶ୍ରୀଗଣେଶ ~ ଲେଖା: ଶ୍ରୀକାନ୍ତ ସିଂହ ‘ଯୋଗେଣ ଯୋଗେଶ୍ଵର ସଦାନନ୍ଦର ତନୟେ, ମନ ଚଇତନ ୟେକତ୍ଵ କଲୁ ଅଜପା ଯୋଗ ଲୟେ । ବିସ୍ତାର ଉଦରେ ଯାହାର ଗ୍ୟାନ ସଚ୍ଚା, ପୃଥୁଳ ଶରୀର ନାଥ ଅଭୟେ କାଳ ବଞ୍ଚା । ଶିଖିପୃଚ୍ଛ ମଉଳି ବତିଶ ଗୁଣେ କଳା, ଭର ହରଷ ନାଥ…

ଲେଖା: ଶିବାଶିଷ ମହାପାତ୍ର ଗୋପାଳଜୀ ମନ୍ଦିର (Gopaljee Temple) ଐତିହାସିକ ବଲାଙ୍ଗୀର ସହରର ପ୍ରଥମ ଏବଂ ସର୍ବପୁରାତନ ମନ୍ଦିର ଭାବରେ ଗୋପାଳଜୀ ମନ୍ଦିର ପରିଚିତ । ରାଣୀ ଅମୃତ କୁମାରୀ ଦେବୀଙ୍କ ଦ୍ଵାରା ନିର୍ମାଣ କରାଯାଇଥିଲା । ମନ୍ଦିର ତିଆରିର ସଠିକ ସମୟ ଜଣାପଡ଼ିଥିଲେ ମଧ୍ୟ ଏହା ପାଖାପାଖି ୧୮୦୦ ମସିହାର ବୋଲି ଗବେଷକମାନେ ମତ…

ସୌରଭିତ ସୃଷ୍ଟି: ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ~ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଓଡିଶା ~ ପ୍ରାଚୀନ ଯୁଗରୁ ଓଡ଼ିଶା ଭୂଖଣ୍ଡ ଓଡ୍ର, ଓଡ୍ରବିଷୟ, ଉଡ୍ର, କଳିଙ୍ଗ, ଉତ୍କଳିଙ୍ଗ, ତୋଷଳ, ଓଡ଼ିଶା ପ୍ରଭୃତି ବହୁ ନାମରେ ପରିଚିତ ଥିଲା। ଉତ୍ତରରେ ପୁଣ୍ୟତୋୟା ଗଙ୍ଗା, ଦକ୍ଷିଣରେ ପାପନାଶିନୀ ଗୋଦାଵରୀ, ପୂର୍ଵରେ ମହାତୀର୍ଥ ମହୋଦଧି ଏବଂ ପଶ୍ଚିମରେ ଗିରିତୀର୍ଥ ଅମରକଣ୍ଟକ…

ଲେଖା: ଶିଶିର ମନୋଜ ସାହୁ ~ କନ୍ତିଓ ମଠ ~ ଢେଙ୍କାନାଳରେ ଥିଵା ବାରଗୋଟି ଵୈଷ୍ଣଵ ମଠ ମଧ୍ୟରେ ଆମ ଗାଆଁର #କନ୍ତିଓ_ମଠ ଅନ୍ୟତମ । ୰ଶ୍ରୀରାମଚନ୍ଦ୍ର ଭକ୍ତିଵିନୋଦଙ୍କ ଦ୍ଵାରା ସଂକଳିତ “ଢେଙ୍କାନାଳ ଭୂଗୋଳ” ପୁସ୍ତକ ଅନୁସାରେ ଢେଙ୍କାନାଳର ପ୍ରମୁଖ ବାରଗୋଟି ମଠଗୁଡି଼କ ହେଲା … କ) ଯାଉଁଳିପୋଖରୀ ମଠ (ନିଜଗଡ଼ ଵିଷୟ) ଖ) ଜୟଗୋପାଳ…

ଲେଖା: ଦେଵ ତ୍ରିପାଠୀ ଓଡ଼ିଶା ସମ୍ବନ୍ଧରେ ଅଜ୍ଞ ତଥା ଅବିମୃଶ୍ୟକାରୀ ସରକାର ଓଡ଼ିଶା ମାଟିରେ ପର୍ଯ୍ୟଟନର ବିକାଶ କଥା ଚିନ୍ତା କଲାବେଳକୁ ପୁରୀ, କୋଣାର୍କ ଆଉ ଭୁବନେଶ୍ୱରରୁ ଆଗକୁ ଯାଇପାରେନା ! କିନ୍ତୁ ଆମ ବୁଦ୍ଧିଜୀବିମାନେ? ସେମାନେ ଭୁଲି ଯାଆନ୍ତି ଯେ, ସୁଦୀର୍ଘ ବେଳାଭୂମି, ସ୍ଥିତପ୍ରଜ୍ଞ ଅର୍କକ୍ଷେତ୍ର, ଶ୍ରୀମୟ ଶ୍ରୀକ୍ଷେତ୍ର ବାହାରେ ରହିଛି ସ୍ନିଗ୍ଧ ଭିତରକନିକା,…