Search Results for ଭାଗବତ

ଓଡ଼ିଆ ଭାଗବତ

ଲେଖା: ଇଂ ବିଜୟ କେତନ ସାହୁ ~ ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ – ଏକ ଦୃଷ୍ଟିପାତ (Part 2) ~ ଓଡ଼ିଆ ଭାଗବତ ଯେ କେବଳ ତତ୍କାଳୀନ ଜନମାନସରେ ଆଦୃତ ଥିଲା ତାହା ନୁହେଁ, ସେହି ଭାଗବତର ଭକ୍ତିପୂର୍ଣ୍ଣ ପଦାବଳୀକୁ ଶ୍ରବଣ କରି ସ୍ୱୟଂ ମହାପ୍ରଭୁ ଶ୍ରୀଚୈତନ୍ୟ ହୋଇଥିଲେ ପ୍ରେମ-ବିଗଳିତ। କବିଙ୍କର…

ଓଡ଼ିଆ ଭାଗବତ

ଲେଖା: ଇଂ ବିଜୟ କେତନ ସାହୁ ~ ଅତିବଡ଼ି ଜଗନ୍ନାଥ ଦାସ କୃତ ଓଡ଼ିଆ ଭାଗବତ – ଏକ ଦୃଷ୍ଟିପାତ (Part 1) ~ ଓଡିଶା ଜନଜୀବନର ପ୍ରାଣନ ସଙ୍ଗୀତ ଓଡ଼ିଆ ଭାଗବତ। ପ୍ରତିଟି ଓଡ଼ିଆର ପ୍ରାଣର ଆବେଗତା ଭରି ରହିଛି ଏଇ ଭାଗବତରେ। ଅତିବଡି ଜଗନ୍ନାଥ ଦାସଙ୍କର ଏଇ ଭାଗବତ କେବଳ ଏକ ପୌରାଣିକ…

ଓଡ଼ିଆ ଭାଗବତ 

ଉପସ୍ଥାପନା: ଦେଵ ତ୍ରିପାଠୀ ଗଭୀର ବୈଷ୍ଣବତତ୍ତ୍ଵ ସମ୍ବଳିତ ଗ୍ରନ୍ଥ ଆମରି ଓଡ଼ିଆ ଭାଗବତ । ସମାଜରେ ସଂହତି, ସମନ୍ୱୟ ରକ୍ଷାରେ ଏହାଠାରୁ ବଳି ବଡ଼ ସାଧନ ଅତୀତ କାଳରେ କିଛି ନ ଥିଲା । ବ୍ୟାସଦେବକୃତ ସଂସ୍କୃତ ବ୍ୟତୀତ ପୂର୍ବରୁ ଅର୍ଥାତ୍ ଷୋଡ଼ଶଶତାବ୍ଦୀ ପୂର୍ବରୁ, ଅନ୍ୟଭାଷାରେ ଭାଗବତ ନ ଥିଲା । ସଂସ୍କୃତ ଭାଷାର ଭାଗବତ…

ଭାଗବତ ଟୁଙ୍ଗୀ  

ଉପସ୍ଥାପନା: ଦେଵ ତ୍ରିପାଠୀ   ଓଡ଼ିଆ ସଂସ୍କୃତି ତଥା ଧାର୍ମିକ ଚେତନାର ପ୍ରାଣକେନ୍ଦ୍ର ଭାଗବତ ଟୁଙ୍ଗୀ । ସଞ୍ଜ ନଇଁ ଆସିଲାଣି । ତୁଳସୀ ଚଉରା ମୂଳେ ସଳିତା ଜାଳିସାରିଲାଣି ବୋହୂ । ଗୋଟି ଗୋଟି ହୋଇ ତାରା ଫୁଟି ଉଠିଲେଣି ଆକାଶରେ । ଗଛ ମଥାନ ବି ଟିକେ ଚହଲିବାକୁ ନାହିଁ, ଦିନସାରା ଡହ ଡହ…

ଶ୍ରୀଚୈତନ୍ୟଙ୍କ ଦେହାବସାନ

~ ଶ୍ରୀଚୈତନ୍ୟଙ୍କ ଦେହାବସାନ: ବିଭିନ୍ନ ସୂତ୍ର ଆକଳନ ~ ଉପସ୍ଥାପନା: ଅମ୍ବିକା ପଟନାୟକ ଷୋଡଶ ଶତାବ୍ଦୀରେ ଭାରତରେ ଯେଉଁ ଭକ୍ତିଧାରା ପ୍ରବାହିତ ହେଉଥିଲା ତାର ମୁଖ୍ୟ ସୂତ୍ରଧର ଥିଲେ ଶ୍ରୀଚୈତନ୍ୟ ମହାପ୍ରଭୁ l ରାଧାକୃଷ୍ଣ ତତ୍ତ୍ୱର ପ୍ରମୁଖ ପ୍ରବକ୍ତା ଆଉ “ହରେକୃଷ୍ଣ ମହାମନ୍ତ୍ର”ର ପ୍ରମୁଖ ଉଦ୍ୟୋକ୍ତା ବି ଶ୍ରୀଚୈତନ୍ୟ l ବିଶ୍ୱମ୍ଭର ବା ନିମାଇଁ ଭାବେ…

