Physical Address
Sai Samarpanam, Satya Vihar, Bhubaneswar

ଲେଖା: ରବୀନ୍ଦ୍ର କୁମାର ରଣା ବୈଦେହୀ ମା’ ସୀତା ଓ ଇଶ୍ୱର ପ୍ରଭୁ ରାମଙ୍କ ପବିତ୍ର ନାମକୁ ଧାରଣ କରୁଥିବା ପୁରାଣ ବର୍ଣ୍ଣିତ ତ୍ରିକୂଟ ଧାମ ହେଉଛି ବୈଦେହୀ-ଶ୍ୱର ବା ବୈଦେଶ୍ୱର ଗ୍ରାମ । ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଏକ ପ୍ରସିଦ୍ଧ ଦର୍ଶନୀୟ ସ୍ଥାନ ଏଇ ତ୍ରିକୂଟ ଧାମ । ବୈଦେଶ୍ୱର ଗ୍ରାମରେ ସପ୍ତମ ଶତାବ୍ଦୀରେ…

ଲେଖା: ଦେଵ ତ୍ରିପାଠୀ ତ୍ରୟୋଦଶ ଶତାବ୍ଦୀର କଥା । ବଙ୍ଗର ନବାବ ଗିୟାସୁଦ୍ଦିନ୍ ଖିଲିଜିକୁ ଦମନ କରିବା ଲକ୍ଷ୍ୟ ନେଇ ସୈନ୍ୟବଳ ସହ ଆଗେଇଲେ ଓଡ଼ିଶାର ବୀରାଧିବୀରବର ବୀରଶ୍ରୀ ଗଜପତି ତୃତୀୟ ଅନଙ୍ଗଭୀମ ଦେବ ! ଜଳପଥରେ ଆଗେଇବା ପୂର୍ବରୁ ଠାକୁରାଣୀଙ୍କ ଆଶୀର୍ବାଦ ନେବାକୁ ଭୁଲି ନଥିଲେ ଗଜପତି ! ସେଇ ଐତିହାସିକ ବିଜୟ ଯେ…

ଲେଖା: ରବୀନ୍ଦ୍ର କୁମାର ରଣା ଓଡିଶାର ଐତିହ୍ୟ ଓ ପର୍ଯ୍ୟଟନ ମାନଚିତ୍ରରେ ଗୋଟିଏ ଅତି ପରିଚିତ ସ୍ଥାନ ହେଉଛି କଟକ ଜିଲ୍ଲାର ବଡ଼ମ୍ବା ବ୍ଳକ ଗୋପିନାଥପୁରର ସିଂହନାଥ ପୀଠ ବା ବାଲି ସିଂହାସନ ପୀଠ । ମହାନଦୀର ମଝିରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଗୋଟିଏ ଛୋଟିଆ କୁଦରେ ଏହି ପ୍ରାଚୀନ ଐତିହାସିକ ପୀଠଟି ଅବସ୍ଥିତ ।…

ଲେଖା: ନିରଞ୍ଜନ ସାହୁ ~ ଓଡ଼ିଆପୁଅ ଜୟଦେବ ~ “ଲଳିତଲବଙ୍ଗଲତା ପରିଶୀଳନ କୋମଳ ମଳୟ ସମୀରେ ମଧୁକରନିକର କରଂବିତ କୋକିଳ କୂଜିତ କୁଞ୍ଜକୁଟୀରେ, ବିହରତି ହରିରିହ ସରସ ବସନ୍ତେ, ନୃତ୍ୟତି ଯୁବତୀଜନେନ ସମଂ ସଖି ବିରହିଜନସ୍ୟ ଦୁରନ୍ତେ।” ଲଳିତ ଶବ୍ଦ ପ୍ରୟୋଗ ଓ ପଦବିନ୍ୟାସରେ ବିଶ୍ୱବାସୀଙ୍କୁ ଚକିତ କରିପାରିଥିବା ମହାନ୍ ସଂସ୍କୃତ କବି, ‘ଗୀତଗୋବିନ୍ଦ‘ର ରଚୟିତା…

ଲେଖା: ଅରବିନ୍ଦ ମହାନ୍ତି ପ୍ରଥମ ମାତୃକା ବ୍ରହ୍ମାଣୀ ଦେବୀ ଦୁର୍ଗାଙ୍କୁ ମହିଷାସୁର ସହ ଯୁଦ୍ଧେ ସାହାଯ୍ୟ କରିବା ପାଈଁ ବିଭିନ୍ନ ଦେବତାଙ୍କ ଅଙ୍ଗରୁ ତାଙ୍କ ଶକ୍ତି ସ୍ୱରୁପା ଦେବୀ ମାନେ ପ୍ରକଟିତ ହୋଇଥିଲେ। ସେଥି ମଧ୍ୟରୁ ବ୍ରହ୍ମାଣୀ ହେଲେ ଅନ୍ୟତମା। ବ୍ରହ୍ମାଙ୍କ ଶକ୍ତି ସ୍ୱରୁପା ହେଲେ ଦେବୀ ବ୍ରହ୍ମାଣୀ। ଦେବୀଙ୍କୁ ବ୍ରହ୍ମାଶକ୍ତି ସାବିତ୍ରୀ ରୁପେ ମଧ୍ୟ…