Physical Address
Sai Samarpanam, Satya Vihar, Bhubaneswar

~ ନନ୍ଦିକେଶ୍ଵରୀ ~ ସୌରଭିତ ସୃଷ୍ଟି: କବିବର ରାଧାନାଥ ରାୟ ଊନବିଂଶ ଶତାବ୍ଦୀର ଉପୋଦ୍ଘାତରେ ଯେତେବେଳେ ଓଡ଼ିଆ ମାଟି ନବଜାଗରଣ ପର୍ଯ୍ୟାୟରେ ପଦକ୍ଷେପ ଜନିତ ସାରସ୍ଵତ ଓ ସାଂସ୍କୃତିକ ପୃଷ୍ଠଭୂମିରେ ଆବର୍ତ୍ତିତ ହେଉଥିଲା, ସେହି ସମୟରେ ଓଡ଼ିଆ ଜନପ୍ରାଣକୁ ପରମୁଖାପେକ୍ଷୀ ସତ୍ତାର କବଳିତ ଶାଙ୍କୋଳିରୁ ମୁକ୍ତି ଦେଇଥିଲେ ଆମ୍ଭର ପରମ ସଦାଶୟମାନଙ୍କ ସମୁଚ୍ଚୟୀ ପ୍ରଯତ୍ନର ସ୍ଵେଦଲଗା…

ଲେଖା: ସିଂହାରୀ ଆଲୋକ ଖୁଣ୍ଟିଆ ~ ସ୍ମୃତିରେ ପଣ୍ଡିତ ଗୋପବନ୍ଧୁ ଦାସ ~ “ମିଶୁ ମୋର ଦେହ ଏ ଦେଶ ମାଟିରେ, ଦେଶବାସୀ ଚାଲି ଯାନ୍ତୁ ପିଠିରେ, ଦେଶର ସ୍ଵରାଜ୍ୟ ପଥେ ଯେତେ ଗାଢ଼ ପୁରୁ ତହିଁ ପଡି ମୋ ମାଂସ ହାଡ଼ !” (ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ) ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଆ ଭାଷାର ମାଣ ଶବ୍ଦ ; ଏକ ଆଲୋଚନା ~ ଓଡ଼ିଶାରେ ଲୋକେ ଵିଶ୍ଵାସ କରନ୍ତି ଯେ #ମାଣ ଶବ୍ଦଟି ସିଂହଭୂମି ଅଞ୍ଚଳର ଶବ୍ଦ ମାଣକି (କୋହ୍ଲ ସମ୍ପ୍ରଦାୟର ଗ୍ରାମମୁଖ୍ୟ ବା ମୁଣ୍ଡା ସର୍ଦ୍ଦାରଙ୍କୁ ମାଣକି କହନ୍ତି) ରୁ ସୃଷ୍ଟି ହୋଇଅଛି । ଅର୍ଥାତ୍ ମାଣକି…

ଲେଖା: ଶୁଭରଞ୍ଜନ ପୃଷ୍ଟି ~ କେଦାରେଶ୍ୱର ମନ୍ଦିର ~ ଆମ #ମାଦଳାପାଞ୍ଜି କହେ, ଶାସନର ପ୍ରାରମ୍ଭ କାଳରେ ରାଜା #ଅନଙ୍ଗଭୀମ ଦେବ ଚୌଦ୍ୱାର କଟକ ଠାରେ ଥିବା ପ୍ରସାଦ କିମ୍ବା ନହରରେ ଅବସ୍ଥାନ କରୁଥିଲେ । ତେବେ ପରବର୍ତ୍ତୀ ସମୟରେ ସୁରକ୍ଷା ଦୃଷ୍ଟିରୁ #ବାରଣାସୀ_କଟକ ରେ ନୂତନ ରାଜଧାନୀ ସ୍ଥାପନ କରିଥିଲେ । ମାଦଳାପାଞ୍ଜି ବ୍ୟତିରକେ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ “ଶୂନ୍ୟ ‘୦’ ସଂଖ୍ୟା” ~ ଆଜଟେକ୍ସ, ଇନକା ଓ ଇଜିପ୍ଟର ପ୍ରାଚୀନ ମାନଵ ସଭ୍ୟତାରେ ମଧ୍ୟ ଶୂନ୍ୟ ଆକାରର ଵିଭିନ୍ନ ଚିହ୍ନ ଆଵିଷ୍କାର ହୋଇଥିଲା । ପ୍ରାଚୀନ ଇଜିପ୍ଟରେ nfr (?) ବୋଲି ଏକ ଚିହ୍ନ ଵ୍ୟଵହାର ହେଉଥିଲା । ପ୍ରାଚୀନ ଇଜିପ୍ଟରେ ଏହାକୁ Nefertiti,…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଶା, ଓଡ଼ିଆ ଓ ବାଘ ~ ପରଜା ଉପନ୍ୟାସରେ ଗୋପୀନାଥ ମହାନ୍ତି ‘ବାଘଡୁମ୍ମା’ ବୋଲି ଏକ ଶବ୍ଦ ଵ୍ୟଵହାର କରି ଲେଖିଛନ୍ତି, ❛❛ଦି ପହରେ ବାଘଡୁମ୍ମା ବୁଲେ । ଯେତେ ଲୋକଙ୍କୁ ବାଘ ଖାଇଥାଏ, ତାଙ୍କରି ପ୍ରେତ ସେ । ପିଲାପରି ଚେହେରା, ମାଈ ଅଣ୍ଡିରା…

