Search Results for ଭାଷା

ହାତୀଆଶୁଣି

ଲେଖା: ଅର୍ଜୁନ ପୃଷ୍ଟି କାଏମାର ଗୋଗଳ ପାହାଡ଼ରେ ଗୋଟିଏ ପଥର ନିର୍ମିତ ହାତୀମୂର୍ତି, ପ୍ରାୟ ଦୁଇହଜାର ବର୍ଷ ତଳର ଏକ ବୌଦ୍ଧସ୍ଥାପତ୍ୟ । ଲୋକ ବିଶ୍ବାସରେ ହାତୀଆଶୁଣି ଠାକୁରାଣୀ ଭାବେ ପୂଜା ପାଉଥିଲେ ସେ। ସମଗ୍ର ଭାରତରେ ବିରଳତମ ଏଭଳି ସ୍ଥାପତ୍ୟ କେବଳ ଡେରାଡୁନ୍’ର କାଲସି ଠାରେ ଉପଲବ୍ଧ । ହାତୀମୂର୍ତିର ନିକଟରେ ପାଲି ଭାଷାର…

ଓଡ଼ିଆ ପତ୍ରପତ୍ରିକା

ଲେଖା: ଦେଵ ତ୍ରିପାଠୀ ଓଡ଼ିଆ ପତ୍ରପତ୍ରିକା ପ୍ରକାଶନର ଇତିହାସ ଦେଢଶହ ବର୍ଷରୁ ଅଧିକ ହେଲେ ମଧ୍ୟ ଦୁଇଶହ ବର୍ଷରୁ କମ୍ । ଓଡ଼ିଶାର #ସାଂସ୍କୃତିକ_ପ୍ରାଣକେନ୍ଦ୍ର_କଟକ ହିଁ ଏହି ନବ ଆନ୍ଦୋଳନର ପ୍ରାଣପ୍ରତିଷ୍ଠାତା ଓ ଦିଗଦ୍ରଷ୍ଟା । ଶିକ୍ଷାବିକାଶ ଆନ୍ଦୋଳନରେ ଅଢ଼େଇ ହଜାର ବର୍ଷରୁ ଅଧିକ କାଳ ଧରି ଗଢ଼ିଉଠିଥିବା ଏଇ ସହରର ଭୂମିକା ନିଶ୍ଚିତ ଭାବେ…

କବି ଗୁରୁପ୍ରସାଦ ମହାନ୍ତି

~ କବି ଗୁରୁପ୍ରସାଦ ମହାନ୍ତି ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ସାହିତ୍ୟର ସବୁଜ ଯୁଗ ପରିଯନ୍ତେ ଆସିଛି ଆଧୁନିକ ସାହିତ୍ୟର ଏକ ବିଶିଷ୍ଟ ଯୁଗ। କବି ସୌଭାଗ୍ୟ କୁମାର ମିଶ୍ର, କବି ଦୁର୍ଗାମାଧବ ମିଶ୍ର, କବି ଜ୍ଞାନୀନ୍ଦ୍ର ବର୍ମା, କବି ଗୁରୁପ୍ରସାଦ ମହାନ୍ତି, କବି ଜାନକୀବଲ୍ଲଭ ମହାନ୍ତି (ଭରଦ୍ଵାଜ), କବି ଶ୍ରୀନିବାସ ଉଦ୍ଗାତାଙ୍କ ଭଳି…

