Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ ~ ‘‘ହାତ ଚାଖଣ୍ଡେ ଖୋଳିବ ଗାତ, ପତର ଖଣ୍ଡିକେ ନ ଦେବ ହାତ, ଚାଖଣ୍ଡେ ମାପି ଭାଙ୍ଗିବ ଭଣ୍ଡା, ତେବେ ସେ ଦେଖିବ କଦଳୀ ପେଣ୍ଡା ।” ଏମିତି ଆମ ଗାଁ ଗହଳିରେ କେତେ ବଚନ ଶୁଣୁ ! କଦଳୀ ଚାଷକୁ ନେଇ ଇଏ ଆମ #ଲୋକଗୀତ…

ଲେଖା: ଅମ୍ବିକା ପଟ୍ଟନାୟକ ଐତିହାସିକ ଦାଣ୍ଡିଯାତ୍ରା ଓ ଶ୍ରୀଜଗନ୍ନାଥ ମନ୍ଦିର l କିଛି ସମ୍ପର୍କ ଅଛି କି? ଟିକେ ପର୍ଯ୍ୟାଲୋଚନା ହେଉ l ମହାତ୍ମା ଗାନ୍ଧୀ ୧୮ ମାର୍ଚ୍ଚ ୧୯୩୦ରୁ ୬ ଏପ୍ରିଲ ୧୯୩୦ ଆରମ୍ଭ କରିଥିଲେ ସବରମତୀ ଆଶ୍ରମରୁ ଦାଣ୍ଡି ସମୁଦ୍ରକୂଳ, ଦୁଇଶ କୋଡିଏ କିଲୋମିଟର ଯାତ୍ରା l “ଲବଣ ସତ୍ୟାଗ୍ରହ” ନାମରେ ଖ୍ୟାତ…

ଲେଖା: ଅମ୍ବିକା ପଟ୍ଟନାୟକ ~ ଗୋପାଳ ଚନ୍ଦ୍ର ପ୍ରହରାଜ ~ ୧. ନେତାମାନେ ଓଡିଶା ମାତାକୁ କେତେବେଳେ ପାଟପତନୀ, କେତେବେଳେ ପିଚାପାଡ଼ିଆ ଶାଢ଼ୀ, କେତେ ବେଳେ କେଳୁଣୀ କଛା, କେତେବେଳେ ଗାଉନ, କେତେ ବେଳେ ବାହୁ ଖଡ଼ୁ, କେତେବେଳେ ବ୍ରାସଲେଟ ଏବଂ କେତେ ବେଳେ ଯାହା ମନ ତାହା ପିନ୍ଧେଇ ମଞ୍ଚ ଉପରେ ତାମସା କରନ୍ତି…

ଲେଖା: ଅମ୍ବିକା ପଟ୍ଟନାୟକ ~ ଉତ୍କଳେ ପ୍ରଣିପତ୍ୟ ସନ୍ଥ ଅଭିରାମ ପରମହଂସ ~ ପାଞ୍ଚ ମନଟି ଯାକୁ କହି l ପଞ୍ଚମ ଜର୍ଜ ସେ ଅଟଇ l ଗୋରା ପଲଟନଟି ଯେହି l ପଚିଶ ପ୍ରକୃତି ଅଟଇ l ଏହିଟି ବିଦେଶୀ ଅଟନ୍ତି l ସ୍ୱରାଜ୍ୟ ଉଜାଡିଣ ଦ୍ୟନ୍ତି l ଯେହୁ ଅଟେ ମହତ ଆତ୍ମା…

ଲେଖା: ଶିଶିର ସାହୁ ମନୋଜ ~ ଓଡ଼ିଶାରେ ହୋଲିକା ଦହନ, ହୋଲି, ଚାଚେରୀ ଓ ଦୋଳ ପୂର୍ଣ୍ଣିମା ~ ଆଗେ ଓଡ଼ିଶାରେ ହୋଲିକା ଦହନ ନଥିଲା କିନ୍ତୁ ପଶ୍ଚିମ ଭାରତର ହୋଲିକା ଦହନ ଓଡ଼ିଶାରେ ତଥା ଭାରତର ଅନ୍ୟ କେତେକ ରାଜ୍ୟରେ ପ୍ରଚଳନ ହେଵାରୁ ଏହାକୁ ଉପଲକ୍ଷ୍ୟ କରି ଗୋଟିଏ ନ୍ୟାୟ ସୃଷ୍ଟି ହୋଇଛି ତାହା…

