Search Results for ଭାଷା

ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ

ଲେଖା: ନିରଞ୍ଜନ ସାହୁ ~ ଜଣେ ଉପେକ୍ଷିତ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ “ଗୋଟିଏ କଥା ମନରେ ଉଠେ, ଯେଉଁ ଦେଶ ଓ ସମାଜରେ ମୂର୍ଖ ପୂଜାପାନ୍ତି ଓ ପଣ୍ଡିତେ ଉପାସେ ମରନ୍ତି, ଯେଉଁଠି ଉପର ପାହାଚର ଲୋକ ତଳ ପାହାଚର ଲୋକକୁ ଉଠେଇନେବା ପରିବର୍ତ୍ତେ ଗୋଇଠା ମାରି ଚାପିଦେବାରେ କୃତକୃତ୍ୟ ବୋଧ କରନ୍ତି, ଯେଉଁଠି…

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ “ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ ଖେଳି ଉଠେ ସଘନେ, ପ୍ରାଚୀ ଗଗନ ଶିରେ ଭାସି କନକ ନୀରେ ଆସ ତପନ ଉଇଁ ଏ ଉତ୍କଳ ଭୁବନେ ||” “ଏ ବିଦ୍ୟାଳୟ ଧନରେ ଗଢା ହେଉ ନାହିଁ। ରକ୍ତମାଂସ ମସ୍ତିଷ୍କରେ ଗଢାଯାଉଛି।”…

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ “ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ ପରି ଦଣ୍ଡାୟମାନ ହୋଇ ରହି ପାରିବନି । ସ୍ବଳ୍ପ ବେତନଭୋଗୀ କିରାଣୀ ପାଇଁ ଗୋଟିଏ ଓଭରକୋଟ୍ ହରେଇବା ନିଶ୍ଚିତ ଭାବରେ ତାଙ୍କ ପ୍ରତି ପ୍ରଗାଢ଼ ସହାନୁଭୂତି ଆଣିବ । ହେଲେ ପରିସ୍ଥିତି ପରିପ୍ରେକ୍ଷୀରେ ଏହାର…

ଚଢେୟା ନାଟ

~ ଚଢେୟା ନାଟ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ଜନଜୀବନ ନାନାବିଧ ପ୍ରଥା, ପରମ୍ପରା ଓ ଐତିହ୍ୟ-ସମୃଦ୍ଧ ଓ କଳା-ଚାତୁରୀ ଦ୍ଵାରା ଋଦ୍ଧିମନ୍ତ। ଆଜନ୍ମ-ମୃତ୍ୟୁ, ଏହି ସବୁ ପରମ୍ପରା ଓ ସଂସ୍କୃତି ଆମ ଦୈନନ୍ଦିନ ଚଳଣି ସହ ପ୍ରତ୍ୟକ୍ଷ ଓ ପରୋକ୍ଷରେ ଜଡ଼ିତ। ନିତାନ୍ତ ଅର୍ବାଚୀନ କାଳରୁ ଅଦ୍ୟାବଧି ଏହି ସବୁ ସାମାଜିକ ତଥା…

ଉତ୍କଳ ସାହିତ୍ୟ ସମାଜ

~ ଉତ୍କଳ ସାହିତ୍ୟ ସମାଜ ~ ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ପ୍ରଥମ ଦୁଇତୃତୀୟାଂଶ କାଳରେ ଓଡ଼ିଶାର ଜାତୀୟ ଜୀବନ ଅବହେଳା ଓ ଅବସାଦ ଜନିତ ବ୍ୟର୍ଥତାରେ ପାଣ୍ଡୁର । ନଅଙ୍କ ଦୁର୍ଭିକ୍ଷର ଚପେଟାଘାତ ଫଳରେ ଅର୍ଦ୍ଧାଧିକ ଓଡ଼ିଶା ଶ୍ମଶାନିତ । ଶତାବ୍ଦୀର ଶେଷାଂଶରେ ଓଡ଼ିଆ ଜାତି ମୋହନିଦ୍ରାରୁ ଉତ୍ଥିତ, ଆତ୍ମଚେତନା ଉଦବୁଦ୍ଧ, ଆତ୍ମଗଠନରେ…

ହୋଲି

~ ହୋଲି ~ ଲେଖା: ରୁପେଶ୍ୱର କୁମ୍ଭାର ପ୍ରାଚୀନ କାଳରୁ ଭାରତରେ ହୋଲି ପର୍ବ ସବୁବର୍ଗର ଲୋକୋମନେ ପାଳନ କରିଆସୁଛନ୍ତି । ଏହି ପର୍ବରେ ଅନେକ ପ୍ରକାରର ରଙ୍ଗକୁ ନେଇ ଜାତି, ଧର୍ମ, ସବୁ ଭୁଲି ଆମେ ସମସ୍ତେ ଏହି ପର୍ବକୁ ପାଳନ କରିଥାଉ, ସମସ୍ତ ଶତ୍ରୁତାକୁ ଭୁଲି ଭାଇଚାରର ସମ୍ପର୍କ ଆମେ ସୃଷ୍ଟି କରିଥାଉ…

