Search Results for ବକ୍ସି ଜଗବନ୍ଧୁ

ବକ୍ସି ଜଗବନ୍ଧୁ 

ଲେଖା: ଦେଵ ତ୍ରିପାଠୀ ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାଏ (ଲୋକମୁଖରେ ବକ୍ସି ଜଗବନ୍ଧୁ ଓ ପାଇକ ବକ୍ସି ନାମରେ ଜଣା) ଖୋର୍ଦ୍ଧା ମହାରାଜାଙ୍କର ସେନାପତି ଓ ବକ୍ସି ଥିଲେ । ଭାରତୀୟ ମୁକ୍ତି ସଂଗ୍ରାମର ଆଦ୍ୟକାଳରେ ସେ ଥିଲେ ଜଣେ ପ୍ରଚଣ୍ଡ ଯୋଦ୍ଧା । ପାଇକ ବିପ୍ଳବୀମାନେ ତାଙ୍କର ନେତୃତ୍ୱରେ ୧୮୧୭ ମସିହାରେ ଫିରିଙ୍ଗି…

ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅଵଦାନ

~ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅଵଦାନ ~ ଉପସ୍ଥାପନା: ଶିଶିର ସାହୁ ମନୋଜ ଭାରତୀୟ ସ୍ଵାଧୀନତା ସଂଗ୍ରାମର ଇତିହାସ ପୃଷ୍ଠାରେ ଅନେକ ଵୀରତ୍ୱ ଓ ଵଳିଦାନର କାହାଣୀ ଲିପିବଦ୍ଧ ରହିଛି, ମାତ୍ର ଵିଂଶ ଶତାବ୍ଦୀର ବହୁ ପୂର୍ଵରୁ ଓଡ଼ିଶା ମାଟିରେ ଵିଦେଶୀ ଶାସକଙ୍କ ଵିରୋଧରେ ଯେଉଁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥିଲା, ତାହା ସମଗ୍ର ଭାରତଵର୍ଷରେ…

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ ଉପସ୍ଥାପନା: ଶାନ୍ତନୁ କୁମାର ସାହୁ ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟ କେବଳ ଦେଶପ୍ରେମର କବିତାଗୁଛ କିମ୍ବା ସ୍ୱାଧୀନତା ସଂଗ୍ରାମର ଗୀତର ସଂଗ୍ରହ ନୁହେଁ। ଏହା ଓଡ଼ିଆ ଜାତିର ଆତ୍ମପରିଚୟ, ମାତୃଭାଷାର ସୁରକ୍ଷା, ବିଚ୍ଛିନ୍ନ ଓଡ଼ିଆ ଭୂଖଣ୍ଡର ଏକତ୍ରୀକରଣ, ବ୍ରିଟିଶ ଶାସନରୁ ମୁକ୍ତି ଏବଂ ସ୍ୱାଧୀନ ଭାରତର ମାନବୀୟ ମୂଲ୍ୟବୋଧର ଏକ ଦୀର୍ଘ…

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ “ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ ଖେଳି ଉଠେ ସଘନେ, ପ୍ରାଚୀ ଗଗନ ଶିରେ ଭାସି କନକ ନୀରେ ଆସ ତପନ ଉଇଁ ଏ ଉତ୍କଳ ଭୁବନେ ||” “ଏ ବିଦ୍ୟାଳୟ ଧନରେ ଗଢା ହେଉ ନାହିଁ। ରକ୍ତମାଂସ ମସ୍ତିଷ୍କରେ ଗଢାଯାଉଛି।”…

ମନମୋହନ ମହାପାତ୍ର

~ ମନମୋହନ ମହାପାତ୍ର ~ ଲେଖା: ଅମୃତେଶ ଖଟୁଆ ଜୀବନ ସ୍ଵତଃ ଚଳମାନ । ଏହାର ପ୍ରଚ୍ଛନ୍ନ ସୃଜନଶିଳ୍ପୀର କଳାତ୍ମକ ନିଦର୍ଶନରେ ବିଧିବଶ ଯେଉଁ ଚିତ୍ରଣର ସମୀଚୀନ ସୂତ୍ରପାତ ପୂର୍ବତଃ ଘଟସୂତ୍ର ହୋଇ ବିହିତ ପ୍ରସଙ୍ଗକ୍ରମେ ଆନୁକୂଲ୍ୟ ଘେନି ରହିଥାଏ, ତାହା ଯେପରି ଏହାକୁ ସାର୍ଥକତା ପ୍ରତି ନିଶ୍ଚିତଭାବ ପ୍ରଦାନ କରିବ । ଓଡ଼ିଆ ଜନମାନସର…