ଲେଖା: ଶ୍ରୀକାନ୍ତ ସିଂହ ~ ଭ୍ରିଙ୍ଗେଶ୍ୱର ମନ୍ଦିର ~ ପ୍ରାଚୀନ ଓଡ଼ିଶାକୁ ଖୋଜିବାଠୁ ପ୍ରାଚୀନ ଓଡ଼ିଶାର ପରିକଳ୍ପନା କରିବା ବହୁତ କଷ୍ଟ l ତତ୍କାଳୀନ ସମାଜର ଚିନ୍ତା ଓ ଚେତନା, ମଣିଷର ଜୀବନଶୈଳୀ, ସେ କାଳର ସାମାଜିକ ରୀତିନୀତି, ରାଜନୀତି, ଚାଲି ଓ ଚଳଣୀ, ତଥା ଧର୍ମୀୟ ଭାବଧାରାକୁ ତର୍ଜମା କରି ସେ ସମୟର ନିର୍ମାଣ…

ଲେଖା: ଦେଵ ତ୍ରିପାଠୀ ~ କବିସମ୍ରାଟ ପଦବୀ ~ ଦୀର୍ଘଦିନ ଧରି ଓଡ଼ିଶାର ସାହିତ୍ୟିକ ଓ ସାଂସ୍କୃତିକ ଜଳବାୟୁରେ ରାଜକବି ଉପେନ୍ଦ୍ରଭଞ୍ଜଙ୍କୁ #କବିସମ୍ରାଟ ଓ #ସଙ୍ଗୀତସମ୍ରାଟ ରୂପେ ପ୍ରମାଣିତ କରା ହୋଇଆସୁଛି ! ତେବେ କବି କ’ଣ ତାଙ୍କର ଜୀବଦ୍ଦଶାରେ ଉକ୍ତ ପଦବୀ ଗଜପତି ରାଜଦରବାରରୁ ଲାଭ କରିଥିଲେ ? କିଏ ଦେଇଥିଲେ ଏଇ କବିସମ୍ରାଟ ଉପାଧି…

ଉପସ୍ଥାପନା: ନିରଞ୍ଜନ ସାହୁ ~ ମୁଁ ଓଡ଼ିଆରେ କାହିଁକି ଲେଖିବି ~ ସବୁ ଦେଶର ଲେଖକ-ଜାତି ଦରିଦ୍ର ! Suffering is the badge of our tribe! ଲାଞ୍ଛନା ଆମ୍ଭମାନଙ୍କର ଲାଞ୍ଛନ । ଲାଞ୍ଛନା ଓ ଦୁଃଖ, ସାଧନା ଓ ଅନୁଭୂତିର ଜନନୀ ଓ ଧାତ୍ରୀ । ସାଧନା ଓ ଅନୁଭୂତି ସାହିତ୍ୟ-ସୃଷ୍ଟିର ମେରୁଦଣ୍ଡ…

ଉପସ୍ଥାପନା: ନିରଞ୍ଜନ ସାହୁ ~ ମୁଁ ଓଡ଼ିଆ ଜାତିକୁ କାହିଁକି ଭଲପାଏ ~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ କେବଳ ଜଣେ ସଫଳ କାବ୍ୟ ସ୍ରଷ୍ଟା ନୁହନ୍ତି । ଓଡ଼ିଆ ସାହିତ୍ୟରେ ବିବିଧ ବିଭାଗରେ ଲେଖନୀ ଚାଳନା କରି ସାର୍ଥକତା ଲାଭ କରିଥିବା ଜଣେ ସୁପରିଚିତ ଓ ସୁପ୍ରତିଷ୍ଟିତ ଲେଖକ ଆମର ସର୍ବପୂଜ୍ୟ ଭାବରେ ବିଦିତ…

ଲେଖା: ନିରଞ୍ଜନ ସାହୁ ~ ବିଶ୍ଵପ୍ରସିଦ୍ଧ ମହିମା ଗାଦି ଓ ଯୋରନ୍ଦା ମେଳା ~ ମଳୟ ଶିଖରୀ ଶିରୀ ଚୋରି କରି ବସିଲାଣି ମନ୍ଦ ସମୀର ସୁମନାକୁ ବାସ ଚୋରାଇ ନେବଟି ବୋଲି କହିଲାଣି ଭ୍ରମର । କେଶର କେଶରେ ହେଲାଣି ମଞ୍ଜୁଳ କେଶରେ ମଣ୍ଡନ କରିବା ଭଳିରେ ଫୁଟିଲାଣି କେତେ ବଞ୍ଜୁଳ । (ଲାବଣ୍ୟବତୀ/କବିସମ୍ରାଟ/ବସନ୍ତ…