Search Results for: ପାନ

ହଜିଲା ଦିନର କଥା

ପାନ ଓ ଆମ ସଂସ୍କୃତି

ଓଡ଼ିଆ ଘରେ ପିଲାଠୁ ବୁଢ଼ା ଯାଏଁ ବୟସ ନିର୍ବିଶେଷରେ ଅଧିକାଂଶ ପାନ ଖାଇବାରେ ଅଭ୍ୟସ୍ତ । ପାନ ପାଖରେ ଉଚ୍ଚନୀଚ୍ଚ, ବଡ଼ସାନ, ସ୍ତ୍ରୀ ପୁରୁଷର ଭେଦ ନ ଥାଏ ! ରଜାଠୁ ରଙ୍କ ସଭିଙ୍କର ଥାଏ ପାନ ପ୍ରତି ଦୁର୍ବଳତା ! ଓଡ଼ିଆ ର ଭୋଜିଭାତରେ ଶେଷରେ ପାନର ବ୍ୟବସ୍ଥା ନ ଥିଲେ ସେଠି ଯେମିତି ଭୋଜନର ପୂର୍ଣ୍ଣତା ଆସେନା ! ଏମିତିକି ପାନରେ ଅଭ୍ୟସ୍ତ ନ ଥିବା ଲୋକେ ବି ଭୋଜି ଶେଷରେ ପାନ ଖଣ୍ଡେ ପାଟିରେ ପୁରାଇବାକୁ ହେଳା କରେନି . .

ହଜିଲା ଦିନର କଥା

ବ୍ରହ୍ମପୁରୀ ପାନ

ଉତ୍ତରପ୍ରଦେଶ ରାଜ୍ୟର ବହୁଳାଂଶ ଓ ବିହାର ପ୍ରଦେଶର କେତେକାଂଶରେ ଅନ୍ୟ ରାଜ୍ୟର ପାନ ତୁଳନାରେ ଲୋକପ୍ରିୟତା ହାସଲ କରିପାରିଥିଲା ଆମ ହିଞ୍ଜିଳିକାଟୁ ତଥା ଆଖପାଖ ଅଞ୍ଚଳର ପାନ ! ବନାରସୀ ପାନ ବୋଲି ଯେଉଁ ନାମ ଡ଼ାକ, ସେଇ ପାନ କହିଲେ ମୁଖ୍ୟତଃ ଗଞ୍ଜାମର ପାନପତ୍ରକୁ ହିଁ ବୁଝାଇଥାଏ, ପାନର ମସଲା ଅବଶ୍ୟ ଭିନ୍ନ . .

ହଜିଲା ଦିନର କଥା

ବାଲିଆପାଳର ଲାଲମାଟିରେ ପାନର ଇତିହାସ

କେଉଁଠି ବ୍ୟବସାୟକୁ ନେଇ, ଅବା କେଉଁଠି ପାନରସିକଙ୍କ ପାଇଁ ଅବା କେଉଁଠି ଦିଅଁଙ୍କ ନୀତି ସହ ଯୋଡ଼ି ହୋଇ ପାନର ମହନୀୟତା ପ୍ରସ୍ଫୁଟିତ ହୋଇଥିଲା; କେଉଁଠି ପାନ ବ୍ୟବସାୟୀମାନେ ଯାବତୀୟ Value Addition କରିବା ସହିତ ନିଜ ନିଜର ବଜାର ଅଂଶ ବଢାଇ ପାରିବାର ସୁଯୋଗ ପାଇଥିଲେ, ମାତ୍ର ବ୍ୟାସଭୂମି ବାଲେଶ୍ଵର ଜିଲ୍ଲାର ପାନଚାଷୀ ଲଢିଚାଲିଥିଲେ ସଂଗ୍ରାମ, ନିଜ ପାନବରଜ ସୁରକ୍ଷା ପାଇଁ, ପାନ ଓ ବରଜକୁ ନେଇ ଯେଉଁ ଆବେଗରେ ବାନ୍ଧି ହୋଇଯାଇଥିଲେ, ସେଇ ଆବେଗଟିକକକୁ ଆବୋରି ଧରି କେତେ ସଂଘର୍ଷ କରିନାହାଁନ୍ତି ସେମାନେ . .

