Search Results for ଭାଗବତ

ଗୋପାଳଚନ୍ଦ୍ର ପ୍ରହରାଜ

ଲେଖା: ଦେଵ ତ୍ରିପାଠୀ “ପାଇଲି ଅସଲ ଚିଜ ହେଉ ତାହା ଛଡ଼ା, ନିରୋଳ ଓଡ଼ିଆ କଥା ଥିଲା ମୋର ଲୋଡା, ପଢିଲି ସାହିତ୍ୟ ବସି ପହରେକ ଆଜ, ଠିକ୍ ଠିକ୍ ଗାଇ ଯାଇଛନ୍ତି ପ୍ରହରାଜ . . “ ଯାହାଙ୍କ ପ୍ରଶଂସାରେ ବ୍ୟାସକବି ଫକୀରମୋହନ ଏପରି ଶତମୁଖ ହୋଇପଡ଼ିଥିଲେ, ସେଇ ମହାନ ସ୍ରଷ୍ଟା କିନ୍ତୁ ଆମ…

ପଞ୍ଚକ

ଲେଖା: ଶ୍ରୀଜଗନ୍ନାଥ ପୃଷ୍ଠା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ ବା ପଞ୍ଚୁକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକ ପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି…

ରାଜା ସୋମନାଥ ସିଂହ

~ ରାଜା ସୋମନାଥ ସିଂହ ~ ଲେଖା: ଅମୃତେଶ ଖଟୁଆ ସମଗ୍ର ଓଡିଶାରେ ଯେତେବେଳେ ନାନାବିଧ ସ୍ଵାଧୀନତାର ସ୍ଵରୋତ୍ତଳିତ ହୁଏ, ସେତେବେଳେ କଦମ୍ଵବଂଶୀୟ ଅନୁଗୋଳ ଗଡଜାତର ଶେଷ ରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ମହୀୟାନ ଆତ୍ମତିତିକ୍ଷାର କଥା ଉଠେ । “କିଞ୍ଚିତ ଦୟା ନୋହିଲା କମଳ ଲୋଚନ ପ୍ରଭୁ ଥାଉ ଥାଉ ମୋ କର୍ମ ବିଫଳ…

ଅବଳା

ଲେଖା: ନିରଞ୍ଜନ ସାହୁ ଭାରତୀୟ ସ୍ଵାଧୀନତା ସଂଗ୍ରାମକୁ ଆମ ଓଡ଼ିଶାର ବରୀ ଅଞ୍ଚଳର ଅବଦାନ କୌଣସି ଗୁଣରେ କମ୍ ନୁହେଁ । ୧୯୪୨ ମସିହା ଅଗଷ୍ଟ ମାସରେ  ଗାନ୍ଧିଜୀଙ୍କ ଆହୂତ ‘ଭାରତଛାଡ଼’ ଆନ୍ଦୋଳନ ସାରା ଭାରତରେ ମୁଣ୍ଡ ଟେକି ଉଠିଥାଏ । ବିଦେଶୀ ଇଂରେଜଙ୍କୁ ଏ ଦେଶରୁ ହଟାଇବା ସହ ସ୍ଵରାଜ ପ୍ରତିଷ୍ଠା କରିବାର ସ୍ଵପ୍ନକୁ…

ପାଲା

ଲେଖା: ନିରଞ୍ଜନ ସାହୁ ପାଲା ! ଓଡ଼ିଶାର ନିଜସ୍ଵ ଲୋକସଂସ୍କୃତି !        ସଂସ୍କୃତି ଏକ ବେଗଗାମୀ ସ୍ରୋତସ୍ଵିନୀ । ଏହା ଚିର ପ୍ରବହମାନ । ଉନ୍ନତ ଚିନ୍ତା, ମାର୍ଜିତ ରୁଚି, ଶାଳୀନତା ଯୁକ୍ତ ପରମ୍ପରା – ଏ ସବୁକୁ ନେଇ ପ୍ରକାଶିତ ହୁଏ ସଂସ୍କୃତି । ପର୍ବତ କନ୍ଦରରୁ କଳକଳ ନାଦ କରି ବହି ଆସୁଥିବା…