କାଠି ଠାକୁରାଣୀ (ଖମ୍ବେଶ୍ଵରୀ) ପୂଜା ପରମ୍ପରା

~ ଉତ୍କଳରେ କାଠି ଠାକୁରାଣୀ (ଖମ୍ବେଶ୍ଵରୀ) ପୂଜା ପରମ୍ପରା ~ ଉପସ୍ଥାପନା: ନୟାଗଡ଼ ଇତିହାସ ଓଡ଼ିଶା ଇତିହାସ ଲେଖକ ପଣ୍ଡିତ କୃପାସିନ୍ଧୁ ମିଶ୍ରଙ୍କ ଲିଖିତ ଉତ୍କଳ ଇତିହାସ ପୃଷ୍ଠା ୪୩ର ଲେଖାନୁସାରେ ଯଯାତି କେଶରୀ (୧) (ଖ୍ରୀ:-୫୫୨-୫୯୮) ପିତା ଜନ୍ମେଜୟଙ୍କ ଭଳି ଯଯାତି ମଧ୍ୟ ପବିତ୍ର ବୈତରଣୀ ନଦୀ କୂଳରେ ଏକ ଯଜ୍ଞ କରାଇବା ପାଈଁ…

ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (ସପ୍ତମ ପର୍ବ) ~ ୨୨ ଜୁନ ୨୦୨୫: ଆମ ମାଟିର ଅଗଣିତ ପ୍ରେରଣାପ୍ରଦ ମଣିଷଙ୍କୁ ପୂଜା କରିବାର ଧାରାରେ ଆମେ ଆଗେଇ ଚାଲିଛୁ ! ସେମାନଙ୍କ ଉନ୍ମୁଖ ଚେତନା, ଉତ୍ସର୍ଗୀକୃତ ଆତ୍ମା, ମୌଳିକ ବିଚାର ଓ ପ୍ରେରଣାର ତାଡ଼ନାରେ ଅଭିଭୂତ ଅନ୍ତରଙ୍ଗ କଳିଙ୍ଗ !  ସେଇ ପ୍ରତିଭାଧର ମନୁଷ୍ୟଗଣଙ୍କ…

ବୈଷ୍ଣବ ଚରଣ ମହାନ୍ତି

~ ବୈଷ୍ଣବ ଚରଣ ମହାନ୍ତି ~ ଉପସ୍ଥାପନା: ଦେଵ ତ୍ରିପାଠୀ ଅତି ସାଧାରଣ ଲୋକଙ୍କ ସମାଜ ଭିତରେ ମଝିରେ ମଝିରେ ଅସାଧାରଣ ଲୋକ ଜନ୍ମଗ୍ରହଣ କରନ୍ତି ! ଆଉ ସେମାନେ ସାଜନ୍ତି ମାନବଜାତିର ପଥପ୍ରଦର୍ଶକ ! ଦିଅନ୍ତି ବିପୁଳଶକ୍ତି, ନୂତନ ଜୀବନ ଏବଂ ଦିବ୍ୟ ଆଲୋକ । ସେମାନଙ୍କ ବିନା କ୍ଷୁଦ୍ର ମାନବର ଏ ଜଡ଼ସମାଜ…

ଓଡ଼ିଆ ଅସ୍ମିତାର ମହାପର୍ବ

~ ଓଡ଼ିଆ ଅସ୍ମିତାର ମହାପର୍ବ ~ ୧୯୦୩ ମସିହା । ଡିସେମ୍ବର ମାସ ୩୦ ଓ ୩୧ ତାରିଖ । ଲୋକାରଣ୍ୟ କଟକ ସହରର ଇଦଗାପଡ଼ିଆ । କ୍ଷୁଦ୍ରତର ହୋଇ ଯାଇଥିବା ଓଡ଼ିଶା ଭୂଖଣ୍ଡର କୋଣ ଅନୁକୋଣରୁ ଆସିଥିବା ରାଜା, ଜମିଦାର, ପ୍ରତିନିଧିମଣ୍ଡଳୀ, ସାହିତ୍ୟରଥୀ, ଜାତୀୟତାବାଦୀ ଓ ସାଧାରଣ ଲୋକେ ଗୋଟିଏ ସ୍ଥାନରେ ସମ୍ମିଳିତ ।…