Search Results for ଭକ୍ତକବି ମଧୁସୂଦନ ରାଓ

ବୋଇତ

ଲେଖା: ଶିଶିର ସାହୁ ମନୋଜ ପ୍ରାଚୀନ କାଳରୁ ଓଡ଼ିଆରେ ପ୍ରଚଳିତ ହିଁ ନୁହେଁ ଵରଂ ଅତି ପ୍ରଚଳିତ ହୋଇ ଆସିଛି ବୋଇତ ଶବ୍ଦ । ଭାରତର ଅନ୍ୟ କୌଣସି ପ୍ରାଦେଶିକ ଭାଷାରେ ଏହି ଶବ୍ଦ ନାହିଁ ।  ୧. ହିନ୍ଦୀରେ – ନୈହର, ନୟା, କସ୍ତୀ, କିସ୍ତୀ ଶବ୍ଦ ରହିଛି ୨. ବଙ୍ଗଳାରେ ତୋରୀ, ଡୋଙ୍ଗା,…

ଜଗବନ୍ଧୁ ସିଂହ

ଲେଖା: ଦେଵ ତ୍ରିପାଠୀ “ମୁଁ ଚାହେଁ ଓଡ଼ିଆ ଜାତି ନ ହେଉ ନିଊନ ବୃଦ୍ଧି ହେଉ ପ୍ରାଚୀନ କୀରତି ଶତଗୁଣ“ ଓଡ଼ିଆ ଅସ୍ମିତାଠାରୁ ଆରମ୍ଭ କରି ମହାଭାରତୀୟ ଜାତିୟତା ପର୍ଯ୍ୟନ୍ତ ସବୁ ଥିଲା ତାଙ୍କ ପ୍ରାଣର ଧ୍ୟେୟ । ପଦ୍ୟାତ୍ମକ ‘ଭାରତ ଚରିତାମୃତ’ ଓ ଗଦ୍ୟାତ୍ମକ ‘ପ୍ରାଚୀନ ଉତ୍କଳ’ ତାହାର ପ୍ରମାଣ । ଭାଷା ପ୍ରାଞ୍ଜଳ…

କର୍ମବୀର ଗୌରୀଶଙ୍କର

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷ ତୃତୀୟାଂଶ ଓଡ଼ିଶାର ଜାତୀୟ ଜୀବନ ପକ୍ଷରେ ଏକ ନବଜାଗରଣର କାଳ । ନଅଙ୍କ ଦୁର୍ଭିକ୍ଷର ଆଘାତ, ପାଶ୍ଚାତ୍ୟ ଶିକ୍ଷା ଓ ସଭ୍ୟତାର ନବବାଣୀ ନିହିତ ପ୍ରେରଣା ଜାତିର ଯୁଗବ୍ୟାପୀ ସୁଷୁପ୍ତି, ନିଷ୍କ୍ରିୟତା, ସ୍ୱାର୍ଥପରତା ଭାଂଗି ଦେଇ ଏହାକୁ ଆତ୍ମସଚେତନ ଓ କର୍ମତପ୍ତର କରିଥିଲା ।ଅତଏବ ସମାଜ ନିମନ୍ତେ…

ଉତ୍କଳ ସମ୍ମିଳନୀ

ଲେଖା: ନିରଞ୍ଜନ ସାହୁ ୧୯୦୩ ମସିହାର ଡିସେମ୍ବର ମାସ ତିରିଶ ଓ ଏକତ୍ରିଶ ତାରିଖ । କଟକ ସହରର ଇଦଗାପଡ଼ିଆ ଲୋକାରଣ୍ୟ । କ୍ଷୁଦ୍ରତର ହୋଇ ଯାଇଥିବା ଓଡ଼ିଶା ଭୂଖଣ୍ଡର କୋଣ ଅନୁକୋଣରୁ ଆସିଥିବା ରାଜା, ଜମିଦାର, ପ୍ରତିନିଧି ମଣ୍ଡଳୀ, ସାହିତ୍ୟରଥୀ, ଜାତୀୟତାବାଦୀ ଓ ସାଧାରଣ ଲୋକେ ଗୋଟିଏ ସ୍ଥାନରେ ସମ୍ମିଳିତ । ସମସ୍ତ ଆୟୋଜନ…

ମୃତ୍ୟୁଞ୍ଜୟ ରଥ 

~ ମୃତ୍ୟୁଞ୍ଜୟ ରଥ ~ ଲେଖା: ଅମୃତେଶ ଖଟୁଆ ~ କାବ୍ୟତୀର୍ଥ ବାଣୀଭୂଷଣ : ମୃତ୍ୟୁଞ୍ଜୟ ରଥ ~ କରିଛ ତୁମ୍ଭେ ନବ ସ୍ବର୍ଗ-ପ୍ରବାସ,  ଅନୁସରନ୍ତି ସୁଖେ ଅଛି କି ଆଶ ! ମାତ୍ର ଏ ଜନେ ସିନା ଭୁଞ୍ଜିବେ ଦୁଃଖ, ତୁମ୍ଭ ଆୟତ୍ତ ଯେଣୁ ସବୁରି ସୁଖ।” (କୁମ୍ଭାରସମ୍ଭବମ୍, ଚତୁର୍ଥ ସର୍ଗ : ଅନୂଦିତ…

