Search Results for ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ

ଶ୍ରାଵଣ ଅମାଵାସ୍ୟା

ଲେଖା: ଶିଶିର ସାହୁ ମନୋଜ  ~ ଓଡ଼ିଶା ଓ ଶ୍ରାଵଣ ଅମାଵାସ୍ୟା ~ ଶ୍ରାଵଣ ଅମାଵାସ୍ୟା ଓଡ଼ିଶାରେ ଚିତଉ ଅମାଵାସ୍ୟା ଵା ଚିତାଲାଗି ଅମାଵାସ୍ୟା କୁହାଯାଏ । ଓଡ଼ିଆ ଭାଷାରେ ଚିତାଲାଗି ହେଵା କ୍ରିୟାର ଅର୍ଥ “ଦେହରେ ଚନ୍ଦନ ବୋଳି ହେଵା” କିନ୍ତୁ ଶ୍ରୀମନ୍ଦିରରେ ସ୍ନାନପୂର୍ଣ୍ଣିମା ରାତିରେ ତିନିଠାକୁରଙ୍କୁ ଅଣସର ଘରେ ଯେଉଁ ରତ୍ନ ଅଳଙ୍କାର…

ପଦ୍ମାଵତୀ ରାଣୀ

ଲେଖା: ଶିଶିର ସାହୁ ମନୋଜ କଂସର ଘରଣୀ ପଦ୍ମାଵତୀ ରାଣୀ . . !  ଏହି ପଦ୍ମାଵତୀ ରାଣୀ କିଏ . . ? ପାଟଣାଗଡ଼ ନିଵାସୀ ଲେଖକ ‘କୋକିଳ ମେହେର’ ତାଙ୍କ ‘କୁଆଁରୀପାଟଣା’ ପୁସ୍ତକରେ ❛ପଦ୍ମାଵତୀ ରାଣୀ❜ଙ୍କ କାହାଣୀ ଲେଖିଛନ୍ତି । ତାଙ୍କ ଅନୁସାରେ ୫୬ ଖ୍ରୀଷ୍ଟପୂର୍ଵରେ ❛ଶତ୍ରୁଘାତି❜ ବୋଲି ଜଣେ ରାଜା ପାଟଣାଗଡ଼ର…

ଲସି

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଆମ ଓଡ଼ିଆ ଶବ୍ଦ: ଲସି ! ଆଜି ଦହି, ଚିନି, ବରଫ କିଂଵା ପାଣିରେ ପ୍ରସ୍ତୁତ ପଶ୍ଚିମ ଭାରତୀୟ ପେୟ “ଲସ୍ସୀ” ସାରା ଵିଶ୍ଵରେ ଲୋକପ୍ରିୟ ହୋଇଅଛି । ପୂର୍ଵେ ଓଡ଼ିଶାରେ ଏ ଲସ୍ସୀ ଶବ୍ଦ ଚଳୁନଥିଲା କିନ୍ତୁ ଓଡ଼ିଶାର ଲୋକେ ବହୁପ୍ରାଚୀନ କାଳରୁ ଦହିରେ ଚିନି…

ବାଇନ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଆ ଭାଷାର ନିଆରା ଶବ୍ଦ ବାଇନ~  ଓଡ଼ିଆ ଭାଷାରେ ବାଇନ ବୋଲି ଶବ୍ଦଟିଏ ଅଛି କିନ୍ତୁ ଏ ଶବ୍ଦଟି ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ସ୍ଥାନ ପାଇନାହିଁ କି ପୁରାତନ ସାହିତ୍ୟରେ ମଧ୍ୟ ବାଇନ ଶବ୍ଦ ଵ୍ୟଵହାର ହୋଇଥିଵା ଜଣାଯାଏ ନାହିଁ । ସମ୍ଭଵତଃ ପ୍ରାୟ ଶହେ ଵର୍ଷ…

ଗୋପାଳଚନ୍ଦ୍ର ପ୍ରହରାଜ

ଲେଖା: ଦେଵ ତ୍ରିପାଠୀ “ପାଇଲି ଅସଲ ଚିଜ ହେଉ ତାହା ଛଡ଼ା, ନିରୋଳ ଓଡ଼ିଆ କଥା ଥିଲା ମୋର ଲୋଡା, ପଢିଲି ସାହିତ୍ୟ ବସି ପହରେକ ଆଜ, ଠିକ୍ ଠିକ୍ ଗାଇ ଯାଇଛନ୍ତି ପ୍ରହରାଜ . . “ ଯାହାଙ୍କ ପ୍ରଶଂସାରେ ବ୍ୟାସକବି ଫକୀରମୋହନ ଏପରି ଶତମୁଖ ହୋଇପଡ଼ିଥିଲେ, ସେଇ ମହାନ ସ୍ରଷ୍ଟା କିନ୍ତୁ ଆମ…

