Search Results for ଭାଷା

ଓଡ଼ିଆ ଵର୍ଣ୍ଣମାଳାରେ ଅକ୍ଷର ସଂଖ୍ୟା

ଉପସ୍ଥାପନା: ଶିଶିର ସାହୁ ମନୋଜ ଗୋଟାଏ ମହତ୍ତ୍ୱପୂର୍ଣ୍ଣ ପ୍ରଶ୍ନକୁ ନେଇ ଓଡ଼ିଶାର ବୁଦ୍ଧିଜୀଵୀ ମହଲରେ ବାରମ୍ବାର ଆଲୋଚନା ପର୍ଯ୍ୟାଲୋଚନା ଚାଲୁଥାଏ ।   ତାହା ହେଲା ! “ଓଡ଼ିଆ ଵର୍ଣ୍ଣମାଳାରେ ଅକ୍ଷର ସଂଖ୍ୟା କେତେ ? କେତୋଟି ମାତ୍ରା ଵା କାର ଓ କେତେଗୋଟି ଫଳା ରହିଛି ?” ଏ ଵିଷୟରେ ଏକ ଗବେଷଣାଲବ୍ଧ ତଥ୍ୟ ଏଠାରେ…

ଗାଈଘିଅ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଗାଈଘିଅ । ଏହାକୁ ସଂସ୍କୃତରେ ଗବ୍ୟଘୃତ କୁହାଯାଉଥିଲା । ପଞ୍ଚଗବ୍ୟର ମିଶ୍ରଣରେ ଔଷଧ ତିଆରି ହେଉଥିଲା । ସେହି ପଞ୍ଚଗବ୍ୟର ନାମ ଦୁଗ୍ଧ(କ୍ଷୀର), ଦଧି(ଦହି), ଘୃତ(ଘିଅ), ଗୋମୁତ୍ର, ଗୋବର ! ଆମିକ୍ଷା ବା ଛେନା ଯେହେତୁ ଏକ ଯୌଗିକ(ଦହିରେ କ୍ଷୀର ମିଶାଇ କରାଯାଏ) ତେଣୁ ଏହାକୁ ପଞ୍ଚଗବ୍ୟର…

ଦିଣ୍ଡା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଆମ ଭାଷାରେ Unmarried/Young girlsଙ୍କ ପାଇଁ ଅନେକ ଶବ୍ଦ ଅଛି, ଯେମିତିକି ଯୁବତୀ, ତରୁଣୀ, ନବୀନା, ନବଯୌବନା ଆଦି । କିନ୍ତୁ ଏସବୁ ଶବ୍ଦ ଅନ୍ୟ ଭାରତୀୟ ଭାଷାରେ ଊଣା ଅଧିକେ ଚଳୁଅଛି । ତେବେ ଓଡ଼ିଆରେ ଗୋଟିଏ ଶବ୍ଦ ଅଛି ଡିଣ୍ଡା ବା ଦିଣ୍ଡା, ଯାହା…

ଖଟ୍ବାଙ୍ଗପୁରାଣ

ଉପସ୍ଥାପନା:  ଶିଶିର ସାହୁ ମନୋଜ ଜଣେ ରାଜା ଥିଲେ । ସେ ଦିନେ ଦେଶଯାକରେ ଘୋଷଣା କରିଦେଲେ ଯେ ‛ମୋ ଦେଶରେ ଯେତେ ପଣ୍ଡିତ ଅଛନ୍ତି ସଭିଏଁ ଗୋଟିଏ ଗୋଟିଏ ପୁରାଣ ବର୍ଷକ ମଧ୍ୟରେ ସଂସ୍କୃତଭାଷାରେ ଲେଖି କି ଦେବେ ଯାହା ରାଜକୋଷରେ ଜମାହେବ । ଯେଉଁମାନେ ପୁରାଣ ରଚନା କରି କି ଦେବେ ସେ…

କୁମାର

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ମନରେ ବେଳେବେଳେ ପ୍ରଶ୍ନ ଆସେ ଯେ ଭାରତଵର୍ଷରେ ଵିଶେଷତଃ ଆମ କଳିଙ୍ଗଦେଶରେ ନାଆଁ ଓ ସାଙ୍ଗିଆ ମଝିରେ କୁମାର କାହିଁକି ଲଗାଯାଇଥାଏ । ଉଦାହରଣ ସ୍ୱରୂପ: *ପ୍ରଦ୍ୟୁମ୍ନ କୁମାର ସ୍ଵାଇଁ *ପଵନ କୁମାର ପାତ୍ର ଇତ୍ୟାଦି ଇତ୍ୟାଦି… ସାରା ଭାରତରେ ଏଭଳି ନାମକରଣ ପ୍ରକ୍ରିୟା ସବୁଠାରୁ ଅଧିକ…