ହଜିଲା ଦିନର କଥା

ଓଡ଼ିଶାରେ ପାନଚାଷର ପରମ୍ପରା

ଏମିତି ଲତାଟିଏ ଯେଉଁ ଥିରେ ନା ଫୁଲ ଫୁଟେ ନା ଫଳ ଧରେ, ଖାଲି ଡାଳି ଓ ପତ୍ର । ପାନଗଛ ଓ ‘ବରଜ’କୁ ଲୋକେ ଦେବୀକାଳୀ ରୂପେ ପୂଜା କରନ୍ତି । ସେଥିପାଇଁ ପାନବରଜକୁ ପାନତୋଳିବାକୁ ଯିବାବେଳେ କେତେଗୁଡ଼ିଏ ସତର୍କତା ଅବଲମ୍ବନ କରିବାକୁ ହୁଏ । ଦାନ୍ତ ଘଷୁଥିବା ସମୟରେ, ଶୌଚ ନ ହୋଇ, ମଇଳା ଲୁଗା ପିନ୍ଧି, ଜୋତାଚପଲ ପିନ୍ଧି ବରଜ ଭିତରକୁ ପ୍ରବେଶ କଲେ କିମ୍ବା ପାନପତ୍ର ତୋଳିଲେ ପାନଗଛ ମରିଯାଏ ବୋଲି ଲୋକମୁଖରେ ପରିଚିତ . .

ହଜିଲା ଦିନର କଥା

ଓଡ଼ିଆଙ୍କ ପାନ

ବଟୁଆର ପାନ ମଧ୍ୟ ଦୁନିଆକୁ ଦେଖାଏ ଓଡ଼ିଆ ଜାତିର ମହାନତା ! ଓଡ଼ିଆକୁ ପର ହାତଭଙ୍ଗା ପାନ ରୁଚେନା ! ଗାଁ ଗହଳିରେ ଓଡ଼ିଆ ଘରକୁ ଅତିଥି ଆସିଲେ, ଓଡ଼ିଆ ଅଣଓଡ଼ିଆ ବାବୁଙ୍କ ପରି ଚୂନଟିକିଏ, ଗୁଆ ନିଖିଏ ରେ ଚେପଟା ପାନଖଣ୍ଡେ ଲବଙ୍ଗ ମାରି ଆଣି ଦିଏନା । ସେ ଆଣି ଥୋଇଦିଏ ତା’ର ବଟୁଆ ବା ପାନପେଡି ! ବଟୁଆରେ ପାନ ଅଛି, ଚୂନ ଅଛି, ଗୁଆ ଅଛି, ଖଇର, ଜାଇଫଳ, ଗୁଣ୍ଡି, ଅଳେଇଚ ସବୁ ଅଛି, ଅତିଥିଦେବତା ତାଙ୍କ ମନକୁ ପାଇଲା ପରି ପାନ ଦି’ ଖଣ୍ଡ ଭାଙ୍ଗିନେବେ . .

ଆମ କଥା

କଂସା ବାସନ

ଲେଖା: ଡ. ଜୟଶ୍ରୀ ନନ୍ଦ ~ କଂସା ବାସନ ~ ଆମ ରାଜ୍ୟ ପରା ଶ୍ରୀଜଗନ୍ନାଥଙ୍କର ପୁର ବା ଶ୍ରୀଜଗନ୍ନାଥଙ୍କର ଧାମ । ଯେଉଁ ସ୍ଥାନକୁ ସ୍ବୟଂ

ଆମ କଥା

ତୁଳସୀ ପୂଜା

ଲେଖା: ଡ. ଜୟଶ୍ରୀ ନନ୍ଦ   ~ ତୁଳସୀ ପୂଜା ~ ତୁଳସୀ ପୂଜା ପ୍ରତି ଓଡିଆ ଘରର ପରମ୍ପରା । ସକାଳର ପୂଜା, ତୁଳସୀ ମୂଳେ

Scroll to Top