Physical Address
Sai Samarpanam, Satya Vihar, Bhubaneswar

ଲେଖା: ସିନ୍ଧୁଜ୍ୟୋତି ତ୍ରିପାଠୀ ଯେଉଁ ମୁଷ୍ଟିମେୟ ଅଧ୍ୟାପକଙ୍କ ବ୍ୟକ୍ତିତ୍ବ, ଆନ୍ତରିକ ନିଷ୍ଠା, ଗଭୀର ଜ୍ଞାନ ଓ ବଳିଷ୍ଠ ନେତୃତ୍ବ ପ୍ରଭାବରେ ଓଡ଼ିଶାର ଶିକ୍ଷାନୁଷ୍ଠାନମାନଙ୍କରେ ଓଡ଼ିଆ ବିଭାଗର ସମ୍ମାନ ରକ୍ଷା ହୋଇପାରିଛି, ସେମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ଡ. କୁଞ୍ଜବିହାରୀ ତ୍ରିପାଠୀ । ବିଶ୍ବାସ ଓ ଆଚରଣରେ ସେ ଥିଲେ ଯଥାର୍ଥ ଶିକ୍ଷକ। ଓଡ଼ିଆ ଭାଷାର ଇତିହାସ,…

ଲେଖା: ସିନ୍ଧୁଜ୍ୟୋତି ତ୍ରିପାଠୀ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ‘ଉତ୍କଳ ଭାରତୀ’ କୁନ୍ତଳାକୁମାରୀ ସାବତ ହେଉଛନ୍ତି ଅନନ୍ୟା, ଅଦ୍ବିତୀୟା କବୀ, ଔପନ୍ୟାସିକା ଓ ସ˚ପାଦିକା। ପ୍ରଥମ ପିଢ଼ିର ଓଡ଼ିଆ ଲେଖିକାଙ୍କ ମଧ୍ୟରେ ସେ ଅଗ୍ରଗଣ୍ୟା। ତାଙ୍କ ଆୟୁ ଥିଲା ମାତ୍ର ଅଠତିରିଶ ବର୍ଷ। ତନ୍ମଧ୍ୟରୁ ସାହିତ୍ୟିକା ଜୀବନର ଅବଧି ସାତରୁ ଆଠ ବର୍ଷ ମାତ୍ର। ଏହି ସ୍ବଳ୍ପ…

ସୌରଭିତ ସୃଷ୍ଟି: ସ୍ବଭାବକବି ଗଙ୍ଗାଧର ମେହେର ଗଙ୍ଗାଧରଙ୍କ ଭାଷାପ୍ରେମ ଓ ଜାତିପ୍ରେମର ପଟାନ୍ତର ନାହିଁ । ଏହି ପର୍ଯ୍ୟାୟରେ ତାଙ୍କୁ କାହା ସହିତ ତୁଳନା କରିହୁଏ ନାହିଁ । ସେ ନିର୍ଦ୍ଦିଷ୍ଟ ମୂଲ୍ୟବୋଧ ଓ ଆଦର୍ଶରେ ଦୀକ୍ଷିତ ବ୍ୟକ୍ତିତ୍ୱ ଥିଲେ । ସେଥିପାଇଁ ଆଲୋଚକମାନେ ତାଙ୍କ ଜୀବନ ଓ ସାହିତ୍ୟ ମଧ୍ୟରେ ଯେଭଳି ସାଦୃଶ୍ୟ ଦେଖନ୍ତି,…

ଲେଖା: ଓମ୍ ପ୍ରକାଶ ବିଶ୍ୱାଳ ଓଡ଼ିଶାର ଖାଦ୍ୟ ଯେତେ ସୁନ୍ଦର ଖାଦ୍ୟକୁ ନେଇ ଥିବା ଲୋକ କଥା ଓ କାହାଣୀ ଗୁଡା ବି ଆହୁରି ସୁନ୍ଦର। ଆଜି ଆପଣମାନଙ୍କୁ ଶୁଣେଇବି ଚକୁଳି ପିଠାକୁ ନେଇ ଏକ ବହୁତ ମଜାଦାର ଲୋକ କାହାଣୀ… ମୂଳ କାହାଣୀକୁ ମୁଁ ମୋ ଢଙ୍ଗରେ ପୁନର୍କଥନ କରିଛି… “ସାତ ଚକୁଳି ଚଉଦ…

ଲେଖା: ନିରଞ୍ଜନ ସାହୁ ~ ମାଦଳାପାଞ୍ଜିର ରଚନାକାଳ ~ ବିଭିନ୍ନ ସମାଲୋଚକଗଣ ସେମାନଙ୍କ ସନ୍ଦର୍ଭ ମାନଙ୍କରେ ପ୍ରମାଣିତ କରି ସାରିଛନ୍ତି ଯେ, ମାଦଳାପାଞ୍ଜି ଏକ ପର୍ଯ୍ୟାୟକ୍ରମିକ ରଚନା । ସେଥିପାଇଁ ଓଡ଼ିଶାରେ ପ୍ରଚଳିତ ବିଭିନ୍ନ ଶବ୍ଦମାନଙ୍କର ବ୍ୟବହାର (ସମୟକ୍ରମେ) ଏଥିରେ ଦେଖିବାକୁ ମିଳିଥାଏ । ତେବେ ଏହା ନିଶ୍ଚିତ ଯେ, ଏହା ଏକ ପ୍ରାଚୀନତମ ଗଦ୍ୟ…

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ କଥାରେ ଅଛି ବାର ମାସେ ତେର ପର୍ବ, କିନ୍ତୁ ଦେଖିବାକୁ ଗଲେ ପ୍ରତ୍ୟେକ ମାସରେ ଓଡ଼ିଆ ଗୃହରେ ପାଳନ ହୋଇଥାଏ ଅତିକମ୍’ରେ ଚାରିଟିରୁ ପାଞ୍ଚଟି ପର୍ବ। ସମଗ୍ର ଓଡିଶାର ପର୍ବପର୍ବାଣି ପରୋକ୍ଷ କିମ୍ବା ପ୍ରତ୍ୟକ୍ଷ ଭାବରେ ଜଗନ୍ନାଥ ସଂସ୍କୃତି ଓ କୃଷିକାର୍ଯ୍ୟ ସହ ଜଡ଼ିତ। ଏପରି ଏକ ପର୍ବ…

ଲେଖା: ଶିବାଶିଷ ମହାପାତ୍ର ପଶ୍ଚିମ ଓଡ଼ିଶାରେ ଜନ୍ମ ଗ୍ରହଣ କରିଛନ୍ତି ଅନେକ ଗୁଡ଼ିଏ ବିଶିଷ୍ଟ ମହାନ ବ୍ୟକ୍ତିବିଶେଷ । ଆଜିର ସମୟରେ ପ୍ରଚାର ଏବଂ ପ୍ରସାର ନଥିବା ଯୋଗୁଁ ଲୋକେ କେବଳ ହାତଗଣତି କେତେ ଜଣଙ୍କୁ ଛାଡ଼ି ଭୁଲିବାକୁ ଲାଗିଲେଣି ଅନ୍ୟ ମାନଙ୍କୁ । ବିଂଶ ଶତାବ୍ଦୀର ଦ୍ବିତୀୟ ଏବଂ ତୃତୀୟ ଦଶକରେ ପଶ୍ଚିମ ଓଡ଼ିଶାର…

ଲେଖା: ଦେଵ ତ୍ରିପାଠୀ ୧୮୭୫ ମସିହା । ତତ୍କାଳୀନ ଭାରତ ସରକାରଙ୍କ ଆନୁକୁଲ୍ୟରେ ପ୍ରକାଶ ପାଇଥିଲା ‘The Antiquities of Orissa‘ ନାମକ ଦୁଇଭାଗ ବିଶିଷ୍ଟ ଏକ ମହାର୍ଘ ପୁସ୍ତକ । ଏଇ ପୁସ୍ତକରେ ପ୍ରାମାଣିକ ଭାବେ ଓଡ଼ିଶାର ଅତୁଳନୀୟ ପ୍ରାଚୀନ କୀର୍ତ୍ତିରାଜି ଉପରେ ମନନ ଗବେଷଣାତ୍ମକ ଆଲୋଚନାମାନ ଉପସ୍ଥାପନ କରି ଦେଶୀୟ ତଥା ପାଶ୍ଚାତ୍ୟ…

ଲେଖା: ଦେଵ ତ୍ରିପାଠୀ ୧୮୭୦ ସନ୍, ସରକାରୀ ବିଦ୍ୟାଳୟ, ବାଲେଶ୍ଵର ସହର । ନଅଙ୍କ ଦୁର୍ଭିକ୍ଷର ବହୁ ପୂର୍ବରୁ ଓଡ଼ିଶା ମାଟିରେ ଚାଲି ଆସୁଥିବା ଓଡ଼ିଆ ଭାଷା ବିରୋଧର ଚକ୍ରାନ୍ତକାରୀଗଣ ଜନ୍ ବୀମ୍ସଙ୍କ ଉପଚାରରେ ଜୋକ ମୁହେଁ ଲୁଣ ପରି ଧରାଶାୟୀ ହୋଇପଡ଼ିଥିଲେ ! ଲୌହପୁରୁଷ କର୍ମଵୀର ଗୌରୀଶଙ୍କରଙ୍କ ନିର୍ଘାତ ମସୀମାଡରେ ଭାଜି ଯାଇଥିଲା ଶତ୍ରୁ…

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ ଜୟପୁର ହେଉଛି ଓଡିଶାର ଏକ ପ୍ରାଚୀନ ସହର ଯାହାକି ଓଡ଼ିଶା ଇତିହାସରେ ଏକ ବିଶେଷ ସ୍ଥାନ ଅଧିକାର କରିଅଛି । ପୁରାତନ କାଳରେ ଏହି ସହର ଭିନ୍ନ ଭିନ୍ନ ରାଜବଂଶୀୟ ରାଜାଙ୍କ ରାଜଧାନୀ ଥିଲା । ଏହା ପ୍ରାଚୀନ ଦୁର୍ଗ, ପ୍ରାସାଦ ଏବଂ ମନ୍ଦିର ପାଇଁ ଜଣାଶୁଣା ।…