ପ୍ରାଚୀ ଉପତ୍ୟକାର ମାଧବ ସଂସ୍କୃତି

ଲେଖା: ରବୀନ୍ଦ୍ର କୁମାର ରଣା ଓଡ଼ିଶାରେ ବୈଷ୍ଣବ ପରମ୍ପରାର ଇତିହାସ ଅତି ପ୍ରାଚୀନ। ପଦ୍ମ ପୁରାଣ ଓ ଭାଗବତ ବର୍ଣ୍ଣିତ ଭଗବାନ ବିଷ୍ଣୁଙ୍କ ୨୪ ନାମ ମଧ୍ୟରେ ମାଧବ ହେଉଛି ଅନ୍ୟତମ। ଇତିହାସର ତଥ୍ଯ ଅନୁସାରେ ୪ର୍ଥ ଶତାବ୍ଦୀ ଅର୍ଥାତ ଓଡ଼ିଶାରେ ଗୁପ୍ତ ରାଜାମାନଙ୍କ ଶାସନ ସମୟରେ ଓଡ଼ିଶାରେ ବୈଷ୍ଣବ ପରମ୍ପରା ଆରମ୍ଭ ହୋଇଛି। ଗୁପ୍ତରାଜା…

ଆମେ ଓଡ଼ିଆ

ସୌରଭିତ ସୃଷ୍ଟି: ନୃସିଂହ ଚରଣ ସାହୁ ଛାତ୍ରାବସ୍ଥାରୁ ସେ ଓଡ଼ିଆ ସାହିତ୍ୟ, ସଂସ୍କୃତି ଅନୁରାଗୀ । ଜନ୍ମମାଟି ପାଇଁ କିଛି କରିବାର ଆକାଙକ୍ଷା ପ୍ରବଳ । ଐଶ୍ୱରୀୟ ଆଶୀର୍ବାଦ ତାଙ୍କୁ ଆଉଟିକେ ବାଟ କଢ଼େଇ ଆଣିଲା । ହାଇସ୍କୁଲ ଛାତ୍ର ଥିବାବେଳେ ସାନିଧ୍ୟ ଲାଭ କଲେ ଅଦ୍ୱିତୀୟ ଗାନ୍ଧୀବାଦୀ ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କର । ପରିଚିତ…

କାଳୀଜାଇ: ଇପ୍ସିତ ଝଡ଼ର ଦେବୀ

ରଚନା: ଡ. ସନତ କୁମାର ଦାସ [କାଳଜୟୀ କାଳୀଜାଇ ଗାଥା କବିତାର କବି, ସତ୍ୟବାଦୀ ବନବିଦ୍ୟାଳୟର ସାଧକ, ପୁଣ୍ୟଶ୍ଳୋକ ପଣ୍ଡିତ ଗୋଦାବରୀଶଙ୍କୁ  ଶ୍ରଦ୍ଧାଞ୍ଜଳି ବାଢ଼ିଦେଲା ବେଳେ ରସଗ୍ରାହୀ ହୃଦୟବନ୍ତମାନଙ୍କୁ ଅନୁରୋଧ, ଏ’ କାଳୀଜାଇ କବିତାର ଅନ୍ତଃସ୍ବର “କାଳୀଜାଇ: ଇପ୍ସିତ ଝଡ଼ର ଦେବୀ” ଶୁଣିବା ହେବେ । ] ~ କାଳୀଜାଇ: ଇପ୍ସିତ ଝଡ଼ର ଦେବୀ ~…

ପହିଲି ରଜ

ସୌରଭିତ ସୃଷ୍ଟି: ଡ. ସଚ୍ଚିଦାନନ୍ଦ ରାଉତରାୟ ବହୁବିଧ ସଂସ୍କୃତି, ପରମ୍ପରା ଓ ପାର୍ବଣର ଅନୁଭବ କେବଳ ଓଡ଼ିଶାରେ ହିଁ ଉପଲବ୍ଧ ହୋଇଥାଏ। ସଂସ୍କୃତି-ପରମ୍ପରାରେ ମଗ୍ନ ଏହି ମାଟିର ଅଧିବାସୀ ମାନେ ବିଭିନ୍ନ ପର୍ବପର୍ବାଣି ପାଳନରେ ଦେଶରେ ଆଗୁଆ । ସେଇଥିପାଇଁ ଏଠି ବାର ମାସରେ ତେର ପର୍ବ ! ରଜପର୍ବ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି…

ରାଜା ଶ୍ୟାମାନନ୍ଦ ଦେ

ଲେଖା: ନିରଞ୍ଜନ ସାହୁ ସମାଜସେବା, ସ୍ବଦେଶପ୍ରୀତି, ବଦାନ୍ୟତାର ପ୍ରତୀକ ଏହି ରାଜନ୍ ଙ୍କୁ ୧୮୮୭ ମସିହା ଫେବୃଆରୀ ମାସ ୧୬ ତାରିଖରେ ବ୍ରିଟିଶ ସରକାର ଅତ୍ୟନ୍ତ ପ୍ରୀତ ହୋଇ ଦେଇଥିଲେ ଏକ ସନନ୍ଦ: ROYAL MEMORIAL BEARING SANAND To Raja Shyamananda Dey of Balasore, Orissa I hereby confer upon you…