ଚାଙ୍ଗୁନୃତ୍ୟ

ଲେଖା: ଆଦିତ୍ୟ କୁମାର ନାୟକ ଓଡ଼ିଶାର ଅନାଲୋଚିତ ଲୋକନୃତ୍ୟ ଚାଙ୍ଗୁନୃତ୍ୟ । ପାହାଡ଼ି ଝରଣାର ମନମତାଣିଆ କୁଳୁକୁଳୁ ନାଦ ପରି ଆଦିବାସୀଙ୍କର ଜୀବନର ପ୍ରତିଟି ମୁହୂର୍ତ୍ତ ନୃତ୍ୟସଙ୍ଗୀତରେ ପରିପୂର୍ଣ୍ଣ । ନୃତ୍ୟ ଗୀତ ଆଦିବାସୀଙ୍କର ଜୀବନର ଏକ ଅବିଛେଦ୍ୟ ଅଙ୍ଗ । ଆଉ ସବୁଠୁ ବଡ଼ କଥା ହେଲା ଅନ୍ୟ ନର୍ତ୍ତକନର୍ତ୍ତକୀ  ଅନ୍ୟର ମନରଞ୍ଜନ ପାଇଁ…

ବିଛନ୍ଦ ଚରଣ ପଟ୍ଟନାୟକ

ଲେଖା: ନିରଞ୍ଜନ ସାହୁ ଓଡ଼ିଶାର ସାହିତ୍ୟ ସଂସ୍କୃତି ଓ ପରମ୍ପରାର ସଂରକ୍ଷକ ଭାବେ ନିଜକୁ ସମର୍ପିତ କରିଦେଇଥିବା ଓଡ଼ିଆ ମଣିଷ ବିଛନ୍ଦ ଚରଣ ପଟ୍ଟନାୟକ ଏ ଜାତିର ଚିରନମସ୍ୟ ।  “ଜ୍ଞାନର କି ଆଶ୍ଚର୍ଯ୍ୟ ପ୍ରଭାବ ! ବିଦ୍ୟାର କି ମନୋହର ମୂର୍ତ୍ତି ! ବିଦ୍ୟାହୀନ ମନୁଷ୍ୟ, ମନୁଷ୍ୟ ନୁହେଁ । ବିଦ୍ୟାହୀନର ମନରେ ଗୌରବ…

ନିକୁମ୍ଭିଲାବଟ

ଉପସ୍ଥାପନା: #ଶ୍ରୀକ୍ଷେତ୍ର_ଇତିହାସ କୁହାଯାଏ ଶ୍ରୀପୁରୁଷୋତ୍ତମର ତୃତୀୟ ପ୍ରାଚୀନ ବରଗଛ ନିକୁମ୍ଭିଲାବଟ। ଏହାର ସ୍ଥିତି ହେଲା ଶ୍ରୀମହେଶ୍ଵର ମହାଦେବଙ୍କ ପୀଠରେ । ପୁରାଣ ପ୍ରସିଦ୍ଧ ଏହି ବଟ, ମହର୍ଷି କଣ୍ଡୁଙ୍କ ସମୟରୁ ରହିଛି । ନିକୁମ୍ଭିଲାବଟ ପୁରୀର ସାହିଯାତ୍ରା ସହ ସମ୍ବନ୍ଧିତ ! ନିକୁମ୍ଭିଲାବଟ ଶ୍ରୀଲଙ୍କାରେ ରହିଛି। ରାବଣ ଯେଉଁଠି ବସି ଦୁର୍ବାର ସାଧନା କରିଥିଲା, ସେହିଠାରେ…

ନାଟ୍ୟକାର ଭିକାରୀ ଚରଣ

ଲେଖା: ଡ. ସତ୍ୟପ୍ରିୟ ସାହୁ ଆମ ଭାଷା ଓ ସାହିତ୍ୟ ଜଗତର ଜଣେ ଅମଳିନ ସାଧକ ନାଟ୍ୟକାର ଭିକାରୀ ଚରଣ ପଟ୍ଟନାୟକ । ୧୮୭୭ ସାଲ ଡିସେମ୍ବର ମାସ ୨୧ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଭିକାରୀ ଚରଣ ପଟ୍ଟନାୟକ, କେନ୍ଦ୍ରାପଡ଼ା ଜିଲ୍ଲାର ଅସୁରେଶ୍ଵର ଅଞ୍ଚଳର ହୁରାସାହି ଗ୍ରାମରେ । ପାଠ ପଢ଼ିଲେ, ବିଦିତ ହେଲେ ଓଡ଼ିଶାର…