ମାଇପ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ମାଇପ: ଓଡ଼ିଆ ଭାଷାର ଏକ ନିଆରା ଶବ୍ଦ । ତିନି ଅକ୍ଷରେ ଯେ ଅଟଇ ସ୍ତ୍ରୀଙ୍କର ନାମ ପ୍ରଥମ ଅକ୍ଷରେ ମାଆ ପଦ ବ୍ରହ୍ମ ଦୁଇ ଅକ୍ଷରେ ଆଇ ତିଜ ଅକ୍ଷରେ ପୁଅ, ଏ ଵିଧିରେ ସ୍ତିରୀଙ୍କି ଗୋ ଲାଗିଲା ବଡ଼ ସ୍ନେହ ।। (ଵନପର୍ଵ, ମହାଭାରତ)…

ବାଣ

ଲେଖା: ଶିଶିର ସାହୁ ମନୋଜ କିଛି ବୁଦ୍ଧିଜୀବୀ ଫେସବୁକ୍ ମାଧ୍ୟମରେ ପ୍ରଚାର କରୁଛନ୍ତି ଯେ ଓଡ଼ିଆ ଭାଷାଟା ନିତାନ୍ତ ଅଵୈଜ୍ଞାନିକ ଭାଷା କାରଣ ଓଡ଼ିଆ ଭାଷାରେ fire crackersକୁ ବାଣ କୁହନ୍ତି କିନ୍ତୁ ଭାରତର ହିନ୍ଦୀ ଭଳି ତଥାକଥିତ ମହାନ ମହାନ ଭାଷାରେ ବାଣର ଅର୍ଥଟା ତୀର ଵା ଶର ଅଟେ । ଆମେ ଫଟକା…

ଖୋଜିଵା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ   ଆଜିକାଲି Search ଅର୍ଥଯୁକ୍ତ ଓଡ଼ିଆ ଭାଷାରେ ଅନେକ ଵୈଦେଶିକ ଶବ୍ଦ ଆସି ଚଳୁଅଛି । ଆମ ଭାଷାରେ ଖୋଜିବା ଭଳି ଵୈଦେଶିକ ଶବ୍ଦ ବହୁଳ ଭାବରେ ଵ୍ୟଵହାର ହେଲାଣି। ସେଇଭଳି ହୁଳିଆ, ତଲିସିବା, ସର୍ଚ୍ଚ କରିବା, ତଦାରଖ କରିବା ଆଦି ଵୈଦେଶିକ ଶବ୍ଦ ଊଣା ଅଧିକେ…

କ’ଣ

ଲେଖା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାରେ ଗୋଟିଏ ଶବ୍ଦର ଅନେକ ରୂପ ଦେଖାଯାଏ । ଆମ କଳିଙ୍ଗ ଦେଶରେ ଵିଭିନ୍ନ ଅଞ୍ଚଳର ଶବ୍ଦଗୁଡ଼ିକର ମାନକିକରଣରୁ ମାନକ ଓଡ଼ିଆ ଭାଷା ପ୍ରତିଷ୍ଠିତ ହୋଇଅଛି ଏଵଂ ଏହାର ସୁନ୍ଦର ଉଦାହରଣ ହେଉଛି ପ୍ରଶ୍ନଵାଚକ କ’ଣ ଓ ତତ୍ ସମ୍ବନ୍ଧୀୟ ଅଵ୍ୟୟ ସମୂହ । ଓଡ଼ିଆ ଭାଷାରେ Whatର…

ଦାଦନ

ଲେଖା: ଶିଶିର ସାହୁ ମନୋଜ ଆଜିକାଲିରେ କିଛି ସରକାରୀ ଚାକିରିଆ, ଗଣମାଧ୍ଯମ ଓ ଧନିଘରର ଛୁଆ କୌଣସି ଵ୍ଯକ୍ତିର ବାହାର ରାଜ୍ଯରେ ଯାଇ କୌଣସି ବେସରକାରୀ ସଂସ୍ଥାରେ କାର୍ଯ୍ଯକରିବାକୁ ଦାଦନ ଖଟଣି କହିଦିଅନ୍ତି ! କିନ୍ତୁ ସତକଥା ହେଲା ଜଣେ ଓଡ଼ିଆ ଯଦି ଓଡ଼ିଶା ବାହାରେ କୌଣସି ଲିମିଟେଡ୍ ସଂସ୍ଥାରେ କାର୍ଯ୍ଯ କରେ ସେ ଆଦୌ…