ଦୁର୍ଗ ବାରବାଟୀ

ଲେଖା: ତେଜସ୍ୱ ତ୍ରିପାଠୀ ~ ବାହୁନୁଛି ଦୁର୍ଗ ବାରବାଟୀ ~ ବାରବାଟୀ ଷ୍ଟାଡିୟମର ଆଗରେ ଥିବା ଖୋଲା ପଡ଼ିଆରେ ଥରେ ବୁଲୁଥିଲା ମନ୍ଦମଳୟର ସ୍ପର୍ଶରେ ମନ ଆନ୍ଦୋଳିତ ହେଉଥାଏ l ହଠାତ ଶୁଣାଗଲା ପବନରେ ଏକ ଅସ୍ପଷ୍ଟ କାନ୍ଦଣାର ସ୍ୱର l ସତେ ଅବା ଗୁମୁରି ଗୁମୁରି କିଏ କାନ୍ଦୁଚି l ମାତ୍ର କିଏ ସେ…

ଯୁଗେ ଯୁଗେ ଓଡ଼ିଶା

ସୌରଭିତ ସୃଷ୍ଟି: ଡ. ହରେକୃଷ୍ଣ ମହତାବ  ~ ଯୁଗେ ଯୁଗେ ଓଡ଼ିଶା ~ ପ୍ରତିବର୍ଷ ବୈଶାଖ ମାସ ଆରମ୍ଭରେ ପଞ୍ଜିକାର ଯେତେବେଳେ ଏହି ଦେଶର କୌଣସି ଗଜପତି ଗୌଡ଼େଶ୍ଵର କର୍ଣ୍ଣାଟୋତ୍କଳେବର୍ଗେଶ୍ଵର ବୀରାଧିବୀରବର ପ୍ରତାପୀ ରାଜାଙ୍କ ନାମରେ ପ୍ରଚଳିତ ସମ୍ବତ୍ସରର ଶୁଭାଶୁଭ ଫଳ ଶୁଣାଏ, ସେତେବେଳେ ଓଡ଼ିଶାର ଅସଂଖ୍ୟ ଅଧିବାସୀଙ୍କ ମନରେ ସେଇ ହଜି ଯାଇଥିବା ଦିନଗୁଡ଼ିକର…

କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତି

ଲେଖା: ଅମ୍ବିକା ପଟ୍ଟନାୟକ ଲୋକସଭା ନିର୍ବାଚନର ଦାମାମା ବାଜୁଥବା ବେଳେ ନିର୍ଲିପ୍ତ ଭାବେ ସେଇ ପ୍ରାର୍ଥୀ ଏକ ଗଳ୍ପ ଲେଖି ଶ୍ରୀ ମନୋଜ ଦାସଙ୍କୁ କହି ପାରନ୍ତି “ଆପଣ ଥିଲେ ବୋଲି ଗପଟି ଲେଖି ପାରିଲି !” କେତେଦୂର ସାହିତ୍ୟ ମନସ୍କ ନହେଲେ ଜଣେ ଏଭଳି କରି ପାରିବେ? “ଅନ୍ଧ ଦିଗନ୍ତର ନିଧି ଦାସ ପରି ଚରିତ୍ର ମୁଁ…

ଆମେ ଓଡ଼ିଆ

ସୌରଭିତ ସୃଷ୍ଟି: ନୃସିଂହ ଚରଣ ସାହୁ ଛାତ୍ରାବସ୍ଥାରୁ ସେ ଓଡ଼ିଆ ସାହିତ୍ୟ, ସଂସ୍କୃତି ଅନୁରାଗୀ । ଜନ୍ମମାଟି ପାଇଁ କିଛି କରିବାର ଆକାଙକ୍ଷା ପ୍ରବଳ । ଐଶ୍ୱରୀୟ ଆଶୀର୍ବାଦ ତାଙ୍କୁ ଆଉଟିକେ ବାଟ କଢ଼େଇ ଆଣିଲା । ହାଇସ୍କୁଲ ଛାତ୍ର ଥିବାବେଳେ ସାନିଧ୍ୟ ଲାଭ କଲେ ଅଦ୍ୱିତୀୟ ଗାନ୍ଧୀବାଦୀ ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କର । ପରିଚିତ…

ଯଦୁମଣି ମହାପାତ୍ର

~ ଯଦୁମଣି ମହାପାତ୍ର ~ ଲେଖା: ଅମୃତେଶ ଖଟୁଆ ଉତ୍କଳମାଟିରେ ମହମ୍ମଦ ତକି ଖାଁର ଆକ୍ରମଣ ସମୟରେ ତଦାନୀନ୍ତନ ଗଜପତି ରାମଚନ୍ଦ୍ର ଦେବଙ୍କ ପରିବାର ଓ ଓଡିଶାର ସାର୍ବଭୌମାଧିପତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସସମ୍ମାନେ ଆଶ୍ରୟ ଦେଇଥିଲେ ଗଞ୍ଜାମର ଆଠଗଡ଼ ରାଜା । ୧୫୪୦ ମସିହାରେ ମହାରାଜା ପ୍ରତାପରୁଦ୍ରଙ୍କ ନିଧନାନ୍ତେ ତାଙ୍କ ସେନାପତି ବେନୁ କ୍ଷତ୍ରିବର ସିଂହଙ୍କ…