Search Results for ଭାଷା

ଋକ୍ମିଣୀ ବିଭା

~ ଋକ୍ମିଣୀ ବିଭା ~ ସୌରଭିତ ସୃଷ୍ଟି: କବି କାର୍ତ୍ତିକ ଦାସ ପ୍ରାଚୀନ ଓଡ଼ିଆ ସାହିତ୍ୟର ଏକ ଅନନ୍ୟ ନିଦର୍ଶନ, କାର୍ତ୍ତିକ ଦାସଙ୍କ ରଚିତ ‘ଋକ୍ମିଣୀ ବିଭା’ କାବ୍ୟର ପ୍ରଥମ ଛାନ୍ଦ ଏଠାରେ ଉଲ୍ଲେଖ କରୁଅଛି। ଏଥି ସହ ଦେଉଛୁ କାର୍ତ୍ତିକ ଦାସଙ୍କ ସମ୍ବନ୍ଧରେ କିଛି ପରିଚୟ । ~ କବି ପରିଚୟ ~ ସରଳ…

ରାୟବାହାଦୁର ଲକ୍ଷ୍ମୀଧର ମହାନ୍ତି (Laxmidhara Mohanty)

ଲେଖା: ଅମୃତେଶ ଖଟୁଆ ରାୟବାହାଦୁର ଲକ୍ଷ୍ମୀଧର ମହାନ୍ତି ଥିଲେ ଉତ୍କଳ ସମ୍ମିଳନୀର ଅନ୍ୟତମ ନେତା ତଥା ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣର ବିଶିଷ୍ଟ ପ୍ରବକ୍ତା । କେନ୍ଦ୍ରାପଡା ଜିଲ୍ଲା ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ଥାନାର ବାଙ୍କେଶ୍ଵର ଗ୍ରାମରେ ୧୮୮୪ ମସିହା ମେ ମାସ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ଲକ୍ଷ୍ମୀଧର ମହାନ୍ତି। ପିତା ଥିଲେ ନିଶାମଣି ପଟ୍ଟନାୟକ। ଆବାଲ୍ୟ ପ୍ରତିଭାଧର…

ଲିଙ୍ଗରାଜ ପାଣିଗ୍ରାହୀ

~ ଲିଙ୍ଗରାଜ ପାଣିଗ୍ରାହୀ ~ ଲେଖା: ଅମୃତେଶ ଖଟୁଆ ସ୍ଵତନ୍ତ୍ର ଓଡ଼ିଶା ଗଠନ ସମୟର ଯେଉଁ ଗୌରବାବହ ଇତିହାସ ସ୍ମରଣୀୟ, ତହିଁରେ ବିଶିଷ୍ଟ ଆଇନଜୀବୀ, ବିଚାରପତି, ଶିକ୍ଷାମନ୍ତ୍ରୀ, ବାଚସ୍ପତି ତଥା କୁଳପତି ଜଷ୍ଟିସ ଲିଙ୍ଗରାଜ ପାଣିଗ୍ରାହୀ ସମ୍ଯକ ରୂପେ ଆଦରଣୀୟ । ଗଞ୍ଜାମ ଜିଲ୍ଲାର ପୋଲସରାରେ ୨୧ ମାର୍ଚ୍ଚ ୧୮୯୬ ମସିହାରେ ଜନ୍ମଗ୍ରହଣ କରିଥିଲେ ଲିଙ୍ଗରାଜ…

ସାର୍ ବାସୁଦେବ ସୁଢଳଦେବ 

ରାଜପ୍ରବୀର, ନବ ଉତ୍କଳରେ ଅଗ୍ରଗଣ୍ୟ ହେବାରେ ସୁରଭାରତୀ ସମୁପାସକ ହେଉଛନ୍ତି ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳଦେବ। ଅନ୍ଧାରୀ ଶାସକମାନଙ୍କ ଗଡଜାତ ରାଜ୍ୟମାନଙ୍କ ମଧ୍ୟରେ କବଳିତ ଓ ଅତ୍ୟାଚାରିତ ପ୍ରଜାମାନେ ନିର୍ଯ୍ୟାତନା ସହୁଥିଲେ, ତତ୍କାଳୀନ ରାଜ୍ୟ ବାମଣ୍ଡା ରାଜା ସୁଢଳଦେବ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ, ଯେଉଁ ବିକାଶ ଘଟାଇଲେ, ତାହା ସେ ସମୟରେ ବିରଳ ନିଦର୍ଶନ . .

ସଂସ୍କାରକ ଶ୍ରୀବତ୍ସ ପଣ୍ଡା

~ ସଂସ୍କାରକ ଶ୍ରୀବତ୍ସ ପଣ୍ଡା ~ ଲେଖା: ଅମୃତେଶ ଖଟୁଆ “ଅଜ୍ଞ ସାଧାରଣ ନିନ୍ଦାକୁ ନ ଡ଼ରି, ପାଆନ୍ତୁ ସଂସ୍କାର କରି ସତ୍ବର, କେହି ମୂଢ଼ମତି କଲେ ହେଁ ଆପତ୍ତି ଅବଶ୍ୟ ସହାୟ ହେବେ ଈଶ୍ୱର।” ମୁକ୍ତିମଣ୍ଡପ ବିରୋଧରେ ଅନ୍ଧପରାଏ ସକଳେ ଯେତେବେଳେ ଥାଆନ୍ତି ତୂଷ୍ଣୀଭୂତ, ଏକା ସେତେବେଳେ ଏହି ‘ନିବେଦନ’ ସ୍ଵରରେ ଛଳନାକ୍ତ ରକ୍ଷଣଶୀଳତାକୁ…

