Physical Address
Sai Samarpanam, Satya Vihar, Bhubaneswar
ଲେଖା: ଶିଶିର ସାହୁ ମନୋଜ ଆମସ୍ ସଟନ୍ ୧୮୩୧ ମସିହାରେ ପ୍ରଥମେ ଓଡ଼ିଆ ଵ୍ଯାକରଣ ସମ୍ବନ୍ଧୀୟ ପୁସ୍ତକ ‘Introductory Grammar of Oriya Language’ ଲେଖିଥିଲେ ! ଏଥିରେ ସେ ଆମ ଓଡ଼ିଆ ଭାଷା ଏବଂ ବଙ୍ଗାଳି ଭାଷା ମଧ୍ଯରେ ପ୍ରଭେଦ ଦର୍ଶେଇଵାକୁ ଯାଇ କହିଛନ୍ତି: “ବଙ୍ଗାଳୀ ପାଟି ଲଗେଇ ସ୍ତ୍ରୀ ଲୋକଙ୍କ ପରି ଶବ୍ଦ…
ଲେଖା: ଶିବାଶିଷ ମହାପାତ୍ର “କଷ୍ଟ କଲେ କୃଷ୍ଣ ମିଳେ ଏ ସାର ବଚନ, ମନେ ରଖିଥିବ ସଦା ଆହେ ଶିଶୁ ଗଣ ।” ୧୮୬୮ ମସିହାର ସମ୍ବଲପୁର କଥା । ସେତେବେଳର ଏହି ଅଞ୍ଚଳରୁ ବାହାରିଥିଲେ ଗୋଟିଏ ବାଳକ ମନରେ ଅଦମ୍ୟ ଅଭିଳାଷ ଏବଂ ମ୍ୟାଟ୍ରିକ ପରୀକ୍ଷା ପାସ କରିବାର ଆଶା ନେଇ ।…
ଲେଖା: ଦେଵ ତ୍ରିପାଠୀ କର୍ମଵୀର ଗୌରୀଶଙ୍କର ଓ ଉତ୍କଳ ଦୀପିକାର ନିରବଚ୍ଛିନ୍ନ ସାଧନା ଏ ମାଟିରୁ ବଙ୍ଗଳା ଭାଷାଭାଷୀଙ୍କର ଓଡ଼ିଆମାରଣ ଚକ୍ରାନ୍ତର ପଣ୍ଡ ହୋଇଥିଲା ସତ ! ତେବେ ଓଡ଼ିଆଙ୍କ ମାନସିକତାରେ ବସା ବାନ୍ଧି ସାରିଥିଲା ବଙ୍ଗଳା ଭାଷା ! ଓଡ଼ିଆଙ୍କ ଦୈନନ୍ଦିନ ଜୀବନ ଓ ଚଳଣିରେ ଥିଲା ବଙ୍ଗାଳୀପଣ ! କର୍ମଵୀରଙ୍କ ସାଧନାର ଫଳସ୍ବରୂପ…
ଲେଖା: ଦେଵ ତ୍ରିପାଠୀ ୧୮୬୮ ମସିହା । ନଅଙ୍କ ଦୁର୍ଭିକ୍ଷର ପରବର୍ତ୍ତୀ ସମୟ । ଦୁର୍ଭିକ୍ଷ ରାକ୍ଷସର ଆଁ ଭିତରେ ପଡ଼ି ଛଟପଟ ହନ୍ତସନ୍ତ ହେଉଥିଲେ ଲକ୍ଷ ଲକ୍ଷ ଓଡ଼ିଆ ! ଦୈବୀବଳରୁ ଯାହା କ୍ଷତି ହୋଇଥିଲା ତତୋଧିକ କ୍ଷତି ଥିଲା ମନୁଷ୍ୟକୃତ ! ତତ୍କାଳୀନ ଧୂର୍ତ୍ତ ହୀନମନା କୁଚକ୍ରୀ ବଙ୍ଗାଳୀ କିରାଣୀ ଗୋଷ୍ଠୀ ଦ୍ଵାରା…
ଲେଖା: ଦେଵ ତ୍ରିପାଠୀ ଉନ୍ନବିଂଶ ଶତାବ୍ଦୀର ମଧ୍ୟଭାଗରୁ ଗଞ୍ଜାମରେ ଓଡ଼ିଆ ମାନଙ୍କ ଜାଗରଣ ତେଜିଉଠିଲା । ମାନ୍ଦ୍ରାଜ ସରକାର ଜନମତର ପ୍ରାବଲ୍ୟକୁ ସହ୍ୟ କରି ନପାରି ୧୮୮୩ ମସିହାରେ ମାନ୍ଦ୍ରାଜ ବିଶ୍ୱବିଦ୍ୟାଳୟରେ ସ୍ଥାନ ଦେଲେ ଓଡ଼ିଆ ଭାଷାକୁ । ୧୮୯୦ ମସିହାରେ ସରକାରୀ ଅଫିସ ଓ କଚେରୀରେ ଓଡ଼ିଆ ଭାଷାର ପ୍ରଚଳନ ପାଇଁ ଆଦେଶ ଦିଆଗଲା…
