Physical Address
Sai Samarpanam, Satya Vihar, Bhubaneswar

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଆ ଭାଷାର ନିଆରା ଶବ୍ଦ ବାଇନ~ ଓଡ଼ିଆ ଭାଷାରେ ବାଇନ ବୋଲି ଶବ୍ଦଟିଏ ଅଛି କିନ୍ତୁ ଏ ଶବ୍ଦଟି ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ସ୍ଥାନ ପାଇନାହିଁ କି ପୁରାତନ ସାହିତ୍ୟରେ ମଧ୍ୟ ବାଇନ ଶବ୍ଦ ଵ୍ୟଵହାର ହୋଇଥିଵା ଜଣାଯାଏ ନାହିଁ । ସମ୍ଭଵତଃ ପ୍ରାୟ ଶହେ ଵର୍ଷ…

ଉପସ୍ଥାପନା: ଶିଶିର ସାହୁ ମନୋଜ ~ କ୍ତ ଓ ତ୍କ; ଦ୍ଵନ୍ଦ୍ଵ ଓ ଭେଦ ~ ‘କ୍ତ ଓ ତ୍କ’କୁ ନେଇ ଓଡ଼ିଆ ଲୋକଙ୍କ ମନରେ ଅନେକ ସମୟରେ ଦ୍ଵନ୍ଦ୍ଵ ଜାତ ହୁଏ । ଵିଶେଷତଃ ଓଡ଼ିଆ ଭାଷା ଓ ଲିପିଠାରୁ ଦୂରେଇ ଯାଇଥିଵା ଏଵଂ ହିନ୍ଦୀ ଇଂରାଜୀର ବହୁଳ ଵ୍ୟଵହାର କରୁଥିଵା ଓଡ଼ିଆ ଵଂଶୋଦ୍ଭଵମାନେ…

ଲେଖା: ଯଦୁନାଥ ପଣ୍ଡା “ନର୍ଦ୍ଦମା ପାଶେ ବାରବୁଲା ଡାକେ ହାଇ ମାରେ ବସି ବଣିକ ଶକୁନ ଶାସନ ଅବସାନ କର ଯୁଗର ଦାବି ୟେ ଶାସକ ………….. ଖଣିର ହଣାଳି ଟେକିଛି ନିହାଣ କୃଷକ କୋଦାଳ ଛାଡିଛି ପ୍ରଗତିର ଘୋଡା ଚଇତକ ଛୁଟେ ଝଡର ଇଗଲ ମାତିଛି ମାନିବୁନି ଆମେ ବିଧାତା ଶାସନ ନିୟତିର ହେବୁ…

ଲେଖା: ଦେଵ ତ୍ରିପାଠୀ “ପାଇଲି ଅସଲ ଚିଜ ହେଉ ତାହା ଛଡ଼ା, ନିରୋଳ ଓଡ଼ିଆ କଥା ଥିଲା ମୋର ଲୋଡା, ପଢିଲି ସାହିତ୍ୟ ବସି ପହରେକ ଆଜ, ଠିକ୍ ଠିକ୍ ଗାଇ ଯାଇଛନ୍ତି ପ୍ରହରାଜ . . “ ଯାହାଙ୍କ ପ୍ରଶଂସାରେ ବ୍ୟାସକବି ଫକୀରମୋହନ ଏପରି ଶତମୁଖ ହୋଇପଡ଼ିଥିଲେ, ସେଇ ମହାନ ସ୍ରଷ୍ଟା କିନ୍ତୁ ଆମ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓଡ଼ିଶାରେ ଆସିକାନଗରକୁ ଅଳ୍ପ ବହୁତେ ସମସ୍ତେ ଜାଣି ହିଁ ଥିବେ । ଗଞ୍ଜାମ ଜିଲ୍ଲାର ଏଇ ସହର “ସୁଗାର୍ ସିଟି” ଭାବରେ ବହୁପୂର୍ଵରୁ ପ୍ରସିଦ୍ଧ ଏଵଂ କେହି କେହି ଏହାକୁ ସୁଗାର୍ ଟାଉନ୍ ବି କହିଥାନ୍ତି । ଆସ୍କା ଵା ଆସିକାରେ ବହୁତ କିଛି ରହିଛି କିନ୍ତୁ…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଅଵିଭକ୍ତ କୋରାପୁଟରେ ନଦୀକୁ ଗାଡ଼ କୁହାଯାଏ ସେହିପରି ଯେଉଁଠାରେ ଗଭୀର ଜଳ ଥାଏ ଵା ଗଭୀର ଜଳ ଧାରଣ କରୁଥିଵା ଗର୍ତ୍ତକୁ ମଧ୍ୟ ଏଠାକାର ଲୋକେ ଗାଡ଼ କହିଥାନ୍ତି । ନାରାୟଣପାଟଣା ଅଞ୍ଚଳରେ ଝଞ୍ଜାଵତୀ ଓ ଚମ୍ପାଵତୀ ନାମକ ଦୁଇଟି ନଦୀର ମିଳନ ସ୍ଥଳର ନାମକୁ ‘ଗୋରିଆ ଗାଡ଼’…