ପ୍ରାଣକୃଷ୍ଣ ପରିଜା

ଲେଖା: ନିରଞ୍ଜନ ସାହୁ ୧୯୧୨ ମସିହାର କଥା । ଗୋଟିଏ ଓଡ଼ିଆ ପିଲା କଲିକତା ବିଶ୍ୱବିଦ୍ୟାଳୟରେ ସମସ୍ତ ପରୀକ୍ଷାର୍ଥୀମାନଙ୍କ ମଧ୍ୟରେ ସଂସ୍କୃତ ଭାଷାରେ ପ୍ରଥମ ସ୍ଥାନ ଅଧିକାର କରି ଓଡ଼ିଶା ଓ ବଙ୍ଗଳାର ଶିକ୍ଷିତ ମହଲରେ ଚହଳ ସୃଷ୍ଟି କରିଦେଲେ । ତାହାର କାରଣ ଓଡ଼ିଶାରେ ଶିକ୍ଷିତ ସଂଖ୍ୟା କମ ଏବଂ ବଙ୍ଗଳାର ସାଧାରଣ ଲୋକଙ୍କ…

ସୁନାଫୁଲର ଦେଶେ 

ଲେଖା: ଦେଵ ତ୍ରିପାଠୀ ଫୁଲର ବଡ଼ ବଜାର କହିଲେ ଆମେ ଭୁବନେଶ୍ୱରକୁ ହିଁ ବୁଝୁ ! ଇଂରାଜୀ ନୂଆବର୍ଷ କିମ୍ବା ସେପରି କିଛି ଅବସରରେ ଏଠି କୁଆଡ଼େ କୋଟି କୋଟି ଟଙ୍କାର ଫୁଲ ବିକ୍ରି ହୁଏ ! ହେଉଥିବ ! କୃତ୍ରିମତାରେ ଭରା ସହରରେ କୃତ୍ରିମ ଫୁଲର ଚାହିଦା ଅବଶ୍ୟ ଖୁବ୍ ବେଶୀ ! ତେବେ…

କନିଆଁ କାନ୍ଦଣା ଗୀତ

ବାସ୍ତବରେ ପୂର୍ବ ସ୍ମୃତିକୁ ମନେ ପକେଇ ବାହୁନି ବାହୁନି କାନ୍ଦୁଥିବା କନ୍ୟାର କାନ୍ଦଣା ଗୀତର ଗୁଞ୍ଜରଣରେ ଆଖ ପାଖରେ ଏକ ଦୁଃଖର ବାତାବରଣ ସୃଷ୍ଟି ହୋଇ ଥାଏ । ଏହି କାନ୍ଦଣା ଗୀତ ଶୁଣୁଥିବା ଲୋକର ଆଖିରୁ ଆପେ ଆପେ ଲୁହ ଝରି ଯାଇ ଥାଏ । ଏପରି ଲୋକ ଗୀତ ଆଜି ବି କିଛି କିଛି ଗ୍ରାମରେ ବଞ୍ଚିରହିଛି ଏବଂ ବଞ୍ଚେଇ ରଖିଥିବା ଲୋକମାନେ ସତରେ ଅନନ୍ୟ ସମ୍ମାନର ହକଦାର . .

କର୍ମବୀର ଗୌରୀଶଙ୍କର

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷ ତୃତୀୟାଂଶ ଓଡ଼ିଶାର ଜାତୀୟ ଜୀବନ ପକ୍ଷରେ ଏକ ନବଜାଗରଣର କାଳ । ନଅଙ୍କ ଦୁର୍ଭିକ୍ଷର ଆଘାତ, ପାଶ୍ଚାତ୍ୟ ଶିକ୍ଷା ଓ ସଭ୍ୟତାର ନବବାଣୀ ନିହିତ ପ୍ରେରଣା ଜାତିର ଯୁଗବ୍ୟାପୀ ସୁଷୁପ୍ତି, ନିଷ୍କ୍ରିୟତା, ସ୍ୱାର୍ଥପରତା ଭାଂଗି ଦେଇ ଏହାକୁ ଆତ୍ମସଚେତନ ଓ କର୍ମତପ୍ତର କରିଥିଲା ।ଅତଏବ ସମାଜ ନିମନ୍ତେ…

ଆଦିକବି ସାରଳା ଦାସ

ମାଟି ସହିତ ମାଟି ହୋଇ ଜୀଉଁଥିବା ଶ୍ରୀଅକ୍ଷର ବିବର୍ଜିତ ସେଇ ଯୁବକଟି ଦିନେ ଓଡ଼ିଆ ଭାଷା ସାହିତ୍ୟର ସ୍ବର୍ଣ୍ଣମୟ ସୌଭାଗ୍ୟକୁ ଡାକିଆଣିଲା; ଆଉ ସମଗ୍ର ଓଡ଼ିଆଜାତିର ପ୍ରତିନିଧିରୂପେ ଜଣେ ସେଇ ଜ୍ଞାନୀ, ସନ୍ଥ, ତତ୍ତ୍ଵଦର୍ଶୀ ଯୁବକବିର ସୃଜନୀ ପ୍ରତିଭା ହେଲା ଅନୁପ୍ରାଣିତ . .