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ ଉପସ୍ଥାପନା: ଶାନ୍ତନୁ କୁମାର ସାହୁ ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟ କେବଳ ଦେଶପ୍ରେମର କବିତାଗୁଛ କିମ୍ବା ସ୍ୱାଧୀନତା ସଂଗ୍ରାମର ଗୀତର ସଂଗ୍ରହ ନୁହେଁ। ଏହା ଓଡ଼ିଆ ଜାତିର ଆତ୍ମପରିଚୟ, ମାତୃଭାଷାର ସୁରକ୍ଷା, ବିଚ୍ଛିନ୍ନ ଓଡ଼ିଆ ଭୂଖଣ୍ଡର ଏକତ୍ରୀକରଣ, ବ୍ରିଟିଶ ଶାସନରୁ ମୁକ୍ତି ଏବଂ ସ୍ୱାଧୀନ ଭାରତର ମାନବୀୟ ମୂଲ୍ୟବୋଧର ଏକ ଦୀର୍ଘ…

ଆମ ଚଳଣି

~ ଆମ ଚଳଣି ~ ଲେଖା: ଡ. ଜୟଶ୍ରୀ ନନ୍ଦ ଓଡ଼ିଆ ଘରର କଥା ନିଆରା। ଆମ ଚଳଣି ଅନନ୍ୟ। ଏବେ ବି ଓଡ଼ିଶାରେ ଅନେକ ଯୌଥ ପରିବାର ଦେଖିବା ପାଇଁ ମିଳେ। ଘରର ମୁରବିଙ୍କର କଥାକୁ ସମସ୍ତେ ସମ୍ମାନ ଦିଅନ୍ତି। ଆଜି ବି ପୁଅଟିଏ ବାପାଙ୍କର ପାଦ ଘସି ଦିଏ। ମା’ ଠାରୁ ରୋଷେଇବାସ,…

ବସନ୍ତରାସ

ଉପସ୍ଥାପନା: ନିରଞ୍ଜନ ସାହୁ ଋତୁରାଜ ବସନ୍ତଙ୍କ ଆଗମନରେ ରାଧାଙ୍କର ମାନସିକ ଚଞ୍ଚଳତା ବୃଦ୍ଧି ପାଇଛି। କୃଷ୍ଣଙ୍କର ଘନସାନିଧ୍ୟ ଲାଭ କରିବା ପାଇଁ ସେ ଅଧୀର ଭାବରେ ଘୋର ବନ ମଧ୍ୟରେ ତାଙ୍କ ସନ୍ଧାନ କରି ଚାଲିଛନ୍ତି। ଏହି ସମୟରେ ଜନୈକା ସଖୀ ଶ୍ରୀରାଧାଙ୍କୁ ଏକ ଅଭିନବ ଦୃଶ୍ୟ ଦେଖିବାକୁ ବୃନ୍ଦାବନର ଅଭ୍ୟନ୍ତରକୁ ଡାକି ନେଇଯାଇଛି ଓ…

ହୋଲି

~ ହୋଲି ~ ଲେଖା: ରୁପେଶ୍ୱର କୁମ୍ଭାର ପ୍ରାଚୀନ କାଳରୁ ଭାରତରେ ହୋଲି ପର୍ବ ସବୁବର୍ଗର ଲୋକୋମନେ ପାଳନ କରିଆସୁଛନ୍ତି । ଏହି ପର୍ବରେ ଅନେକ ପ୍ରକାରର ରଙ୍ଗକୁ ନେଇ ଜାତି, ଧର୍ମ, ସବୁ ଭୁଲି ଆମେ ସମସ୍ତେ ଏହି ପର୍ବକୁ ପାଳନ କରିଥାଉ, ସମସ୍ତ ଶତ୍ରୁତାକୁ ଭୁଲି ଭାଇଚାରର ସମ୍ପର୍କ ଆମେ ସୃଷ୍ଟି କରିଥାଉ…

ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (ପ୍ରଥମ) ~ ଅନ୍ତରଙ୍ଗ କଳିଙ୍ଗର ପ୍ରଥମ ଅବଦାନ ! ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ ! ଅତି ସାଧାରଣ ଲୋକଙ୍କ ସମାଜ ଭିତରେ ମଝିରେ ମଝିରେ ଅସାଧାରଣ ଲୋକ ଜନ୍ମଗ୍ରହଣ କରନ୍ତି ! ଆଉ ସେମାନେ ସାଜନ୍ତି ମାନବଜାତିର ପଥପ୍ରଦର୍ଶକ ! ଦିଅନ୍ତି ବିପୁଳଶକ୍ତି, ନୂତନ ଜୀବନ ଏବଂ…