ସୌରଭିତ ସୃଷ୍ଟି: କଵିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ~ ତିଗିରିଆ ଗଡ଼ (କୁମ୍ଭାରଚକ) ~ ବାଙ୍କୀରେ ପଢ଼ୁଥିବାବେଳେ ମହାନଦୀ ପାରହୋଇ ଛୁଟିମାନଙ୍କରେ ମୁଁ ବଡ଼ାମ୍ବା ଓ ତିଗିରିଆକୁ ଯାଏଁ । ତିଗିରିଆରେ ବାପାଙ୍କ ମାମୁଁଘର । ବାପାଙ୍କ ମାମୁଁପୁଅ ଭାଇ ରାମକୃଷ୍ଣ ପଟ୍ଟନାୟକେ ଥାଆନ୍ତି #ଦିଆନ । ଚମ୍ପକ ଦ୍ବାଦଶୀ ଯାତ୍ରାଟା ତିଗିରିଆର ପ୍ରଧାନ ଉତ୍ସଵ ।…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଦିନବନ୍ଧୁ ଓ ଦୀନବନ୍ଧୁ ~ ଓଡ଼ିଆ ସାହିତ୍ୟାକାଶରେ ବିଜୁଳି ଓ ଇନ୍ଦ୍ରଧନୁ କଳିର ସୁତ୍ରପାତ ହୋଇଯାଇଥାଏ । ଗୋଟିଏ ପଟେ ଇନ୍ଦ୍ରଧନୁରେ କଵିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସମର୍ଥନରେ ଲେଖା ବାହାରୁଥିଵା ବେଳେ ବିଜୁଳୀ ପକ୍ଷରୁ ଆଧୁନିକ ସାହିତ୍ୟିକ କଵିଵର ରାଧାନାଥ ରାୟଙ୍କ ସମର୍ଥନରେ ଲେଖା ପ୍ରକାଶିତ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଶାର ନିଆରା ବାଡି଼ଡିଆଁ ଵା ବାଡି଼ ଡେଗେନ୍ ଖେଳ ~ ବାଡି଼ଡିଆଁ ଖେଳ ଓଡ଼ିଶାର ଏକ ପାରମ୍ପାରିକ ମୁକ୍ତପ୍ରାଙ୍ଗଣର କ୍ରୀଡ଼ା। ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ବାଡି଼ଡିଆଁ ଖେଳକୁ ବାଡ଼ିଡେଗେନ୍ କୁହାଯାଉଥିଵା ବେଳେ ନୂଆପଡ଼ା ଜିଲ୍ଲାରେ ଏ ଖେଳକୁ ବାଡି଼ଡେଙ୍ଗାନୀ କୁହାଯାଇଥାଏ ବୋଲି କଥିତ ଓଡ଼ିଆ…

ଲେଖା: ଶିଶିର ସାହୁ ମନୋଜ ~ ଓଡ଼ିଶା ଓ ଶ୍ରାଵଣ ଅମାଵାସ୍ୟା ~ ଶ୍ରାଵଣ ଅମାଵାସ୍ୟା ଓଡ଼ିଶାରେ ଚିତଉ ଅମାଵାସ୍ୟା ଵା ଚିତାଲାଗି ଅମାଵାସ୍ୟା କୁହାଯାଏ । ଓଡ଼ିଆ ଭାଷାରେ ଚିତାଲାଗି ହେଵା କ୍ରିୟାର ଅର୍ଥ “ଦେହରେ ଚନ୍ଦନ ବୋଳି ହେଵା” କିନ୍ତୁ ଶ୍ରୀମନ୍ଦିରରେ ସ୍ନାନପୂର୍ଣ୍ଣିମା ରାତିରେ ତିନିଠାକୁରଙ୍କୁ ଅଣସର ଘରେ ଯେଉଁ ରତ୍ନ ଅଳଙ୍କାର…