Search Results for ପ୍ୟାରୀମୋହନ ଏକାଡେମୀ

ରାୟବାହାଦୁର ଲକ୍ଷ୍ମୀଧର ମହାନ୍ତି (Laxmidhara Mohanty)

ଲେଖା: ଅମୃତେଶ ଖଟୁଆ ରାୟବାହାଦୁର ଲକ୍ଷ୍ମୀଧର ମହାନ୍ତି ଥିଲେ ଉତ୍କଳ ସମ୍ମିଳନୀର ଅନ୍ୟତମ ନେତା ତଥା ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣର ବିଶିଷ୍ଟ ପ୍ରବକ୍ତା । କେନ୍ଦ୍ରାପଡା ଜିଲ୍ଲା ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଥାନାର ବାଙ୍କେଶ୍ଵର ଗ୍ରାମରେ ୧୮୮୪ ମସିହା ମେ ମାସ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ଲକ୍ଷ୍ମୀଧର ମହାନ୍ତି। ପିତା ଥିଲେ ନିଶାମଣି ପଟ୍ଟନାୟକ। ଆବାଲ୍ୟ ପ୍ରତିଭାଧର…

ପଣ୍ଡିତ ଗୋବିନ୍ଦ ରଥ

ଲେଖା: ନିରଞ୍ଜନ ସାହୁ ~ ସଂଗ୍ରାମୀ ସାରସ୍ଵତସାଧକ ପୁସ୍ତକ ପ୍ରକାଶକ ଖାଣ୍ଟି ଓଡିଆ ପଣ୍ଡିତ ଗୋବିନ୍ଦ ରଥ ~ ଉନବିଂଶ ଶତାବ୍ଦୀର ଶେଷ ଦଶନ୍ଧି ସମୟରେ ଓଡ଼ିଶାରେ ବ୍ରିଟିଶ ଶାସନର ଏକ ଘଟଣା। ଅଖଣ୍ଡ କ୍ଷମତାର ଅଧିକାରୀ କମିଶନର ମାନେ। ଥରେ କଟକର କମିଶନର କାର୍ଯ୍ୟକ୍ରମ ରଖିଥିଲେ ବାଙ୍କୀ ବାଟେ ଖୋର୍ଦ୍ଧା ଯିବା ପାଇଁ। କଟକରୁ…

କର୍ମବୀର ଗୌରୀଶଙ୍କର

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷ ତୃତୀୟାଂଶ ଓଡ଼ିଶାର ଜାତୀୟ ଜୀବନ ପକ୍ଷରେ ଏକ ନବଜାଗରଣର କାଳ । ନଅଙ୍କ ଦୁର୍ଭିକ୍ଷର ଆଘାତ, ପାଶ୍ଚାତ୍ୟ ଶିକ୍ଷା ଓ ସଭ୍ୟତାର ନବବାଣୀ ନିହିତ ପ୍ରେରଣା ଜାତିର ଯୁଗବ୍ୟାପୀ ସୁଷୁପ୍ତି, ନିଷ୍କ୍ରିୟତା, ସ୍ୱାର୍ଥପରତା ଭାଂଗି ଦେଇ ଏହାକୁ ଆତ୍ମସଚେତନ ଓ କର୍ମତପ୍ତର କରିଥିଲା ।ଅତଏବ ସମାଜ ନିମନ୍ତେ…

ସଦାଶିବ ମିଶ୍ର

~ ସଦାଶିବ ମିଶ୍ର ~ ଲେଖା: ଅମୃତେଶ ଖଟୁଆ ଓଡ଼ିଶାର ମାଟି ସବୁବେଳେ ବପୁସ୍ଫୀତ କରି ଆଜି ନାନାବିଧ ଦୁର୍ବିପାକ ଓ ନିଷ୍ପେସନ ସତ୍ତ୍ଵେ ବୀରପୁତ୍ରମାନଙ୍କ ପାଇଁ ନିର୍ଭୀତା ହୋଇ ଦଣ୍ଡାୟମାନ ସମଗ୍ର ବିଶ୍ଵାୟିତ ମଞ୍ଚାସନରେ। କେବଳ ଯେ ମହାଭାରତୀୟ ସ୍ରୋତରେ ଏହାର ପ୍ରବାହ ବାରିତ, ବରଞ୍ଚ ବିଶ୍ଵକ୍ଷେତ୍ରର ପରିମିତ ସ୍ଥଳରେ ଏକ ଅପ୍ରତ୍ୟାଶିତ ନବଦିଗନ୍ତ…

ରେବା ରାୟ 

~ ରେବା ରାୟ ~ ଲେଖା: ଅମୃତେଶ ଖଟୁଆ ୧୮୬୬ ମସିହାର କରାଳ ଦୁର୍ଭିକ୍ଷ ପରେ ଓଡିଶାରେ ଆରମ୍ଭ ହୁଏ ଆଧୁନିକ ଶିକ୍ଷାର ଦ୍ରୁତ ପ୍ରସାର ଏବଂ ସକ୍ରିୟ ଶିକ୍ଷିତ ମୁଷ୍ଟିମେୟମାନେ ଏକ ପ୍ରକାରର ସାମାଜିକ ଓ ସାଂସ୍କୃତିକ ନବୋନ୍ମଷର ଅଭ୍ୟୁଦୟ କରାଇଲେ। ବ୍ରାହ୍ମଧର୍ମର ପ୍ରସାର, ୧୮୯୦ ମସିହା ବେଳକୁ ‘ଉତ୍କଳ ଦୀପିକା‘, ‘ସମ୍ବାଦବାହିକା’, ‘ସମ୍ବଲପୁର…