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ମାଇପ: ଓଡ଼ିଆ ଭାଷାର ଏକ ନିଆରା ଶବ୍ଦ । ତିନି ଅକ୍ଷରେ ଯେ ଅଟଇ ସ୍ତ୍ରୀଙ୍କର ନାମ ପ୍ରଥମ ଅକ୍ଷରେ ମାଆ ପଦ ବ୍ରହ୍ମ ଦୁଇ ଅକ୍ଷରେ ଆଇ ତିଜ ଅକ୍ଷରେ ପୁଅ, ଏ ଵିଧିରେ ସ୍ତିରୀଙ୍କି ଗୋ ଲାଗିଲା ବଡ଼ ସ୍ନେହ ।। (ଵନପର୍ଵ, ମହାଭାରତ)…

ସୌରଭିତ ସୃଷ୍ଟି: ଵ୍ୟାସକଵି ଫକୀରମୋହନ ଵ୍ୟାସକଵି ଫକୀରମୋହନ ସେନାପତିଙ୍କ “ଉତ୍ଥାନ ସଙ୍ଗୀତ” ଗୀତିକଵିତାଟି ଏକ ଜାତୀୟ ଉଦବୋଧନୀ ଗୀତ ଅଟେ । ଏହା ନଟଵାଣୀ ଵୃତ୍ତରେ ଗାଇଵାକୁ ହୋଇଥାଏ । ଗୀତିକଵିତାଟି ଶତ ଵର୍ଷ ତଳେ ଲେଖାଯାଇଥିଲେ ହେଁ ଏହା ଆଜି ଵି ପ୍ରାସଙ୍ଗିକ । ~ ଉତ୍ଥାନ ସଙ୍ଗୀତ ~ (ନଟଵାଣୀ ଵୃତ୍ତ) ଉଠ…

ଲେଖା: ଓମ୍ ପ୍ରକାଶ ବିଶ୍ୱାଳ ~ ବିରଞ୍ଚିନାରାୟଣ ମନ୍ଦିର ~ କୂଅର ପାଣି ବଢ଼ିଚାଲିଥିଲା। ପାଣି ଉଛୁଳି ମନ୍ଦିର ବେଢା ଜଳମଗ୍ନ ହେଲାଣି। ମନ୍ଦିର, ଗଛ ,ପତ୍ର ସବୁ ଯେମିତି ପାଣି ଭିତରେ ମିଳେଇଯାଉଥିଲେ। ମୋ ଚାରିପଟରେ କଣ ଘଟିଯାଉଥିଲା ମୁଁ କିଛି ବୁଝିପାରୁନଥିଲି। ବିରଞ୍ଚିନାରାୟଣ ମନ୍ଦିର ବେଢାରେ ଥିବା କୁଅର ଚାନ୍ଦିନୀ ଉପରେ ବସିଥିଲି…

ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ…