Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶିଶିର ସାହୁ ମନୋଜ ପ୍ରାଚୀନ କାଳରୁ ଓଡ଼ିଆରେ ପ୍ରଚଳିତ ହିଁ ନୁହେଁ ଵରଂ ଅତି ପ୍ରଚଳିତ ହୋଇ ଆସିଛି ବୋଇତ ଶବ୍ଦ । ଭାରତର ଅନ୍ୟ କୌଣସି ପ୍ରାଦେଶିକ ଭାଷାରେ ଏହି ଶବ୍ଦ ନାହିଁ । ୧. ହିନ୍ଦୀରେ – ନୈହର, ନୟା, କସ୍ତୀ, କିସ୍ତୀ ଶବ୍ଦ ରହିଛି ୨. ବଙ୍ଗଳାରେ ତୋରୀ, ଡୋଙ୍ଗା,…

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶା ଇତିହାସର ଯୁଗାନ୍ତକାରୀ ବ୍ୟକ୍ତିତ୍ଵ ଖଡ଼ିଆଳ ରାଜା ଆର୍ତ୍ତତ୍ରାଣ ଦେବ । ଲୋକେ କୁହନ୍ତି ଗଡ଼ଜାତ ରାଜାମାନେ ଥିଲେ ନିର୍ଦ୍ଦୟ, କରୁଥିଲେ ଅକଥନୀୟ ଅତ୍ୟାଚାର, ତେବେ ଏକଥା କଣ ଠିକ୍ ?? ଇତିହାସର ପୃଷ୍ଠା ଖୋଲିଲେ ଜଣାପଡ଼େ କେବଳ ଦିଲ୍ଲୀ, ଜୟପୁରର ରାଜ୍ୟ ତଥା ରାଜାମାନେ ନଥିଲେ ସମୃଦ୍ଧ, ସାହିତ୍ୟିକ, କଳାପ୍ରେମୀ…

ଲେଖା: ଶିବାଶିଷ ମହାପାତ୍ର ସମ୍ବଲପୁରର ଭାଷା ଆନ୍ଦୋଳନର ସାରଥୀ – ବୈକୁଣ୍ଠନାଥ ପୂଜାରୀ । ୧୮୪୯ ମସିହା । ସମ୍ବଲପୁର ଗଡ଼ଜାତ ପାଇଁ ଏକ ଘଡ଼ିସନ୍ଧିର ମୁହୁର୍ତ୍ତ । ରାଜ୍ୟର ଶେଷ ଚୌହାନ ରାଜା ନାରାୟଣ ସିଂଙ୍କ ମୃତ୍ୟୁ ପରେ ସମ୍ବଲପୁର ଗଡ଼ଜାତ ହରାଇଥିଲା ନିଜର ସ୍ବାଧୀନତା ତଥା ଏହା ଚାଲିଯାଇଥିଲା ଇଂରେଜ ସରକାରଙ୍କ ହାତକୁ…

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶାର ଆରାଧ୍ୟ ଦେବତା ଜଗନ୍ନାଥଙ୍କ ଅତିପ୍ରିୟ ତୁଳସୀ । ଆଜିର ଦିନରେ କେନ୍ଦୁଝର ଜିଲ୍ଲା ବଡ଼ବିଲ ନିକଟସ୍ଥ ବଣଜଙ୍ଗଲ ଘେରା ଏକ ଆଦିବାସୀ ଅଧ୍ୟୁଷିତ ଗ୍ରାମ କାଇଁଶିରେ ଭାରତ ସ୍ବାଧୀନ ହେବାର ଗୋଟିଏ ମାସ ପୁର୍ବରୁ ଜନ୍ମ ଗ୍ରହଣ କରିଥିଲେ ସେହି ତୁଳସୀ, ଯାହାଙ୍କୁ ସମସ୍ତେ ଜାଣନ୍ତି ପଦ୍ମଶ୍ରୀ ତୁଳସୀ ମୁଣ୍ଡା…

~ କିଶନ ପଟ୍ଟନାୟକ ~ ଲେଖା: ଅମୃତେଶ ଖଟୁଆ “କବି, ଦାର୍ଶନିକ ବା ବୁଦ୍ଧିଜୀବୀ ଯେ ରାଜନୈତିକ କ୍ଷମତା ନ ଚାହିଁବ ତାହା ନୁହେଁ। କୌଣସି ଦାର୍ଶନିକ ବା କବି ନିଜର ବୁଦ୍ଧି ଓ ବିଶ୍ଵାସ ପ୍ରତି ବିଶ୍ଵସ୍ତ ରହି ରାଜନୀତିର କର୍ମପ୍ରବାହ ଭିତରୁ କ୍ଷମତାକୁ ଉଠି ନିଜର ଆଦର୍ଶ ଅନୁଯାୟୀ ତା’ର ବ୍ଯବହାର କଲେ…

~ ଦୟାନିଧି ମିଶ୍ର ~ ଲେଖା: ଅମୃତେଶ ଖଟୁଆ “ବୀର ଦରଶନ ମାତ୍ରେ ପ୍ରେମର ପ୍ରବାହେ ଭାସି ଦିବାରାତ୍ର, ସତୀ, ବୀର ପାଦପଦ୍ମେ, ସମର୍ପିଛ ମନପ୍ରାଣ, ଉନ୍ମାଦିନୀ ପ୍ରାୟେ ସ୍ଥାପିଅଛ ବୀରମୂର୍ତ୍ତି ପୂତ ହୃଦସଦ୍ମେ। × × × ହୃଦ-ଉପବନେ ପ୍ରେମ ମାରୁତ ମଳୟ, ସ୍ଵର୍ଗେ ପ୍ରେମ, ପ୍ରେମ ପୁଣି ତ୍ରିଦଶ-ଆଳୟ। (କବିତା – “ସୁଭଦ୍ରା”)…

ଲେଖା: ନିରଞ୍ଜନ ସାହୁ ୧୯୨୧-୧୯୨୨ ମସିହାରେ କନିକା ଗଡ଼ଜାତରେ ଅଞ୍ଚଳରେ କନିକା ପ୍ରଜାମେଳି ସଙ୍ଗଠିତ ହୋଇଥିଲା । ଏହା ଥିଲା ରାଜା ଶ୍ରୀ ରାଜେନ୍ଦ୍ର ନାରାୟଣ ଭଞ୍ଜଦେଓଙ୍କ ବିରୋଧରେ, ଯିଏ କି କୃଷକ ମାନଙ୍କ ଉପରେ ଆଖିବୁଜା କର ବସାଇଥିଲେ । ଏହାହିଁ ହେଉଛି ସେ ସମୟର ଇଂରେଜ…

ଲେଖା: ଦେଵ ତ୍ରିପାଠୀ ୧୮୪୮ ମସିହା, ସେପ୍ଟେମ୍ବର ୨୮, ଅଣଚାଶ ଅଙ୍କ, ୧୨୫୬ ସାଲ କନ୍ୟା ୧୫ ଦିନ, ଆଶ୍ୱିନ ଶୁକ୍ଳ ଦ୍ଵିତୀୟା, ଗୁରୁବାରର ବର୍ଷଣମୁଖର ସନ୍ଧ୍ୟା । କେଦାରପୁର ଗ୍ରାମ । ଜିଲ୍ଲା ବାଲେଶ୍ବର । ଗ୍ରାମର ଜଣେ ପ୍ରତିଷ୍ଠିତ ବ୍ୟକ୍ତି ସୁନ୍ଦର ନାରାୟଣ ରାୟଙ୍କ ଧର୍ମପତ୍ନୀ ତାରିଣୀ ଦେବୀଙ୍କ ଗର୍ଭରୁ ଜନ୍ମ ନିଏ…

ଲେଖା: ନିରଞ୍ଜନ ସାହୁ “ମନୁଷ୍ୟ ସିନା ଜିଭରେ କଥା କୁହେ, କିନ୍ତୁ ଆଖିରେ କ’ଣ କଥା କହେ ? ଆଶା ଓ ଭାଷା ଉଭୟ ବି ଆଖିରେ ପ୍ରକାଶ କରେ । ପୁଣି ଖାଲି ଆଶା ନୁହେଁ, ଗୋପନ ଆଶା ବି । ସମସ୍ତେ ଜାଣନ୍ତି ଆଶାକୁ ପ୍ରକାଶ କରିବା ପାଇଁ ଭାଷା ତିଆରି ।…

ଲେଖା: ଦେଵ ତ୍ରିପାଠୀ ୧୯୭୪ ମସିହା । ମହାରାଷ୍ଟ୍ରର କେଉଁ ଏକ ମଫସଲ ଅଞ୍ଚଳରେ ଚିତ୍ରାୟିତ (ସୁଟିଂ) ହେଉଛି କଳାଧଳା କଥାଚିତ୍ରଟିଏ, ନିମ୍ନ ମଧ୍ୟବିତ୍ତ ପରିବାରର ତରୁଣୀଟିର ଜୀବନରେ ସଂଘର୍ଷ ଓ ସଂଘାତର କାହାଣୀକୁ ନେଇ । ତତ୍କାଳୀନ ହିନ୍ଦି ଚଳଚ୍ଚିତ୍ର ଜଗତର ଆଗଧାଡ଼ିର ଅଭିନେତ୍ରୀ ରାଖି ଅଭ୍ୟାସଗତ ଭାବେ ମୁହଁରେ ରୂପଚର୍ଯ୍ୟାର ସମସ୍ତ ଆବଶ୍ୟକୀୟ…