ଦଣ୍ଡା ବାଳୁଙ୍ଗା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ “ବାଳୁଙ୍ଗା ତ ବାଳୁଙ୍ଗା ଏ ଦଣ୍ଡା ବାଳୁଙ୍ଗା ପୁଣି କିସ ?” ଏହାର ଉତ୍ତର ଜାଣିଵାକୁ ହେଲେ ପ୍ରଥମେ ଆମ ଭାଷାର ଏହି ଦୁଇଗୋଟି ଶବ୍ଦ ଦଣ୍ଡା ଓ ବାଳୁଙ୍ଗାର ଅନୁଶୀଳନ କରିଵାକୁ ହେଵ । ଆମ ଭାଷାରେ ନୀଵାର ଧାନକୁ ବାଳୁଙ୍ଗା କୁହାଯାଏ ତେବେ ଏ…

କାଳୀଜାଇ: ଇପ୍ସିତ ଝଡ଼ର ଦେବୀ

ରଚନା: ଡ. ସନତ କୁମାର ଦାସ [କାଳଜୟୀ କାଳୀଜାଇ ଗାଥା କବିତାର କବି, ସତ୍ୟବାଦୀ ବନବିଦ୍ୟାଳୟର ସାଧକ, ପୁଣ୍ୟଶ୍ଳୋକ ପଣ୍ଡିତ ଗୋଦାବରୀଶଙ୍କୁ  ଶ୍ରଦ୍ଧାଞ୍ଜଳି ବାଢ଼ିଦେଲା ବେଳେ ରସଗ୍ରାହୀ ହୃଦୟବନ୍ତମାନଙ୍କୁ ଅନୁରୋଧ, ଏ’ କାଳୀଜାଇ କବିତାର ଅନ୍ତଃସ୍ବର “କାଳୀଜାଇ: ଇପ୍ସିତ ଝଡ଼ର ଦେବୀ” ଶୁଣିବା ହେବେ । ] ~ କାଳୀଜାଇ: ଇପ୍ସିତ ଝଡ଼ର ଦେବୀ ~…

ଭାଲିଆତଇଳା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଓଡ଼ିଶାର ସବୁ ଅଞ୍ଚଳରେ କିଛି ନା କିଛି ସ୍ବତନ୍ତ୍ର ଢ଼ଗ ଚଳୁଅଛି ଯାହା ସେହି ଅଞ୍ଚଳ ମଧ୍ଯରେ ସୀମିତ ରହିଯାଇଥାଏ  ! ଆମ ଗ୍ରାମ ପଞ୍ଚାୟତ କନ୍ତିଓ ପୁଟସାହିରେ ମଧ୍ଯ ସେହିପରି ଏକ ଢ଼ଗ ଚଳୁଅଛି, ଯେପରି କି, “ଭଲ ନା ଭାଲିଆତଇଳା” । ଯେତେବେଳେ ବ୍ଯକ୍ତିବିଶେଷ…

ଅବଶୋଷ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଅବଶୋଷ, ଅବଶୋଶ ନା ଅବସୋସ ! ଏଠାରେ କେଉଁ ଶବ୍ଦଟି ଠିକ ନିର୍ଣ୍ଣୟ କରିବା ସହଜ ନୁହେଁ । ହିନ୍ଦୀରେ ଅଫସୋସ୍ ଲେଖାଯାଏ, ଯାହାକି ପାର୍ସୀ ଭାଷାରୁ ଆନୀତ ହୋଇଥିବା ଅନେକ ଉତ୍ତର ଭାରତୀୟ ଭାଷାଵିଦ ମତ ଦିଅନ୍ତି । ପ୍ରଥମେ ଦେଖିବାକୁ ହେବ ଯେ କ’ଣ…

ଓରିଆ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ଇଂରାଜୀ ଭାଷାରେ ମରାଠୀଙ୍କୁ ମରାଠୀ କୁହାଗଲା, ପଞ୍ଜାବୀଙ୍କୁ ପଞ୍ଜାଵୀ, ଦକ୍ଷିଣର କନ୍ନଡ ତାମିଲ ଓ ତେଲୁଗୁ ଆଦି ଭାଷାଗୁଡି଼କର ନାମ ମଧ୍ୟ ଇଂରାଜୀ ଆଦି ୟୁରୋପୀୟ ଭାଷାଗୁଡି଼କରେ ମୂଳ ନାମ ଅନୁସାରେ ରହିଲା କିନ୍ତୁ ୟୁରୋପୀୟମାନେ ଓଡ଼ିଆ ମାନଙ୍କୁ ଓରିଆ ତଥା ଓଡ଼ିଶାକୁ ଓରିଶା ନାମ କାହିଁକି…