ପଲ୍ଲୀକବି

ପଲ୍ଲୀକବି, ଓଡ଼ିଶାମାଟିର ଜଣେ ପ୍ରାତଃସ୍ମରଣୀୟ ଯୋଗଜନ୍ମା ବ୍ୟକ୍ତିତ୍ଵ, ଆଧୁନିକ ଓଡ଼ିଆ ସାହିତ୍ୟରେ ଅପୂର୍ବ ଲାଳିତ୍ୟମୟ ଅଗଣିତ ପଲ୍ଲୀଗୀତ ଓ ସଂସ୍କାରଧର୍ମୀ କାଳଜୟୀ ଉପନ୍ୟାସମାନ ସୃଷ୍ଟି କରି ଓଡ଼ିଆ ଜନମାନସକୁ ଆନ୍ଦୋଳିତ କରିପାରିଥିଲେ ସେ . .

ତୁହି ମା ଜନମଭୂମି

ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ      ~ ତୁହି ମା ଜନମଭୂମି ~ ତୁହି ମା ଜନମ ଭୂମି              ପବିତ୍ର ଭାରତ ଭୂମି         ତୋହରି ସନ୍ତାନ ଆମ୍ଭେ ଅଟୁ ସରବେ, ତୋର ଶ୍ରୀଚରଣ ସେବା         ପାଇଁ ମନପ୍ରାଣ ଦେବା          ଗାଇବା ତୋହରି ନାମ ଆନନ୍ଦ ରବେ,               ତୋ ଆନନ୍ଦେ…

ରେବା ରାୟ 

~ ରେବା ରାୟ ~ ଲେଖା: ଅମୃତେଶ ଖଟୁଆ ୧୮୬୬ ମସିହାର କରାଳ ଦୁର୍ଭିକ୍ଷ ପରେ ଓଡିଶାରେ ଆରମ୍ଭ ହୁଏ ଆଧୁନିକ ଶିକ୍ଷାର ଦ୍ରୁତ ପ୍ରସାର ଏବଂ ସକ୍ରିୟ ଶିକ୍ଷିତ ମୁଷ୍ଟିମେୟମାନେ ଏକ ପ୍ରକାରର ସାମାଜିକ ଓ ସାଂସ୍କୃତିକ ନବୋନ୍ମଷର ଅଭ୍ୟୁଦୟ କରାଇଲେ। ବ୍ରାହ୍ମଧର୍ମର ପ୍ରସାର, ୧୮୯୦ ମସିହା ବେଳକୁ ‘ଉତ୍କଳ ଦୀପିକା‘, ‘ସମ୍ବାଦବାହିକା’, ‘ସମ୍ବଲପୁର…

ଐତିହାସିକ ପ୍ୟାରୀମୋହନ ଆଚାର୍ଯ୍ୟ

ଲେଖା: ଦେଵ ତ୍ରିପାଠୀ ଉତ୍କଳକୁ ସେ ଆପଣାର ମାତୃଭୂମି ଜ୍ଞାନ କରି ପୂଜା କରୁଥିଲେ, ପ୍ରାଣଠୁ ବଳି ଭଲ ପାଉଥିଲେ । ଉତ୍କଳରେ ଇତିହାସର ଅଭାବ ଦେଖି ସେ ବହୁଗ୍ରନ୍ଥ, ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ । ଓଡ଼ିଶା ପ୍ରତି ତାଙ୍କର…

ଓଡ଼ିଶୀନୃତ୍ୟର ଆଦିଗୁରୁ ପଦ୍ମଶ୍ରୀ ପଙ୍କଜଚରଣ ଦାସ

ଲେଖା: ଦେଵ ତ୍ରିପାଠୀ ବଡ଼ଦେଉଳର ଦେବଦାସୀ ନୃତ୍ୟକୁ ନେଇ ସେ ବିଶ୍ୱ ଦରବାରରେ ପହଞ୍ଚାଇଛନ୍ତି, ପୋତିଛନ୍ତି “ଓଡ଼ିଶୀ” ମହଦୃମର ବୀଜ I ଓଡ଼ିଶୀ ନୃତ୍ୟକୁ ନେଇ ସେ କରିଛନ୍ତି ବହୁ ପରୀକ୍ଷା ନିରୀକ୍ଷା I ଓଡ଼ିଶୀରେ ସେ ଆରମ୍ଭ କରିଛନ୍ତି ଦଶାବତାର “ଗ୍ଲାନିସଂହାର” ନାମରେ; ଓଡ଼ିଶୀ ନୃତ୍ୟରେ ସେ ପ୍ରଣୟନ କରିଛନ୍ତି “ଗତିବିଳାସ ପଲ୍ଲବୀ” ନାମକ…