ବାଲେଶ୍ଵର ସମ୍ଵାଦବାହିକା

~ ବାଲେଶ୍ଵର ସମ୍ଵାଦବାହିକା ~ ଲେଖା: ଅମୃତେଶ ଖଟୁଆ ସତ୍ୟାସତ୍ଯର ସପ୍ରମାଣ ଉଦ୍ଘାଟନ ସହ ଏକାଧିକ ବିଚାରର ଚର୍ଚ୍ଚା ଓ ପ୍ରତିଷ୍ଠା ପାଇଁ ଆଜୀବନ ଅବ୍ଯାହତ ରଖି ଲୋକସାହିତ୍ଯର ହୃଦୟଗ୍ରାହୀ ଉପଜୀବ୍ଯକୁ ମାଧ୍ୟମ କରି ସମ୍ଵାଦ ପରିବେଷଣ ଓ ଉପସ୍ଥାପନାରେ ଅନ୍ୟତମ ଥିଲା – ‘ବାଲେଶ୍ଵର ସମ୍ଵାଦବାହିକା‘।  “ଅବନି ମଦନି ପାଳାଃ ପାନ୍ତୁ ବୃଷ୍ଟିଂ ବିଧତ୍ତା…

ମୁକ୍ତ୍ଯାର ରାମଚନ୍ଦ୍ର ଦାସ

~ ମୁକ୍ତ୍ଯାର ରାମଚନ୍ଦ୍ର ଦାସ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ମାଟିରେ ଯେଉଁ ମହାପୁରୁଷଙ୍କ ଆବିର୍ଭାବ ଘଟିଛି, ସେମାନଙ୍କ କୀର୍ତ୍ତିପୂତ ଜୀବନୀ ଆମ ପାଇଁ ସଦା ପାଥେୟ। ତେବେ ସେହିମାନଙ୍କ ମଧ୍ୟରୁ ଅନ୍ୟତମ ଥିଲେ ଉତ୍କଳମଣି ଗୋପବନ୍ଧୁଙ୍କ ଅନ୍ୟତମ ଆଦର୍ଶ ତଥା ଦିଗଦ୍ରଷ୍ଟା ମୁକ୍ତ୍ଯାର ରାମଚନ୍ଦ୍ର ଦାସ। “ଈପ୍ସିତଂ ତଦବଜ୍ଞାନାଦ୍ଵିଦ୍ଧି ସାର୍ଗଳମାତ୍ମନଃ। ପ୍ରତିବଦ୍ଧ୍ନାତି ହି…

ରାଜକୃଷ୍ଣ ବୋଷ

ଲେଖା: ନିରଞ୍ଜନ ସାହୁ ଗାନ୍ଧୀବାଦୀ ନେତା, ପରୋପକାରୀ, ଦେଶପ୍ରେମୀ, ଓଡ଼ିଶାର ଉନ୍ନତି ପାଇଁ ସତତ ଚେଷ୍ଟିତ ନେତା, ଓଜସ୍ଵିନୀ ଜ୍ୱାଳାମୁଖୀ ବକ୍ତା, ଦୁସ୍ଥ ଆର୍ତ୍ତଜନତାର ସେବକ, ସାହସୀ, ଖାଣ୍ଟି ଓଡ଼ିଆ, ଓଡ଼ିଶାର ପ୍ରଥମ ରାଜନୈତିକ ବନ୍ଦୀ ରାଜକୃଷ୍ଣ ବୋଷ । ୧୯୨୧ ମସିହା ଜାନୁଆରୀ ମାସ ୨୪ ତାରିଖ। କଟକର କାଠଯୋଡ଼ି ବାଲିରେ ସ୍ଵାଧୀନତା ପାଇଁ…