ଲେଖା: ଦେଵ ତ୍ରିପାଠୀ ଆମେ ସାଧାରଣତଃ ଗୋପାଳଚନ୍ଦ୍ର ପ୍ରହରାଜଙ୍କ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷକୁ ଓଡ଼ିଆ ଭାଷାର ସର୍ବପ୍ରଥମ ସମ୍ପୂର୍ଣ୍ଣ ଭାଷାକୋଷ ଭାବରେ ଜାଣୁ । କିନ୍ତୁ, ବାସ୍ତବରେ ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ପ୍ରକାଶ ହେବାର ପ୍ରାୟ ୧୫ ବର୍ଷ ପୂର୍ବରୁ ହିଁ ପ୍ରକାଶ ପାଇଥିଲା ଶବ୍ଦ ତତ୍ତ୍ଵବୋଧ ଭାଷାକୋଷ । ଅଧ୍ୟାପକ ପଣ୍ଡିତ ଗୋପୀନାଥ ନନ୍ଦଶର୍ମାଙ୍କ ଦୀର୍ଘ…
ଲେଖା: ସୁବ୍ରତ କୁମାର ନାୟକ ପ୍ରତି ମଣିଷ ନୂଆକରି ପୃଥିବୀକୁ ଅତିଥି ହୋଇ ଆସିଥିବା ସମୟରେ ତା’ର ପ୍ରଥମ ଶିକ୍ଷକ ମା’। ମା’ର ଭାଷା ମାତୃଭାଷା। ସମସ୍ତଙ୍କ ପରିଚୟର ମୂଳ ଯଦି ଖୋଜାଯାଏ, ତା’ର ମାତୃଭାଷାରେ ହିଁ ତା’ର ପରିଚୟ ମିଳିଯାଇଥାଏ। ମାତୃଭୂମି ପରି ମାତୃଭାଷା ପାଇଁ ମଧ୍ୟ ଏ ବିଶ୍ୱ ଅନେକ ଲଢ଼େଇ ମଧ୍ୟ…
ଲେଖା: ଦେଵ ତ୍ରିପାଠୀ ୧୯୩୬ ମସିହା, ଏପ୍ରିଲ ୨୮, ମଙ୍ଗଳବାର, ଲକ୍ଷ୍ମୀ ଟକିଜ୍, ପୁରୀ । ସେଦିନ ଥିଲା ଜାତୀୟଗୌରବ କୁଳବୃଦ୍ଧ ମଧୁସୂଦନଙ୍କ ପବିତ୍ର ଜନ୍ମତିଥି । ସ୍ବତନ୍ତ୍ର ଉତ୍କଳପ୍ରଦେଶ ଗଠନର ସୁଖଦ ଅନୁଭଵ ଆଣିଦେଇଛି ଓଡିଆଙ୍କୁ । ସେଭଳି ଖୁସିକୁ ଦ୍ଵିଗୁଣିତ କରିବା ପାଇଁ ଏଇ ଦିନରେ ଓଡ଼ିଆଙ୍କୁ ମିଳିଛି ଏକ ସ୍ବତନ୍ତ୍ର ଉପହାର,…
~ ଚଢେୟା ନାଟ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ଜନଜୀବନ ନାନାବିଧ ପ୍ରଥା, ପରମ୍ପରା ଓ ଐତିହ୍ୟ-ସମୃଦ୍ଧ ଓ କଳା-ଚାତୁରୀ ଦ୍ଵାରା ଋଦ୍ଧିମନ୍ତ। ଆଜନ୍ମ-ମୃତ୍ୟୁ, ଏହି ସବୁ ପରମ୍ପରା ଓ ସଂସ୍କୃତି ଆମ ଦୈନନ୍ଦିନ ଚଳଣି ସହ ପ୍ରତ୍ୟକ୍ଷ ଓ ପରୋକ୍ଷରେ ଜଡ଼ିତ। ନିତାନ୍ତ ଅର୍ବାଚୀନ କାଳରୁ ଅଦ୍ୟାବଧି ଏହି ସବୁ ସାମାଜିକ ତଥା…